ଏନ୍ଡିଏରେ ରହୁନି ତାଳମେଳ: ବିବାଦ ସମାଧାନ ପାଇଁ କମିିଟି ଗଠନ ପରାମର୍ଶ ଦେଲେ ମୋଦି
ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନ୍ଡିଏ)ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାରାଷ୍ଟ୍ରରେ ଭାଜପା ଏବଂ ଶିବସେନା ମଧ୍ୟରେ ବିବାଦ ଭିତରେ ଏବେ ସହଯୋଗୀ ଦଳଙ୍କ ସହ ଭାଜପା ତାଳମେଳ ରହୁ ନ ଥିବା କୁହାଯାଉଛି।…
ଜମ୍ମୁ-କଶ୍ମୀରରେ ବିସ୍ଫୋରଣ, ଜଣେ ଯବାନ ଶହୀଦ
ଶ୍ରୀନଗର,୧୭।୧୧:ଜମ୍ମୁ-କଶ୍ମୀରର ଅଖନୁର ଜିଲାରେ ରବିବାର ଏକ ସଂଦିଗ୍ଧ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଯବାନ ଶହୀଦ ହୋଇଛନ୍ତି। ଏଥିସହ ତିନିଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଯବାନମାନେ ଅଖନୁରର ପଲ୍ଲନଓ୍ବାଲା ଅଞ୍ଚଳରେ ଏକ ଟ୍ରକ୍ରେ ଯାଉଥିବାବେଳେ ଏହି ବିସ୍ଫୋରଣ ଘଟିଥିଲା।…
ଦାରିଙ୍ଗବାଡ଼ିରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍.ଏ.): ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଚଳିତ ଶୀତଋତୁରେ ପ୍ରଥମଥର ପାଇଁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଆସିଛନ୍ତି। ପୂର୍ବରୁ ପର୍ଯ୍ୟଟକ ଦୈନିକ ଆସୁଥିଲେ ମଧ୍ୟ ରବିବାର ଛୁଟିଦିନ ଯୋଗୁ ଏହି ସଂଖ୍ୟା ବୃଦ୍ଧି ପାଇଛି। ସୁନ୍ଦର ପରିବେଶ…
ଏହି ଗେମ୍ ଖେଳିବାକୁ ପସନ୍ଦ କରନ୍ତି ମୟଙ୍କ ଅଗ୍ରଓ୍ବାଲ
ବାଲାଂଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ କ୍ୟାରିୟରର ଦ୍ୱିତୀୟ ଦ୍ୱିଶତକ ଅର୍ଜନ କରିଥିବା ମୟଙ୍କ ଅଗ୍ରଓ୍ବାଲ ନିଜ ଜୀବନର ଅନେକ ରହସ୍ୟ ଖୋଲିଛନ୍ତି। ସେ କହିଛନ୍ତି,କ୍ରିକେଟ ଖେଳିସାରିବା ପରେ ମନକୁ ହାଲ୍କା କରିବା ପାଇଁ ପବ୍ଜୀ ଗେମ୍ ଖେଳେ। ଏହାଦ୍ୱାରା ମନ ହାଲକା…
ପୁଣି କୋର୍ଟ ଯାଇପାରେ ଅଯୋଧ୍ୟା ମାମଲା
ନୂଆଦିଲ୍ଲୀ,୧୭।୧୧: ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟ ଯେଉଁ ରାୟ ଦେଇଛନ୍ତି ତାକୁ ନେଇ ରବିବାର ଅଲ୍ ଇଣ୍ଡିଆ ମୁସଲିମ ପର୍ସନାଲ ଲ ବୋର୍ଡ(ଏଆଇଏମ୍ପିଏଲ୍ବି)ରବିବାର ଏକ ବୈଠକର ଆୟୋଜନ କରିଥିଲା। ଏଥିରେ ବିଚାର କରାଯାଇଛି କି କୋର୍ଟ ଦେଇଥିବା ରାୟର ପୁନର୍ବିଚାର ପାଇଁ…
ଏସିଆନ ୟୁଥ୍ ବକ୍ସିଂ: ଭାରତୀୟ ମହିଳାଙ୍କୁ ୫ ସ୍ବର୍ଣ୍ଣ, ପୁରୁଷଙ୍କୁ ୨ ରୌପ୍ୟ
ଉଲାନବାତାର,୧୭।୧୧(ପି.ଟି.): ମଙ୍ଗୋଲିଆର ଉଲାନବାତାରଠାରେ ଚାଲିଥିବା ଏସିଆନ ୟୁଥ ବକ୍ସିଂ ଚାମ୍ପିୟନଶିପ୍ରେ ଭାରତୀୟ ବକ୍ସରମାନେ ଦମ୍ଦାର ପ୍ରଦର୍ଶନ କରି ଏକାଧିକ ପଦକ ହାସଲ କରିଛନ୍ତି। ଭାରତୀୟ ମହିଳା ବକ୍ସରମାନେ ୫ଟି ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ପୁରୁଷ ବକ୍ସର ୨ଟି ରୌପ୍ୟ…
ମୃତଦେହକୁ ଜୀବିତ ଭାବି ଜୁଇରୁ ଫେରାଇ ଆଣିଲେ ଆତ୍ମୀୟସ୍ବଜନ: ମୃତ ଘୋଷଣା କଲେ ଡାକ୍ତର
ହାତୀଓଟ,୧୭।୧୧(ଡି.ଏନ୍.ଏ.): କିଛିଦିନର ବ୍ୟବଧାନ ପରେ ପୁଣି ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଛି ଗୁଜବ। ମୃତଦେହ ଶ୍ମଶାନରେ ଚେଇଁ ଉଠିଛି। ଶ୍ମଶାନକୁ ନେଇଥିବା ବନ୍ଧୁ ପରିଜନ ଜୀବିତ ଭାବି ମୃତ ମହିଳାଙ୍କୁ ଡାକ୍ତରଖାନା ଆଣିଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା…
ସଚିନଙ୍କୁ ରାଜନୀତିଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ ଏହି ରାଜନେତା
ଶିବସେନାର ସଂସ୍ଥାପକ ବାଲ୍ ଠାକରେ ଆଜିର ଦିନରେ ହିଁ ଦୁନିଆରୁ ବିଦାୟ ନେଇଥିଲେ। ଜୀବନରେ କେବେ ନିର୍ବାଚନ ଲଢି ନ ଥିଲେ ମଧ୍ୟ ସେ ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଥରେ ବାଲ୍ ଠାକରେ ଟିମ୍ ଇଣ୍ଡିଆର ମହାନ ବ୍ୟାଟ୍ସମ୍ୟାନ୍…
ଟଏଲେଟ୍ ସିଟ୍ରେ ତିଆରି ଗୋଲାପ କଷ୍ଟ୍ୟୁମ
ଫୁଲ ଭିତରେ ଗୋଲାପର ସୌନ୍ଦର୍ଯ୍ୟ ଓ ଆକର୍ଷଣ ଭିନ୍ନ। ସେଇଥିପାଇଁ ବୋଧେ ଜେନେଭା କୋଲିୟର ନାମ୍ନୀ ମହିଳା ତିଆରି କରିଛନ୍ତି ଏକ ଆକର୍ଷକ ରୋଜ୍ କଷ୍ଟ୍ୟୁମ୍ ବା ଗୋଲାପର ପୋଷାକ। ଉକ୍ତ କଷ୍ଟ୍ୟୁମକୁ ପିନ୍ଧି ଜେନେଭା ପୂରାପୂରି ଏକ ତାଜା ଗୋଲାପ…
ଠିକାଦାରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ମାଲକାନଗିରି,୧୭।୧୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଠିକାଦାର ସଂଘ ପକ୍ଷରୁ ଗତ ୧୦ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇଛି। ଏ ନେଇ ଜିଲାର ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ ହୋଉଛି । ରାସ୍ତାଘାଟ, ପୋଲ, ଗୃହ ନିର୍ମାଣ, କାର୍ଯ୍ୟ ଚାଲିଥିବା ବେଳେ ଠିକାଦାରଙ୍କ ଏହି ଆନ୍ଦୋଳନ…
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍: କ୍ୟାରିୟର ଶ୍ରେଷ୍ଠ ସ୍ଥାନରେ ସାମି, ଅଗ୍ରଓ୍ବାଲ
ଦୁବାଇ,୧୭।୧୧ (ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ ଟେଷ୍ଟ ର଼୍ୟାଙ୍କିଙ୍ଗ୍ରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସାମି ଓ ଓପନର ମୟଙ୍କ ଅଗ୍ରଓ୍ବାଲ କ୍ୟାରିୟର ଶ୍ରେଷ୍ଠ ସ୍ଥାନ ହାସଲ କରିଛନ୍ତି। ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତ ଏକ ଇନିଂସ ଓ ୧୩୦…
ସୋମବାର ସୁପ୍ରିମ୍କୋର୍ଟର ୪୭ତମ ପ୍ରଧାନ ବିଚାରପତି ହେବେ ବୋବଡେ
ନୂଆଦିଲ୍ଲୀ,୧୭।୧୧: ସୋମବାର ସୁପ୍ରିମ୍କୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ୬୩ ବୟସ୍କ ଶରଦ ଅରବିନ୍ଦ ବୋବଡେ ଦାୟିତ୍ୱ ଗ୍ରହଣ କରିବେ। ୨୦୨୧ ଏପ୍ରିଲ୍ ୨୩ରେ ସେ ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି ପଦବୀରୁ ଅବସର ଗ୍ରହଣ କରିବେ। ୧୯୫୬ ଏପ୍ରିଲ୍ ୨୪ରେ ସେ…

