Home Left

ବରମୁଡ଼ା, ଶର୍ଟସ୍‌ ଅବା ଲୁଙ୍ଗି ପିନ୍ଧି ଗାଡ଼ି ଚଳାଇଲେ ୪ ଗୁଣା ଜରିମାନା

ଲକ୍ଷ୍ନୌ,୧୦।୯: ନୂଆ ଟ୍ରାଫିକ୍‌ ନିୟମ ଅନୁସାରେ ଉତ୍ତରପ୍ରଦେଶ ଲକ୍ଷ୍ନୌରେ ବରମୁଡ଼ା, ଶର୍ଟସ୍‌ ଅବା ଲୁଙ୍ଗି ପିନ୍ଧି ଗାଡ଼ି ଚଳାଇବାକୁ ବାରଣ କରାଯାଉଛି। ଏପରି କରୁଥିବା ଚାଳକଙ୍କୁ ୪ ଗୁଣା ଅଧିକ ଜରିମାନା ଦେବାକୁ ପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।…

ଶ୍ରୀଲଙ୍କା ଖେଳାଳିଙ୍କୁ ଭାରତ ଧମକ ଦେଲା: ପାକିସ୍ତାନ ମନ୍ତ୍ରୀ

ଇସାଲାମାବାଦ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ୧୦ଜଣ ସଦସ୍ୟ ପାକିସ୍ତାନ ଗସ୍ତରେ ଯିବାକୁ ମନା କରିବାରୁ ଏହାର ଦୋଷ ଭାରତ ଉପରେ ଲଦିଛି ପାକିସ୍ତାନ। ଭାରତ ଶ୍ରୀଲଙ୍କା ଖେଳାଳିଙ୍କୁ ଧମକ ଦେବାରୁ ସେମାନେ ପାକିସ୍ତାନ ଖେଳିବା ପାଇଁ ଆସିଲେ ନାହିଁ ବୋଲି ପାକିସ୍ତାନ…

ପ୍ରେମରେ ପଡିଲେ ହୁମା

ମୁମ୍ବାଇ: ବଲିଉଡ୍‌ ପ୍ରେମ କାହାଣୀ ସବୁବେଳେ ଥାଏ ଚର୍ଚ୍ଚାରେ। ଏବେ ପୁଣି ଏକ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚା ଯୋର ଧରିଛି। କାରଣ ବଲିଉଡ୍‌ ଅଭିନେତ୍ରୀ ହୁମା କୁରେଶି ଏବେ ଜଣେ ନିର୍ଦ୍ଦେଶକଙ୍କ ପ୍ରେମରେ ପଡିଥିବା କୁହାଯାଉଛି। ସେ ହେଉଛନ୍ତି ‘ପତି…

ଭାଇଚାରାର ଅନନ୍ୟ ଉଦାହରଣ: ଗୋଟିଏ ପେଣ୍ଡାଲରେ ଗଣେଶ ପୂଜା, ମହରମ୍‌ ପାଳିତ

ବେଙ୍ଗାଲୁରୁ, ୧୦।୯: ଗୋଟିଏ ସପ୍ତାହରେ ହିନ୍ଦୁଙ୍କ ଗଣେଶ ପୂଜା ଏବଂ ମୁସଲମାନ ସମ୍ପଦାୟର ମହରମ୍‌ ପର୍ବ ବହୁ ଧୂମଧାମରେ ପାଳନ କରାଯାଇଛି। ଏହି ଅବସରରେ କର୍ନାଟକର ହୁବଲୀ ଜିଲାରେ ଭାଇଚାରାର ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଗୋଟିଏ ପେଣ୍ଡାଲରେ…

ପାଇପ୍‌ ଲାଇନରେ ତେଲ ଯିବ ନେପାଳ

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମୋତିହାରି-ଅମଲେଖଗଞ୍ଜ(ନେପାଳ) ପେଟ୍ରୋଲିୟମ୍‌ ଉତ୍ପାଦନ ପାଇପ୍‌ ଲାଇନ୍‌ର ଉଦ୍‌ଘାଟନ କରିଛନ୍ତି। ଏହା ଦକ୍ଷିଣ ଏସିଆର ପ୍ରଥମ କ୍ରସ୍‌-ବର୍ଡର ପେଟ୍ରୋଲିୟମ ଉତ୍ପାଦନ ପାଇପ୍‌ ଲାଇନ୍‌ ବୋଲି କୁହାଯାଉଛି। ପ୍ରଧାନମନ୍ତ୍ରୀ ମୋଦି ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ…

ଏହି ବ୍ୟକ୍ତିଙ୍କଠାରୁ କୋହଲି ଖାଇଥିଲେ ଶକ୍ତ ଚାପୁଡା, ଯାହାକୁ ଏବେ ବି ଭୁଲି ପାରିନାହାନ୍ତି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ କ୍ରିକେଟରେ ରେକର୍ଡ ଭାଙ୍ଗିବା ଏକ ସାଧାରଣ କଥା ହୋଇଗଲାଣି। ବିରାଟ ବ୍ୟାଟିଂ କରିବାକୁ ଓହ୍ଲାଇବା ମାତ୍ରେ, କିଛି ନା କିଛି ରେକର୍ଡ ନିଜ ନାମରେ କରିଥାନ୍ତି। କିନ୍ତୁ ଜାଣିଛନ୍ତି କି, କ୍ରିକେଟରେ ଉଚ୍ଚ…

ରାଜଧାନୀରୁ ୨ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

କଟକ ରୋଡ଼,୧୦।୯(ଡି.ଏନ୍‌.ଏ): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ମଙ୍ଗଳବାର ରାଜଧାନୀ କିଟ୍‌ ଛକରେ ଚଢ଼ାଉକରି ଜଣେ ବ୍ରାଉନ୍‌ସୁଗାର ବ୍ୟବବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ରହୁଥିବା ରଞ୍ଜିତ ସାହୁ। ତାଙ୍କ ନିକଟରୁ ୨୦ ଗ୍ରାମ୍‌ ବ୍ରାଉନ୍‌ସୁଗାର…

ଶାମିଙ୍କୁ ଆଶ୍ୱସ୍ତି:ଏବେ ଗିରଫ ହେବେନି

କୋଲକାତା,୧୦।୯: ଭାରତୀୟ କ୍ରିକେଟ ଟିମର ଷ୍ଟାର୍‌ ପେସ ବୋଲର ମହମ୍ମଦ ଶାମିଙ୍କୁ କୋର୍ଟରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଶାମିଙ୍କ ସ୍ତ୍ରୀ ହାସିନ ଜହାନଙ୍କ ଦ୍ୱାରା ଦାୟର କରାଯାଇଥିବା ଘରୋଇ ହିଂସା ମାମଲାରେ ପଶ୍ଚିମବଙ୍ଗର ଅଲୀପୁଲର କୋର୍ଟ ଏହି ଗିରଫ ୱାରେଣ୍ଟ ଜାରି…

ପାଟଣା ରେଞ୍ଜରେ ୨୩ ବଣୁଆ ହାତୀ: ଉଜାଡିଲେ ଧାନ ଫସଲ, କ୍ଷତିପୂରଣ ଦାବି

ପାଟଣା,୧୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସାହାରପଡ଼ା ଓ ଗରାଣ୍ଡିଯୋଡି ସେକ୍ସନରେ ସୋମବାର ରାତିରେ ମୟୂରଭଞ୍ଜ ଜିଲା କରଞ୍ଜିଆ ରେଞ୍ଜରୁ ୨୩ଟି ଝାଡ଼ଖଣ୍ଡି ହାତୀ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି। ସୂଚନା ଅନୁଯାୟୀ, ଏହି ବଣୁଆ ହାତୀଗୁଡ଼ିକ…

ସମ୍ବଲପୁରରେ ଏନ୍‌କାଉଣ୍ଟର୍‌: କୁଖ୍ୟାତ ଅପରାଧୀ ତ୍ରିଦେବ ଆହତ

ସମ୍ବଲପୁର,୧୦ା୯(ବ୍ୟୁରୋ): ସମ୍ବଲପୁର ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତ୍ରିଦେବ ବାଗ(୨୫) ମଙ୍ଗଳବାର ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି । ଆହତ ଅବସ୍ଥାରେ ତାଙ୍କୁ ଜିଲା ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ଜଣେ ପୋଲିସ…

ଫିରୋଜାବାଦ୍‌ ରାଲିରେ ନୀତୀନ ଗଡ଼କରୀଙ୍କ ନୂଆ ଟ୍ରାଫିକ୍‌ ନିୟମର ଖୋଲାଖୋଲି ଉଲ୍ଲଂଘନ କଲେ ଭାଜପା କର୍ମୀ

ଲକ୍ଷ୍ନୌ,୧୦।୯: ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆ ଟ୍ରାଫିକ୍‌ ନିୟମ ଲାଗୁ କରିଛନ୍ତି। ତେବେ ନିୟମକୁ ବେଖାତିର କରି ଭାଜପା କର୍ମୀ ଏହାର ଖୋଲାଖୋଲି ଉଲ୍ଲଂଘନ କରିଛନ୍ତି। ଫିରୋଜାବାଦ୍‌ରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ…

୧୧ମାସ ୧୧ଦିନ ପରେ ଘରକୁ ଫେରିଲେ ରିଷି

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କପୁର ଦୀର୍ଘ ୧୧ ମାସ ୧୧ ଦିନ ପରେ ମୁମ୍ବାଇ ଫେରିଥିବା ଜଣାପଡିଛି। ୬୭ ବର୍ଷୀୟ ଏହି ଅଭିନେତା ମଙ୍ଗଳବାର ସକାଳୁ ମୁମ୍ବାଇ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଦୀର୍ଘ ୧୧ ମାସ ହେବ ସେ ନ୍ୟୁୟର୍କରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri