Home Left

ଭିଜିଲାନ୍ସ ଜାଲରେ ବୈଧମାପ, ଓଜନ ବିଭାଗ ବରିଷ୍ଠ ନିରୀକ୍ଷକ

ଜଗତ୍‌ସିଂହପୁର ଅଫିସ,୧୬ା୧୧: ଭିଜିଲାନ୍ସ ଜାଲରେ ପଡିଛନ୍ତି ବୈଧମାପ ଏବଂ ଓଜନ ବିଭାଗ ଜଗତ୍‌ସିଂହପୁର କାର୍ଯ୍ୟାଳୟ ସହକାରୀ ନିୟନ୍ତ୍ରକ ତଥା ପାରାଦୀପସ୍ଥିତ ବିଭାଗୀୟ ବରିଷ୍ଠ ନିରୀକ୍ଷକ ବିଶ୍ରାନ୍ତ କୁମାର ସେଠୀ। ଭିଜିଲାନ୍ସ ସୂଚନା ଅନୁଯାୟୀ କିରୋସିନ ତୈଳ ଟ୍ୟାଙ୍କର, ଡିଜେଲ ଓ ପେଟ୍ରୋଲ…

ଶିଶୁ ରାଇଜର ୪୭ ତମ ବାର୍ଷିକ ଉତ୍ସବ

ନୟାଗଡ଼ ଅଫିସ,୧୬ା୧୧: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବଡ଼ପୁଟସ୍ଥିତ ଚାଚା ନେହେରୁ ଶିଶୁ ରାଇଜର ୪୭ତମ ବାର୍ଷିକ ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରଣପୁର ବିଧାୟକ ସତ୍ୟ ନାରୟଣ ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ…

ପ୍ରୋଗ୍ରାମ ଅଧିକାରୀ ବହିଷ୍କୃତ

ନୟାଗଡ଼ ଅଫିସ,୧୬।୧୧: ନୟାଗଡ଼ ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରୋଗ୍ରାମ ଅଧିକାରୀ ଚୂଡ଼ାମଣି ମୁର୍ମୁଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବହିଷ୍କୃତ କରିଛନ୍ତି। ଗତ ୬ ତାରିଖରେ ବହିଷ୍କୃତ କରାଯାଇଥିବା ନେଇ ଜିଲା ସମାଜ ମଙ୍ଗଳ ଅଧିକାରୀ ଭୁଲେଶ୍ୱର କଅଁର ସୂଚନା…

ପଲିଥିନ୍‌ ଧରପଗଡ଼: ୧୦କେ.ଜି. ଜବତ, ୫ହଜାର ଜରିମାନା ଆଦାୟ

ଖଣ୍ଡପଡା,୧୬।୧୧(ସ୍ବ.ପ୍ର.): ଖଣ୍ଡପଡା ସହରାଞ୍ଚଳର ମୁଖ୍ୟ ବଜାର ଓ ଗଳିକନ୍ଦିରେ ଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ପଲିଥିନ୍‌ ବହୁଳ ବ୍ୟବହାର ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଏ ନେଇ ଏନଏସି କର୍ତ୍ତୃପକ୍ଷ ଶୁକ୍ରବାର ଖଣ୍ଡପଡା ସହରାଞ୍ଚଳସ୍ଥିତ ବିଭିନ୍ନ ଦୋକାନରେ ଅଚାନକ ଚଢାଉ କରିଥିଲେ।…

ପିଏକ୍ସଇର ପ୍ରତିଷ୍ଠା ସମାରୋହ

ବାଲେଶ୍ୱର ଅଫିସ,୧୬।୧୧-ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ(ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ)ର ୧୨୫ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ପିଏକ୍ସଇର ନିର୍ଦ୍ଦେଶକ ତଥା ବିଶିଷ୍ଟ ବୈଜ୍ଞାନିକ ଦତ୍ତାତ୍ରୋୟ କ୍ରିଷ୍ଣାକାନ୍ତ ଯୋଶୀ ଉତ୍ସବକୁ ଉଦ୍‌ଘାଟନ କରି ଦେଶର ପ୍ରତିରକ୍ଷା କ୍ଷେତ୍ରରେ ପିଏକ୍ସଇର…

ଶୀତଦିନେ ଖାଆନ୍ତୁ ଅଁଳା

ଋତୁ ଅନୁଯାୟୀ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି ଡାକ୍ତରମାନେ ମତ ଦେଇଥାଆନ୍ତି। ତେବେ ଶୀତଦିନେ ପ୍ରଚୁର ପରିମାଣରେ ଅଁଳା ମିଳିଥାଏ। ଆଉ ଏହା ଶରୀର ପାଇଁ ବେଶ୍‌ ଉପକାରୀ ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ନିୟମିତ ଅଁଳା ଖାଇଲେ…

ଗେଲ୍‌ଙ୍କୁ ବଜାର ରଖିଲା ପଞ୍ଜାବ

ନୂଆଦିଲ୍ଲୀ,୧୬।୧୧(ପି.ଟି.)- ବିସ୍ଫୋରକ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ ଡେଭିଡ ମିଲର, ଇଂଲଣ୍ଡର ସାମ କୁରାନ ଓ ଅଷ୍ଟ୍ରେଲିଆର ଆଣ୍ଡ୍ର୍ୟୁ ଟାଏଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ ରିଲିଜ କରିଛି। ତେବେ ୪୦ ବର୍ଷୀୟ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କ୍ରିସ ଗେଲଙ୍କୁ ଦଳ ବଜାୟ ରଖିଛି। ଗତବର୍ଷ…

ଆଇପିଏଲ: ରିଲିଜ୍‌ ହୋଇଥିବା ଖେଳାଳିଙ୍କ ତାଲିକା

ନୂଆଦିଲ୍ଲୀ,୧୬।୧୧(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ୨୦୨୦ ସଂସ୍କରଣ ପାଇଁ ଆସନ୍ତା ମାସରେ ଖେଳାଳି ନିଲାମ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ଦଳଗୁଡିକ କେତଜଣ ଖେଳାଳିମାନଙ୍କୁ ରିଲିଜ୍‌ କରିଛନ୍ତି। ରିଲିଜ ହୋଇଥିବା ଖେଳଳିମାନଙ୍କ ତାଲିକା ନିମ୍ନରେ ଦିଆଗଲା। ଚେନ୍ନାଇ…

ପାଣିରେ ଭିଜା କିସ୍‌ମିସ୍‌ ଖାଆନ୍ତୁ, ମିଳିବ ଏହିସବୁ ଫାଇଦା

କିସ୍‌ମିସ୍‌ ପାଟିକୁ ଯେତିକି ସ୍ବାଦିଷ୍ଟ ଲାଗିଥାଏ, ଶରୀର ପାଇଁ ମଧ୍ୟ ମଧ୍ୟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କିସ୍‌ମିସରେ ଆଇରନ, ପୋଟାସିୟମ, ମ୍ୟାଗ୍ନେସିଅମ ଏବଂ ଫାଇବର ଇତ୍ୟାଦି ଭରପୂର ମାତ୍ରାରେ ରହିଥାଏ। କିସ୍‌ମିସ୍‌କୁ ଖାଲି ଖାଇବା ଅପେକ୍ଷା ଏହାକୁ ପାଣିରେ ଭିଜାଇ…

ଆଶୀର୍ବାଦଙ୍କ ଜାମିନ ଆବେଦନ ଶୁଣାଣି: ହାଇକୋର୍ଟରେ ଅତିରିକ୍ତ ସତ୍ୟପାଠ ଦାଖଲ

କଟକ ଅଫିସ, ୧୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଏହି ଶୁଣାଣିରେ ଆଶୀର୍ବାଦଙ୍କ ଓକିଲ ପ୍ରଭୁପ୍ରସନ୍ନ ବେହେରାଙ୍କ ତରଫରୁ ଅତିରିକ୍ତ ସତ୍ୟାପାଠ ଦାଖଲ କରାଯାଇଛି। ଏହି ସତ୍ୟପାଠରେ ଦର୍ଶାଯାଇଛି,…

ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଧାରଣା

ଯୋଡ଼ା, ୧୫।୧୧(ଡି.ଏନ.ଏ.)- ହୀଦ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସ ପାଳନ ଅବସରରେ ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଶୁକ୍ରବାର ପୁର୍ବାହ୍ନରେ କେନ୍ଦୁଝର ଜିଲା ଯୋଡା ବ୍ଲକ କାର୍ଯ୍ୟାଳୟ ସମୁଖରେ ୧୦ ଦଫା ଦାବି ନେଇ ଧାରଣା ଦିଆଯାଇଥିଲା। ଯୋଡା ବ୍ଲକ…

ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୧୫।୧୧-ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ସିପିଆଇ ପକ୍ଷରୁ ଶତାଧିକ କର୍ମୀ ଏକ ଶୋଭାଯାତ୍ରାରେ ବାହାରିଥିଲେ। ରେଳଷ୍ଟେଶନଠାରୁ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ଫାଟକ ନିକଟରେ ପହଞ୍ଚତ୍ଥିଲା। ସେଠାରେ କର୍ମୀମାନେ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?