Home Left

ସ୍ବା ସ୍ଥ୍ୟ ସୂ ଚ ନା

-ସକାଳୁ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସକାଳ ଜଳଖିଆ ବା ବ୍ରେକ୍‌ଫାଷ୍ଟ କରିବାକୁ ଭୁଲନ୍ତୁ ନାହିଁ। -ସକାଳ ଜଳଖିଆରେ ତଟକା ଫଳମୂଳ, ଜୁସ୍‌ ସାମିଲ କରନ୍ତୁ। -ଯଦି ବ୍ୟାୟାମକୁ ନିଜର ଦୈନନ୍ଦିନ ତାଲିକାଭୁକ୍ତ କରୁଛନ୍ତି ଜଣେ ବ୍ୟାୟାମ ଏକ୍ସପର୍ଟଙ୍କ ସହ ଆଲୋଚନା…

ଶହେ ବର୍ଷ ଇତିହାସରେ ପ୍ରଥମ ଘଟଣା: ବ୍ରିଟିଶ୍‌ ଏୟାରଓ୍ବେଜ୍‌ର ୪ ହଜାର ପାଇଲଟଙ୍କ ଧର୍ମଘଟ, ୧୫ ଶହରୁ ଅଧିକ ଉଡ଼ାଣ ବାତିଲ୍‌

ନୂଆଦିଲ୍ଲୀ,୯।୯: ବ୍ରିଟିଶ୍‌ ଏୟାରଓ୍ବେଜ୍‌ର ୪ ହଜାର ପାଇଲଟଙ୍କ ସୋମବାର ଧର୍ମଘଟ କରିଛନ୍ତି। ଫଳରେ ଭାରତରୁ ବ୍ରିଟେନ୍‌ ମଧ୍ୟରେ ବହୁ ଉଡ଼ାଣକୁ ବାତିଲ୍‌ କରାଯାଇଛି। ଯାତ୍ରୀଙ୍କୁ ବିମାନ ବନ୍ଦର ନ ଯିବା ପାଇଁ ବ୍ରିଟିଶ୍‌ ଏୟାରଓ୍ବେଜ୍‌ ପକ୍ଷରୁ ସୂଚନା ଦିଆଯାଇଛି। ପାଇଲଟଙ୍କ ଧର୍ମଘଟ…

ହିମେଶଙ୍କ ପରେ ଏବେ ରାନୁଙ୍କୁ ସୁଯୋଗ ଦେଲେ ରାକ୍ଷୀ

ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ ନିଜ ବିବାହକୁ ନେଇ ଏବେ ଖୁବ୍‌ ଚର୍ଚ୍ଚାରେ। ନିକଟରେ ତାଙ୍କ ବିବାହ ଶେଷ ହୋଇଥିବା ସେ ସୋସିଆଲ ମିଡିଆରେ କହିସାରିଛନ୍ତି। ସ୍ବାମୀ ଜଣେ ଅଣଭାରତୀୟ ହୋଇଥିବା ବେଳେ ତାଙ୍କ ନାମ ରିତେଶ। ଏହି ନିକଟରେ ରାକ୍ଷୀଙ୍କ…

୧୦ଟି କଥା

ଆଜିକାଲିର ବ୍ୟସ୍ତମୟ ଜୀବନରେ ଟେନ୍‌ସନର ବଶବର୍ତ୍ତୀ ହେବା ନୂଆ କଥା ନୁହେଁ । ଏଥିଯୋଗୁ ଅନେକଙ୍କର ଦୈନନ୍ଦିନ ଜୀବନ ପ୍ରଭାବିତ ହୋଇଥାଏ। ତେବେ ଏହି ସମୟରେ ନିମ୍ନୋକ୍ତ ୧୦ଟି କଥାକୁ ଧ୍ୟାନ ଦେଇପାରନ୍ତି… -ବ୍ୟାୟାମକୁ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରନ୍ତୁ।…

ନାଡାଲଙ୍କ ୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ

ନ୍ୟୁୟର୍କ,୯।୯(ଏପି): ସ୍ପାନିଶ ଟେନିସ କିମ୍ବଦନ୍ତୀ ରାଫାଲ ନାଡାଲ ରବିବାର କ୍ୟାରିୟରର ୧୯ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ଏଠାରେ ଚାଲିଥିବା ୟୁଏସ୍‌ ଓପନ ଫାଇନାଲରେ ଡାନିଏଲ ମେଦ୍‌ଭେଦେଭଙ୍କୁ ହରାଇ ଏହି ସଫଳତା ପାଇଛନ୍ତି। ୫ ସେଟ୍‌ ବିଶିଷ୍ଟ ଫାଇନାଲରେ ନାଡାଲ ଏକଦା…

ପିତାଙ୍କ ଚା’ ଦୋକାନ, ମା’ ଚରାଉଛନ୍ତି ଗାଈ:ପୁଅ କ୍ରିକେଟ୍‌ରେ କଲେ କମାଲ୍‌

ଚେନ୍ନାଇ, ୯।୯: ଲଗାତର ଦ୍ୱିତୀୟଥର ପାଇଁ ତାମିଲନାଡୁ ପ୍ରିମିୟର୍‌ ଲିଗ୍‌ ଚାମ୍ପିଅନ୍‌ ଆଖ୍ୟା ଅର୍ଜନ କରିଛି ଚେପକ୍‌ ସୁପର୍‌ ଗିଲିଜ୍‌। ବାମହାତୀ ବୋଲର୍‌ ଜି.ପେରିୟାସ୍ବାମୀଙ୍କ ଦମ୍‌ଦାର୍‌ ବୋଲିଂ ପ୍ରଦର୍ଶନ ବଳରେ ଚେପକ୍‌ ଦଳ ଏହି ଟୁର୍ନାମେଣ୍ଟରେ ଇତିହାସ ରଚିଛି। ଲାସିଥ୍‌ ମାଲିଙ୍ଗଙ୍କେ…

ବ୍ୟାକ୍ଟେରିଆ ରୋକିବାର ସରଳ ଉପାୟ

ବ୍ୟାକ୍ଟେରିଆ ନିଜର କାୟାବିସ୍ତାର କଲେ ଆମେ କେତେକ ରୋଗର ସମ୍ମୁଖୀନ ହୋଇଥାଉ। ତେବେ ଏହାକୁ ନିୟନ୍ତ୍ରଣ କରିବାର ଏକ ସରଳ ଉପାୟ ରହିଛି। ଏ ସମ୍ପର୍କିତ ବିଷୟକୁ ନେଇ ଟୋକିଓ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ଚାଞ୍ଚଲ୍ୟକର ତଥ୍ୟ ଲୋକ ଲୋଚନକୁ ଆଣିଛନ୍ତି।…

ପାକିସ୍ତାନ ସରକାରଙ୍କୁ ଡ୍ୟାନ୍ସର ଭରସା

ଇସ୍‌ଲାମାବାଦ,୯।୯: ପାକିସ୍ତାନ ଏବେ କାଙ୍ଗାଳ ହୋଇଯାଇଛି ବୋଲି ସାରା ବିଶ୍ୱରେ ଆଲୋଚନା ହେଉଛି। ଏଠାକାର ଅର୍ଥନୀତି ଏମିତି ବିଗିଡି ଯାଇଛି ଯେ ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ପରିସ୍ଥିତିରୁ ମୁକ୍ତି ପାଇଁ ନିକଟରେ ପାକିସ୍ତାନର…

ଅର୍ଥୋସ୍କୋପିକ୍‌ ସର୍ଜରି

”ଅର୍ଥୋସ୍କୋପିକ୍‌ ସର୍ଜରି ଏକ ଆଧୁନିକ ଅସ୍ଥିଶଲ୍ୟ ଚିକିତ୍ସା ପଦ୍ଧତି । ଏଥିରେ ବଡ଼ ଧରଣର କଟାକଟି ନ କରି ଛୋଟ କଣା ମାଧ୍ୟମରେ ଶରୀରର ବିଭିନ୍ନ ଖଞ୍ଜା ମଧ୍ୟରେ ଅର୍ଥୋସ୍କୋପ୍‌ ପୂରାଯାଇ ବହୁ ରୋଗର ନିଦାନ ଏବଂ ଚିକିତ୍ସା କରାଯାଇଥାଏ।“ ଅର୍ଥୋସ୍କୋପିକ୍‌…

ସକାରାତ୍ମକ ମାନସିକତା ଓ ବିଶ୍ରାମ

ପ୍ରତିଦିନ ଆମେ ଅତିକମ୍‌ରେ ୬-୭ ଘଣ୍ଟା ଶୋଇବା ଆବଶ୍ୟକ। ଏଥିରେ ଅନିୟମିତତା ହେଲେ ତାହା ପରୋକ୍ଷରେ କେତେକ ରୋଗର କାରଣ ସାଜିଥାଏ। କେବଳ ସେତିକି ନୁହେଁ, ଶୋଇବା ସମୟରେ ବେଡ୍‌ ରୁମ୍‌ର ପରିବେଶ ଶାନ୍ତ ରହିବା ନିହାତି ଦରକାର। ଏହାଦ୍ୱାରା ଭଲ…

ଏନ୍‌ଏଚ୍‌ଆର୍‌ସିରେ କିଡ୍‌ନୀ କାଢିନେବା ମାମଲା : ୨ଲକ୍ଷ କ୍ଷତିପୂରଣ ସହ ଆପୋଲୋ ହସ୍ପିଟାଲ ପଞ୍ଜୀକରଣ ରଦ୍ଦ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୯ା୯(ବ୍ୟୁରୋ): ବରଗଡ଼ ଜିଲାର ଅନିଲ ସ୍ବାମୀଙ୍କ କିଡ୍‌ନୀ କାଢି ନେବା ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆରସି) ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ମାମଲାର ବିଚାର କରି କମିଶନ ପୀଡିତଙ୍କୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହ ଆପୋଲୋ ହସ୍ପିଟାଲର ପଞ୍ଜୀକରଣ ରଦ୍ଦ…

ଦିନ ଦ୍ୱିପ୍ରହରରେ ଭାଜପା ନେତାଙ୍କୁ ହତ୍ୟା

ହାପୁଡ,୯।୯: ଉତ୍ତର ପ୍ରଦେଶର କାନୁନ ବ୍ୟବସ୍ଥାକୁ ନେଇ ପୁଣି ଥରେ ଉଠିଛି ପ୍ରଶ୍ନବାଚୀ। କାରଣ ଏଠାରେ ଦିନ ଦ୍ୱିପ୍ରହରରେ ଜଣେ ଭାଜପା ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାକେଶ ଶର୍ମା ନାମକ ଏହି ଭାଜପା ନେତାଙ୍କୁ ଦୁର୍ବୁତ୍ତମାନେ ହାପୁଡଠାରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri