Home Left

ଜୀବନକାଳ ମଧ୍ୟରେ ପାଣି କି ବିଜୁଳି ପାଇଲେ ନାହିଁ ଆଦର୍ଶ ମତଦାତା

କୁଲ୍ଲୁ,୫।୮: ହିମାଚଳ ପ୍ରଦେଶର କୁଲୁ ଜିଲାରେ ଥିବା ଶାକ୍ଟି ମରେଡରେ ଆଜି ପର୍ଯ୍ୟନ୍ତ ବିଜୁଳି କି ପାନୀୟ ଜଳର ସୁବିଧା ନାହିଁ। ତେବେ ଗାଁର ବିକାଶକୁ ଲକ୍ଷ୍ୟ କରି ପ୍ରତିଥର ଉତ୍ସାହର ସହ ମତଦାନ କରୁଥିବା ୧୧୦ ବର୍ଷୀୟା ଶାଦି ଦେବୀଙ୍କର…

୪୪ ବର୍ଷ ପୂର୍ବେ ଷ୍ଟାଡିୟମରେ ପଶି ଏହି ଭାରତୀୟ ଖେଳାଳିଙ୍କୁ ଚୁମ୍ବନ ଦେଇଥିଲେ ଶାଢ଼ି ପିନ୍ଧା ମହିଳା

ଏବେ ସୋସିଆଲ ମିଡିଆରେ ଶାଢ଼ି ଟ୍ରେଣ୍ଡ୍‌ ଚାଲିଛି। ସେଲିବ୍ରିଟିମାନେ ଶାଢ଼ି ପିନ୍ଧି ଫଟୋ ଶେୟାର କରୁଛନ୍ତି। ଏସବୁ ଭିତରେ ଏବେ ଏକ ଶାଢ଼ି ପିନ୍ଧା ମହିଳାଙ୍କ ୪୪ ବର୍ଷ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଶାଢି ପିନ୍ଧି…

ଧାରା ୩୭୦: ପୂରଣ ହେଲା ବାଲା ସାହେବ, ବାଜପେୟୀଙ୍କ ସ୍ବପ୍ନ

ନୂଆଦିଲ୍ଲୀ,୫।୮: ରାଜ୍ୟ ସଭାରେ ସୋମବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଧାରା ୩୭୦କୁ ହଟାଇବାକୁ ପ୍ରସ୍ତାବ ଦେଇଥିଲେ। ଏହାସହ ରାଜ୍ୟ ପୁନର୍ଗଠନ ପାଇଁ ମଧ୍ୟ ଶାହ ପ୍ରସ୍ତାବ ଦେଇଥିଲେ। ଏହାକୁ ଦେଖି ଭାଜପାର ସହୟୋଗୀ ଦଳ ଶିବସେନା ମୁଖ୍ୟ ଉଦ୍ଦବ ଠାକରେ ପ୍ରତିକ୍ରିୟା…

ପାକିସ୍ତାନ ଦଳର ନେତୃତ୍ୱରେ ପରିବର୍ତ୍ତନ ଦରକାର: ଆର୍ଥର

କରାଚୀ,୫।୮(ପି.ଟି.)- ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ପଦରୁ ସର୍ଫରାଜ ଅହମ୍ମଦଙ୍କୁ ହଟାଇବାକୁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟ କୋଚ୍‌ ମିକି ଆର୍ଥର। ଏଥିସହିତ ପିସିବି କ୍ରିକେଟ କମିଟିକୁ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଛନ୍ତି। ତାଙ୍କୁ ଆଉ ୨ ବର୍ଷ କୋଚ୍‌ ପଦରେ…

ଜମ୍ମୁ-କଶ୍ମୀର ଜନସାଧାରଣଙ୍କ ସହିତ ବିଶ୍ୱାସଘାତକତା କରିଛନ୍ତି ମୋଦି ସରକାର: ଓମାର ଅବଦୁଲା

ଶ୍ରୀନଗର,୫।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଜମ୍ମୁ-କଶ୍ମୀରରେ ୩୭୦ ଧାରା ହଟିବା ନେଇ ଘୋଷଣା କରିଛନ୍ତି। ଏହା ସହିତ ଜମ୍ମୁ-କଶ୍ମୀରକୁ ଲଦାଖଠାରୁ ମଧ୍ୟ ଅଲଗା କରାଯାଇଥିବା ନେଇ ସୂଚନା ଦେଇଛନ୍ତି। ଏହାକୁ ନେଇ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ପ୍ରଧାନମନ୍ତ୍ରୀ…

ଜମ୍ମୁ-କଶ୍ମୀରରେ ନେତାଙ୍କୁ ନଜରବନ୍ଦୀ ଘଟଣାକୁ ନିନ୍ଦା କଲେ ପୂର୍ବତନ ଅର୍ଥମନ୍ତ୍ରୀ

ଶ୍ରୀନଗର,୫।୮: ଜମ୍ମୁ-କଶ୍ମୀରରେ ନେତାଙ୍କୁ ନଜରବନ୍ଦୀ ରଖାଯିବା ଘଟଣାକୁ ନେଇ ରାଜନୈତିକ ମହଲରେ ଅସନ୍ତୋଷ ପ୍ରକାଶ ପାଇବା ସହ ଏହାକୁ କିଛି ନେତା ବିରୋଧ କରିଛନ୍ତି। ସୋମବାର ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ୍‌ ଏହି ଘଟଣାକୁ ନିନ୍ଦା…

ଧାରା ୩୭୦ ହଟିବା ନେଇ ନିଜ ନିଜର ଖୁସି ପ୍ରକାଶ କଲେ ବଲିଉଡ୍‌ କଳାକାର

ମୁମ୍ବାଇ,୫।୮: ଜମ୍ମୁ-କଶ୍ମୀରରୁ ୭୨ ବର୍ଷ ପୁରାତନ ଧାରା ୩୭୦ ହଟିବା ନେଇ ବଲିଉଡ୍‌ର ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷ ଟୁଇଟ୍‌ କରି ନିଜର ଖୁସି ବ୍ୟକ୍ତ କରିଛନ୍ତି। ଅଭିନେତା ପରେଶ ରାଓ୍ବଲ କହିଛନ୍ତି ଭାରତ ମାତା ଶେଷରେ ସ୍ବାଧୀନତା ହାସଲ କରିଛି।…

ଅତିଥି ଅଧ୍ୟାପକ ଚୟନରେ ଅନିୟମିତତା ଅଭିଯୋଗ : ତଦନ୍ତ ପାଇଁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ

ପୁରୀ ଅଫିସ,୫ା୮: ପୁରୀ ସରକାରୀ ମହିଳା ମହାବିଦ୍ୟାଳୟରେ ଅତିଥି ଅଧ୍ୟାପକ ଚୟନ ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ କେତେଜଣ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ଏପରିକି ଚୟନ ପ୍ରକ୍ରିୟାକୁ ନେଇ ବହୁ ପ୍ରାର୍ଥୀ ସୂଚନା…

ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗ: ମେହବୁବା କହିଲେ, ଭାରତୀୟ ଲୋକତନ୍ତ୍ର ପାଇଁ କଳାଦିବସ, ଭୟଙ୍କର ହେବ ପରିଣାମ

ନୂଆଦିଲ୍ଲୀ,୫।୮:କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ କହିଛନ୍ତି। ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି ଅଲଗା…

ସ୍ବା ସ୍ଥ୍ୟ ସୂ ଚ ନା

ଉଷୁମ ପାଣିରେ ଏକ ଚାମଚ ମହୁ ଏବଂ ଫାଳେ ଲେମ୍ବୁ ଚିପୁଡି ପିଅନ୍ତୁ। ଏହା ଓଜନ କମାଇବାରେ ଅନେକାଂଶରେ ସହାୟକ ହୋଇଥାଏ। ସକାଳେ ବିଛଣାରୁ ଉଠିବା ପରେ ଷ୍ଟ୍ରେଚିଂ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଂଚାଳନ ସକ୍ରିୟ ରହିଥାଏ। ଜୀବନ ତାଲିକାରେ…

ଦାନ୍ତ ଘଷା : କିଛି କଥା

ଦାନ୍ତ ଘଷିବା ଆମର ଏକ ଅଭ୍ୟାସ। ହେଲେ ଏହା ପଛରେ ଏପରି କେତୋଟି କଥା ରହିଛି ଯାହା ଜାଣିବା ଆବଶ୍ୟକ। ଦୁଇ ଥର-ସକାଳେ ଏବଂ ରାତ୍ରି ଭୋଜନ ପରେ ଦାନ୍ତ ଘଷନ୍ତୁ। ଘଷିବା ପାଇଁ ଫ୍ଲୋରାଇ ଡେଟେଡ ଟୁଥ୍‌ପେଷ୍ଟ ବ୍ୟବହାର କରନ୍ତୁ।…

ନିଃସଙ୍ଗତା ଦୂର କରିବ ରୋବୋ

ରୋବୋର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ଏଣିକି ଏହାକୁ ନିଃସଙ୍ଗତା ଦୂର କରିବା ପାଇଁ ବ୍ୟବହାର କରାଯାଇପାରିବ। ଜାପାନର ବୈଜ୍ଞାନିକମାନେ ଏପରି ଏକ ଅତ୍ୟାଧୁନିକ ଜ୍ଞାନକୌଶଳ ବିଶିଷ୍ଟ ରୋବୋ ପ୍ରସ୍ତୁତ କରିଛନ୍ତି। ନିଃସଙ୍ଗତା ପରି ସମସ୍ୟା ସହ ଜଡିତ ଥିଲେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri