ବନ୍ଧରୁ ମହିଳାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ରଣପୁର,୩୧।୭(ଡି.ଏନ୍.ଏ.): ନୟାଗଡ଼ ଜିଲା ରଣପୁର ଥାନା ପୋଲିସ ମଙ୍ଗଳବାର ସୁନାଖଳା ଫାଣ୍ଡି ଅନ୍ତର୍ଗତ ତଳକଣି ଗ୍ରାମ ମୁଣ୍ଡରେ ଥିବା ବନ୍ଧରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଉକ୍ତ ଗ୍ରାମର ମାଗୁଣି ବେହେରାଙ୍କ ସ୍ତ୍ରୀ କୁନି (୪୦)। ସୂଚନାଯୋଗ୍ୟ,…
ଶେଷ ଚିଠିରେ କ’ଣ ଲେଖିଥିଲେ ସିଦ୍ଧାର୍ଥ
ବେଙ୍ଗାଲୁରୁ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରାଯାଇଛି। ନିଖୋଜ ହେବାର ଦୁଇ ଦିନ ପରେ ବୁଧବାର କର୍ଣ୍ଣାଟକର ମେଙ୍ଗାଲୁରୁସ୍ଥିତ ନେତ୍ରବତୀ ନଦୀର ଏକ କୂଳରୁ ସକାଳ…
ଶ୍ରାବଣ ମାସରେ ମୁସଲମାନ୍ ଡେଲିଭରୀ ବୟଠାରୁ ଖାଦ୍ୟ ଗ୍ରହଣ କଲେ ନି ଗ୍ରାହକ: ଖାଦ୍ୟର ନାହିଁ ଧର୍ମ, ଖାଦ୍ୟ ହିଁ ଧର୍ମ ଜବାବ ଦେଲା ଜୋମାଟୋ
ନୂଆଦିଲ୍ଲୀ,୩୧।୭: ଜୋମାଟୋ ଅନ୍ଲାଇନ୍ ଫୁଡ୍ ସର୍ଭିସ୍ ଦ୍ୱାରା ପଠାଯାଇଥିବା ଖାଦ୍ୟକୁ ଅମିତ୍ ଶୁକ୍ଳା ନାମକ ଜଣେ ବ୍ୟକ୍ତି ଫେରାଇ ଦେଇଛନ୍ତି। ଡେଲିଭରୀ ବୟ ମୁସଲମାନ୍ ଥିବାରୁ ଅମିତ୍ ଶ୍ରାବଣ ମାସରେ ଏହା ଗ୍ରହଣ କରିବାକୁ ମନା କରିଥିଲେ। ଏନେଇ ଅମିତ୍ ଜୋମାଟୋକୁ…
କେଳୁଣୀ ମୁହାଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତାରେ ୪ଫୁଟର ପାଣି
କାକଟପୁର, ୩୧।୭(ଡି.ଏନ୍.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ…
ଦୁର୍ଘଟଣା ପୂର୍ବରୁ ପୀଡ଼ିତାଙ୍କ ପତ୍ର ନ ମିଳିବା ଘଟଣା: ସିଜେଆଇଙ୍କ କାରଣ ଦର୍ଶାଅ ନୋଟିସ୍
ନୂଆଦିଲ୍ଲୀ, ୩୦ା୭: ଉନ୍ନାଓ ପୀଡ଼ିତା ଓ ତାଙ୍କ ପରିବାର ଯାଉଥିବା କାର୍ ଦୁର୍ଘଟଣାଗ୍ରସ୍ତ ହେବାର କିଛିଦିନ ପୂର୍ବରୁ ପୀଡ଼ିତା ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ ନିକଟକୁ ଏକ ପତ୍ର ଲେଖିଥିବା ଘଟଣା ସାମ୍ନାକୁ ଆସିଛି। କିନ୍ତୁ ପତ୍ରଟି ମୋତେ ନ ମିଳିବା…
ଶ୍ରୀମନ୍ଦିର ସୂଚନା କେନ୍ଦ୍ର ହେବ ଯାତ୍ରୀ ସହାୟତା କେନ୍ଦ୍ର
ପୁରୀ ଅଫିସ, ୩୧ା୭: ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀମନ୍ଦିର ସମେତ ପୁରୀ ସହରର ଆଖପାଖ ଏବଂ ଜିଲାର ଅନ୍ୟ କେତେକ ଦର୍ଶନୀୟସ୍ଥଳ ସମ୍ପର୍କରେ ଜାଣିବାକୁ ଚାହିଁଥାନ୍ତି। ସେମାନେ ଘରୋଇ ଟୁର୍ ଅପରେଟର…
ଭୁଶୁଡ଼ି ପଡ଼ିଛି ସ୍ବାସ୍ଥ୍ୟ ସେବା: କର୍କଟ ରୋଗୀଙ୍କ ଗୋଡ଼ ଓ ଗୁପ୍ତାଙ୍ଗ ଖାଇଗଲେ ମୂଷା
ଧାନବାଦ୍,୩୧।୭: ଛତିଶଗଡ଼ରେ ସାଧାରଣ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। ସ୍ଥାନୀୟ ପାଟଳିପୁତ୍ର ମେଡିକାଲରେ ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ କର୍କଟ ରୋଗୀଙ୍କ ଗୋଡ଼ ଓ ଗୁପ୍ତାଙ୍ଗ ମୂଷା ଖାଇଦେଇଛନ୍ତି। କକର୍ଟରେ ପୀଡ଼ିତ ହୋଇଥିବା ୭୩ ବର୍ଷ ବୟସ୍କ ଶମିମ୍ ମଲ୍ଲିକ୍ ରାତିରେ…
ମାଓବାଦୀଙ୍କ ଶହୀଦ ସପ୍ତାହ : ଲାଗିଲା ମାଓ ପୋଷ୍ଟର, ଲୋକେ ଆତଙ୍କିତ
ଦାରିଙ୍ଗବାଡ଼ି,୩୧।୭(ଡି.ଏନ.ଏ): ମାଓବାଦୀଙ୍କ ଶହୀଦ ସପ୍ତାହର ଚତୁର୍ଥ ଦିନ ଅର୍ଥାତ ବୁଧବାର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅନ୍ତର୍ଗତ ସିମନବାଡ଼ିର ଏକ ଦୋକାନ ସମ୍ମୁଖରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ଗାଁ…
ବଲୁଚିସ୍ତାନରେ ବୋମା ବିସ୍ଫୋରଣ: ୫ ମୃତ; ୩୮ ଆହତ
ଇସଲାମାବାଦ୍,୩୧।୭: ପାକିସ୍ତାନ ବଲୁଚିସ୍ତାନ ପ୍ରଦେଶରେ ବୋମା ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୩୮ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା…
ଆଫଗାନିସ୍ତାନରେ ବୋମା ବିସ୍ଫୋରଣ: ୩୪ ମୃତ
କାବୁଲ,୩୧।୭: ଆଫଗାନିସ୍ତାନରେ ବୋମା ବିସ୍ଫୋରଣରେ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ହେରାତ୍-କନ୍ଧାହର ଜାତୀୟ ରାଜପଥ ନିକଟରେ ଏହି ବିସ୍ଫୋରଣ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଶିଶୁ ରହିଥିବା କୁହାଯାଉଛି। ଏହି ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଚିକିତ୍ସା…
୧୨ କୋଟିରେ ବିକ୍ରି ହେବ ୬୬୦ ଏକର ପରିମିତ ଅଞ୍ଚଳରେ ଥିବା ନିର୍ଜନ ଦ୍ୱୀପ
ଏଡ଼ିନବରା, ୩୧।୭: ସ୍କଟ୍ଲାଣ୍ଡରେ ଥିବା ଏକ ନିର୍ଜନ ଦ୍ୱୀପ ୧୨ କୋଟି ଟଙ୍କାରେ ବିକ୍ରି ହେବ। ଏନେଇ ଘୋଷଣା ପ୍ରକାଶ ପାଇଛି। ଦ୍ୱୀପଟି ୬୬୦ ଏକର ପରିମିତ ଅଞ୍ଚଳରେ ରହିଛି। ଏହି ଦ୍ୱୀପ ହେଉଛି ଇଞ୍ଚ୍ମାନରୋକ୍। ଏଠାରେ ୪ ବେଡ୍ ରୁମ୍…
ତିନି ତଲାକ୍ ବିଲ୍କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍ କରିବ ମୁସଲିମ୍ ପର୍ସନାଲ୍ ଲ’ ବୋର୍ଡ
ନୂଆଦିଲ୍ଲୀ, ୩୧।୭: ବହୁ ଚର୍ଚ୍ଚିତ ଟ୍ରିପଲ ତଲାକ ବିଲ ବା ମହିଳା ସୁରକ୍ଷା (ବିବାହ ଅଧିକାର ଆଇନ) ୨୦୧୯ ଶେଷରେ ରାଜ୍ୟସଭାରେ ପାରିତ ହୋଇଯାଇଛି। ତତ୍କାଳ ଟ୍ରିପଲ ତଲାକକୁ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରିବାର ବ୍ୟବସ୍ଥା ଥିବା ଏହି ବିଲ…
Archives


