Home Left

ଏଏପି ଛାଡ଼ିବେ ଅଲ୍‌କା ଲାମ୍ବା

ନୂଆଦିଲ୍ଲୀ, ୫ା୮(ପି.ଟି.): ଏଏପି ଉପରେ ଅସନ୍ତୁଷ୍ଟ ଥିବା ଚାନ୍ଦ୍‌ନିଚୌକ୍‌ ବିଧାୟକ ଅଲ୍‌କା ଲାମ୍ବା ଦଳ ଛାଡ଼ିବାକୁ ରବିବାର ଆଗ୍ରହ ପ୍ରକାଶ କରିଛନ୍ତି। ଜନସଭାରେ ସମର୍ଥକଙ୍କ ମତାମତ ନେଇ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିବା ଅଲ୍‌କା…

କୁନ୍ଦୁଲି ବଳାତ୍କାର ଘଟଣା : କମିଶନଙ୍କ ରିପୋର୍ଟ ନେଇ ବିରୋଧୀ ଗରମ

ଭୁବନେଶ୍ୱର,୫ା୮(ବ୍ୟୁରୋ): କୁନ୍ଦୁଲି ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହେବାପରେ ବିରୋଧୀଙ୍କ ଟାର୍ଗେଟରେ ରାଜ୍ୟ ସରକାର। କାହାକୁ ସୁରକ୍ଷା ଦେବାକୁ ଏଭଳି ରିପୋର୍ଟ ପ୍ରସ୍ତୁତ କରାଯାଇଛି ବୋଲି ବିରୋଧୀ ପ୍ରଶ୍ନ କରିଥିଲେ। ତଦନ୍ତ କମିଶନ ଗତ ସରକାରଙ୍କୁ ଦେଇଥିବା ରିପୋର୍ଟ ଅନୁଯାୟୀ, କୁନ୍ଦୁଲି ପୀଡିତାଙ୍କ…

ଭାରତର ଦାବିକୁ ପାକ୍‌ର ପ୍ରତ୍ୟାଖ୍ୟାନ

ଇସ୍‌ଲାମାବାଦ୍‌, ୫ା୮(ପି.ଟି.): ଭାରତୀୟ ସୀମାପଟେ ମରି ପଡ଼ିଥିବା ଯବାନଙ୍କୁ ନେବା ଲାଗି ଭାରତ କହିଥିବାବେଳେ ପାକିସ୍ତାନ ପକ୍ଷରୁ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଛି। ପାକିସ୍ତାନ ପଟୁ କୌଣସି ସେନା କି ଆତଙ୍କବାଦୀ ନିୟନ୍ତ୍ରଣ ରେଖା(ଏଲ୍‌ଓସି) ଅତିକ୍ରମ କରି ନ ଥିବା ପାକିସ୍ତାନ କହିଛି।…

ରାଜଧାନୀରେ ପୋଲିସ-ଅପରାଧୀ ମୁହାଁମୁହିଁ : ୨୯ ଘଣ୍ଟାରେ ୫ ଏନ୍‌କାଉଣ୍ଟର

ଭୁବନେଶ୍ୱର,୫ା୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନାଞ୍ଚଳରେ ସିରିଜ୍‌ ଲୁଟ୍‌ ପରେ କମିଶନରେଟ ପୋଲିସ ଆରମ୍ଭ କରିଛି ଅପରେଶନ ଏନ୍‌କାଉଣ୍ଟର। ୨୯ ଘଣ୍ଟାରେ ୫ ଏନ୍‌କାଉଣ୍ଟର କରିିଛି। ଶନିବାର ଭୋର୍‌ ୪ଟାରେ ବାଲିଅନ୍ତା ଥାନା ଅନ୍ତର୍ଗତ ଟଙ୍କପାଣି ସେତୁ ନିକଟରେ ପୋଲିସ ଗୁଳିରେ ପୋଡା…

ଭାଜପା ଏମ୍‌ପିଙ୍କୁ ମୋଦି ମନ୍ତ୍ର: ଭୋଟ ଦେଇ ନ ଥିବା ଲୋକଙ୍କ ହୃଦୟ ଜିତ

ନୂଆଦିଲ୍ଲୀ,୫ା୮(ପି.ଟି.): କୌଣସି ନକାରାତ୍ମକ ମନୋଭାବ ତ୍ୟାଗ କରି ସକାରାତ୍ମକ ମନୋବୃତ୍ତି ନେଇ କାମ କରି ଲୋକଙ୍କୁ ଆପଣାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ଏମ୍‌ପିମାନଙ୍କୁ ପରାମର୍ଶ ଦେଇଛନ୍ତି। ଏପରିକି ଯେଉଁମାନେ ଦଳକୁ ଭୋଟ ଦେଇ ନାହାନ୍ତି ସେମାନଙ୍କୁ ହୃଦୟ ଜିତିବାକୁ ଉଦ୍ୟମ…

ଟି୨୦: ଭାରତ ସିରିଜ ବିଜୟୀ

ଲଡରହିଲ, ୫ା୮- ରବିବାର ଏଠାରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୨୨ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଏଥିସହ ଭାରତ ୨-୦ରେ ଅଗ୍ରଣୀ ରହି ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ ଜିତି ନେଇଛି। ଭାରତ…

‘୫୦ ବର୍ଷ ହେବ ଗଡୁଛି ୧୦୦୦ ମାମଲା’

ଗୁଆହାଟୀ, ୫ା୮(ପି.ଟି.): ଭାରତରେ ୫୦ ବର୍ଷ ହେବ ଏକ ହଜାରରୁ ଅଧିକ ମାମଲା ପଡ଼ିରହିଛି। ଦୁଇ ଲକ୍ଷରୁ ଅଧିକ ମାମଲା ୨୫ ବର୍ଷ ହେବ ପଡ଼ିରହିଛି। ଏଭଳି ମାମଲାଗୁଡ଼ିକର ତୁରନ୍ତ ସମାଧାନ କରାଯିବା ଦରକାର ବୋଲି ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଜଷ୍ଟିସ୍‌…

ଉପତ୍ୟକାରେ ଅନିଶ୍ଚିତତା

ନୂଆଦିଲ୍ଲୀ, ୫ା୮(ପି.ଟି.): ଜମ୍ମୁ-କଶ୍ମୀରକୁ କେନ୍ଦ୍ର ସରକାର ଅତିରିକ୍ତ ୩୮ ହଜାର ସେନା ପ୍ରେରଣ କରିବା ପରେ ଏହାକୁ ନେଇ ଉପତ୍ୟକାରେ ଅନିଶ୍ଚିତତା ଜାରି ରହିଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବାରୁ ପର୍ଯ୍ୟଟକ ଓ ତୀର୍ଥଯାତ୍ରୀମାନଙ୍କୁ ଫେରିଯିବା ପାଇଁ ରାଜ୍ୟ ପ୍ରଶାସନ ପକ୍ଷରୁ…

ବେଦୀ, ଚୌହାନଙ୍କୁ ଗମ୍ଭୀରଙ୍କ ସମାଲୋଚନା

ନୂଆଦିଲ୍ଲୀ, ୫ା୮ (ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତ ପକ୍ଷରୁ ପଦାର୍ପଣ କରିଥିବା ଦ୍ରୁତ ବୋଲର ନବଦୀପ ସଇନି ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ୍‌ରେ ସେ ୧୭ ରନ ବିନିମୟରେ ୩ ଉଇକେଟ୍‌ ଅକ୍ତିଆର କରିବା ସହ…

ଜେଲରୁ କଏଦୀ ଚମ୍ପଟ : ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ

ନୟାଗଡ଼ ଅଫିସ,୫ା୮: ନୟାଗଡ଼ ଜିଲା ସଦର ବ୍ଲକର ଖୁଣ୍ଟବନ୍ଧସ୍ଥିତ ସବ୍‌ଜେଲରୁ ରବିବାର ଜଣେ କଏଦୀ ଚମ୍ପଟ ମାରିଛନ୍ତି। ସେ ହେଲେ ଟାଉନ ଥାନା ଲେଖନପୁର ଗ୍ରାମର ହିମାଂଶୁ ନାୟକ (୨୧)। ଏ ନେଇ ଜେଲ ଅଧୀକ୍ଷକ ଉମେଶ ପ୍ରସାଦ ବଳବନ୍ତରାୟ ସଦର…

ସହରକୁ ସ୍ବଚ୍ଛ ରଖିବା ଯୋଜନା : ପ୍ରତିଷ୍ଠା ହେବ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ

ନୟାଗଡ଼ ଅଫିସ,୫ା୮: ସହର ସ୍ବଚ୍ଛ ରଖିବାକୁ ନୟାଗଡ଼ ପୌରପାଳିକା ପକ୍ଷରୁ ଯୋଜନା କରାଯାଇଛି। ଏଥିଲାଗି ସହର ଉପକଣ୍ଠ କ୍ଷେତ୍ରୀବରପୁରଠାରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ପ୍ରଥମେ ସହରରେ ରହୁଥିବା ପରିବାରଗୁଡ଼ିକରୁ ଓଦା ଓ ଶୁଖିଲା ବର୍ଜ୍ୟବସ୍ତୁ ପୌରସଂସ୍ଥା ଦ୍ୱାରା ନିୟୋଜିତ…

ଶ୍ରୀ ନୀଳମାଧବଙ୍କ ସିଂହଦ୍ୱାରକୁ ଲାଗି ଶୌଚାଳୟ :ପରମ୍ପରା ବିରୋଧ ନେଇ ଅସନ୍ତୋଷ, ନିର୍ମାଣ ବନ୍ଦ ଦାବି

ଖଣ୍ଡପଡ଼ା,୫ା୮(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବେ ପରିଚିତ କଣ୍ଟିଲୋ ଶ୍ରୀ ନୀଳମାଧବ ଜୀଉଙ୍କ ମନ୍ଦିର ପୂର୍ବ ଦ୍ୱାର ତଥା ସିଂହଦ୍ୱାରକୁ ଲାଗି ୨ଟି ପାଇଖାନା ନିର୍ମାଣ କରାଯାଉଛି। ଏଥିଯୋଗୁ ମନ୍ଦିର ନିୟମ ଓ ପରମ୍ପରା ଭଙ୍ଗ ହେଉଥିବା ଅଭିଯୋଗ ହୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri