Home Left

ବିଜୁ ପଟ୍ଟନାୟକ ହିମାଳୟାନ ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୧୦।୯(ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ରେ ସୋମବାର କ୍ରୀଡ଼ା ଓ ଯୁବ ବ୍ୟାପାର ସେବା ବିଭାଗ ସଚିବ ବିଶାଲ ଦେବ ୪ର୍ଥ ବିଜୁ ପଟ୍ଟନାୟକ ହିମାଳୟାନ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅଭିଯାନରେ ଅଂଶଗ୍ରହଣ କରିଥିବା ଯୁବ ଆରୋହଣକାରୀଙ୍କୁ କ୍ରୀଡ଼ା ସଚିବ…

କଳିଙ୍ଗରେ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି:ଭାରତୀୟ ପୁରୁଷ ଦଳ ରୁଷିଆକୁ ଭେଟିବ

ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ହକି ବିଶ୍ୱକପ ସମେତ ଅନେକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆୟୋଜନ କରି ସାରିଥିବା କଳିଙ୍ଗ ଷ୍ଟାଡିୟମ ଉପରେ ଏବେ ପୁଣି କ୍ରୀଡ଼ାପ୍ରେମୀଙ୍କ ନଜର। ଏଠାରେ ଆଗାମୀ ନଭେମ୍ବରରେ ଆୟୋଜିତ ହେବ ଟୋକିଓ ଅଲିମ୍ପିକ୍ସ ହକି କ୍ୱାଲିଫାୟର୍ସ ମ୍ୟାଚ। ଉଭୟ…

ବାନ୍ତିରୁ ରକ୍ଷା ପାଇବାର ସହଜ ଉପାୟ

ଯାତ୍ରା କରିବା କାହାର ବା ପସନ୍ଦ ନୁହେଁ। ହେଲେ ଯାନବାହନରେ ଯାତାୟାତ କଲାବେଳେ ଅନେକ ବ୍ୟକ୍ତି ବାନ୍ତିଜନିତ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି।  ଏହି କାରଣରୁ ଲୋକେ ବସ, କାର ଭଳି ଗାଡିରେ ଯାତ୍ରା କରିବାକୁ ପସନ୍ଦ କରି ନ ଥାନ୍ତି।  ତେବେ…

ଗୋଟିଏ ଜାଗାରେ ବସିଲେ ହୋଇପାରେ ମଧୁମେହ!

ଦୀର୍ଘସମୟ ଧରି ଗୋଟିଏ ସ୍ଥାନରେ ବସିରହିଲେ ମଧୁମେହ ଆଶଙ୍କା ବଢ଼ିପାରେ। ଯଦି ପଢ଼ିବା, ଡ୍ରାଇଭିଂ, ଫୋନ୍‌ରେ କଥାର୍ବାର୍ତ୍ତା, କମ୍ପ୍ୟୁଟର୍‌ରେ କାମ କରିବାବେଳେ ସବୁବେଳେ ବସି ରହୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଘାତକ ହୋଇପାରେ। ଏବେ ଅନ୍‌ଲାଇନ୍‌ ଅର୍ଡର୍‌ ମାଧ୍ୟମରେ ସବୁକିଛି…

ପ୍ରେମୀଯୁଗଳଙ୍କ ମଧ୍ୟରେ ସମ୍ପର୍କ ଅତୁଟ ରଖେ ଏହି ଓ୍ବାଟର ଫଲ୍‌…

ଭାରତରେ ରହିଛି ଅନେକ ଅଲୌକିକ ଗାଥା ବହନ କରୁଥିବା ଦର୍ଶନୀୟ ସ୍ଥାନ। ସେଥିମଧ୍ୟରୁ ମଧ୍ୟପ୍ରଦେଶର ଶିବପୁରାରେ ରହିଛି ଭଦୈୟା କୁଣ୍ଡ ଓ୍ବାଟର ଫଲ୍‌। ବିଶ୍ୱାସ ରହିଛି ଏଠାରେ ସ୍ନାନ କରୁଥିବା ଦମ୍ପତ୍ତି ତଥା ପ୍ରେମୀଯୁଗଳଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଅତୁଟ ରହିଥାଏ…

୫ ହଜାର ଟଙ୍କା ପାଇଁ ହତ୍ୟା; ଅଭିଯୁକ୍ତ ଗିରଫ

ସଜନାଗଡ଼, ୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଜାମୁଡ଼ିହା ପଞ୍ଚାୟତ ବାଘମରା ଗ୍ରାମରେ ୫ ହଜାର ଟଙ୍କା ପାଇଁ ଏକ ହତ୍ୟାକାଣ୍ଡ ଘଟିଛି। ପୋଲିସ ମୃତଦେହକୁ ଜବତ କରି ଛାନଭିନ କରିବା ପରେ ହତ୍ୟାକାଣ୍ଡର କାରଣ ପଦାକୁ ଆସିଛି। ବାବୁରାମ ସିଂ (୪୦)…

୨ ନାଲ୍‌କୋ ଅଧିକାରୀଙ୍କ ପଦୋନ୍ନତି

ବଅଁରପାଳ,୯ା୯(ଡି.ଏନ.ଏ.)- ନାଲ୍‌କୋ ସିପିପି ପ୍ଲାଣ୍ଟରେ କାର୍ଯ୍ୟରତ ୨ ଅଧିକାରୀଙ୍କ ପଦୋନ୍ନତି ହୋଇଥିବା ଜଣାପଡିଛି। ନାଲ୍‌କୋ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ପଦୋନ୍ନତି ଦିଆଯାଇଛି। ନାଲକୋ ସିପିପି ଅପରେଶନ ଓ ମେକାନିକାଲ ବିଭାଗର ଡିଜିଏମ ତଥା ମହାପ୍ରବନ୍ଧକ ଦାୟିତ୍ୱରେ ଥିବା ସରୋଜ ମିଶ୍ରଙ୍କୁ ସ୍ଥାୟୀ…

ବ୍ରାହ୍ମଣୀରେ ଡଙ୍ଗା ବୁଡି ୪ ନିଖୋଜ ଘଟଣା ଜଣଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ, ୯।୯ (ଡି.ଏନ.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରେ ଶନିବାର ଡଙ୍ଗାବୁଡ଼ି ଘଟଣାରେ ଜଣଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ସେ ହେଲେ କୁନ୍ଦନଦେଈପୁର ଗ୍ରାମର ପ୍ରଫୁଲ୍ଲ ଆଚାର୍ଯ୍ୟଙ୍କ ପୁଅ ବିଶ୍ୱଜିତ।…

ଆଫଗାନିସ୍ତାନର ଐତିହାସିକ ବିଜୟ

ଚଟ୍ଟଗ୍ରାମ (ବାଂଲାଦେଶ), ୯।୯ (ଏଏଫ୍‌ପି)- ଅଧିନାୟକ ତଥା ରଶିଦ ଖାଁଙ୍କ ଚମତ୍କାର ବୋଲିଂ ବଳରେ ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ଅନୁଷ୍ଠିତ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଘରୋଇ ବାଂଲାଦେଶକୁ ୨୨୪ ରନର ବୃହତ୍‌ ବ୍ୟବଧାନରେ ପରାସ୍ତ କରି ଆଫଗାନିସ୍ତାନ ଐତିହାସିକ…

୧୯ ବର୍ଷରୁ କମ୍‌ ଏସିଆ କପ୍‌: ହ୍ୟାଟ୍ରିକ ବିଜୟ ସେମିରେ ଭାରତ

କଲମ୍ବୋ, ୯।୯- ଶ୍ରୀଲଙ୍କାରେ ଚାଲିଥିବା ୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ୍‌ ପ୍ରତିଯୋଗିତାରେ ଭାରତ ହ୍ୟାଟ୍ରିକ ବିଜୟ ହାସଲ କରିଛି। ସୋମବାର ଗ୍ରୁପ୍‌-ଏ’ର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଭାରତ ୩ ଉଇକେଟ୍‌ରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ପ୍ରଥମ ମ୍ୟାଚ୍‌ରେ…

ପାଣିକୁଣ୍ଡରେ ବୁଡ଼ି ଚାଲିଗଲା ୩ ବର୍ଷ ଶିଶୁର ଜୀବନ

ବୋରିଗୁମ୍ମା,୯ା୯(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ଦିଣ୍ଡାରାଜାଗୁଡ଼ାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପାଖରେ ଥିବା ପାଣିକୁଣ୍ଡରେ ବୁଡ଼ିଯାଇ ଜଣେ ଶିଶୁର ମୃତ୍ୟୁ ହୋଇଛି। ମୃତକ ହେଲେ ଦିଣ୍ଡାରାଜା ଗ୍ରାମର କୃପାସିନ୍ଧୁ ଗୌଡ଼ଙ୍କ ୩ ବର୍ଷର ପୁଅ ଶିବ। ସୋମବାର…

ଚିଲଡ୍ରେନ ସ୍କୁଲ ବ୍ୟାଗ ପଲିସିକୁ ଅଣଦେଖା

ଚମ୍ପୁଆ, ୯।୯(ଡି.ଏନ.ଏ.)-ଚମ୍ପୁଆ ଓ ଯୋଡା ବ୍ଲକରେ ଚିଲଡ୍ରେନ ସ୍କୁଲ ବ୍ୟାଗ ପଲିସିକୁ ଅଣଦେଖା କରାଯାଉଥିବା ଦେଖିବାକୁ ମିଳୁଛି। ସରକାରୀ ବିଦ୍ୟାଳୟଠାରୁ ଆରମ୍ଭ କରି ବେସରକାରୀ ବିଦ୍ୟାଳୟସଗୁଡ଼ିକ ଖୋଲା ଖୋଲି ଭାବେ ଏହି ନିୟମର ଉଲ୍ଲଂଘନ କରୁଥବା ବେଳେ ଏହାର ପ୍ରଭାବ ଛାତ୍ରୀଛାତ୍ରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri