ଇଶାନ ଖଟ୍ଟରଙ୍କ ସହ ନଜର ଆସିବେ ଅନନ୍ୟା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ହାତରେ ଏବେ ଅଫର୍ ଉପରେ ଅଫର୍। ‘ପତି ପତ୍ନୀ ଔର ଓ୍ବ’ ପରେ ଏବେ ଅନନ୍ୟା ‘ଖାଲି ପିଲି’ରେ ଇଶାନ ଖଟ୍ଟରଙ୍କ ସହ ନଜର ଆସିବେ ବୋଲି ଶୁଣିବାକୁ ମିଳିଛି। ମକବୁଲ ଖାଁଙ୍କ ନିର୍ଦ୍ଦେଶିତ…
କଙ୍ଗୋରେ ଭାରତୀୟ ଲ୍ୟୁଟନାଟ୍ କର୍ନଲ ଗୌରବ ସୋଲାଙ୍କି ନିଖୋଜ
କିନଶାସା,୧୨।୯: ଜାତିସଂଘ ଶାନ୍ତି ସେନାରେ ନିୟୋଜିତ ଥିବା ଭାରତୀୟ ଲ୍ୟୁଟନାଟ୍ କର୍ନଲ ଗୌରବ ସୋଲାଙ୍କି ଗତ ୫ ଦିନ ଧରି ନିଖୋଜ ଅଛନ୍ତି। ସେ କଙ୍ଗୋରେ ଜାତିସଂଘ ଶାନ୍ତି ମିଶନରେ ମୁତୟନ ହୋଇଥିଲେ। ଏକ ମିଶନରେ ତାଙ୍କ ଟିମ୍ କିଓ୍ବୁ ଲେକ୍…
କୁଳଭୂଷଣ ଯାଦବଙ୍କୁ ଦ୍ୱିତୀୟ ଥର ଲାଗି ଦିଆଯିବ ନାହିଁ କନସୁଲାର ଆକ୍ସେସ୍:ପାକିସ୍ତାନ
ଇସ୍ଲାମାବାଦ,୧୨।୯: ପାକିସ୍ତାନ ଜେଲରେ ବନ୍ଦୀଥିବା କୁଳଭୂଷଣ ଯାଦବଙ୍କ ମାମଲାରେ ପୁଣି ଥରେ ପାକିସ୍ତାନ ତା’ର ପୂର୍ବପାଠର ଆଲୋଚନା କରିଛି। ପାକିସ୍ତାନ କହିଛି ସେ ଦ୍ୱିତୀୟ ଥର ଲାଗି କୁଳଭୂଷଣଙ୍କୁ କନସୁଲାର ଆକ୍ସେସ ଦେବ ନାହିଁ। ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଡ.…
କୁଲି ନଂ-୧ ସେଟ୍ରେ ଘଟିଲା ଏମିତି କିଛି..ପ୍ରଧାନମନ୍ତ୍ରୀ ମୋଦି ବି କଲେ ପ୍ରଶଂସା
ବରୁଣ ଧୱନ ଏବଂ ସାରା ଅଲୀ ଖାନଙ୍କ ଅଭିନୀତ କୁଲି ନଂ-୧ର ଶୁଟିଂ ଏବେ ଜୋରସୋରରେ ଚାଲିଛି। ନିକଟରେ ବରୁଣ ଧାଓ୍ବନ ଫିଲ୍ମର ଏକ ଫଟୋ ଜରିଆରେ ଘୋଷଣା କରିଥିଲେ ଯେ, ଏହି ସମୟରେ ଆମେ ପ୍ଲାଷ୍ଟିକ୍ ଫ୍ରି ଦେଶ ଆହ୍ବାନ…
କ୍ରେଡିଟ୍ କାର୍ଡ ବିଲ୍ ଶୁଝିବା ପାଇଁ ଯାଆଁଳା ଶିଶୁଙ୍କୁ ବିକିଦେଲେ ମା’
ବେଜିଂ,୧୨।୯:ଚାଇନାର ବେଜିଂରେ ଏକ ଅଜବ ଘଟଣା ଘଟିଛି। କ୍ରେଡିଟ୍ କାର୍ଡ ବିଲ୍ ଶୁଝିବା ପାଇଁ ଯାଆଁଳା ଶିଶୁଙ୍କୁ ବିକିଦେଇଛନ୍ତି ମା’। କେବଳ ଏତିକି ନୁହେଁ, ପିଲା ଦୁଇଟିକୁ ବିକି କ୍ରେଡିଟ୍ କାର୍ଡ ବିଲ୍ ଶୁଝିବା ସହ ବଳକା ଟଙ୍କାରେ ଏକ ସ୍ମାର୍ଟଫୋନ…
ଋଣଭାର ଯୋଗୁ ଆତ୍ମହତ୍ୟା କଲେ ଗୋଟିଏ ପରିବାରର ୩ ପିଢ଼ି
ଚଣ୍ଡିଗଡ଼,୧୨।୯: ସରକାର ଚାଷୀଙ୍କ ଋଣଭାର କମାଇବା ପାଇଁ ବିଭିନ୍ନ ପ୍ରକାରର ଯୋଜନା କରୁଛନ୍ତି। ହେଲେ ଯୋଜନା ସବୁ ବାଟବଣା ହେଉଛି। ଫଳରେ ଋଣ ଭାର ସହି ନ ପାରି ଚାଷୀମାନେ ଆତ୍ମହତ୍ୟାର ବାଟ ବାଛି ନେଉଛନ୍ତି। ଏଥିଯୋଗୁ ଏବେ ଗୋଟିଏ ପରିବାରର…
ଭଲ ରାସ୍ତା ଯୋଗୁ ହେଉଛି ବଡ଼ ଦୁର୍ଘଟଣା: ଉପ ମୁଖ୍ୟମନ୍ତ୍ରୀ
ଚିତ୍ରଦୁର୍ଗ,୧୨।୯: କର୍ନାଟକର ଉପ ମୁଖ୍ୟମନ୍ତ୍ରୀ ଗୋବିନ୍ଦ କାରଜଲ ଏମିତି ଏକ ବୟାନ ଦେଇଛନ୍ତି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କାରଜଲ କହିଛନ୍ତି ଭଲ ରାସ୍ତା ଯୋଗୁ ବଡ଼ ଦୁର୍ଘଟଣା ଘଟୁଛି। କାରଣ ଭଲ ରାସ୍ତା ଯୋଗୁ ସମସ୍ତେ ଦ୍ରୁତ ଗତିରେ…
ହିନ୍ଦୁସ୍ତାନ ପେଟ୍ରୋଲିୟମ୍ ପ୍ଲାଣ୍ଟରେ ଫାଟିଲା ଟ୍ୟାଙ୍କ: ବହୁ ଗଁ।କୁ କରାଗଲା ଖାଲି
ଉନ୍ନାଓ,୧୨।୯: ଉତ୍ତରପ୍ରଦେଶ ଉନ୍ନାଓରେ ଥିବା ହିନ୍ଦୁସ୍ତାନ ପେଟ୍ରୋଲିୟମ ପ୍ଲାଣ୍ଟରେ ଗୁରୁବାର ବିସ୍ଫୋରଣ ହୋଇଛି। ହଠାତ୍ ଟ୍ୟାଙ୍କ ଫାଟିବାରୁ ଅଗ୍ନିକାଣ୍ଡ ଘଟିଥିଲା। ବିସ୍ଫୋରଣ ଏତେ ଜୋରରେ ଥିଲା ଯେ ହୁ ହୁ ହୋଇ ନିଆଁ ଚାରିଆଡେ ବ୍ୟାପିଯାଇଥିଲା। ଏହି ଦୁର୍ଘଟଣା ଯୋଗୁ ପ୍ଲାଣ୍ଟରେ…
ଆନନ୍ଦ ମହିନ୍ଦ୍ରାଙ୍କ ହସ୍ତକ୍ଷେପ ପରେ ମାତ୍ର ୧ ଟଙ୍କାରେ ଇଡ଼ଲି, ସମ୍ବର ବିକୁଥିବା ୮୦ବର୍ଷୀୟ ମାଉସୀଙ୍କୁ ମିଳିଲା ଗ୍ୟାସ୍ କନେକ୍ସନ
କୋଏମ୍ବାଟୁର, ୧୨।୯:ତାମିଲନାଡୁ କୋଏମ୍ବାଟୁର୍ରେ ମାତ୍ର ୧ ଟଙ୍କାରେ ଇଡ଼ଲି, ସମ୍ବର ବିକୁଥିବା ୮୦ବର୍ଷୀୟ ମାଉସୀ କମଲାଥଲଙ୍କୁ ଗ୍ୟାସ୍ କନେକ୍ସନ ଯୋଗାଇ ଦିଆଯାଇଛି।ବିଶିଷ୍ଟ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରାଙ୍କ ହସ୍ତକ୍ଷେପ ପରେ ଏହା ସମ୍ଭବ ହୋଇପାରିଛି। ସୂଚନାଯୋଗ୍ୟ, ଆନନ୍ଦ ମହିନ୍ଦ୍ରା ମଙ୍ଗଳବାର କମଲାଥର ମାଉସୀଙ୍କ…
ଚିଦାମ୍ବରମଙ୍କ ଜାମିନ ଆବେଦନକୁ ନେଇ ସିବିଆଇକୁ ନୋଟିସ ଜାରି କଲେ ଦିଲ୍ଲୀ ହାଇ କୋର୍ଟ
ନୂଆଦିଲ୍ଲୀ,୧୨।୯: ଆଇଏନ୍ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚାଦାମ୍ବରମ ଏବେ ଜେଲ୍ରେ ଅଛନ୍ତି। ତାଙ୍କ ଜାମିନ ଆବେଦନକୁ ନେଇ ଗୁରୁବାର ଦିଲ୍ଲୀ ହାଇକୋର୍ଟ ସିବିଆଇକୁ ନୋଟିସ ଜାରି କରିଛନ୍ତି। ତେବେ ଚିଦାମ୍ବରମ ୧୯ ସେପ୍ଟେମ୍ବର ପର୍ଯ୍ୟନ୍ତ ଜୁଡିସିଆଲ କଷ୍ଟୋଡିରେ ରହିବାକୁ…
ନିଆରା ବିବାହ : ମନ୍ତ୍ରରେ ନୁହେଁ, ଫିଲ୍ମ ଗୀତରେ ବିବାହ କାର୍ଯ୍ୟ ସମାପନ କଲେ ପଣ୍ଡିତ; ଦେଖନ୍ତୁ ଭିଡିଓ…
ସାଧାରଣତଃ ବିଧି ବିଧାନ ସହ ମନ୍ତ୍ର ଉଚ୍ଚାରଣ କରି ପଣ୍ଡିତ ବିବାହ କାର୍ଯ୍ୟ ସମ୍ପନ୍ନ କରିଥାନ୍ତି। ଏଥିରେ ଅଧିକ ବି ସମୟ ଲାଗିଥାଏ। କିନ୍ତୁ ଏପରି ଏକ ବିବାହ ଉତ୍ସବର ଭିଡିଓ ଭାଇରାଲ ହୋଇଛି, ଯାହା ଦେଖିଲେ ନ ହସି ରହିପାରିବେନି।…
ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି: ଆପୋଲୋ ହସ୍ପିଟାଲକୁ ୪ ସପ୍ତାହ ମହଲତ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ଥାନୀୟ ଆପୋଲୋ ହସ୍ପିଟାଲକୁ ହାଇକୋର୍ଟ ପକ୍ଷରୁ ସାମୟିକ ଆଶ୍ୱସ୍ତି ମିଳିଛି। ଏହାର ଲାଇସେନ୍ସ ରଦ୍ଦ ନିମନ୍ତେ ଏନ୍ଏଚ୍ଆର୍ସିଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ଏପରିକି ୪ ସପ୍ତାହ ପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ ନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…
Archives


