Home Left

ଫନୀ ପାଇଁ ମିଳିଛି ଜାତୀୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୩୧୧୪.୪୬ କୋଟି

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଗତ ମେ ୩ ତାରିଖରେ ଉପକୂଳ ଓଡ଼ିଶାରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ଫନୀ ଯୋଗୁ ବହୁ ଧନଜୀବନ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାରେ କ୍ଷତିଗ୍ରସ୍ତ ଲୋକମାନଙ୍କର ଜୀବିକା ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଏଥିପାଇଁ…

୫୦୧୫ ପଡ଼ା ଗ୍ରାମକୁ ମିଳିବ ରାଜସ୍ବ ଗ୍ରାମ ମାନ୍ୟତା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ୫,୦୧୫ଟି ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିବ। ଏହି ଗ୍ରାମକୁ ରାଜସ୍ବ ଗ୍ରାମରେ ପରିଣତ କରିବା ପାଇଁ ରାଜସ୍ବ ପର୍ଷଦ ୨୦୧୪ ଜୁନ୍‌ ୨୮ ତାରିଖରେ ଏକ ନିୟମାବଳୀ ଜାରି କରିଛନ୍ତି। ଏହି ନିୟମାବଳୀ ଆଧାରରେ ଜିଲାପାଳଙ୍କଠାରୁ ନିର୍ଦ୍ଦିଷ୍ଟ…

ପୋଢୁଆଁ ହେବେ ଶ୍ରୀକପିଳେଶ୍ୱର

ପୁରୁଣା ଭୁବନେଶ୍ୱର, ୧୬।୧୧ (ଡି.ଏନ.ଏ.): ଆସନ୍ତା ୨୦ ତାରିଖରେ ପୋଢୁଆ ଅଷ୍ଟମୀ। ପୋଢୁଆ ହେବେ ମହାପ୍ରଭୁ ଶ୍ରୀକପିଳେଶ୍ୱର ଦେବ। ଏଥିପାଇଁ କୈବର୍ତ୍ତସାହିରେ ପୂଜା ପାଉଥିବା ମାମୁ ଶ୍ରୀଝୁଣ୍ଟୁକେଶ୍ୱର ମହାଦେବଙ୍କ ପକ୍ଷରୁ ନବବସ୍ତ୍ର ଆସିବ। ବିଧି ମୁତାବକ କପିଳେଶ୍ୱର ଦେବଙ୍କ ପୀଠରେ ପହଞ୍ଚତ୍ବା…

ଆଇଏମ୍‌ଏମ୍‌ଟି ପରିସରରୁ ଜମି ଅଧିଗ୍ରହଣକୁ ବିରୋଧ:ବିଡିଏ ସ୍କ୍ବାଡ୍‌-ବୈଜ୍ଞାନିକ ମୁହାଁମୁହିଁ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଆଚାର୍ଯ୍ୟବିହାରସ୍ଥ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜି (ଆଇଏମ୍‌ଏମ୍‌ଟି) ପରିସରରୁ ଜମି ଅଧିଗ୍ରହଣ କରିବାକୁ ଆସି ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ ବିରୋଧର ସମ୍ମୁଖୀନ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ର ଅଧିକାରୀମାନେ ଏହି ଜମି ଅଧିଗ୍ରହଣ…

ୟୁନେସ୍କୋ ସମ୍ମିଳନୀରେ ଭାରତର ସମାଲୋଚନା: ଆତଙ୍କବାଦ ସହ ସମ୍ପର୍କ ପାକ୍‌କୁ ବିଫଳ ରାଷ୍ଟ୍ରରେ ପରିଣତ କରିଛି

ପ୍ୟାରିସ୍‌ ,୧୬ା୧୧(ପି.ଟି.): ଅନ୍ତର୍ଜାତୀୟ ବ୍ୟାପାରକୁ ନେଇ ପାକିସ୍ତାନର ଅପରିପକ୍ୱ ପ୍ରଚାରକୁ ୟୁନେସ୍କୋ ସମ୍ମିଳନୀରେ ଭାରତ କଡ଼ା ସମାଲୋଚନା କରିଛି। ଏହାର ବିକ୍ଷିପ୍ତ ବ୍ୟବହାର ଏବଂ ଆତଙ୍କବାଦ ସହ ଘନିଷ୍ଠ ସମ୍ପର୍କ ଯୋଗୁ ଏହା ପ୍ରାୟତଃ ବିଫଳ ରାଷ୍ଟ୍ର ସ୍ତରକୁ ଖସିଆସିଥିବା ଭାରତ…

ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର ଦ୍ୱାରା ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର କରି ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ବି.ଆର. ଲାଇଫ୍‌ କଳିଙ୍ଗ ହସ୍ପିଟାଲରେ ହୋଇଥିବା ଏହି ଅସ୍ତ୍ରୋପଚାରରେ ତାଙ୍କ ଜୀବନ ରକ୍ଷା ହେବାସହ ନାକ ଏବଂ…

ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ଯନ୍ତ୍ରୀ ବୈକୁଣ୍ଠ ରାଉତଙ୍କ ବରଗଡ଼ର ଥିବା ଗଙ୍ଗାଧର ନଗର ସ୍ଥିତ…

ରାଜନାଥଙ୍କ ଅରୁଣାଚଳ ଗସ୍ତକୁ ଚାଇନାର ବିରୋଧ

ବେଜିଂ, ୧୬ା୧୧(ପି.ଟି.) : ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଗୁରୁବାର ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗ ଗସ୍ତକରି ମୈତ୍ରୀ ଦିବସ ସମାରୋହରେ ଅଂଶଗ୍ରହଣ କରିଥିବାବେଳେ ଚାଇନା ପକ୍ଷରୁ ଏହାକୁ ବିରୋଧ କରାଯାଇଛି। ଅରୁଣାଚଳ ପ୍ରଦେଶ ଦକ୍ଷିଣ ତିବ୍ଦତର ଅଂଶବିଶେଷ ବୋଲି ଚାଇନା ପକ୍ଷରୁ ଦାବି…

କ୍ରିକେଟ ଓ ରାଜନୀତିରେ ସବୁ ସମ୍ଭବ

ମୁମ୍ବାଇ,୧୬ା୧୧(ପି.ଟି.): ମହାରାଷ୍ଟ୍ରରେ ରାଜନୈତିକ ଅଚଳାବସ୍ଥା ଲାଗି ରହିଥିବାବେଳେ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ନୀତିନ ଗଡ଼କରୀ ରାଜନୀତିକୁ କ୍ରିକେଟ ସହ ତୁଳନା କରିଛନ୍ତି। କ୍ରିକେଟ ଓ ରାଜନୀତିରେ ସବୁକିଛି ସମ୍ଭବ। କାରଣ ଉଭୟ କ୍ଷେତ୍ରରେ ଯେଉଁ ଦଳ ମ୍ୟାଚ୍‌ ହାରୁଛି ଭଳି…

ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି

କଟକ ଅଫିସ,୧୬।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଶ୍ରୀଜନ ଛାନ୍ଦ ଡ୍ୟାନ୍ସ ଗ୍ରୁପର ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି ଓ ପରମ୍ପରା ଦେଖିବାକୁ ମିଳିଥିଲା। ପଶ୍ଚିମବଙ୍ଗ ଓ ଓଡ଼ିଶାର ସଂସ୍କୃତିକୁ ନେଇ ଗ୍ରୁପର କଳାକାରମାନେ ନୃତ୍ୟ…

ବାଲିଯାତ୍ରାର ଚତୁର୍ଥ ଦିବସ: ଫାଷ୍ଟଫୁଡ ଷ୍ଟଲ୍‌ରେ ଭିଡ଼

କଟକ ଅଫିସ, ୧୬।୧୧: ଶୁକ୍ରବାର ଥିଲା ଐତିହାସିକ କଟକ ବାଲିଯାତ୍ରାର ଚତୁର୍ଥ ଦିନ। ଦିନତମାମ ପଡିଆରେ ଗହଳି ଚହଳି ଲାଗି ରହିଥିଲା। କେତେକ ଲୋକ ଦିନରେ ବାଲିଯାତ୍ରା ବୁଲି ଘରକୁ ଫେରି ଯାଇଥିଲେ। ହେଲେ ଅସଲ ଭିଡ ଦେଖିବାକୁ ମିଳିଥିଲା ସନ୍ଧ୍ୟାରେ।…

ଏସ୍‌ସିବିକୁ ସ୍ବୟଂଶାସିତ ମାନ୍ୟତା ଦାବି: ଲିଖିତ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

କଟକ ଅଫିସ, ୧୬।୧୧: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲକୁ ସ୍ବୟଂଶାସିତ ମହାବିଦ୍ୟାଳୟ ଏବଂ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବିରେ ସ୍ନାତକ ଛାତ୍ରୀଛାତ୍ରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଛାତ୍ରୀଛାତ୍ରଙ୍କ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?