ଖଟିଆରେ ବୁହାହୋଇ ଆସୁଥିବା ଗର୍ଭବତୀ ଅଧାବାଟରେ କଲେ ପ୍ରସବ; ଭିଡ଼ିଓ ଭାଇରାଲ
ଗୁଆହାଟୀ,୯।୯: ଆସାମରେ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। କେତେକ ଦୁର୍ଗମ ଅଞ୍ଚଳରେ ଲୋକଙ୍କୁ ସାଧାରଣ ସ୍ବାସ୍ଥ୍ୟ ସେବା ଯୋଗାଇବା ଅସମ୍ଭବ ହୋଇପଡୁଛି। ସମ୍ପ୍ରତି ସ୍ଥାନୀୟ ଉଦରଗୁରି ଗାଁରେ ଜଣେ ଗର୍ଭବତୀଙ୍କୁ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ସଦସ୍ୟ ଦଉଡ଼ି ଖଟିଆରେ ବୋହି…
ଚିୟର୍ ଲିଡର୍ସଙ୍କ ସହ ନାଚିଲେ ଶାହରୁଖ୍
ଜାମାଇକା, ୯।୯:ବଲିଉଡ୍ ବାଦ୍ଶାହ ଶାହରୁଖ୍ ଖାନ୍ ଅଭିନୟ ବ୍ୟତୀତ କ୍ରିକେଟରେ ବି ରୁଚି ରଖନ୍ତି। ଆଇପିଏଲରେ କୋଲକାତା ନାଇଟ୍ ରାଇଡର୍ସ ଟିମ୍ର ମାଲିକାନା ମଧ୍ୟ ତାଙ୍କ ନାଁରେ ରହିଛି। କେବଳ ଏତିକି ନୁହେଁ, କାରାବିୟନ୍ ପ୍ରିମିୟର୍ ଲିଗ୍ରେ ମଧ୍ୟ ସେ ଟ୍ରିନ୍ବାଗୋ…
ଓଡ଼ିଆ ଫିଲ୍ମର ହିନ୍ଦୀ, ଇଂଲିଶ ନାମକରଣ : ବିବାଦ ଉଠୁଥିଲେ ବି ମିଳୁଛି ସ୍ବୀକୃତି
ଭୁବନେଶ୍ୱର,୯ା୯ : ଓଡ଼ିଆ ଫିଲ୍ମର ନାମ ଓ ଗୀତରେ ହିନ୍ଦୀ, ଇଂଲିଶ ବ୍ୟବହାରକୁ ନେଇ ବିବାଦ ନୂଆ କଥା ନୁହେଁ। ବିଗତ କିଛିବର୍ଷ ମଧ୍ୟରେ ନକଲ ଚଳଚ୍ଚିତ୍ର ତଥା ତେଲୁଗୁ, ତାମିଲରୁ ଡବିଂ ଯୋଗୁ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀ ବଦନାମର ବୋଝ…
ସାମ୍ବାଦିକ ଦିଲୀପ ଶତପଥୀଙ୍କ ପରଲୋକ
ଭୁବନେଶ୍ୱର,୯ା୯(ବ୍ୟୁରୋ) : ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ରବିବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲ୍ରେ ପରଲୋକ ଘଟିଛି। ତାଙ୍କୁ ୫୬ବର୍ଷ ହୋଇଥିଲା। ସେ ଗତ କିଛି ମାସ ହେବ ରକ୍ତ କର୍କଟ ରୋଗରେ ପୀଡ଼ିତ ଥିଲେ। ରବିବାର ହଠାତ୍…
ଅପେକ୍ଷା କରିଛି ମଙ୍ଗଳ
”ଏ ଯାଏ ୮ଟି ମହାକାଶଯାନ ମଙ୍ଗଳକୁ ପରିକ୍ରମା କରିସାରିଛନ୍ତି। ସେଗୁଡ଼ିକ ଭିତରେ ଭାରତର ‘ମଙ୍ଗଳଯାନ’ ଅନ୍ୟତମ, ଯାହାକୁ ୫ା୧୧ା୨୦୧୩ ତାରିଖରେ ଇସ୍ରୋ ପଠେଇଥିଲା ଓ ତାହା ୨୪ା୦୯ା୨୦୧୪ତାରିଖରେ ମଙ୍ଗଳକୁ ପରିକ୍ରମା କରିବା ଆରମ୍ଭ କରିଥିଲା। ନିଜ ପୃଷ୍ଠରେ ଜଳର ଉପସ୍ଥିତିକୁ ନେଇ…
ବର୍ଷକୁ ୪ଶହ କୋଟି ଆୟ କରନ୍ତି ଖିଲାଡି ବୟ
ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ୫୨ ବର୍ଷରେ ପଦାର୍ପଣ କରିଛନ୍ତି। ଏକଦା ବ୍ୟାଙ୍କକ୍ରେ ସେଫ୍ ଓ ଓ୍ବେଟର ଭାବେ କାମ କରୁଥିବା ଅକ୍ଷୟ ଆଜି ବଲିଉଡ୍ର ଜଣେ ଆଗଧାଡିର ଅଭିନେତା। ଅକ୍ଷୟଙ୍କ ପୁରା ନାଁ ରାଜୀବ ହରିଓମ୍ ଭାଟିଆ।…
କୋହଳ ହେଲା ନିୟମ : ପୋଲିସ ଗାଡ଼ିର ତଥ୍ୟ ଓ୍ବେବ୍ସାଇଟ୍ରେ ରହିବ
ଭୁବନେଶ୍ୱର,୯ା୯(ବ୍ୟୁରୋ) : ପୋଲିସ ଗାଡ଼ିର କାଗଜପତ୍ର ଠିକ୍ ନ ଥାଇ ଲୋକଙ୍କଠାରୁ ୧୦ଗୁଣା ଜରିମାନା ଆଦାୟ କରାଯାଉଛି। ଏହାକୁ ଲୋକେ ସହଜରେ ଗ୍ରହଣ କରୁ ନ ଥିବାବେଳେ ଶନିବାର ରାଜମହଲ ଛକରେ ପୋଲିସ-ଜନତା ଖଣ୍ଡଯୁଦ୍ଧ ହୋଇଥିଲା। ଲୋକେ ଥାନା ଭ୍ୟାନକୁ ଭଙ୍ଗାରୁଜା…
୧୮ ବ୍ୟାଙ୍କରେ ୩୨ ହଜାର କୋଟିର ଠକେଇ: ଏସ୍ବିଆଇରେ ସର୍ବାଧିକ
ନୂଆଦିଲ୍ଲୀ,୯-୯: ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସ(ଏପ୍ରିଲ-ଜୁନ୍)ରେ ୧୮ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ମୋଟ୍ ୩୧,୮୯୮.୬୩ କୋଟି ଟଙ୍କାର ୨୪୮୦ ମାମଲା ଧରାପଡିଛି। ଦେଶର ଶୀର୍ଷ ବ୍ୟାଙ୍କ ଏସ୍ବିଆଇରେ ସର୍ବାଧିକ ଠକେଇ, ଜାଲିଆତି ଧରାପଡିଛି। ଠକେଇ କାରଣରୁ ଏସ୍ବିଆଇ ସବୁଠାରୁ ବେଶି ୩୮%…
ଚାକିରି ନାଁରେ ଠକେଇ: ଜଣେ ଗିରଫ
କଟକ ଅଫିସ,୯ା୯ : ବିଦେଶରେ ଚାକିରି କରାଇ ଦେବାକୁ କହି ଟଙ୍କା ଠକି ନେବା ଅଭିଯୋଗରେ ବାଦାମବାଡି ପୋଲିସ ସେଖ୍ ମୋବିନ ନାମକ ଜଣେ ବ୍ୟକ୍ତିଙ୍କୁ ରବିବାର ଗିରଫ କରିଛି। ତାଙ୍କ ଘର ଚଣ୍ଡିଖୋଲ ଅଞ୍ଚଳରେ ହୋଇଥିବାବେଳେ ସେ ଦୀର୍ଘଦିନ ଧରି…
ଅଢ଼େଇ ବର୍ଷ ପରେ ବି ନିୟମ ମାନିଲେନି ସ୍କୁଲ କର୍ତ୍ତୃପକ୍ଷ
କଟକ ରୋଡ,୯ା୯(ଡି.ଏନ୍.ଏ.) : ଜନସାଧାରଣଙ୍କ ସୁରକ୍ଷା ପାଇଁ ପରିବହନ ବିଭାଗ ଓ କମିଶନରେଟ ପୋଲିସ ଟ୍ରାଫିକ ନିୟମକୁ କଡ଼ାକଡ଼ି କରିଛି। ଏ ନେଇ ଦୈନନ୍ଦିନ ନିୟମ ଉଲ୍ଲଂଘନ କରୁଥିବା ଗାଡି ମାଲିକଙ୍କୁ ଜରିମାନା କରାଯାଉଛି। କିନ୍ତୁ ଦୀର୍ଘ ଅଢେଇ ବର୍ଷ ପୂର୍ବେ…
ଦେଶର ଆବଶ୍ୟକତା ଅନୁସାରେ ୧୨ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଯଥେଷ୍ଟ: ଅର୍ଥ ସଚିବ
ନୂଆଦିଲ୍ଲୀ,୯-୯: ରାଷ୍ଟ୍ରାୟତ୍ତ ୧୦ ବ୍ୟାଙ୍କକୁ ମିଶାଇ ୪ ବୃହତ ବ୍ୟାଙ୍କ ଗଠନ କରାଯିବ ବୋଲି ନିକଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଘୋଷଣା କରିଛନ୍ତି। ମିିଶ୍ରଣ ପରେ ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସଂଖ୍ୟା ୧୨କୁ ହ୍ରାସ ପାଇବ। ଏହା ଦେଶର ଆବଶ୍ୟକତା…
ମାଲ୍ ପରିବହନ ହ୍ରାସ ଦେଇଥିଲା ସଙ୍କେତ; ମାନ୍ଦାବସ୍ଥାକୁ ଅଣଦେଖା କରିଛି କେନ୍ଦ୍ର
ନୂଆଦିଲ୍ଲୀ,୯-୯: ଦେଶର ଅର୍ଥନୀତି ଅଚାନକ ଧିମା ହୋଇନାହିଁ। ଦୀର୍ଘ ଦିନ ହେଲା ଏହାକୁ ନେଇ ସଙ୍କେତ ମିଳିଥିଲା। ମାଲ୍ ପରିବହନ କମିଯିବା, ଟ୍ରକ୍ ବିକ୍ରି ହ୍ରାସ ପାଇବା ଆଦିରୁ ଦେଶ ଆର୍ଥିକ ମାନ୍ଦାବସ୍ଥା ଆଡକୁ ଗତି କରୁଛି ବୋଲି ସଙ୍କେତ ମିଳିସାରିଥିଲା।…
Archives


