Home Left

କଳିଙ୍ଗ ନଗର ଏନକାଉଣ୍ଟର ମାମଲା:ଆହତ ସୁଶାନ୍ତ ଗିରଫ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଅଧୀନ କଳିଙ୍ଗନଗର ଏନକାଉଣ୍ଟର ଘଟଣାରେ ଆହତ ହୋଇଥିବା ଅଭିଯୁକ୍ତ ସୁଶାନ୍ତ ମାଝି ସୁସ୍ଥ ହେବା ପରେ ସୋମବାର ପୋଲିସ କୋର୍ଟ ଚାଲାଣ କରିଛି। ସୁଶାନ୍ତଙ୍କ ଘର ଖୋର୍ଦ୍ଧା ଜିଲା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରେ। ତାଙ୍କ ନାମରେ ପୂର୍ବରୁ…

ସରୋଦରେ ଶରତ…

ଭୁବନେଶ୍ୱର ୧୦।୯(ବ୍ୟୁରୋ): ସରୋଦରେ ଲୁଚିଥିଲା ଶରତର କଥା। ସରୋଦ ବାଦନରେ ଶରତର ସୌନ୍ଦର୍ଯ୍ୟକୁ ଉପସ୍ଥାପନା କରିଥିଲେ ଶିଳ୍ପୀ। ମା’ ଦୁର୍ଗତିନାଶିନୀଙ୍କ ଆଗମନ ଏହି ଋତୁକୁ ସ୍ବତନ୍ତ୍ର କରୁଥିବାବେଳେ ଧରିତ୍ରୀ ମା’ର ସୌନ୍ଦର୍ଯ୍ୟକୁ ଯନ୍ତ୍ର ସଙ୍ଗୀତ ମାଧ୍ୟମରେ ଶ୍ରୋତାଙ୍କ ନିକଟରେ ପରଷିଥିଲେ ବିଶିଷ୍ଟ…

ଖୋଲିଲା ସ୍ବତନ୍ତ୍ର ଜନଜାତି ଷ୍ଟୋର୍‌ ‘ଆଦିଶା’

ଭୁବନେଶ୍ୱର ୧୦।୯(ବ୍ୟୁରୋ): ଆଦିବାସୀମାନଙ୍କ ବିଭିନ୍ନ ସାମଗ୍ରୀର ବ୍ୟାପକ ବ୍ୟବସାୟ ନିମନ୍ତେ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ। ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ଓଡ଼ିଶା ଆଦିବାସୀ ଉନ୍ନୟନ ସମବାୟ ନିଗମ ଲିମିଟେଡ୍‌(ଟିଡିସିସିଓଏଲ୍‌) ମୁଖ୍ୟାଳୟରେ ଏକ…

ଆସନ୍ତା ବିଧାନସଭା ନିର୍ବାଚନ ଏକାକି ଲଢିବ ସମାଜବାଦୀ ପାର୍ଟି: ଅଖିଳେଶ

ଲକ୍ଷ୍ନୌ,୧୦।୯: ଆସନ୍ତା ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି(ଏସ୍‌ପି) ଏକାକି ଲଢିବ ବୋଲି କହିଛନ୍ତି ଦଳର ଅଧ୍ୟକ୍ଷ ଅଖିଳେଶ ଯାଦବ। ସେ କହିଛନ୍ତି, ବଡ ବଡ ଦଳ ସହ ମେଣ୍ଟ କରି ଏହାର ଫଳାଫଳ ଭଲଭାବେ ଉପଲବ୍ଧ କରି…

ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ପୁଣି କହିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୦।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପୁଣିଥରେ ଭାରତ-ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ଆଗ୍ରହୀ ଥିବା କହିଛନ୍ତି। ଦୁଇ ଦେଶ ମଧ୍ୟରେ ଗତ ୨ ସପ୍ତାହ ମଧ୍ୟରେ ଉତ୍ତେଜନା କମିଛି। ତେବେ ଏହି ପ୍ରସଙ୍ଗରେ ଯଦି ମଧ୍ୟସ୍ଥତା ଲୋଡ଼ାଯାଏ ସେଥି ଲାଗି…

ବଢ଼ିପାରେ ଓମ୍‌ଫେଡ ଦୁଗ୍ଧ ମୂଲ୍ୟ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଓଡ଼ିଶାରେ ଚାଷ ସହିତ ଗୋପାଳନ ଏକ ପ୍ରମୁଖ ବେଉସା। ଗୋପାଳନ କରୁଥିବା ସର୍ବାଧିକ ଚାଷୀ ଓମ୍‌ଫେଡକୁ କ୍ଷୀର ବିକ୍ରି କରିଥାଆନ୍ତି। କିନ୍ତୁ ଏବେ ଏହି ଚାଷୀମାନେ କ୍ଷତି ସହୁଥିବା କଥା ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ପୂର୍ବ ଅପେକ୍ଷା ଗୋଖାଦ୍ୟର ଦର…

କଂଗ୍ରେସ ଗଢ଼ିବ କ୍ୟାଡର ବେସ୍‌ ସଙ୍ଗଠନ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସ ସାରା ଦେଶରେ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଥିଲା। ସମାନଭାବେ ରାଜ୍ୟରେ ମଧ୍ୟ କଂଗ୍ରେସର ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଲା। ଦଳକୁ ରାଜ୍ୟ ରାଜନୀତିରେ ଦ୍ୱିତୀୟ ସ୍ଥାନରୁ ଖସି ତୃତୀୟ ସ୍ଥାନରେ ରହିବାକୁ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସମାଲୋଚନା କଲା କଂଗ୍ରେସ

ଭୁବନେଶ୍ୱର,୧୦।।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଅନୁଯାୟୀ ରାଜ୍ୟରେ କଡାକଡି ଭାବରେ ଟ୍ରାଫିକ ଚେକିଂ ଚାଲିଥିଲା। ଧୀରେଧୀରେ ଲୋକଙ୍କ ଆକ୍ରୋଶକ୍ରମେ ଏହା ପ୍ରଭାବଶୂନ୍ୟ ହେବାକୁ ଲାଗିଲା। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ଘୋଷଣା କରି ଏହାକୁ ଆସନ୍ତା ୩…

ଶ୍ରବଣ ଶକ୍ତି ଫେରିପାଇଲେ ୨ ଝିଅ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାରା ଜୀବନ ପାଇଁ ବଧିର ହୋଇଯିବା ଆଶଙ୍କାରେ ଥିବା କୋରାପୁଟର ଦୁଇଜଣ କୁନି ଝିଅ ନିଜର ଶ୍ରବଣ ଶକ୍ତି ଫେରିପାଇଛନ୍ତି। ରାଜ୍ୟ ସରକାରଙ୍କ ସହାୟତାରେ ଉଭୟଙ୍କ କାନରେ ବ୍ୟୟବହୁଳ ଅତ୍ୟାଧୁନିକ ଅସ୍ତ୍ରୋପଚାର କରାଯିବା ପରେ ଏହା ସମ୍ଭବ ହୋଇପାରିଛି। ଦୁଇ…

ଘରୋଇ ହସ୍ପିଟାଲରେ ଉତ୍ତେଜନା, ଭଙ୍ଗାରୁଜା ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଯଦୁପୁର ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଭଙ୍ଗାରୁଜା କରିବା ଘଟଣାରେ ଖଣ୍ଡଗିରି ପୋଲିସ ୩ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ସୟିଦ ଫଶରୁକ୍‌ ଅଲ୍ଲୀ(୨୫),ଏସ୍‌.କେ ସର୍ବିର(୨୩) ଓ ସୟିଦ ସଫିକ୍‌ ଅଲ୍ଲୀ(୨୬)। ସେମାନଙ୍କ ବିରୋଧରେ…

ନୀତି ଆୟୋଗ ର଼୍ୟାଙ୍କିଙ୍ଗ ଉପରେ ଗୁରୁତ୍ୱ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସ୍ବାସ୍ଥ୍ୟ, ଶିକ୍ଷା ଓ ଅନ୍ୟାନ୍ୟ ସାମାଜିକ କ୍ଷେତ୍ରରେ ବିକାଶକୁ ନେଇ ରାଜ୍ୟଗୁଡିକର ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି। ଯେଉଁ ବିଷୟବସ୍ତୁକୁ ଆଧାର କରି ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି, ସେଗୁଡିକର ବିଭିନ୍ନ ଦିଗକୁ ଅନୁଧ୍ୟାନ କରିବା ପାଇଁ ରାଜ୍ୟ ସରକାର ନୀତି ଆୟୋଗକୁ…

ଭାରତରେ ମହିଳାଙ୍କ ଆତ୍ମହତ୍ୟା ଅଧିକ

ବିଶ୍ୱ ଆମତ୍ହତ୍ୟା ନିରୋଧୀ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୦ରେ ସାରା ବିଶ୍ୱରେ ୨୦୦୩ରୁ ପାଳନ କରାଯାଉଛି। ଆନ୍ତର୍ଜାତିକ ଆମତ୍ହତ୍ୟା ନିରୋଧୀ ସଂଗଠନ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏବଂ ବିଶ୍ୱ ମାନସିକ ସ୍ବାସ୍ଥ୍ୟ ସଂଘର ମିଳିତ ସହଯୋଗରେ ଏହି ଦିବସ ପାଳନ କରାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri