ସାପକୁ ମାରି ମାଲିକଙ୍କ ପରିବାରକୁ ବଞ୍ଚାଇଲା ଡଗି
ଜୟପୁର,୧୨ା୧୧ (ନି.ପ୍ର/ଡ଼ି.ଏନ.ଏ): ନିଜ ଜୀବନକୁ ବାଜି ଲଗାଇ ୬ ପ୍ରାଣୀଙ୍କ ଜୀବନ ବଞ୍ଚାଇଛି ଘରର ପୋଷା କୁକୁର ଡଗି। ଏକ ବିଷଧର ନାଗ ସାପ ସହ ଅଧଘଣ୍ଟା ଧରି ଲଢେଇ କରି ଶେଷରେ ସାପକୁ ଦୁଇଖଣ୍ଡ କରି ଦେଇଛି ଡଗି। ଏପରି…
ଅକ୍ଟୋବରରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ
ଦିଲ୍ଲୀ,୧୨ା୧୧(ଆଇଏଏନ୍ଏସ୍)- ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ଅକ୍ଟୋବର ମାସରେ ୩୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ୨୦୧୯ ବର୍ଷରେ ଏହା ସର୍ବାଧିକ ଅସ୍ତ୍ରବିରତି ଉଲ୍ଲଂଘନ ବୋଲି ସେନାର ଜଣେ ଅଧିକାରୀ କହିଛନ୍ତି। ନଭେମ୍ବର ମାସର ପ୍ରଥମ ୧୧ ଦିନରେ ପାକ୍…
ସରକାରଙ୍କ ନିଷ୍ପତ୍ତି ନିବେଶ ବଢ଼ାଇବ: ଭେଙ୍କାୟା ନାଇଡୁ
ନୂଆଦିଲ୍ଲୀ,୧୨ା୧୧: କେନ୍ଦ୍ର ସରକାର ନିକଟରେ ନେଇଥିବା କେତେକ ପଦକ୍ଷେପ ନିବେଶ ବଢ଼ାଇବ ବୋଲି ଉପରାଷ୍ଟ୍ରପତି ଏମ୍. ଭେଙ୍କାୟା ନାଇଡୁ କହିଛନ୍ତି। ସରକାରଙ୍କ ସଂସ୍କାରମୂଳକ ପଦକ୍ଷେପ ଯୋଗୁ ଅଧିକ ପୁଞ୍ଜି ଆକର୍ଷିତ ହେବା ସହ ଆଗାମୀ ମାସରେ ଜିଡିପି ଅଭିବୃଦ୍ଧି ତ୍ୱରାନ୍ବିତ ହେବ…
ରିଭ୍ୟୁ ପିଟିଶନ ଦାଏର ନେଇ ୧୭ରେ ନିଷ୍ପତ୍ତି ନେବ ଏଆଇଏମ୍ପିଏଲ୍ବି: ଜମି ଗ୍ରହଣ ପ୍ରସ୍ତାବକୁ ଅଯୋଧ୍ୟା ମୁସଲମାନଙ୍କ ପ୍ରତ୍ୟାଖ୍ୟାନ
ନୂଆଦିଲ୍ଲୀ,୧୨ା୧୧(ପି.ଟି./ଆଇଏଏନ୍ଏସ୍): ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ବିରୋଧରେ ରିଭ୍ୟୁ ପିଟିଶନ ଦାଏର ଲାଗି ଅଲ୍ ଇଣ୍ଡିଆ ମୁସ୍ଲିମ୍ ପର୍ସନାଲ ଲ ବୋର୍ଡ (ଏଆଇଏମ୍ପିଏଲ୍ବି) ଆସନ୍ତା ୧୭ ତାରିଖ ବୈଠକରେ ନିଷ୍ପତ୍ତି ନେବ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ୫…
ଓଡ଼ିଶାକୁ ଆଇଏମ୍ଏଫ୍ ଟିମ୍ର ପ୍ରଶଂସା: ‘ରାଜ୍ୟର ଆର୍ଥିକ ସଂସ୍କାର ବିକାଶମୂଳକ’
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଶାର ଆର୍ଥିକ ସଂସ୍କାର ଦିଗ ଠିକ୍ ଏବଂ ବିକାଶମୂଳକ ବୋଲି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍ଏଫ୍) ଟିମ୍ ମତ ରଖିଛନ୍ତି। ସୋମବାର ରାଜ୍ୟ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସରକାରୀ ପାଣ୍ଠି ପରିଚାଳନା(ପିଏଫ୍ଏମ୍) ସମ୍ବନ୍ଧିତ…
ଭାଜପାକୁ ମିଳିଛି ୭୦୦ କୋଟି ଚାନ୍ଦା
ନୂଆଦିଲ୍ଲୀ,୧୨ା୧୧(ପି.ଟି.): ୨୦୧୮-୧୯ ଆର୍ଥିକ ବର୍ଷରେ ଶାସକ ଭାଜପାକୁ ୭ ଶହ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଚାନ୍ଦା ମିଳିଥିବା ଦଳ ପକ୍ଷରୁ ଘୋଷଣା କରାଯାଇଛି। ଚେକ୍ ଏବଂ ଅନ୍ ଲାଇନ ପେମେଣ୍ଟ ଜରିଆରେ ଏହି ଚାନ୍ଦା ମିଳିଛି। ନିର୍ବାଚନ କମିଶନକୁ ଦଳ ପକ୍ଷରୁ…
ଆକାଶମାର୍ଗରୁ ବୁଲ୍ବୁଲ୍ ପ୍ରଭାବିତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିପୂରଣ ପ୍ୟାକେଜ୍ ଘୋଷିତ
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍ବୁଲ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଘରଦ୍ୱାର ଭାଙ୍ଗିବା ସହ ଲକ୍ଷ ଲକ୍ଷ ହେକ୍ଟର ଜମିରେ ଫସଲ ଉଜୁଡ଼ି ଯାଇଛି। ଧାନ, ବିରି, ମୁଗ ଓ ପରିବା ଫସଲ ନଷ୍ଟ ହୋଇଛି। ମୁଖ୍ୟମନ୍ତ୍ରୀ…
ସଂସଦୀୟ ଷ୍ଟାଣ୍ଡିଂ କମିଟିକୁ ମନମୋହନ ମନୋନୀତ
ନୂଆଦିଲ୍ଲୀ,୧୨ା୧୧(ପି.ଟି.): ରାଜ୍ୟ ସଭା ଅଧ୍ୟକ୍ଷ ଏମ୍ ଭେଙ୍କାୟା ନାଇଡୁ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂଙ୍କୁ ଅର୍ଥ ସଂକ୍ରାନ୍ତ ସଂସଦୀୟ ଷ୍ଟାଣ୍ଡିଂ କମିଟିକୁ ମନୋନୀତ କରିଛନ୍ତି। ଦିଗ୍ବିଜୟ ସିଂଙ୍କ ସ୍ଥାନରେ ତାଙ୍କୁ ନିଆଯାଇଛି। ଦିଗ୍ବିଜୟ ସହରାଞ୍ଚଳ ବିକାଶ…
ମେକ୍ସିକାନ୍ ସୁପ୍
ଆବଶ୍ୟକ ସାମଗ୍ରୀ – ଟମାଟୋ ପ୍ୟୁରି – ୧ କପ୍, ଛୋଟ ଛୋଟ ଆକାରରେ କଟାଯାଇଥିବା ପନିପରିବା (ବନ୍ଧାକୋବି, କ୍ୟାପ୍ସିକମ୍, ଗାଜର ଆଦି) – ୧/୨ କପ୍, ରସୁଣ କୋଲା – ୧ ଚାମଚ, ଭିନେଗାର – ୧ ଚାମଚ, ଅଲିଭ୍…
ମହିଳା ଓ ମଧୁମେହ
ମଧୁମେହ ରୋଗୀଙ୍କର ହେଉଥିବା ବିଭିନ୍ନ ଜଟିଳତା ଏବଂ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଏହାର ନିରାକରଣ ଓ ଚିକିତ୍ସା ନିମନ୍ତେ ସଚେତନତା ସୃଷ୍ଟି କରିବା ସହ ଏ ରୋଗ କମାଇବା ପାଇଁ ନଭେମ୍ବର ୧୪ ତାରିଖରେ ‘ବିଶ୍ୱ ମଧୁମେହ ଦିବସ’ ପାଳନ…
ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ
ସାକ୍ଷୀଗୋପାଳ,୧୧।୧୧(ଡି.ଏନ.ଏ): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଯୋଜନା କିଭଳି କର୍ଯ୍ୟକାରୀ ହେଉଛି ସେ ନେଇ ଶିଶୁ, ଅଭିଭାବକ, ଯାଞ୍ଚ ଓ…
ଆୟକର ସ୍ଲାବ୍ରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ପ୍ରସ୍ତାବ
ନୂଆଦିଲ୍ଲୀ,୧୨-୧୧: ଆୟକର ସ୍ଲାବ୍ ଏବଂ କ୍ୟାପିଟାଲ ଗେନ୍ସ ଟାକ୍ସ କ୍ଷେତ୍ରରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ନେଇ ଟାସ୍କଫୋର୍ସ ସରକାରଙ୍କୁ ପ୍ରସ୍ତାବ ଦେଇଛି। ଏହା ଲାଗୁ ହେଲେ ରାଜକୋଷକୁ ଅଧିକ ୫୦,୦୦୦ କୋଟି ଟଙ୍କାର ରାଜସ୍ବ ଆସିବା ନେଇ ସମ୍ଭାବନା ରହିଛି। ପ୍ରକ୍ରିୟା ସହ…

