Home Left

କନ୍ୟା ଖୋଜିବା ପାଇଁ ପୋଲିସ ଚାକିରି ଛାଡିଦେଲେ

ହାଇଦ୍ରାବାଦ,୧୨।୯: ହାଇଦ୍ରାବାଦ୍‌ର ଚାର୍‌ମିନାର୍‌ରେ ଜଣେ ପୋଲିସ୍‌ କନଷ୍ଟେବଳ ନିଜ ପାଇଁ କନ୍ୟା ଖୋଜିବା ପାଇଁ ପୋଲିସ ଚାକିରି ଛାଡିଦେଇଛନ୍ତି। କନଷ୍ଟେବଳ ଚାକିରି ଯୋଗୁ ତାଙ୍କୁ ଝିଅ ମିଳିବାରେ ବିଳମ୍ବ ହେଉଥିଲା। ଏଥିପାଇଁ ମୁଁ ଚାକିରି ଛାଡିଦେଲି ବୋଲି ନିଜ ପ୍ରତିକ୍ରିୟାରେ ସେ…

ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି ପାଇଁ ମନା କଲେ କୋର୍ଟ

ଚେନ୍ନାଇ,୧୨।୯: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ଦୋଷୀ ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି କରିବାକୁ ମାଡ୍ରାସ ହାଇକୋର୍ଟ ମନା କରି ଦେଇଛନ୍ତି। ପୂର୍ବରୁ ୨୨ ଅଗଷ୍ଟରେ ମାଡ୍ରାସ ହାଇକୋର୍ଟ ରାଜୀବ ଗାନ୍ଧୀ ହତ୍ୟାକାଣ୍ଡର ୭ ଦୋଷୀଙ୍କ ମଧ୍ୟରୁ ନଳିନୀଙ୍କ…

ମାୟା ଲଗାଇବ ମାୟା ନଗରୀ

ଆଉ ଏକ ନବଗଠିତ ଅପେରା ପାର୍ଟି ଲଢ଼େଇ ମଇଦାନକୁ ଓହ୍ଲାଉଛି। ଚଳିତ ମାସ ୧୬ରେ ଏହି ପାର୍ଟି ନିଜର ଯାତ୍ରା ଅଭିଯାନ ଆରମ୍ଭ କରିବାକୁ ଯାଉଛି। ‘ଯାତ୍ରା ମାୟାନଗରୀ’ ନାମରେ ନାମିତ ଉକ୍ତ ପାର୍ଟିର ସଫଳତାକୁ ନେଇ ବେଶ୍‌ ଆଶା ରଖିଛନ୍ତି…

ମହୁମାଛି କଥା ମନେ ପଡ଼େ

ଶୁଟିଂ ସମୟରେ ଅନେକ ଘଟଣା କଳାକାରଙ୍କ ମନରେ ସ୍ମୃତି ହୋଇ ରହିଥାଏ। ସେଭଳି କେତୋଟି ଘଟଣାକୁ ସ୍ମରଣ କରନ୍ତି ରିଲିଜ ଅପେକ୍ଷାରେ ଥିବା ଓଡ଼ିଆ ସିନେମା ‘ବିଶ୍ୱରୂପ-ବର୍ଣ୍ଣ ଟୁ ଫାଇଟ୍‌’ରୁ ଓଲିଉଡ୍‌ର ନବାଗତ ତାଲିକାରେ ନିଜର ନାମ ଏଣ୍ଟ୍ରି କରିବାକୁ ଯାଉଥିବା…

୭ ମାସ ହେବ ସବ୍‌ଷ୍ଟେଶନ ଅଚଳ : ଶକ୍ତିବିଭାଗର ପାରିବା ପଣିଆ ପ୍ରତି ପ୍ରଶ୍ନବାଚୀ

କୋରୁକୋଣ୍ଡା,୧୨।୯(ଡି.ଏନ୍‌.ଏ.) : ମାଲକାନଗିରି ଜିଲା କୋରୁକୋଣ୍ଡା ସଦରଠାରେ ସାଉଥ୍‌କୋ ଦ୍ୱାରା ପରିଚାଳିତ ସବ୍‌ଷ୍ଟେଶନଟି ଆଜକୁ ଦୀର୍ଘ ୭ ମାସ ହେବ ଅଚଳ ହୋଇପଡ଼ିଛି। ଫଳରେ ଏନେଇ ଶକ୍ତିବିଭାଗର ପାରିବା ପଣିଆ ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୂଚନା ଯେ, ଏହି ସବ୍‌ଷ୍ଟେଶନ…

ସେଲ୍‌ଫି ଅନ୍ତରାଳେ..

ଆଜିକାଲି ସେଲ୍‌ଫି ନେବା ଏକ ମାନିଆ ପାଲଟି ଗଲାଣି। ଫଟୋରେ କମେଡିଆନ୍‌ ହରିହର ମହାପାତ୍ର ଓରଫ ହରି ଭାଇ ଅଭିନେତ୍ରୀ ପିଙ୍କି ପ୍ରିୟଦର୍ଶିନୀଙ୍କ ସହ ଏକ ସେଲ୍‌ଫି ନେଉଛନ୍ତି। ପୁଣି କେଉଁ ପୋଜ୍‌ରେ ଥରେ ଦେଖନ୍ତୁ ନା ! ଫଟୋ ଫଛରେ…

ଚର୍ଚ୍ଚାରେ ମଜ୍‌ନୁ

ତରଙ୍ଗ ସିନେ ପ୍ରଡକ୍ସନ ବ୍ୟାନରରେ ଏବଂ ଜାଗୀ ମଙ୍ଗତ ପଣ୍ଡାଙ୍କ ପ୍ରଯୋଜନାରେ ପ୍ରସ୍ତୁତ ହେଉଛି ନୂଆ ଓଡ଼ିଆ ସିନେମା ‘ମିଷ୍ଟର ମଜ୍‌ନୁ’। କମେଡି ଫ୍ଲେଭର ଥିବା ଏହି ଫିଲ୍ମର ଟାଇଟଲ ଭୂମିକାରେ ଅବତୀଣ୍ଣ ହୋଇଛନ୍ତି ବାବୁସାନ୍‌। ତାଙ୍କ ଅପୋଜିଟ୍‌ରେ ଅଛନ୍ତି ତିନି…

ଲୁଚାଉଛନ୍ତି ହୁମ୍ମା

ଯେମିତି ବୁଲେଇ ବଙ୍କେଇ ପଚାରିଲେ ହୁମ୍ମାଙ୍କ ମୁହଁରୁ ସେହି ଗୋଟିଏ ଉତ୍ତର ଶୁଣିବାକୁ ମିଳୁଛି-‘ସେ ମୋ ପ୍ରେମିକ ନୁହନ୍ତି ଭଲ ବନ୍ଧୁ।’ କଥା କ’ଣ କି ହିନ୍ଦୀ ସିନେମା ‘ପତି ପତ୍ନୀ ଔର ଓ’ର ନିର୍ଦ୍ଦେଶକ ମୁଦ୍ଦାଶର ଅଜିଜ୍‌ଙ୍କ ସହ ହୁମ୍ମାଙ୍କର…

ପ୍ରବଳ ବର୍ଷା: ରକ୍ଷା ପାଇବା ପାଇଁ ଲୋକେ ପାଳନ କଲେ ବେଙ୍ଗବେଙ୍ଗୁଲୀ ଛାଡ଼ପତ୍ର ପରମ୍ପରା

ଭୋପାଳ,୧୨।୯: ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଛି। ଏଥିରୁ ରକ୍ଷା ପାଇଁ ଲୋକେ ସ୍ଥାନୀୟ ଏକ ମନ୍ଦିରରେ ବେଙ୍ଗବେଙ୍ଗୁଲୀଙ୍କ ଛାଡ଼ପତ୍ର ପରମ୍ପରା ପାଳନ କରିଛନ୍ତି। ପୂର୍ବରୁ ଏଠାରେ ଜୁଲାଇ ୧୯ରେ ବର୍ଷା ଲାଗି ବେଙ୍ଗବେଙ୍ଗୁଲୀଙ୍କ ବାହାଘର ପରମ୍ପରା ପାଳନ କରାଯାଇଥିଲା। ବର୍ତ୍ତମାନସୁଦ୍ଧା…

ଶେଷରେ ମାନୁଛି ପାକିସ୍ତାନ: ବିଶ୍ୱ ଆମ କଥା ନୁହେଁ ଭାରତ କଥା ଶୁଣୁଛି

ଇସ୍‌ଲାମାବାଦ,୧୨।୯: ଜମ୍ମୁ-କଶ୍ମୀର ମାମଲାରେ ଏବେ ପାକିସ୍ତାନ ଯେ ଏକୁଟିଆ ହୋଇଯାଇଛି ତାହା ସେ ଉବଲବ୍ଧି କରି ସାରିଲାଣି। ନିକଟରେ ପାକିସ୍ତାନ ବୈଦେଶିକମନ୍ତ୍ରୀ କଶ୍ମୀର ଭାରତର ରାଜ୍ୟ ବୋଲି କହିଥିଲେ। ଆଉ ଏବେ ପାକିସ୍ତାନର ଗୃହମନ୍ତ୍ରୀ ବି କହିଛନ୍ତି କି କଶ୍ମୀର ମାମଲାରେ…

ଥାଇ କର୍ନ କେକ୍‌

ସୁଆଦିଆ ଖାଦ୍ୟ ସମସ୍ତଙ୍କର ପସନ୍ଦ। ସେଥିପାଇଁ ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କୁ ଆକର୍ଷିତ କରିବା ଲାଗି ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥାଏ।ପର୍ଯ୍ୟଟନ ସହର ପୁରୀର ହୋଟେଲ,ରେଷ୍ଟୁରାଣ୍ଟଗୁଡ଼ିକରେ ଗ୍ରାହକଙ୍କ ମନପସନ୍ଦର ଖାଦ୍ୟ ପ୍ରସ୍ତୁତ ହେଉଛି। ହୋଟେଲ ମାଲିକମାନେ ମଧ୍ୟ ଗ୍ରାହକଙ୍କ ରୁଚିକୁ…

ମୁମ୍ବାଇରେ ଗଣପତି ବିସର୍ଜନ ପାଇଁ ସୁରକ୍ଷାରେ ରହିବେ ୫୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ

ମୁମ୍ବାଇ,୧୨।୯: ମହାରାଷ୍ଟ୍ରରେ ସବୁଠାରୁ ବଡ ପର୍ବ ଗଣେଶ ପୂଜା ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ୧୦ ଦିନ ପରେ ଏଠାରେ ବିଘ୍ନବିନାଶକଙ୍କୁ ବିସର୍ଜନ କରାଯାଇଥାଏ। ବୁଧବାରଠାରୁ ଏହା ଆରମ୍ଭ କରାଯାଇଛି। ଏହାପାଇଁ ମୁମ୍ବାଇ ପୋଲିସ ଓ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri