ଅନ୍ୟ ଧର୍ମରେ ବିବାହ କରି ‘ମହାନ ପ୍ରେମିକ’ ହୁଅ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୧।୯: ଛତିଶଗଡ଼ର ଏକ ଅନ୍ୟ ଧାର୍ମିକ ବିବାହ ମାମଲାର ବୁଧବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ମାମଲାର ଶୁଣାଣି ସମୟରେ ଯୁବକଙ୍କୁ ବିଶ୍ୱସ୍ତ ଜୀବନସାଥୀ ଓ ମହାନ ପ୍ରେମିକ ହେବାକୁ ପରାମର୍ଶ ଦେଇଛନ୍ତି କୋର୍ଟ। ସେ କହିଛନ୍ତି, ଅନ୍ୟ ଧର୍ମରେ କିମ୍ବା ଅନ୍ୟ…
ଥିରିମାନେ, ସନକାଙ୍କୁ ପାକିସ୍ତାନ ଗସ୍ତର ନେତୃତ୍ୱ
କଲମ୍ବୋ, ୧୧।୯ (ଏଏଫ୍ପି): ବହୁଚର୍ଚ୍ଚିତ ପାକିସ୍ତାନ ଗସ୍ତ ଲାଗି ବୁଧବାର ଶ୍ରୀଲଙ୍କା ସୀମିତ ଓଭର କ୍ରିକେଟ ଦଳ ଘୋଷଣା କରାଯାଇଛି। ଲାହିରୁ ଥିରିମାନେଙ୍କୁ ଦିନିକିଆ ଓ ଦସୁନ ସନକାଙ୍କୁ ଟି୨୦ ଦଳର ନେତୃତ୍ୱ ପ୍ରଦାନ କରାଯାଇଛି। ଲସିଥ୍ ମାଲିଙ୍ଗା ଓ ଦିମୁଥ…
୨୦୨୨ ଫିଫା ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ: କଳିଙ୍ଗରେ ଭାରତ-କାତାର ମ୍ୟାଚ ସମ୍ଭାବନା
ଭୁବନେଶ୍ୱର, ୧୧।୯(କ୍ରୀଡ଼ା ପ୍ରତିନିଧି): ଭାରତର ଅଘୋଷିତ କ୍ରୀଡ଼ା ରାଜଧାନୀଭାବେ ବିବେଚିତ ହେଉଥିବା ଭୁବନେଶ୍ୱରକୁ ଆସିବାରେ ଲାଗିଛି ଗୋଟିଏ ପରେ ଗୋଟିଏ ବଡ଼ ମ୍ୟାଚ। ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମୀ ପାଇଁ ଏଠାରେ ହକି ବିଶ୍ୱକପଠାରୁ ଆରମ୍ଭ କରି ଅନେକ ଜାତୀୟ/ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ସଫଳତାର…
ପୋଲିସ ଛାଉଣୀରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା : ବଇଣ୍ଡାରେ ୩ ଦିନ ପାଇଁ ୧୪୪ ଧାରା ଜାରି
ବଇଣ୍ଡା,୧୧।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରେ ଜାତୀୟ ରାଜପଥ ବିଭାଗ ଓ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ ପକ୍ରିୟା ଆରମ୍ଭ ହୋଇଛି। ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଦୋକାନ ଓ ଘର ଗୁଡ଼ିକ…
କଟକରେ ଏନକାଉଣ୍ଟର: ଅଭିଯୁକ୍ତ ବୁଦ୍ଧିଆ ଆହତ
କଟକ ଅଫିସ,୧୧ା୯: ପୂଜାକୁ ନେଇ କଟକ ସହର ଚଳଚଞ୍ଚଳ ହୋଇ ଉଠିଥିବାବେଳେ ବୁଧବାର ପୂର୍ବାହ୍ନରେ ଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍ ପୋଲିସ ଏନ୍କାଉଣ୍ଟର କରିଛି। ଏଥିରେ ଅଭିଯୁକ୍ତ ସିଡ଼ିଏ ସେକ୍ଟର-୧୩ ମୁଣ୍ଡାସାହିର ବୁଦ୍ଧିଆ ଦାସ(୨୮) ଆହତ ହୋଇଛନ୍ତି। ତାଙ୍କ ନିକଟରୁ ଗୋଟିଏ ୯…
ବଡବିଲରେ ହେବ ବିଶାଳ ଘଣ୍ଟାସ୍ତମ୍ଭର ସ୍ଥାପନ
ବଡବିଲ, ୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ସହର ମଧ୍ୟଭାଗରେ ଥିବା ପୂର୍ତ୍ତ ଓ ଗୃହ ବିଭାଗ ଡାକବଙ୍ଗଳା ପରିସରରେ ସୁଦୂର ଦୃଶ୍ୟମାନ ନିମନ୍ତେ ଏକ ଘଣ୍ଟାସ୍ତମ୍ଭର ନିର୍ମାଣ ନିମନ୍ତେ ବୁଧବାର ଚମ୍ପୁଆ ଉପଜିଲାପାଳ ପାରୁଲ ପଟାୱାରୀ ଶିଳାନ୍ୟାସ କରିଛନ୍ତି। ଉପଜିଲାପାଳ ପଟାୱାରୀ…
ବିଶ୍ୱ ନାଟ୍ୟ ମେଳାରେ ଖୋର୍ଦ୍ଧା ସାଉଁଟିଲା ୯ ପୁରସ୍କାର
ଖୋର୍ଦ୍ଧା ଅଫିସ,୧୧ା୯: ବିଶ୍ୱନାଟ୍ୟ ମେଳାରେ ଖୋର୍ଦ୍ଧାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଆନ୍ଦୋଳନ ପକ୍ଷରୁ ମଞ୍ଚସ୍ଥ ନାଟକ ଅଟୋବାଲା ୯ ଟି ବିଭାଗରେ ପୁରସ୍କାର ହାତେଇଛି। ଶ୍ରେଷ୍ଠ ପ୍ରଯୋଜନା ବିଭାଗରେ ଆନ୍ଦୋଳନର ଅଟୋବାଲା ପୁରସ୍କୃତ ହେବା ସହ ଶ୍ରେଷ୍ଠ ନାଟ୍ୟକାର ଡା. ଧନେଶ୍ୱର…
ଭିଜିଲାନ୍ସ ଜାଲରେ କିରାଣି: ମୃତ୍ୟୁକାଳୀନ ସାର୍ଟିଫିକେଟ ପାଇଁ ନେଉଥିଲେ ୧ ହଜାର ଲାଞ୍ଚ
ଖୋର୍ଦ୍ଧା ଅଫିସ,୧୧ା୯: ମୃତ୍ୟୁ କାଳୀନ ସାର୍ଟିଫିକେଟ ଦେବାକୁ ଏକ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଖୋର୍ଦ୍ଧା ବ୍ଲକ ହଳଦିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜନ୍ମମୃତ୍ୟୁ ପଞ୍ଜୀକରଣ ବିଭାଗର କିରାଣି ଅଶୋକ କୁମାର ମହାନ୍ତି (୪୭) ଖୋର୍ଦ୍ଧା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଅଶୋକଙ୍କଠାରୁ ଭିଜିଲାନ୍ସ…
ବହିବସ୍ତାନୀ ସହ ପିଲାଙ୍କ ହାତରେ ଧନୁତୀର: ଜାଣନ୍ତୁ କାହିଁକି
ଝାଡ଼ଖଣ୍ଡର ନକ୍ସଲ୍ ପ୍ରଭାବିତ ଅଞ୍ଚଳ ଚାକୁଲିଆର ପୋଛପାନୀ ଗାଁରେ ଏବେ ଏହି ଅଦ୍ଭୁତ ଘଟଣା ଦେଖିବାକୁ ମିଳୁଛି। ନକ୍ସଲ୍ ଦାଉରୁ ରକ୍ଷା ପାଇବାକୁ ଏଠାକାର ସ୍କୁଲ୍ ପିଲାମାନେ ହାତରେ ତୀର କମାଣ ଧରି ପାଠ ପଢ଼ିବାକୁ ଯାଉଛନ୍ତି। ପ୍ରକୃତରେ ପିଲାଙ୍କ ଘରଠୁ…
ପ୍ଲାଷ୍ଟିକ ନେଉଛି ଶହ ଶହ ପ୍ରାଣୀଙ୍କ ଜୀବନ: ରିପୋର୍ଟ
ନୂଆଦିଲ୍ଲୀ,୧୧।୯: ପ୍ରତିବର୍ଷ ପ୍ଲାଷ୍ଟିକ ଖାଇବାରୁ ଦେଶରେ ହଜାର ହଜାର ସଂଖ୍ୟାରେ କଥା କହିପାରୁ ନ ଥିବା ପ୍ରାଣୀଙ୍କ ମୃତ୍ୟୁ ହେଉଛି। ପ୍ଲାଷ୍ଟିକ ଆବର୍ଜନା ସ୍ଥଳଚର ପ୍ରାଣୀଙ୍କ ସହ ଜଳଚର ପ୍ରାଣୀଙ୍କ ମୃତ୍ୟୁର ପ୍ରମୁଖ କାରଣ ପାଲଟିଛି। ୟୁନାଇଟେଡ ନେଶନ ରିପୋର୍ଟ ଅନୁସାରେ…
ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ନୂଆ ମୋଟରଯାନ ନିୟମ: ମମତା
କୋଲକାତା,୧୧।୯: ସମଗ୍ର ଦେଶରେ ସେପ୍ଟେମ୍ବର ୧ରୁ ନୂଆ ମୋଟରଯାନ ନିୟମ ଲାଗୁ ହୋଇଛି। ନୂତନ ନିୟମ ଅନୁସାରେ ଟ୍ରାଫିକ ନିୟମ ଉଲଂଘନ ଓ ଜରୁରୀ କାଗଜପତ୍ର ପାଇଁ ଲୋକଙ୍କୁ ମୋଟା ଅଙ୍କର ତଣ୍ଡ ଗଣିବାକୁ ପଡ଼ୁଛି। ଏହି ପରିପ୍ରେକ୍ଷୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…
କଶ୍ମୀର ଉପରେ ଏକପାଖିଆ ରିପୋର୍ଟିଂ କରୁଛି ଆମେରିକା ଗଣମାଧ୍ୟମ: ଭାରତ
ୱାଶିଂଟନ,୧୧।୯: ଭାରତ ସରକାରଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଆମେରିକାର ଗଣମାଧ୍ୟମ କଶ୍ମୀର ଉପରେ ଏକପାଖିଆ ରିପୋର୍ଟିଂ କରୁଛି ବୋଲି ଭାରତ ଅଭିଯୋଗ କରିଛି। ଆମେରିକାରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ହର୍ଷବର୍ଦ୍ଧନ ଶୃଙ୍ଗଲା କହିଛନ୍ତି, ଆମେରିକାର କିଛି…
Archives


