ବିବାହରେ ବରଙ୍କୁ ମଦ୍ୟପାନ କରାନ୍ତି ଶାଶୁ…
ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଆଦି ରାଜ୍ୟରେ ବସବାସ କରୁଥିବା ବଇଗା ଜନଜାତିଙ୍କ ବିବାହରେ ଏକ ନିଆରା ପ୍ରଥା ରହିଛି। କନ୍ୟା ଘରେ ବର ପହଞ୍ଚିଲେ ଶାଶୁ ତାଙ୍କୁ ମଦ୍ୟପାନ କରାଇ…
ସାବେରୀ ନଦୀରେ ଡ୍ୟାମ୍ ନିର୍ମାଣ କରୁଛନ୍ତି ଛତିଶଗଡ଼ ସରକାର: ପ୍ରତିବାଦରେ ଜିଲା ଆଦିବାସୀ ସଂଘର ଶୋଭାଯାତ୍ରା
ମାଲକାନଗିରିି, ୧୧।୯(ଡି.ଏନ୍.ଏ)- ଛତିଶଗଡ଼ ସରକାର ସାବେରୀ ନଦୀରେ ଡ୍ୟାମ ନିର୍ମାଣ କରିବା ପ୍ରତିବାଦରେ ମଙ୍ଗଳବାର ମାଲକାନଗିରି ଜିଲାର ମାଥିଲି ବ୍ଲକ ଅନ୍ତର୍ଗତ ମହୁପଦରଠାରେ ଜିଲା ଆଦିବାସୀ ସଂଘ ପକ୍ଷରୁ ଏକ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି। ନଦୀର କାକାରାଲ ଓ ଭୀମସେନ ମଧ୍ୟରେ…
କ୍ରୁନାଲଙ୍କୁ କ୍ଷମା ପ୍ରାର୍ଥନା କଲେ ହାର୍ଦ୍ଦିକ
ମୁମ୍ବାଇ,୧୧।୯: ହାର୍ଦ୍ଦିକ ପାଣ୍ଡ୍ୟା ଓ କ୍ରୁନାଲ ପାଣ୍ଡ୍ୟାଙ୍କୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ୍ରେ ବ୍ଲୁ ଜର୍ସିରେ ଦେଖିବାକୁ ମିଳିବ। ବୁଧବାର ପାଣ୍ଡ୍ୟା ବ୍ରଦର୍ସ ଅଭ୍ୟାସ କରୁଥିବାବେଳେ ଏକ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ନେଟ୍ସରେ କ୍ରୁନାଲଙ୍କ ବୋଲିଂରେ ହାର୍ଦ୍ଦିକ ହେଲିକାପ୍ଟର ଶଟ୍…
ପୁଣି ବର ବେଶରେ ସଜେଇ ହେଲେ ବିରାଟ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ସୋସିଆଲ୍ ମିଡିଆରେ ବେଶ୍ ଆକ୍ଟିଭ୍ ରହୁଛନ୍ତି। ଓ୍ବେଷ୍ଟଇଣ୍ଡିଜ୍ ସିରିଜକୁ କ୍ଲିନ୍ସୁଇପ୍ କରିବା ପରେ ବିରାଟ ବାହିନୀ ଏବେ ଦକ୍ଷିଣ ଆଫ୍ରିକା ସିରିଜ୍ ପାଇଁ ପ୍ରସ୍ତୁତି ଚଳାଇଛି। ଏହା ପୂର୍ବରୁ ସ୍ତ୍ରୀ ଅନୁଷ୍କା…
ଝାରସୁଗୁଡ଼ାରୁ ଆଉ ୨ ସହରକୁ ଉଡ଼ିବ ବିମାନ
ଝାରସୁଗୁଡ଼ା,୧୧।୯(ଡି.ଏନ୍.ଏ.): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆଉ ୨ଟି ନୂଆ ସହରକୁ ବିମାନ ଉଡିବ। ଏ ନେଇ ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଥିବା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ବୁଧବାର ଶାସନ…
ଚାଷୀଙ୍କୁ ପାତରଅନ୍ତର ନେଇ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ
କୁଚିଣ୍ଡା,୧୧।୯(ଡି.ଏନ୍.ଏ.): ସମ୍ବଲପୁର ଜିଲ କୁଚିଣ୍ଡା ଉପଖଣ୍ଡସ୍ଥରୀୟ ମିଳିତ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦଡାକରା ଦିଆଯାଇଛି। ୨୦୧୮/୧୯ ବର୍ଷର ବାକିଥିବା ବୀମାରାଶି ଓ ଇନ୍ପୁଟ ସବ୍ସିଡିକୁ ନେଇ ସରକାରଙ୍କ ବୈମାତୃକ ମନୋଭାବ ତଥା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ…
ବ୍ରାହ୍ମଣୀପାଳରେ କୁକୁର ଆତଙ୍କ; ଗର୍ଭବତୀଙ୍କ ପେଟକୁ କାମୁଡ଼ିଲା
କେନ୍ଦୁଝର,୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀପାଳ ଗ୍ରାମାଞ୍ଚଳରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ଫଳରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଗତ ଦୁଇଦିନ ମଧ୍ୟରେ ପ୍ରାୟ ୨୦ ଲୋକଙ୍କୁ କୁକୁର କାମୁଡିଥିବା ଜଣାପଡ଼ିଛି। ସେଥିମଧ୍ୟରୁ ଜଣେ ଶିଶୁ ଗୁରୁତର ହୋଇ…
ରୋନାଲ୍ଡୋଙ୍କ ଦରମା ଅନ୍ୟ ଖେଳାଳିଙ୍କ ୩ ଗୁଣା
ରୋମ,୧୧।୯: ପର୍ତ୍ତୁଗାଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ସିରି ଏ’ ଲିଗ୍ରେ ସର୍ବାଧିକ ଦରମା ପାଉଥିବା ଖେଳାଳି। ତାଙ୍କ ବାର୍ଷିକ ଦରମା ଅନ୍ୟ ଖେଳାଳିଙ୍କ ଆୟଠାରୁ ପ୍ରାୟ ୩ ଗୁଣା ଅଧିକ। ଗତବର୍ଷ ଜୁଭେଣ୍ଟସ କ୍ଲବରେ ସାମିଲ ହୋଇଥିବା ଫରଓ୍ବାର୍ଡ ରୋନାଲ୍ଡୋ ବର୍ଷକୁ…
ହାତରେ ଫାର୍ଶା ଧରି ନିଜ ଦଳର ନେତାଙ୍କୁ ଧମକାଇଲେ ହରିୟାଣା ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୧୧।୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନିଜ ଦଳର ନେତାଙ୍କ ବେକ ଫାର୍ଶାରେ କାଟିଦେବାକୁ ଧମକ ଦେଉଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ହରିୟାଣାରେ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି…
ବସ୍ତାନି ବୋଝ ଯାଞ୍ଚ: ରାଜଧାନୀର ୨ ସ୍କୁଲରେ ପହଞ୍ଚିଲେ ସ୍ବତନ୍ତ୍ର ସ୍କ୍ବାଡ୍
ଭୁବନେଶ୍ୱର, ୧୧।୯(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ବୋଝ ନେଇ ଆରମ୍ଭ ହୋଇଛି ତତ୍ପରତା। ଏ ନେଇ ବୁଧବାର ରାଜଧାନୀରେ ଏକ ସ୍ବତନ୍ତ୍ର ସ୍କ୍ବାଡ୍ ପହଞ୍ଚି ସ୍କୁଲ ପିଲାଙ୍କ ବ୍ୟାଗ ଓଜନ ପରଖୁଥିବା ଜଣାପଡ଼ିଛି। ବ୍ୟାଗ ଓଜନ କମ୍ କରିବା ଦିଗରେ ଭୁବନେଶ୍ୱରରେ…
ଗର୍ଭବତୀଙ୍କୁ ଅସଦାଚରଣ, ଆକ୍ରମଣ ମାମଲା: ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୧୧।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗର୍ଭବତୀଙ୍କୁ ଅସଦାଚରଣ, ଆକ୍ରମଣ ମାମଲାରେ ବୁଧବାର କୈଠଖଣ୍ଡି ପଞ୍ଚାୟତ ଚକାତେନ୍ତୁଳି ଗ୍ରାମର ଭଗବାନ ଗୌଡଙ୍କୁ ଗିରଫ କରିଛି। ପୋଲିସ ସୂଚନାନୁଯାୟୀ, ସୋମବାର ସନ୍ଧ୍ୟାରେ ଗାଁ ରାସ୍ତାରେ ଖେଳୁଥିବା ପିଲାମାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା।…
୭୫ ଲକ୍ଷ ବ୍ୟୟରେ ବଡବିଲରେ ନିର୍ମାଣ ହେବ ବିଶାଳ ଘଣ୍ଟାସ୍ତମ୍ଭ
ବଡବିଲ,୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ସହର ମଧ୍ୟଭାଗରେ ଥିବା ପୂର୍ତ୍ତ ଓ ଗୃହ ବିଭାଗ ଡାକବଙ୍ଗଳା ପରିସରରେ ସୁଦୂର ଦୃଶ୍ୟମାନ ଲାଗି ଏକ ଘଣ୍ଟାସ୍ତମ୍ଭର ନିର୍ମାଣ ନିମନ୍ତେ ବୁଧବାର ଚମ୍ପୁଆ ଉପଜିଲାପାଳ ପାରୁଲ ପଟାୱାରୀ ଶିଳାନ୍ୟାସ କରିଛନ୍ତି। ଉପଜିଲାପାଳ ପଟାୱାରୀ ପ୍ରଥମେ…
Archives


