ପାଣି ପାଇଁ ଦୁଇ ଗ୍ରାମ ମଧ୍ୟରେ ସଂଘର୍ଷ: ତୀରମାଡ଼ରେ ଯୁବକ ମୃତ
ନରସିଂହପୁର, ୫ା୮(ଡି.ଏନ.ଏ./ସ୍ବ.ପ୍ର.): କଟକ ଜିଲା ନରସିଂହପୁର ଥାନା ଅଧୀନ ସାଗର ଏବଂ ପାଞ୍ଚଗୋଚ୍ଛିଆ ଗ୍ରାମବାସୀଙ୍କ ମଧ୍ୟରେ ରବିବାର ପାଣି ପାଇଁ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ତୀର ମାଡ଼ରେ ସାଗର ଗ୍ରାମର ଶ୍ରୀଧର ସାମଲ(୪୦)ଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ…
ଭ୍ୟାନିଟ୍ ବ୍ୟାଗ୍ ନେଇ କାର ଡ୍ରାଇଭର ଫେରାର ଘଟଣା : ଯାଜପୁରରୋଡ ଷ୍ଟେଶନ ବାଜାରରୁ ଡ୍ରାଇଭର ଗିରଫ
ଧର୍ମଶାଳା,୫ା୮(ଡି.ଏନ୍.ଏ.) : ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବାରବାଟି ନିକଟରେ ମହିଳା ଯାତ୍ରୀଙ୍କୁ ଅଧାବାଟରେ ଛାଡି ଚମ୍ପଟ ମାରିଥିବା କାର୍ ଡ୍ରାଇଭରକୁ ରବିବାର ପୋଲିସ ଗିରଫ କରିଛି। ଏଥିସହ ଲୁଟ୍ ହୋଇଥିବା ମହିଳାଙ୍କ ଭ୍ୟାନିଟ୍…
ଦମ୍ପତିଙ୍କୁ ମାଡ଼ ମାରି ଲୁଟ୍
ଧର୍ମଶାଳା,୫ା୮(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ପଣ୍ଡୁଆ ମୌଜାରେ ରାମଚନ୍ଦ୍ର ପ୍ରଧାନଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ସହ ସ୍ତ୍ରୀଙ୍କୁ ମାଡ଼ ମାରି ଗଡ଼ରେଜରେ ଥିବା ଟଙ୍କା ଓ ସୁନା ଅଳଙ୍କାର ନେଇ ପଳାଇଥିବା…
ସାଧାରଣ ଲୋକଙ୍କ ପାଇଁ ବନ୍ଦ ହେଲା ତୈଳ ବିଶୋଧନାଗାର ରାସ୍ତା
ପାରାଦୀପ,୫ା୮(ସ୍ବ.ପ୍ର.): ପାରାଦୀପ ତୈଳ ବିଶୋଧନାଗାର ରାସ୍ତାରେ ଫାଟକ ଲଗାଇବାକୁ ନେଇ ୨ବର୍ଷ ତଳେ ଅନେକ ବିବାଦ ମୁଣ୍ଡ ଟେକିଥିଲା। ଏପରି କି ଇଡ୍କୋ ଉକ୍ତ ଫାଟକକୁ ନେଇ ଆପତ୍ତି ଉଠାଇବା ସହ ରାସ୍ତାକୁ ମୁକ୍ତ ରଖିବାକୁ ସେତେବେଳେ ବିଶୋଧନାଗାର କର୍ତ୍ତୃପକ୍ଷଙ୍କୁ ଚିଠି…
ଚାଷୀଙ୍କ କାମରେ ଲାଗୁନି ସ୍ଲୁଇସ ଗେଟ୍
ନାଉଗାଁ,୫ା୮(ସ୍ବ.ପ୍ର.): ଚାଷ ଓ ଚାଷୀଙ୍କ ଉନ୍ନତି ପାଇଁ ସରକାର ଅନେକ ଯୋଜନା କରିବା ସହ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସର୍ବ ପ୍ରଥମ ଆବଶ୍ୟକତା ଜଳସେଚନ ସୁବିଧା ନ ଥିବାରୁ ଚାଷୀ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ନାଉଗାଁ ବ୍ଲକରେ ସାଧାରଣତଃ ଚାଷୀଙ୍କ…
ପୁଣି ତେଜିଲା ବିଜେଡିର ଗୋଷ୍ଠୀ ବିବାଦ : ରାଜଶ୍ରୀଙ୍କ ଗାଡ଼ି ଆଗରେ ଶୋଇଲେ ବିଷ୍ଣୁ ସମର୍ଥକ
ତିର୍ତ୍ତୋଲ,୫ା୮(ଡି.ଏନ.ଏ.): ଜଗତ୍ସିଂହପୁର ଏମ୍ପି ଡା. ରାଜଶ୍ରୀ ମଲ୍ଲିକ ଓ ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ସମର୍ଥକମାନଙ୍କ ମଧ୍ୟରେ ବିବାଦକୁ ନେଇ ବହୁଥର ରାଜ୍ୟ ରାଜନୀତି ସରଗରମ ହୋଇଛି। ଗତ କିଛିଦିନର ନୀରବତା ପରେ ଏବେ ପୁଣି ସେହି ବିବାଦ ମୁଣ୍ଡ…
କୋଲେଷ୍ଟରଲ୍ସ୍ତର କମାଏ ଏହି ଜୁସ୍…
ଗହମ ଗଛରୁ ପ୍ରସ୍ତୁତ ଜୁସ୍ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ କ୍ଲୋରୋଫିଲ୍ ରହିଥାଏ। ରକ୍ତହୀନତା ରୋଗୀ ଏହାକୁ ନିୟମିତ ପାନ କଲେ ଶରୀରରେ ରକ୍ତର ପରିମାଣ ବଢ଼ିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। କ୍ଲୋରୋଫିଲ୍…
ବିବାହ ବନ୍ଧନରେ ରାକ୍ଷୀ
ମୁମ୍ବାଇ: ନିଜର ମନ୍ତବ୍ୟକୁ ନେଇ ସର୍ବଦା ବିବାଦ ଘେରକୁ ଆସୁଥିବା ରାକ୍ଷୀ ସାଓ୍ବନ୍ତ ବିବାହ କରିଛନ୍ତି। ଏନ୍ଆର୍ଆଇ ରିତେଶଙ୍କୁ ସେ ବିବାହ କରିସାରିଥିବା ନିକଟରେ ସ୍ବିକାର କରିଛନ୍ତି। ରାକ୍ଷୀ ନିଜ ଇନ୍ଷ୍ଟା ପୃଷ୍ଠାରେ ବୋହୁ ବେଶର କିଛି ଫଟୋ ଶେୟାର କରିବା…
ପରଦାରେ ବନ୍ଧୁତ୍ୱ: କନ୍ଦାଇଥିଲା ‘ଥ୍ରି-ଇଡିଅଟ୍ସ’, ଜିଇଁବା ଶିଖାଇଥିଲା ‘ଜିନ୍ଦେଗୀ ନା ମିଲେଗି ଦୁବାରା’
ମୁମ୍ବାଇ: ଆଜି ବନ୍ଧୁତ୍ୱ ଦିବସ। ପ୍ରତ୍ୟେକ ବ୍ୟକ୍ତିର ଜୀବନରେ ବନ୍ଧୁ ଓ ବନ୍ଧୁତ୍ୱର ପରିଭାଷା ସ୍ବତନ୍ତ୍ର। ଏହି ନିଆରା ସମ୍ପର୍କକୁ ପରଦାରେ ଦେଖାଇବା ଲାଗି ନିର୍ମାଣ ହୋଇଛି ଅନେକ ଫିଲ୍ମ। ସେଥିମଧ୍ୟରେ ରହିଛି ‘ଥ୍ରି ଇଡିଅଟ୍ସ’, ‘କାଇ ପୋ ଚେ’, ‘ଗୁଣ୍ଡେ’,…
କାମ କରି ଅର୍ଥ ପାଇନାହାନ୍ତି ପୂର୍ବତନ ସରପଞ୍ଚ: ନ୍ୟାୟ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି,ଅଗଷ୍ଟ ୧୫ରେ ସିଂହଦ୍ୱାର ଆଗରେ ଆତ୍ମାହୁତି ଧମକ
ପୁରୀ ଅଫିସ, ୪ା୮: ଭିଏଲ୍ଡବ୍ଲ୍ୟୁଙ୍କ ନାମରେ ଓ୍ବାର୍କ ଅର୍ଡର। କାମ କଲେ ସରପଞ୍ଚ। ୧୫ଲକ୍ଷ ଟଙ୍କା ଅନୁଦାନ ମିଳିବା ପରେ ତାକୁ ହଡ଼ପ କରିନେଲେ ଭିଏଲ୍ଡବ୍ଲ୍ୟୁ। ଟଙ୍କା ମାଗିବାରୁ ମିଳିଲା ହତ୍ୟା ଧମକ। ଏଭଳି ଅଭିଯୋଗ ଆଣିଛନ୍ତି ପୁରୀ ଜିଲା ବ୍ରହ୍ମଗିରି…
ଚାନ୍ଦିପୁର ଆଇଟିଆରରେ ବ୍ୟବହାରିକ ପରୀକ୍ଷଣ:‘ବଂଶୀ’କୁ ଭେଦ କଲା ‘କ୍ୟୁଆର୍ଏସ୍ଏମ୍’
ବାଲେଶ୍ୱର ଅଫିସ, ୪।୮-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ରେଞ୍ଜ(ଆଇଟିଆର୍)ରୁ ଭ୍ରାମ୍ୟମାଣ ଟ୍ରକ ସାହାଯ୍ୟରେ ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଉଥିବା ‘କ୍ୟୁଆର୍ଏସ୍ଏମ୍’ (କୁଇକ୍ ରିଆକଶନ୍ ସର୍ଫେସ୍-ଟୁ-ଏୟାର ମିଶାଇଲ୍)ର ସଫଳ ପରୀକ୍ଷଣ କରାଯାଇଛି। ରବିବାର ପୂର୍ବାହ୍ନ ୧୦ଟା ୫୮ ମିନିଟ୍ରେ ୧ନଂ.…
ନମ୍ବର ୪ ହେଉଛି ମୋ ଫେଭରାଇଟ୍: ରାହାନେ
କୋଲକାତା, ୪।୮(ପି.ଟି.)- ବିଶ୍ୱକପ୍ ପାଇଁ ଚୟନକର୍ତ୍ତାଙ୍କ ଦ୍ୱାରା ଅଣଦେଖାର ଶିକାର ହୋଇଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରହାନେ ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୨ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରଜରେ ଭାରତ ପାଇଁ ପ୍ରତିନିଧିତ୍ୱ କରିବେ। ଗତ ମେ ଓ ଜୁଲାଇରେ ୮ଟି…
Archives


