ସମୁଦ୍ରରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ଆରମ୍ଭ
ଛତ୍ରପୁର,୧୭ା୧୧(ଡି.ଏନ.ଏ) – ଆର୍ଯ୍ୟପଲ୍ଲୀ ମେରାଇନ୍ ଥାନା ପକ୍ଷରୁ ସମୁଦ୍ରରେ ସ୍ବତନ୍ତ୍ର ବୋଟ୍ ଦ୍ୱାରା ପାଟ୍ରୋଲିଂ ଆରମ୍ଭ ହୋଇଛି । ମେରାଇନ୍ ଥାନା ଅଧୀନରେ ଗଞ୍ଜାମ ବ୍ଲକର ପ୍ରୟାଗୀଠାରୁ ହରିପୁର ପର୍ଯ୍ୟନ୍ତ ୩୩ କି.ମି. ପର୍ଯ୍ୟନ୍ତ ସମୁଦ୍ର ମଧ୍ୟରେ ନିୟମିତ ପାଟ୍ରୋଲିଂ କରାଯିବ…
ଘରେ ଲଗାନ୍ତୁ ଏସବୁ ଗଛ
ଗଛ ଯେ କେବଳ ପରିବେଶକୁ ବିଶୁଦ୍ଧ ରଖିଥାଏ ତା’ନୁହେଁ ବରଂ ଏହାଦ୍ୱାରା ଘରେ ସକରାତ୍ମକ ପ୍ରଭାବ ପଡିଥାଏ ବୋଲି ବାସ୍ତୁ ଶାସ୍ତ୍ରରେ କୁହାଯାଇଛି। ଏହା ଘରେ ସୁଖଶାନ୍ତି ପ୍ରଦାନ କରିବା ସହ ପରିବାର ଲୋକଙ୍କୁ ସୁସ୍ଥ ରଖିବାରେ ମଧ୍ୟ ସାହାଯ୍ୟ କରିଥାଏ।…
ବର୍ଷାରେ ଫସଲ କ୍ଷତିର ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ
ଛତ୍ରପୁର,୧୭ା୧୧(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଲଘୁଚାପଜନିତ ଲଗାଣ ବର୍ଷା ହୋଇଥିଲା। ଏଥିରେ ୧୨ ବ୍ଲକ ଅଧୀନ ୧୨୫ ପଞ୍ଚାୟତ ଓ ୩ ଏନଏସି ଅଞ୍ଚଳର ଫସଲ କ୍ଷତି ହୋଇଛି। କୃଷି ବିଭାଗ ପକ୍ଷରୁ ଫସଲ କ୍ଷତି…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ
ଗଣିଆ,୧୭।୧୧(ଡି.ଏନ.ଏ.)-ସାତକୋଶିଆ ଗଣ୍ଡ ଅଭୟାରଣ୍ୟ ଅନ୍ତର୍ଗତ ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ବଡମୂଳ ମଙ୍ଗାନାସୀଠାରେ ରହିଛି ପ୍ରାକୃତିକ ପର୍ଯ୍ୟଟନ କେନ୍ଦ୍ର ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ା ଏହି ପର୍ଯ୍ୟଟନ କେନ୍ଦ୍ରରେ ଶୀତତାପ ନିୟନ୍ତ୍ରିତ ୩ଟି କଟେଜ୍ ଓ ୪ଟି ତମ୍ବୁ…
ଭୋଗରାଇରେ ବିରଳ ପ୍ରଜାତିର ମାଛ
ଭୋଗରାଇ, ୧୭।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁସୁଟି ଗ୍ରାମ ନିକଟସ୍ଥ ଧାନ କ୍ଷେତରେ ଏକ ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି। ଦେଢ଼ଫୁଟ୍ ଲମ୍ବର ଏହି ବିରଳମାଛ ଦେହସାରା ବିଚିତ୍ର ରଙ୍ଗଥିବା ବେଳେ ମୁଣ୍ଡ ଭାଗ ଚେପଟା ଓ କିମ୍ବଦ…
‘ଅଗ୍ନି-୨’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ, ୧୭।୧୧-ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର୍ ପକ୍ଷରୁ ଭଦ୍ରକ ଜିଲାସ୍ଥିତ ଅବଦୁଲ କଲାମ ଦ୍ୱୀପର ୪ ନଂ. ଲଞ୍ଚପ୍ୟାଡ୍ରୁ ଶନିବାର ସନ୍ଧ୍ୟା ସାଢ଼େ ୭ଟା ବେଳେ ‘ଅଗ୍ନି-୨’ କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି। ଅନୁକୂଳ ପାଗକୁ ଅନୁଧ୍ୟାନ କରି…
ସରଳ ହେବ ଜିଏସ୍ଟି ଫାଇଲିଂ
ନୂଆଦିଲ୍ଲୀ,୧୭-୧୧: ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ବ୍ୟବସ୍ଥାରେ ରହିଥିବା ବିଭିନ୍ନ ଅସୁବିଧା ଆଗାମୀ ଦିନରେ ଦୂର ହେବ। ଏହି ପ୍ରସଙ୍ଗରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଚାର୍ଟାର୍ଡ ଆକାଉଣ୍ଟାଣ୍ଟ, ଟ୍ରେଡର ଏବଂ ଅନ୍ୟ ଅଂଶୀଦାରଙ୍କୁ ଭେଟିଛନ୍ତି। ଜିଏସ୍ଟି ଫର୍ମ ଏବଂ…
ନଗଦ କାରବାର ଛାଡିବାକୁ ଲୋକେ ବିମୁଖ
ମୁମ୍ବାଇ,୧୭-୧୧: ଦେଶ ମଧ୍ୟରେ ଇଣ୍ଟରନେଟ ଏବଂ ମୋବାଇଲ ଫୋନ ବ୍ୟବହାରକାରୀଙ୍କ ସଂଖ୍ୟା ବଢିଥିଲେ ମଧ୍ୟ ଏବେବି ଲୋକମାନେ ବିଭିନ୍ନ କାର୍ଯ୍ୟ ଲାଗି ନଗଦ କାରବାର ଛାଡିବାକୁ ବିମୁଖ ଅଛନ୍ତି। ଏହାଯୋଗୁ ଦେଶର ଡିଜିଟାଲ ଅର୍ଥନୀତି ସ୍ବପ୍ନ ଧିମା ହେଉଥିବା ନଜରକୁ ଆସିଛି।…
୫ ବର୍ଷ ପରେ ବଜାରରେ ମିଳିବ କୃତ୍ରିମ କିଡ୍ନୀ…
ଏବେ କିଡ୍ନୀ ସମସ୍ୟା ଦେଖାଗଲେ ଆଉ ଭୟ କରିବାର ନାହିଁ। କାରଣ ୫ ବର୍ଷ ପରେ ବଜାରରେ କୃତ୍ରିମ କିଡ୍ନୀ ମିଳିବ। ଆମେରିକାରେ ଗବେଷକ ଏଭଳି କିଡ୍ନୀ ତିଆରି କରିସାରିଛନ୍ତି। ଆଗାମୀ ୨ ବର୍ଷ ମଧ୍ୟରେ ଏନେଇ ଅଧ୍ୟୟନ ଶେଷ ହେବାର…
ଏସିସି ଇମର୍ଜିଂ ଟିମ୍ସ କପ୍: ଭାରତକୁ ହରାଇଲା ବାଂଲାଦେଶ
ସାଭର,୧୭।୧୧ (ପି.ଟି.)- ଗୋଟିଏ ପଟେ ବାଂଲାଦେଶ ସିନିୟର ଦଳ ପ୍ରଥମ ଟେଷ୍ଟରେ ଭାରତଠାରୁ ଇନିଂସ ପରାଜୟ ବରଣ କରିଥିବା ବେଳେ ଅନ୍ୟପଟେ ବାଂଲାଦେଶ ଜୁନିୟର ଦଳ ୬ ଉଇକେଟରେ ଭାରତକୁ ପରାସ୍ତ କରିଛି। ସାଭରଠାରେ ଚାଲିଥିବା ଏସିଆନ କ୍ରିକେଟ କାଉନସିଲ (ଏସିସି)…
ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ: ଫାଇନାଲରେ ପ୍ରମୋଦ
ଭୁବନେଶ୍ୱର, ୧୭।୧୧ (ସ୍ପୋଟର୍ସ ବ୍ୟୁରୋ)- ଟୋକିଓରେ ଚାଲିଥିବା ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ପ୍ରବେଶ କରିଛନ୍ତି। ସେମିଫାଇନାଲ ମ୍ୟାଚ୍ରେ ପ୍ରମୋଦ ୨୧-୭, ୨୧-୧୭ ସିଧାସଳଖ ଗେମ୍ରେ ଇଣ୍ଡୋନେସିଆର ମମନ ନୁର୍ଜାମନଙ୍କୁ ପରାସ୍ତ…
ବଗଲା ଧର୍ମଶାଳା ଜମିକୁ ନେଇ ପିକେଡିଏ ସଚିବଙ୍କୁ ସ୍ମାରକପତ୍ର: ବିଲ୍ଡିଂ ପ୍ଲାନ ଅନୁମୋଦନ କରା ନ ଯାଉ
ପୁରୀ ଅଫିସ, ୧୬ା୧୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ବିସ୍ଥାପିତ ହେବାକୁ ଥିବା ଲଜ୍ ମାଲିକମାନଙ୍କୁ ବଗଲା ଧର୍ମଶାଳା ଜମି ପ୍ରଦାନ କରାଯିବ। ଯେଉଁ ଲଜ୍ ମାଲିକମାନେ ଜମି ନେବାକୁ ଚାହିଁବେ ସେମାନଙ୍କୁ ଏହି ଜମି ପ୍ଲଟିଂ କରି ଦିଆଯିବ। ଏ ନେଇ…

