କ୍ୟାପ୍ ପିନ୍ଧିବା ଅନ୍ତରାଳେ..
ଅର୍ଜୁନ କପୁର ଗତ କିଛିମାସ ହେବ ଏକ କ୍ୟାପ୍ ପିନ୍ଧୁଥିଲେ। କେହି ଯଦି କେବେ ସେହି କ୍ୟାପ୍କୁ କାଢ଼ିବାକୁ କହୁଥିଲେ ସେ ଆଦୌ କାଢ଼ୁ ନ ଥିଲେ। ହେଲେ ନିକଟରେ ଏହି କ୍ୟାପ୍ ପିନ୍ଧିବା ରହସ୍ୟ ଉପରୁ ନିଜେ ପରଦା ହଟାଇଛନ୍ତି।…
ଡବଲ ମଜା
ଆଲିୟାଙ୍କ ମନ ଏବେ ଆକାଶରେ ଉଡୁଛି। କାରଣ କ’ଣ ଜାଣନ୍ତି ? ନିଜ ରିଲ୍ ଲାଇଫରେ ସେ ପ୍ରଥମ ଥର ପାଇଁ ତାଙ୍କର ବାପା ମହେଶ ଭଟ୍ଟଙ୍କ ସହ କାମ କରୁଛନ୍ତି। ଅର୍ଥାତ୍, ୧୯୯୧ର ସୁପରହିଟ୍ ଫିଲ୍ମ ତଥା ସଞ୍ଜୟ ଦତ୍ତଙ୍କ…
ଅନୁତାପ କରୁଛନ୍ତି ଜାହ୍ନବୀ
ସାମାନ୍ୟ ବୁଝାମଣା ଅଭାବରୁ ବେଳେବେଳେ ସୁବର୍ଣ୍ଣ ସୁଯୋଗ ହାତଛଡା ହୋଇଯାଇଥାଏ। ପରେ ଏ ନେଇ ଯେତେ ଚିନ୍ତା କଲେ କିଛି ଲାଭ ହୁଏନା। ଦେଖୁନାହାନ୍ତି, ଜାହ୍ନବୀ କପୁର କେମିତି ଏକ ଅଫରକୁ ଏବେ ବି ମନେ ପକାଇ ଅନୁତାପ କରୁଛନ୍ତି। ବଲିଉଡ୍ରେ…
ରିଲିଜ୍କୁ ଅପେକ୍ଷା
ସତରେ ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନା କଳସ ଢାଳିବା। ବ୍ଲକବଷ୍ଟର ‘ବାହୁବଲୀ’ପରେ ପ୍ରଭାସ ପୁଣି ଏବେ ଚର୍ଚ୍ଚାରେ। କାରଣ ଆଉ ଏକ ବିଗ୍ ବଜେଟ୍ ଫିଲ୍ମ ଚଳିତ ବର୍ଷ ଅଗଷ୍ଟ ୩୦ରେ ରିଲିଜ ହେବାକୁ ଯାଉଛି, ଯାହାର ନାୟକ…
ଘାରିଛି ହଲିଉଡ୍ ନିଶା
ରାଧିକା ଆପ୍ତେଙ୍କୁ ଏବେ ହଲିଉଡ୍ ନିଶା ଘାରିଛି। ବର୍ତ୍ତମାନ ସେ ଏକ ହଲିଉଡ୍ ସ୍ପାଏ ଥ୍ରୀଲର ‘ଲିବର୍ଟି : ଏ କଲ୍ ଟୁ ସ୍ପାଏ’ରେ ଅଭିନୟ କରୁଛନ୍ତି। ଆଉ ଏହାକୁ ନେଇ ବେଶ୍ ଆଶା ବାନ୍ଧିଛନ୍ତି ସେ। ଏହି ଫିଲ୍ମ ବିଷୟରେ…
ଦୁଇ ଦେଶର ଲେଖକ
ଜୋସେଫ୍ ବ୍ରୋସ୍କି ଜଣେ କବି ଏବଂ ପ୍ରାବନ୍ଧିକ। ତାଙ୍କୁ ଜଣେ ଦୂରଦର୍ଶୀ ସ୍ରଷ୍ଟା ଭାବରେ ବିବେଚନା କରାଯାଇଥାଏ। ତେବେ କବି କିମ୍ବା ପ୍ରାବନ୍ଧିକ ମଧ୍ୟରେ ତାଙ୍କର ପରିଚୟ ସୀମିତ ନୁହେଁ। ସେ ଜଣେ ଉଚ୍ଚକୋଟୀର ନାଟ୍ୟକାର ମଧ୍ୟ। ସେ ମାତ୍ର ଦୁଇଗୋଟି…
ଝିଅ ପାଇଁ ଦ୍ୱାର ବନ୍ଦ କରିଦେଲେ ସଞ୍ଜୟ!
ମୁମ୍ବାଇ: ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତ କେବେ ବି ତାଙ୍କ ପର୍ସନାଲ ଲାଇଫକୁ ନେଇ କିଛି ଚର୍ଚ୍ଚା କରିବା ନଜର ଆସିନାହିଁ। ସେ ସବୁବେଳେ ଏହାଠାରୁ ଦୂରେଇ ରହିଥାଆନ୍ତି। ତେବେ ତାଙ୍କ ଝିଅ ତ୍ରିଶଳା ଜନ୍ମରୁ ହିଁ ଆଇଅଜାଙ୍କ ସହ ମିଶି…
ସୁପର ଆର୍ଥ ‘ଜିଜେ ୩୫୭-ଡି’ର ମିଳିଲା ସନ୍ଧାନ: ଜୀବନସତ୍ତା ଥିବା ଅନୁମାନ
ଓ୍ବାଶିଂଟନ,୪।୮: ନାସା ପକ୍ଷରୁ ପୃଥିବୀଠାରୁ ବୃହତ୍ତମ ଗ୍ରହର ସନ୍ଧାନ କରାଯାଇଛି। ସୁପର ଆର୍ଥ ‘ଜିଜେ ୩୫୭-ଡି’ରେ ଜୀବନସତ୍ତା ଥିବାର ଅନୁମାନ କରାଯାଉଛି। ଏପରି ହେଲେ ପୃଥିବୀ ଭଳି ଏଠାରେ ମଧ୍ୟ ଜୀବ ଜଗତ ତିଷ୍ଠି ରହିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି…
ଓ୍ବାଶିଂଟନ ଫାଇନାଲରେ କିର୍ଗିୟସ୍
ଓ୍ବାଶିଂଟନ,୪।୮(ଏଏଫ୍ପି): ଏଠାରେ ଚାଲିଥିବା ଏଟିପି ଓ୍ବାଶିଂଟନ ଓପନ୍ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆର ନିକ୍ ଗିର୍ଗିୟସ୍ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍ରେ କିର୍ଗିୟସ ଟପ୍ ସିଡ ଗ୍ରୀସ୍ର ଷ୍ଟିଫାନୋସ ସିଟ୍ସିପାସଙ୍କୁ ପରାସ୍ତ କରି ଫାଇନାଲକୁ ଉଠିଛନ୍ତି। ବିଶ୍ୱ ର଼୍ୟାଙ୍କିଙ୍ଗର ୫୨ତମ…
ବନ୍ଧୁ ପାଇଁ ଉପହାର
ଆଜି ହେଉଛି ବନ୍ଧୁତା ଦିବସ। ଏହାକୁ ପାଳନ କରିବା ପାଇଁ ଆଗରୁ ପ୍ଲାନିଂ ସରିଥିବ। କେହି କେହି ଉପହାର ବି ଆଣି ରଖିଥିବେ। ତେବେ ଯେଉଁମାନେ ଏପର୍ଯ୍ୟନ୍ତ କ’ଣ ଉପହାର ଦେବେ ଭାବିପାରୁ ନାହାନ୍ତି, ସେମାନେ ନିମ୍ନୋକ୍ତ ଉପହାର ତାଲିକାରୁ କିଛିକୁ…
ବିଶ୍ୱର ସବୁଠୁ ଛୋଟ ଲାପ୍ଟପ୍ : ସ୍କ୍ରିନ୍୧ ଇଞ୍ଚ, ଡିସ୍ପ୍ଲେ ୦.୯୬ ସେ.ମି.
ଆମେରିକାର ଆଇଟି ଇଞ୍ଜିନିୟର ପଲ୍ କ୍ଲିଙ୍ଗର ବିଶ୍ୱର ସବୁଠୁ ଛୋଟ ଲାପ୍ଟପ୍ ତିଆରି କରିଛନ୍ତି। ଏହି ଲାପ୍ଟପ୍ର ସ୍କ୍ରିନ୍ ମାତ୍ର ୧ ଇଞ୍ଚ। ଏହାର ଡିସ୍ପ୍ଲେ ୦.୯୬ ସେ.ମି.। ଏହାକୁ ତିଆରି କରିବା ପାଇଁ ପଲଙ୍କୁ ୭ ଦିନ ଲାଗିଥିଲା। ଏଥିରେ…
ଚାଇନାରେ ଓ୍ବାଇଫା ବାତ୍ୟା: ରାସ୍ତାରେ ଖେଳିଲେ ମାଛ
ବେଜିଂ,୪।୮: ଚାଇନାରେ ଓ୍ବାଇଫା ବାତ୍ୟା ଯୋଗୁ ରାସ୍ତା ଘାଟ ପାଣିରେ ଭରି ଯାଇଛି। ଫଳରେ ରାସ୍ତାରେ ବଡ଼ ବଡ଼ ମାଛ ଖେଳୁଥିବା ଦେଖିବାକୁ ମିଳିଛି। ଲୋକେ ଉଦ୍ଧାର କାର୍ଯ୍ୟରେ ବ୍ୟବହୃତ ବୋଟ୍ରେ ବସି ମାଛ ଧରୁଥିବା ଦୃଶ୍ୟ ଚାଇନା ଜାତୀୟ ଟେଲିଭିଜନରେ…
Archives


