ଷ୍ଟାର୍ଟଅପ୍ ପ୍ରତିଷ୍ଠାରେ ଦିଲ୍ଲୀ-ଏନ୍ସିଆର୍ ସର୍ବାଗ୍ରେ
ନୂଆଦିଲ୍ଲୀ,୧୦-୯: ଷ୍ଟାର୍ଟଅପ୍ ଏବଂ ୟୁନିକର୍ନ ପ୍ରତିଷ୍ଠା କ୍ଷେତ୍ରରେ ମୁମ୍ବାଇ, ବେଙ୍ଗାଲୁରୁକୁ ପଛରେ ପକାଇ ଦେଇଛି ଦିଲ୍ଲୀ-ଏନ୍ସିଆର୍। ଏଠାରେ ଷ୍ଟାର୍ଟଅପ୍ଙ୍କ ସଂଖ୍ୟା ୭୦୩୯ରେ ପହଞ୍ଚତ୍ଛି ବୋଲି ଜିନୋଭ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ‘ଟର୍ବୋଚାଜିଂ ଦିଲ୍ଲୀ-ଏନ୍ସିଆର୍ ଷ୍ଟାର୍ଟଅପ୍ସ ଇକୋସିଷ୍ଟମ’ଶୀର୍ଷକରେ ପ୍ରକାଶିତ ରିପୋର୍ଟରେ…
୧୩ରେ ବିଧାୟକମାନଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୦।୯(ବ୍ୟୁରୋ) – ଚଳିତ ମାସ ୧୩ ଏବଂ ୧୪ ତାରିଖରେ ଓଡ଼ିଶା ବିଧାନସଭାର ନବନିର୍ବାଚିତ ସଦସ୍ୟାସଦସ୍ୟମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଲୋକସଭା ସଚିବାଳୟ (ଗଣତନ୍ତ୍ର ପାଇଁ ସଂସଦୀୟ ଗବେଷଣା ଓ ପ୍ରଶିକ୍ଷଣ ଅନୁଷ୍ଠାନ) ଓ ଓଡ଼ିଶା ବିଧାନସଭା ସଚିବାଳୟର…
କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ: ଗୋପ ବ୍ଲକରୁ ଫେରିବ ୬୧୧ ଆବାସ ଗୃହ
ଗୋପ, ୧୦।୯(ଡି.ଏନ୍.ଏ.)-ଗୋପ ବ୍ଲକ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ ଯୋଗୁ ଆବାସ ଗୃହ ଫେରିଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆବାସ ଯୋଜନା ଗୃହ ପାଇଁ ବ୍ଲକ୍ ପ୍ରକଳ୍ପ ସଂଯୋଜକ ଠିକ୍ ଭାବେ କାଗଜପତ୍ର ସଂଗ୍ରହ କରି ନ ପାରିବାରୁ ହିତାଧିକାରୀମାନେ ଏହି…
ଦୟା, ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଜଳମଗ୍ନ: ଲୋକେ ଆତଙ୍କିତ
କଣାସ, ୧୦।୯(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟା ଓ ରାଜୁଆ ନଦୀରେ ଜଳ ପତ୍ତନ ବୃଦ୍ଧିପାଇଛି। କଣାସଠାରେ ଦୟାନଦୀର ବିପଦ ସଙ୍କେତ ୩.୯୯ମିଟର ଥିବାବେଳେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୫.୨୨ମିଟର ଜଳ…
ଡାଇବେଟିସ୍ ଦୂର କରିବ ଏହି ଜୁସ୍
ଆଜିକାଲି ଅଧିକାଂଶ ବ୍ୟକ୍ତି ଡାଇବେଟିସରେ ପୀଡ଼ିତ। ଡାଇବେଟିସ ରୋଗୀ ଯେହେତୁ ନିଜର ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବାରେ ସକ୍ଷମ ନୁହନ୍ତି, ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି ଅଧିକ ସଚେତନ ରହିବାକୁ ପଡେ। ଡାଇବେଟିସ୍ ରୋଗୀଙ୍କ ପାଇଁ ଲାଉ ଜୁସ୍ ଉପକାରୀ…
ବିଦାୟ ନେଲେ ଗଜାନନ: ବାଦ୍ୟବାଜଣାରେ କମ୍ପିଲା ପାଲଲହଡା
ପାଲଲହଡା,୧୦।୯(ଡି.ଏନ.ଏ.)-ପାଲଲହଡ଼ାରେ ୮ ଦିନ ଧରି ଚାଲିଥିବା ଗଣେଶ ପୂଜା ମେଲଣ ଏବଂ ଭାସାଣି ଉତ୍ସବ ମଙ୍ଗଳବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ପ୍ରଥମେ ବିଭିନ୍ନ ପୂଜା କମିଟିର ମେଢ ଗୁଡ଼ିକ ସହର ପରିକ୍ରମା କରିବାପରେ ପାଲଲହଡା ଷ୍ଟାଡିୟମଠାରେ ପହଞ୍ଚିଥିଲେ। ଏହି ଅବସରରେ…
ମୋବାଇଲ ଫୋନ ବ୍ୟବହାର କଲେ ଜରିମାନା ଦେବେ ଛାତ୍ରୀ
ଭଞ୍ଜନଗର,୧୦ା୯(ଡି.ଏନ.ଏ.)- ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍)ର ବାର୍ଷିକ ଯୋଜନା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷା ଶାନ୍ତି କୁମାରୀ ଉପାଧ୍ୟାୟ ସଭାପତିତ୍ୱ କରିଥିଲେ। ଭଞ୍ଜନଗର ମେଡ଼ିକାଲ ରକ୍ତଭଣ୍ଡାର ଅଧିକାରୀ ତଥା…
ଶିଶୁଙ୍କ ଜଳଖିଆରେ ପୋକ ଘଟଣା: ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ମହିଳାଙ୍କ ବିକ୍ଷୋଭ
ରୂପ୍ସା, ୧୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା ଲାଗି ରହିଛି। ଗତ ୭ତାରିଖରେ ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ମଙ୍ଗଳବାର ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ଗ୍ରାମର ମହିଳାମାନେ ବିକ୍ଷୋଭ…
ବହି କିଣିବାକୁ ଚାପ ପ୍ରୟୋଗ କଲେ ସ୍କୁଲ ଦେବ ଜରିମାନା
ପାଟନା: ପାଟନା ଡିଭିଜନର ବେସରକାରୀ ସ୍କୁଲ୍ ଆଗାମୀ ସେଶନ୍ରେ ୭ ପ୍ରତିଶତରୁ ଅଧିକ ଦେୟ ବୃଦ୍ଧି କରିପାରିବେ ନାହିଁ ବୋଲି ଡିଭିଜନ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ଧାର୍ଯ୍ୟଠାରୁ ବେଶି ବୃଦ୍ଧି କରିବାକୁ ହେଲେ ତା’ର କାରଣ ଜଣାଇବାକୁ ପଡିବ ଓ ଡିଭିଜନର…
୫ ଦଫା ଦାବି: ସିଏମ୍ସି ସମ୍ମୁଖରେ ବସ୍ତି ବାସିନ୍ଦା ମିଳିତ ମଞ୍ଚର ବିକ୍ଷୋଭ
କଟକ ଅଫିସ, ୧୦।୯: ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ୫ଦଫା ଦାବି ନେଇ ମଙ୍ଗଳବାର କଟକ ମହାନଗର ନିଗମ (ସିଏମ୍ସି) ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ସିଏମ୍ସି କମିଶନର ଅନନ୍ୟା ଦାସଙ୍କୁ ଏକ ଦାବିପତ୍ର ଦିଆଯାଇଛି। ବିନା…
ଟେଲି ଜଗତର ବୋଲ୍ଡ ଶାଶୁମା’: ଯିଏ ୪୯ ବର୍ଷରେ ବି ରହୁଛନ୍ତି ଚର୍ଚ୍ଚାରେ
ମୁମ୍ବାଇ: ଅଭିନେତ୍ରୀ ଅଚ୍ଚିତ କୌର। ଟେଲିଭିଜନ ଜଗତର ଜଣେ ବୋଲ୍ଡ ଶାଶୁ ମା’ ହିସାବରେ ସେ ଘରେ ଘରେ ପରିଚିତ। ଏବେ ଅର୍ଚ୍ଚିତଙ୍କୁ ୪୯ ବର୍ଷ। ହେଲେ ତାଙ୍କୁ ଦେଖିଲେ ‘ଏଜ୍ ଇଜ୍ ଜଷ୍ଟ ଏ ନମ୍ବର’ ଉକ୍ତିଟି ଫିଟ୍ ଆସିବ…
ଏକଦା ଥିଲେ ଚକୋଲେଟ୍ ହିରୋ, ଏବେ ଏତେ ବଦଳିଗଲେଣି ଅକ୍ଷୟ
ମୁମ୍ବାଇ: ଏକଦା ବଲିଉଡ୍ର ଚକୋଲେଟ୍ ହିରୋ ଥିବା ତଥା ବେବୋ(କରିନା କପୁର ଖାନ୍)ଙ୍କ କ୍ରଶ୍ ଅକ୍ଷୟ ଖନ୍ନା ବହୁତ ବଦଳିଗଲେଣି। କଥାଟି ଆମେ କହୁନାହୁଁ। ଏପରି କିଛି ଚର୍ଚ୍ଚା ତାଙ୍କ ପ୍ରଶଂସକଙ୍କ ଗହଣରେ ହେଉଛି। ତେବେ କିଛି ମାତ୍ରାରେ ଏହା ସତ…
Archives


