Home Left

ଭଙ୍ଗା ହେଲା ସ୍ମିତାରାଣୀ ବ୍ୟବହାର କରୁଥିବା ଲକର୍‌: କାଗଜପତ୍ର ଯାଞ୍ଚ କରୁଛନ୍ତି ଅଧିକାରୀ

ଧର୍ମଶାଳା, ୧୬।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି କ୍ରମରେ ଶନିବାର ବ୍ଲକ ପରିସରରେ ସେ ବ୍ୟବହାର କରୁଥିବା ଲକର୍‌କୁ ଭଙ୍ଗାଯାଇଛି। ମାଜିଷ୍ଟ୍ରେଟ୍‌ ତଥା…

ମଧ୍ୟାହ୍ନ ଭୋଜନରେ ପଚାଅଣ୍ଡା, ଝିଟିପିଟି: ଧର୍ମଶାଳା ବ୍ଲକର ୨ ସ୍କୁଲର ୫୦ ପିଲା ଅସୁସ୍ଥ

ଧର୍ମଶାଳା, ୧୬।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ୨ଟି ସ୍କୁଲର ମଧ୍ୟାହ୍ନଭୋଜନ ଖାଇ ୫୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ବ୍ଲକ ଅନ୍ତର୍ଗତ ସିବନ୍ତପୁର ଉପ୍ରା ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୩୦ ପିଲା ଅସୁସ୍ଥ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ…

ଭାଜପା ବିଧାୟିକା ଛୁଇଁଲେ କମଳନାଥଙ୍କ ଚରଣ

ଭୋପାଳ,୧୬।୧୧: ଭାଜପାର ଜଣେ ବିଧାୟିକା ମଧ୍ୟପ୍ରଦେଶର ଏକ ସଭାମଞ୍ଚରେ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଚରଣ ଛୁଇଁଛନ୍ତି। କମଳନାଥ ତାଙ୍କୁ ଆଶୀର୍ବାଦ ମଧ୍ୟ ଦେଇଛନ୍ତି। ବିଦିଶାରେ ଏକ ହସ୍ପିଟାଲ ଲୋକାର୍ପଣ ଉତ୍ସବରେ କମଳନାଥ ଯୋଗଦେଇଥିଲେ। ଏହି ଅବସରରେ ବିଧାୟିକା ରାଜଶ୍ରୀ ରୁଦ୍ରପ୍ରତାପ ସିଂ ଏଭଳି…

ମହାରାଷ୍ଟ୍ର ସଙ୍କଟ: ସରକାର ଗଠନ ପାଇଁ ମୁମ୍ବାଇରେ ଭାଜପା ଦିଲ୍ଲୀରେ କଂଗ୍ରେସର ବୈଠକ

ନୂଆଦିଲ୍ଲୀ,୧୬।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ମନ୍ଥନ ଚାଲିଛି। ଗୋଟିଏ ପରେ ଭାଜପା ମୁମ୍ବାଇରେ ବୈଠକ କରୁଥିବା ବେଳେ ଅନ୍ୟପଟେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ବୈଠକ କରୁଛି। ଭାଜପା ବୈଠକରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଓ ଚନ୍ଦ୍ରକାନ୍ତ ପାଟିଲ…

ଜୀବିତ ଅଛନ୍ତି ଦ ରକ୍‌

ଲଣ୍ଡନ,୧୬।୧୧- ପୂର୍ବତନ ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର ଦ ରକ୍‌ ଭାବେ ପରିଚିତ ଡ୍ବେନ ଜନସନ ଏବେ ଜୀବିତ ଅଛନ୍ତି। ଅପ୍‌କମିଂ ଫିଲ୍ମ ଶୁଟିଂବେଳେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ସୋସିଆଲ ମିଡିଆରେ ଗୁଜବ ଚାଲିଛି। ଏହି ଗୁଜବ ଭିତ୍ତିହୀନ। ୪୭ ବର୍ଷୀୟ ଡବ୍ଲ୍ୟୁଡବ୍ଲ୍ୟୁଇ…

ଗୋପାଳପୁର ବେଳାଭୂମି ରାସ୍ତାରୁ ଜବରଦଖଲ ଉଚ୍ଛେଦ

ଗୋପାଳପୁର,୧୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ରାସ୍ତାକୁ ଦୀର୍ଘବର୍ଷ ଧରି ଜବରଦଖଲକାରୀ କବ୍‌ଜାରେ ରଖିଥିଲେ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବେଳାଭୂମିର ଉନ୍ନତୀକରଣ ଓ ସ୍ବଚ୍ଛତାକୁ ଗୁରୁତ୍ୱ ଦେଇ ଉକ୍ତ ରାସ୍ତାରେ ଥିବା ଜବରଦଖଲକାରୀଙ୍କୁ ହଟାଇବା ପାଇଁ ନିର୍ଦ୍ଦେଶ…

ଏହି ଦ୍ୱୀପରେ ରୁହନ୍ତି ଲାଲ୍‌ ରଙ୍ଗର କଙ୍କଡ଼ା

ସିଡ୍‌ନୀ: ଏପରି ଏକ ଦ୍ୱୀପ ରହିଛି ଯେଉଁଠି ରାସ୍ତା ଘାଟ ସବୁଆଡ଼େ କଙ୍କଡ଼ା ବାସ କରୁଥିବା ଦେଖାଯାଇଥାଏ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ଏଭଳି ଦ୍ୱୀପ ରହିଛି ଆଷ୍ଟ୍ରେଲିଆରେ। ଏଠାକାର କ୍ରିସ୍‌ମସ୍‌ ଦ୍ୱୀପରେ ଲାଲ୍‌ ରଙ୍ଗର କଙ୍କଡ଼ା ରହିଥାନ୍ତି।…

ଜାତୀୟ ପ୍ରେସ୍‌ ଦିବସ ପାଳିତ

ଭଦ୍ରକ ଅଫିସ,୧୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଜିଲା ସଂସ୍କୃତି ଭବନ ପରିସରରେ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି। ଜିଲା ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରାଙ୍କ ସଭାପତିତ୍ୱରେ ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ପି.ଡି. ମଧୁସୂଦନ ମିଶ୍ର, ଅବସରପ୍ରାପ୍ତ ଅଧ୍ୟକ୍ଷ…

ଯୁବିଙ୍କ ଟି୧୦ ପଦାର୍ପଣ

ଦୁବାଇ,୧୬।୧୧- ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ଦୁବାଇ ପ୍ରିମିୟର ଟି୧୦ର ତୃତୀୟ ସଂସ୍କରଣରେ ଖେଳି ଶୁକ୍ରବାର ଟି୧୦ ଫମାର୍ଟରେ କ୍ୟାରିୟର ଆରମ୍ଭ କରିଛନ୍ତି। ଶେଖ ଜାୟେଦ କ୍ରିକେଟ ଷ୍ଟାଡିୟମରେ ନର୍ଦନ ଓ୍ବାରିଅର୍ସ ବିପକ୍ଷ ମ୍ୟାଚ୍‌ରେ ଯୁବି ମାରାଠା ଆରବିଆନ୍ସ…

ସହିଷ୍ଣୁତାରେ ବିଶ୍ୱଶାନ୍ତି ସମ୍ଭବ

ଜାତିସଂଘ: ଆନ୍ତର୍ଜାତିକ ସହିଷ୍ଣୁତା ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ପାଳନ କରାଯାଉଛି। ବିଶ୍ୱରେ ଅସହିଷ୍ଣୁତାର କାୟାବିସ୍ତାର କରିବାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇବା ପରେ ଜାତିସଂଘ ସାଧାରଣ ପରିଷଦ ୧୯୯୬ରେ ବିଶ୍ୱରେ ଅସହିଷ୍ଣୁତାର ବିପଦ ସମ୍ପର୍କରେ ସାର୍ବଜନୀନ ସ୍ତରରେ ସଚେତନତା ସୃଷ୍ଟି…

‘ବ୍ରହ୍ମାସ୍ତ୍ର’ ସହ ଯୋଡ଼ି ହେଲେ ଶାହରୁଖ

ବମ୍ବେ: ଫିଲ୍ମ ଦୁନିଆରୁ କିଛି ସମୟ ପାଇଁ ଦୂରେଇ ଯାଇଥିବା ଶାହରୁଖ ଖାନ୍‌ ପୁଣି ଥରେ ଫେରୁଛନ୍ତି। ନିର୍ଦ୍ଦେଶକ ଅୟାନ ମୁଖାର୍ଜୀଙ୍କ ‘ବ୍ରହ୍ମାସ୍ତ୍ର’ରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜରକୁ ଆସିବେ ବୋଲି କୁହାଯାଉଛି। ଫିଲ୍ମଟି ତିନୋଟି ଭାଗରେ ରିଲିଜ୍‌ ହେବ।…

ପାକିସ୍ତାନ ତିଆରି କଲା ଟାଇଫଏଡ୍‌ ଟୀକା

ଇସଲାମାବାଦ୍‌,୧୬।୧୧: ପାକିସ୍ତାନ ପ୍ରଥମ କରି ଟାଇଫଏଡ୍‌ ଟୀକା ତିଆରି କରିଛି। ୨୦୧୮ରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହାକୁ ସ୍ବୀକୃତି ଦେଇଥିଲା। ୨୦୧୬ରେ ଏଠାରେ ଟାଇଫଏଡ୍‌ରେ ୧୧ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ୨୦୧୭ରେ ଏଠାରେ ଟାଇଫଏଡ୍‌ ସଂକ୍ରମିତଙ୍କ ସଂଖ୍ୟା ୬୩ ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?