Home Left

ଫନୀ ପ୍ରଭାବିତ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରଥମ ପର୍ଯ୍ୟାୟରେ ୩.୮୯ ଲକ୍ଷ ଘର ଅନୁମୋଦନ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭାଙ୍ଗିଯାଇଥିବା ଲୋକଙ୍କୁ ଘର ଯୋଗାଇଦେବାକୁ ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩.୮୯ଲକ୍ଷ ଘର ଦେବାକୁ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରାୟ ୪୦ଲକ୍ଷ ହିତାଧିକାରୀ…

ପ୍ରସ୍ତୁତି ପଥେ ‘ଗୁଲାବୋ ସିତାବୋ’

ଲକ୍ଷ୍ନୌ: ଅଭିନେତା ଆୟୁଷ୍ମାନ୍‌ ଖୁରାନା ତାଙ୍କର ପରବର୍ତ୍ତୀ ଫିଲ୍ମ ‘ଗୁଲାବୋ ସିତାବୋ’ ଶୁଟିଂ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅମିତାଭ ବଚ୍ଚନ ଅଭିନୟ କରୁଥିବାବେଳେ ନିର୍ଦ୍ଦେଶକ ଶୁଜିତ ସର୍କାର ମଧ୍ୟ ଏହାର ନିର୍ଦ୍ଦେଶନା ଦେଉଛନ୍ତି। ଏ ସମ୍ପର୍କରେ ଆୟୁଷ୍ମାନ୍‌…

ଏନ୍‌ପିସିଡିସିଏସ୍‌ର ପ୍ରଥମ ଟାସ୍କଫୋର୍ସ ବୈଠକ:  ୨୦୨୧ ସୁଦ୍ଧା ସବୁ ଜିଲାରେ ଆଇସିୟୁ ସେବା

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): କର୍କଟ, ମଧୁମେହ, କାର୍ଡିଓ ଭାସ୍କୁଲାର ଏବଂ ହୃଦ୍‌ଘାତର ନିରାକରଣ ଓ ନିୟନ୍ତ୍ରଣ ପାଇଁ କାର୍ଯ୍ୟକାରୀ ହେଉଥିବା ଜାତୀୟ ଯୋଜନା (ଏନ୍‌ପିସିଡିସିଏସ୍‌) ଟାସ୍କଫୋର୍ସର ପ୍ରଥମ ରାଜ୍ୟସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଟାସ୍କଫୋର୍ସ ଅଧ୍ୟକ୍ଷ ତଥା ସ୍ବାସ୍ଥ୍ୟ ଓ ପରିବାର…

ଭି.ଏଚ୍‌. କାଗେରି ହେବେ କର୍ନାଟକ ବାଚସ୍ପତି

ବେଙ୍ଗାଲୁରୁ, ୩୧ା୭(ପି.ଟି.): କର୍ନାଟକର ପରବର୍ତ୍ତୀ ବାଚସ୍ପତି ହେବେ ଭାଜପା ବିଧାୟକ ବିଶ୍ୱେଶ୍ୱର ହେଗ୍‌ଡ଼େ କାଗେରି। ଏହି ପଦ ଲାଗି ସେ ଏକମାତ୍ର ପ୍ରାର୍ଥୀଭାବେ ନାମାଙ୍କନପତ୍ର ଦାଖଲ କରିଥିବାରୁ ବାଚସ୍ପତି ହେବା ନିଶ୍ଚିତ। ମଙ୍ଗଳବାର ଏଥିଲାଗି ନାମାଙ୍କନପତ୍ର ଦାଖଲ କରିବାର ଶେଷ ସମୟ…

‘ନ୍ୟାୟିକ ପଦବୀ ପୂରଣଠାରୁ କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ’

ନୂଆଦିଲ୍ଲୀ,୩୧ା୭(ପି.ଟି.) : ସାରା ଦେଶର ନ୍ୟାୟିକ ବ୍ୟବସ୍ଥାରେ ବହୁସଂଖ୍ୟକ ବିଚାରପତି ପଦବୀ ଖାଲି ପଡ଼ିଛି। ସେହି ପଦବୀଗୁଡ଼ିକ ପୂରଣ କରିବାଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଦେଶରେ କିଛି ଥାଇ ନ ପାରେ। ୨୪ ହାଇକୋର୍ଟ ଏବଂ ୩୬ ରାଜ୍ୟ ଓ କେନ୍ଦ୍ରଶାସିତ…

ଟାର୍ଗେଟରେ ଟିକସ ଫାଙ୍କୁଥିବା ଖଣି ମାଲିକ, ସହଯୋଗୀ : ଓଡ଼ିଶା, କଲିକତାର ୧୧ ସ୍ଥାନରେ ଆୟକର ବିଭାଗ ଚଢ଼ାଉ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଦୀର୍ଘଦିନ ଧରି ଟିକସ ଫାଙ୍କୁଥିବା ଖଣି ମାଲିକ ଓ ସହଯୋଗୀଙ୍କୁ ଟାର୍ଗେଟ କରିଛି ଆୟକର ବିଭାଗ। ମଙ୍ଗଳବାର ସେମାନଙ୍କ କାର୍ଯ୍ୟାଳୟ ଓ ବାସଭବନରେ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଭୁବନେଶ୍ୱରର ୪, ରାଉରକେଲାର ୩ ଓ କଲିକତାର ୪ଟି…

କାଠଗଡ଼ାରେ ଋଣପ୍ରଦାନକାରୀ,ଆୟକର ବିଭାଗ; କ୍ୟାଫେ କଫି ଡେ ମାଲିକ ଭି.ଜି.ସିଦ୍ଧାର୍ଥ ନିଖୋଜ

ନୂଆଦିଲ୍ଲୀ,୩୧-୭: କଫି ଚେନ୍‌ କ୍ୟାଫେ କଫି ଡେ(ସିସିଡି)ର ପ୍ରତିଷ୍ଠାତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌.କ୍ରିଷ୍ଣାଙ୍କ ଜ୍ୱାଇଁ ଭି.ଜି.ସିଦ୍ଧାର୍ଥ ସୋମବାର ରାତିରୁ ନିଖୋଜ ହୋଇଯାଇଛନ୍ତି। ତାଙ୍କୁ ଖୋଜାଖୋଜି କରିବା ଲାଗି ସ୍ଥାନୀୟ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଥିବା ବେଳେ ସେ…

ଅବସର ନେଲେ ଅଜୀମ ପ୍ରେମଜୀ

ନୂଆଦିଲ୍ଲୀ,୩୧-୭: ଦୀର୍ଘ ୫୩ ବର୍ଷ ଧରି ଓ୍ବିପ୍ରୋ ଚେୟାରମ୍ୟାନ୍‌ ଭାବେ ଦାୟିତ୍ୱ ସମ୍ଭାଳିବା ପରେ ଅଜିମ ପ୍ରେମଜୀ ମଙ୍ଗଳବାର ଅବସର ନେଇଛନ୍ତି। ଆଜିର ଦିନରେ ସେ ଅବସର ନେବେ ବୋଲି ପୂର୍ବରୁ ସେ ଘୋଷଣା କରିସାରିଥିଲେ। ବୁଧବାର ତାଙ୍କ ପୁତ୍ର ରିଷଦ…

ନିଯୁକ୍ତି ହ୍ରାସ କରାଯିବ ନାହିଁ: ରେଲଓ୍ବେ

ନୂଆଦିଲ୍ଲୀ,୩୧-୭: ରେଲଓ୍ବେରେ କର୍ମଚାରୀଙ୍କୁ ଛଟେଇ କରାଯିବ ନାହିଁ। ତେବେ ନିୟମିତ କାର୍ଯ୍ୟଧାରାର ସମୀକ୍ଷା ଲାଗି ଜୋନାଲ କାର୍ଯ୍ୟାଳୟଗୁଡ଼ିକୁ ପତ୍ର ଲେଖାଯାଇଛି ବୋଲି ସ୍ପଷ୍ଟୀକରଣରେ କୁହାଯାଇଛି। ୫୫ ବର୍ଷରୁ ଊର୍ଦ୍ଧ୍ୱ ଅଥବା ୩୦ ବର୍ଷ କାର୍ଯ୍ୟ କରିସାରିଥିବା ଏଭଳି କର୍ମଚାରୀଙ୍କୁ ଚିହ୍ନଟ କରିବାକୁ…

ରାଜୀବ କୁମାର କେନ୍ଦ୍ର ଅର୍ଥ ସଚିବ

ନୂଆଦିଲ୍ଲୀ,୩୧-୭: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ଆର୍ଥିକ ସେବା ବିଭାଗ ସଚିବ ଭାବେ ଦାୟିତ୍ୱ ସମ୍ଭାଳୁଥିବା ରାଜୀବ କୁମାର ମନ୍ତ୍ରଣାଳୟର ଅର୍ଥ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନିଯୁକ୍ତି ବ୍ୟାପାର କମିଟି ବୈଠକରେ ମଙ୍ଗଳବାର ଏ…

ଲୋକ ସଭାରେ ଓ୍ବେଜେସ୍‌ କୋଡ୍‌ ବିଲ୍‌ ଅନୁମୋଦିତ

ନୂଆଦିଲ୍ଲୀ,୩୧-୭: ଲୋକ ସଭାରେ ମଙ୍ଗଳବାର ଓ୍ବେଜେସ୍‌ କୋଡ୍‌ ବିଲ୍‌ ଅନୁମୋଦନ ଲାଭ କରିଛି। ଫଳରେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ନିର୍ଦ୍ଧାରଣ କରିବାରେ ସୁବିଧା ହେବ। ଏହାଛଡ଼ା ସେମାନଙ୍କୁ ପାରିଶ୍ରମିକ/ଦରମା ମିଳିବାରେ ହେଉଥିବା ବିଳମ୍ବ ସମ୍ପର୍କରେ ସହଜରେ ନିଷ୍ପତ୍ତି ନେଇହେବ। ଏହି ବିଲ୍‌…

ମିଥ୍ୟା ବିଜ୍ଞାପନ ଦ୍ୱାରା ଠକିଲେ ହେବ ୨ ବର୍ଷ ଜେଲ; ଖାଉଟି ସୁରକ୍ଷା ବିଲ୍‌ ଲୋକ ସଭାରେ ପାସ୍‌

ନୂଆଦିଲ୍ଲୀ,୩୧-୭: ଖାଉଟି ସୁରକ୍ଷା ବିଲ୍‌ ମଙ୍ଗଳବାର ଲୋକସଭାରେ ପାସ୍‌ ହୋଇଛି। ଗ୍ରାହକଙ୍କ ସ୍ବାର୍ଥ ରକ୍ଷା ଦିଗରେ ଏହି ବିଲ୍‌ ସହାୟକ ହେବ ବୋଲି ବିଶେଷଜ୍ଞମାନେ କହିଛନ୍ତି। ବିଲ୍‌ କାର୍ଯ୍ୟକାରୀ ହେଲେ ଏକ କେନ୍ଦ୍ରୀୟ ଖାଉଟି ସୁରକ୍ଷା କର୍ତ୍ତୃପକ୍ଷ(ସିସିପିଏ) ଗଠନ ହେବ। ବର୍ତ୍ତମାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri