ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା: ୫ ଶ୍ରେଣୀରେ ପଢୁଛନ୍ତି ୧୧ ଛାତ୍ରୀଛାତ୍ର
ନୂଆଗାଁ,୧୨ା୯ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତରେ ଥିବା ଖଙ୍ଗୁରୀ ସେବାଶ୍ରମ ବନ୍ଦ ହେବା ଆଶଙ୍କା ଉପୁଜିଛି। ୫ ଶ୍ରେଣୀରେ ବର୍ତ୍ତମାନ ଏଠାରେ ପଢୁଛନ୍ତି ମାତ୍ର ୧୧ ଛାତ୍ରୀଛାତ୍ର। ହଷ୍ଟେଲ ସୁବିଧା ନ ଥିବାରୁ ଏଠାରୁ ଅଭିଭାବକମାନେ ମୁହଁ…
ଚାଷୀଙ୍କୁ ମିଳୁନି, କଳାବଜାର ଆଶଙ୍କା
ଢେଙ୍କାନାଳ ଅଫିସ, ୧୨।୯ – ଢେଙ୍କାନାଳରେ ୟୁରିଆ ସାରର ବ୍ୟାପକ ଅଭାବ ଦେଖାଦେଇଛି। ଜିଲାର ଅଧା ଚାଷୀ ସାର ପାଇନାହାନ୍ତି। ଧାନଚାଷ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ଠିକଣା ସମୟରେ ୟୁରିଆ ଅଭାବ ସେମାନଙ୍କ ଚିନ୍ତା ବଢ଼ାଇଛି। ଅନ୍ୟପଟେ ସାର କଳାବଜାର ପାଇଁ…
ମା’ ବିରଜାଙ୍କ ଦୁର୍ଗୋତ୍ସବ ପାଇଁ ପ୍ରସ୍ତୁତି
ଯାଜପୁର ଟାଉନ,୧୨।୯(ଡିଏନଏ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ଚଳିତ ବର୍ଷ ପାର୍ବଣ ଯାତ୍ରା ତଥା ଦୁର୍ଗୋସତ୍ବ ପାଇଁ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପ୍ରଶାସନ ଓ ସେବାୟତ ପରିଷଦ ମଧ୍ୟରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୨ଟା ୩୦ରେ ମନ୍ଦିର…
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଦଳ ଘୋଷଣା: ରାହୁଲଙ୍କୁ ନେଇ ଦ୍ୱନ୍ଦ୍ୱ, ରୋହିତ ଫେରିବା ସମ୍ଭାବନା, ଈଶ୍ୱରନ ଡାର୍କ ହର୍ସ
ନୂଆଦିଲ୍ଲୀ,୧୨।୯ (ପି.ଟି.)- ଆସନ୍ତାମାସ ଠାରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଗୁରୁବାର ଭାରତୀୟ ଘୋଷଣା ହେବ। ଚୟନକର୍ତ୍ତାମାନେ ବୈଠକରେ ବସି ଏହି ୩ ମ୍ୟାଚ୍ ବିଶିଷ୍ଟ ସିରିଜ ପାଇଁ ଦଳ ଚୟନ କରିବେ। ଦୁର୍ବଳ…
୨ ବ୍ରାଉନସୁଗାର ବ୍ୟବସାୟୀ ଗିରଫ
ଯାଜପୁର ଟାଉନ,୧୨।୯(ଡିଏନଏ): ଯାଜପୁର ସହରରେ ଅନେକ ଯୁବକ ବ୍ରାଉନସୁଗାର ସେବନ କରୁଛନ୍ତି। ଏହି ସହରର ବିଭିନ୍ନ ମଠ, ମନ୍ଦିର ଓ ନଦୀପଠା ଆଦି ନିଛାଟିଆ ସ୍ଥାନରୁ ଆରମ୍ଭ କରି ଜନଗହଳିପୂର୍ଣ୍ଣ ମାର୍କେଟ ଓ ବସଷ୍ଟାଣ୍ଡରେ ମଧ୍ୟ ଯୁବପିଢ଼ି ବ୍ରାଉନସୁଗାର ସେବନ କରୁଥିବା…
ବଦ୍ରାଙ୍କୁ ଜିଲା ପ୍ରଶାସନର ସମ୍ବର୍ଦ୍ଧନା
ଅନୁଗୋଳ ଅଫିସ, ୧୨।୯ – ଉପସ୍ଥିତ ବୁଦ୍ଧି ଖଟାଇ ଚଳନ୍ତା ଟ୍ରେନ୍ ତଳୁ ନିଜ ସହପାଠିନୀ ପ୍ରମିଳାଙ୍କୁ ଟାଣି ଆଣି ଜୀବନ ରକ୍ଷା କରିବାରେ ସକ୍ଷମ ହୋଇଥିବା ତାଳଚେରର ୧୦ ବର୍ଷୀୟା ବାଳିକା ଶ୍ରୀମତୀ ବଦ୍ରାଙ୍କୁ ତାଙ୍କର ଅଦମ୍ୟ ସାହସିକତା ପାଇଁ…
ବୌଦ୍ଧ ବିହାର ରତ୍ନଗିରି ଅସୁରକ୍ଷିତ: ସୁରକ୍ଷା ନାଁରେ କୋଟିକୋଟି ଟଙ୍କା ହରିଲୁଟ୍
ବରୀ,୧୨।୯ (ସ୍ବ.ପ୍ର): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବିଶ୍ୱ ପ୍ରସିଦ୍ଧ ବୌଦ୍ଧ ବିହାର ରତ୍ନଗିରି ପାହାଡ଼ ଅସୁରକ୍ଷିତ ହୋଇପଡ଼ିଛି। ଏହାର ସୁରକ୍ଷା ପାଇଁ ଆସୁଥିବା ଅର୍ଥ ବାଟମାରଣା ହେଉଛି। ବିଗତ ୧୦ବର୍ଷ ଭିତରେ ସୁରକ୍ଷା ନାଁରେ କୋଟିକୋଟି ଟଙ୍କା ହରିଲୁଟ୍…
ଗର୍ଭବତୀଙ୍କୁ ଟ୍ରାକିଂ ପାଇଁ ଆପ୍
ଛତ୍ରପୁର,୧୨ା୯(ଡି.ଏନ.ଏ)-ଗଞ୍ଜାମ ଜିଲାର ସମନ୍ବିତ ଶିଶୁ ବିକାଶ ଯୋଜନା ସମ୍ବନ୍ଧୀୟ ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଛତୁଆ ପ୍ରସ୍ତୁତିରେ ଅନିୟମିତତା ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହେଉଛି।…
ଆଶେସ ପଞ୍ଚମ ଟେଷ୍ଟ : ସିରିଜ୍ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଲଣ୍ଡନ,୧୨।୯(ଏଏଫ୍ପି)- ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚଳିତ ଆଶେସର ପଞ୍ଚମ ତଥା ଅନ୍ତିମ ମ୍ୟାଚ୍ ଆରମ୍ଭ ହେବ। ଗୁରୁବାରଠାରୁ ଆରମ୍ଭ ହେବାକୁ ଥିବା ଏହି ମ୍ୟାଚ୍ ଉଭୟ ଦଳ ପାଇଁ…
ବାରିପଦା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ
ବାରିପଦା ଅଫିସ,୧୨ା୯- ରାଜ୍ୟର ସର୍ବପୁରାତନ ସହର ଭାବେ ପରିଚିତ ବାରିପଦା ସହରରେ ଟ୍ରାଫିକ ଅବ୍ୟବସ୍ଥା ଲାଗିରହିଛି। ଏଠାରେ ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ତଥା ଅଟୋମେଟିକ ଲାଇଟ ପୋଷ୍ଟ, ଆବଶ୍ୟକ କର୍ମଚାରୀ ତଥା ଭିତ୍ତିଭୂମି ଅଭାବ ରହିଛି। ଜିଲା…
ବୁଡ଼ିଗଲାଣି ବୋଳଂ ଲୁଣଚାଷ
ବାଲିଆପାଳ, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ଜିଲାର ବାଲିଆପାଳ ବ୍ଲକ ଅନ୍ତର୍ଗତ ଉପକୂଳବର୍ତ୍ତୀ ବୋଳଂ ପଞ୍ଚାୟତ ଓ ଆଖପାଖ ଅଞ୍ଚଳରେ ହେଉଥିବା ଲୁଣ ଚାଷ ଏବେ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଲୁଣ ଚାଷ କରି ଜୀବିକା ନିର୍ବାହ କରୁଥିବା ଚାଷୀ ବୃତ୍ତିହରା ହୋଇପଡିଛନ୍ତି। ଏଠାରେ ଗଢି…
୨୦୨୦ ଟୋକିଓ ଅଲିମ୍ପିକ୍ସ : ଏଫଆଇଏଚ୍ ମେଡିକାଲ ଅଫିସର ପ୍ୟାନେଲରେ ଓଡ଼ିଶାର ବିଭୂ
ଭୁବନେଶ୍ୱର, ୧୨।୯(କ୍ରୀଡ଼ା ପ୍ରତିନିଧି)- ବିଶ୍ୱ କ୍ରୀଡ଼ାର ମହାକୁମ୍ଭ ଅଲିମ୍ପିକ୍ସର ୩୨ତମ ସଂସ୍କରଣ ଜାପାନର ଟୋକିଓଠାରେ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ମେଗା ଇଭେଣ୍ଟ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍) ପକ୍ଷରୁ ପ୍ରକାଶିତ ଅଫିଆସିଲ…
Archives


