ନୀରବ ଘାତକ ମଧୁମେହ
ମଧୁମେହ ସାମ୍ପ୍ରତିକ ସମୟରେ ଘୋର ସମସ୍ୟା ଭାବେ ଉଭା ହୋଇ ସାଂଘାତିକ ଭାବେ ବ୍ୟାପୁଛି। ସ୍ବାସ୍ଥ୍ୟ କ୍ଷେତ୍ରରେ ଏହା ଏକ ପ୍ରକାର ଆତଙ୍କ ସୃଷ୍ଟି କରିଛି। ବିଶ୍ୱ ସମୁଦାୟ ଏହାକୁ ନେଇ ଚିନ୍ତିତ ମଧ୍ୟ। ଏଣୁ ଏହି ରୋଗ ସମ୍ପର୍କରେ ଲୋକମାନଙ୍କୁ…
କମେଡି ମାୟା
ନିକଟରେ ରିଲିଜ ହୋଇଛି ସବ୍ୟସାଚୀ-ଏଲିନା ଅଭିନୀତ ‘ମାଲ ମହୁ ଜୀବନ ମାଟି’। ଏଥିରେ ଡନ୍ ଡୋଗ୍ରାର ଅନ୍ୟତମ ସହଯୋଗୀ ଭାବରେ ଅଭିନୟ କରିଛନ୍ତି ବିଜୁ ବଡଜେନା। ଦୀର୍ଘବର୍ଷ ଧରି ଖଳନାୟକ ଭାବରେ ନିଜର ପରିଚୟ ସୃଷ୍ଟି କରିଥିବା ଏହି ଅଭିନେତାଙ୍କୁ ଏଥିରେ…
ଏଥର ଡବଲ ରୋଲ୍
ଅଭିନେତା ଜ୍ୟୋତିଙ୍କ ଖୁସି କହିଲେ ନ ସରେ। କାରଣ ଓଡ଼ିଆ ସିନେମାରେ ସେ ପ୍ରଥମ ଥର ପାଇଁ ଡବଲ ରୋଲ୍ରେ ଅଭିନୟ କରିବେ। ଫିଲ୍ମଟି ହେଲା ଖୁସି କ୍ରିଏସନ୍ସ ବ୍ୟାନରରେ ନିର୍ମିତ ହେବାକୁ ଯାଉଥିବା ‘ହିରୋ ନମ୍ବର ଜିରୋ’। ଚିତ୍ରର କାହାଣୀ,…
ସ୍କୁଲ ପିଲାଙ୍କ ଗହଣରେ ଜନ୍ମଦିନ ପାଳିଲେ ପ୍ରିନ୍ସ ଚାର୍ଲସ
ମୁମ୍ବାଇ,୧୪।୧୧: ବ୍ରିଟେନ୍ ରାଜକୁମାର ପ୍ରିନ୍ସ ଚାର୍ଲସ ତାଙ୍କର ୭୧ତମ ଜନ୍ମଦିବସ ଭାରତରେ ପାଳନ କରିଛନ୍ତି। ଭାରତ ଗସ୍ତରେ ଥିବା ପ୍ରିନ୍ସ ଚାର୍ଲସ ମୁମ୍ବାଇଠାରେ ସ୍କୁଲ ପିଲାମାନଙ୍କ ଗହଣରେ ଗୁରୁବାର ତାଙ୍କ ଜନ୍ମଦିନ ପାଳନ କରିଛନ୍ତି। ଏହାସହ ଏହି ଦିବସକୁ ବେଙ୍ଗାଲୁରୁର ଏକ…
ମନ୍ଦିର ନିର୍ମାଣ ପାଇଁ ରାମଜନ୍ମଭୂମି ନ୍ୟାସକୁ ୫୧ ହଜାରର ଚେକ୍ ପ୍ରଦାନ କଲା ଶିହା ଓ୍ବାକଫ୍ ବୋର୍ଡ
ଲକ୍ଷ୍ନୌ,୧୪।୧୧: ଅଯୋଦ୍ଧାରେ ମନ୍ଦିର ନିର୍ମାଣ ପାଇଁ ରାମଜନ୍ମଭୂମି ନ୍ୟାସକୁ ଶିହା ଓ୍ବାକଫ୍ ବୋର୍ଡ ପକ୍ଷରୁ ୫୧ ହଜାର ଟଙ୍କାର ଚେକ୍ ପ୍ରଦାନ କରାଯାଇଛି। ଶିହା ଓ୍ବାକଫ୍ ବୋର୍ଡ ଅଧ୍ୟକ୍ଷ ଓ୍ବସୀମ୍ ରିଜଓ୍ବୀ ଶ୍ରୀରାମଙ୍କୁ ମୁସଲମାନ୍ଙ୍କ ପୂର୍ବଜ ବୋଲି କହିଛନ୍ତି। ରାମମନ୍ଦିର ନିର୍ମାଣକୁ…
ଚିକେନ୍ ଦମ୍ ବିରିଆନି
ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ବୁର୍ଲା ସହରଟି ବିଦ୍ୟାନଗରୀ ଭାବେ ପରିଚିତ। ଏହି ବିଦ୍ୟାନଗରୀରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଣ୍ଟ, ସୁଇଟ୍, ବୀରସୁରେନ୍ଦ୍ର ସାଏ ଆୟର୍ବିିଜ୍ଞାନ କଲେଜ ଓ ଡାକ୍ତରଖାନା ପ୍ରଭୃତି ରହିଛି।…
ବରଯାତ୍ରୀରେ ବୁଢ଼ୀ ମାଉସୀଙ୍କଠୁ ମାଡ଼ ଖାଇଥିଲି
ଓଡ଼ିଆ ଟେଲିଭିଜନ ଦୁନିଆରେ ସୁଜିତ ପାଇକରାୟ ନାୟକ କମ୍, ଖଳନାୟକ ଭୂମିକାରେ ବେଶି ଦେଖିବାକୁ ମିଳନ୍ତି। ଭୁବନେଶ୍ୱରରେ ଜନ୍ମିତ ଏହି ଅଭିନେତା ନିଜର ବଳିଷ୍ଠ ଅଭିନୟ ମାଧ୍ୟମରେ ଓଡ଼ିଆ ଦର୍ଶକଙ୍କ ମହଲରେ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ। ସୁମିତ୍ରା ଓ ସୂର୍ଯ୍ୟକାନ୍ତ…
ଶିକ୍ଷକ ବିଳମ୍ବରେ ପହଞ୍ଚିବାରୁ ପ୍ରତିବାଦ: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ
ପାଟଣା,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଶ୍ୟାମ ସୁନ୍ଦରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକରେ ଗୁରୁବାର ସକାଳୁ ଅଭିଭାବକ ଓ ଗ୍ରାମବାସୀ ମିଶି ତାଲା ପକାଇ ଦେଇଛନ୍ତି। ସୂଚନା ଅନୁଯାୟୀ, ଗୁରୁବାର ଶିଶୁଦିବସ ଥିବାରୁ ଛାତ୍ରୀଛାତ୍ରଙ୍କୁ ସକାଳୁ ଆସିବାକୁ ବିଦ୍ୟାଳୟ…
୨୦୨୦ ଗଣତନ୍ତ୍ର ଦିବସ ମୁଖ୍ୟ ଅତିଥି ହେବେ ବ୍ରାଜିଲ୍ ରାଷ୍ଟ୍ରପତି ଜାୟର ବୋଲସୋନାରୋ
ବ୍ରାସିଲିଆ,୧୪।୧୧: ଆସନ୍ତା ୨୦୨୦ ଗଣତନ୍ତ୍ର ଦିବସ ମୁଖ୍ୟ ଅତିଥି ବ୍ରାଜିଲ୍ ରାଷ୍ଟ୍ରପତି ଜାୟର ବୋଲସୋନାରୋ ହେବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣକୁ ସେ ସ୍ବୀକାର କରିଛନ୍ତି। ଏହାଦ୍ୱାରା ଦୁଇ ଦେଶର ସମ୍ପର୍କ ଅଧିକ ସୁଦୃଢ଼ ହେବାର ଆଶା ରହିଛି। ରାଷ୍ଟ୍ରପତି…
ସ୍ପେଶାଲ ଗିଫ୍ଟ
ରଣବୀର ସିଂ ଏବଂ ଦୀପିକା ପାଦୁକୋନଙ୍କ ପାଇଁ ନଭେମ୍ବର ୧୪ ସବୁବେଳେ ସ୍ମରଣୀୟ ହୋଇ ରହିବ। କାରଣ କ’ଣ ଜାଣନ୍ତି ? ଏହି ଦିନ ଏହି ଯୋଡି ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଆଜି ହେଉଛି ସେମାନଙ୍କର ପ୍ରଥମ ମ୍ୟାରେଜ ଆନିଭର୍ସାରି।…
ଆୟୁର୍ବେଦର ସୁବର୍ଣ୍ଣ ଯୁଗ ଆସୁଛି
ବ୍ରହ୍ମପୁର ନିକଟ ଆଙ୍କୁଶପୁର କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟର ଶିଶୁରୋଗ ବିଶେଷଜ୍ଞ ତଥା ଅଧ୍ୟାପକ ଡା. ବିମଳ କୁମାର ପଣ୍ଡାଙ୍କ ଇଚ୍ଛାଶକ୍ତି ତାଙ୍କ ପାଇଁ ଆଣିଦେଇଛି ସଫଳତା। ରୋଗ ପ୍ରତିରୋଧକ ଶକ୍ତି, ମେଧାଶକ୍ତି ଓ ସ୍ମରଣ ଶକ୍ତି ବୃଦ୍ଧି…
ବିଜେଡି ବିଧାୟକ ଦଳ ବୈଠକରେ ନବୀନଙ୍କ ନିର୍ଦ୍ଦେଶ: ଅଧିବେଶନ ସମୟରେ ଶୃଙ୍ଖଳିତ, ସମୟାନୁବର୍ତ୍ତୀ ହୁଅ
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ଅଧିବେଶନରେ ବିଧାୟକମାନଙ୍କ ସକାରାତ୍ମକ ଉପସ୍ଥିତି ନେଇ ମତ ରଖିଛନ୍ତି। ଏନେଇ ନିଜର ଆଭିମୁଖ୍ୟକୁ ଅଧିକ ସ୍ପଷ୍ଟ କରିବା ସହ ତାହାର ଅନୁପାଳନ ପାଇଁ ବିଧାୟକମାନଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ବିଧାନସଭାର…

