ନୀଳମାଧବ ଜୀଉଙ୍କ ନୃସିଂହ ବେଶ
ଖଣ୍ଡପଡ଼ା,୧୨ା୧୧(ସ୍ବ.ପ୍ର.): କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଶ୍ରୀନୀଳମାଧବ ଜୀଉଙ୍କ ସୋମବାର ନୃସିଂହ ବେଶ ଅନୁଷ୍ଠିତ ହୋଇଛି। ମନ୍ଦିର ଦ୍ୱାର ଫିଟାଯାଇ ମଙ୍ଗଳ ଆଳତି, ମଇଲମ, ତଡପଲାଗି ଓ ଅବକାଶ ନୀତି ସମ୍ପନ୍ନ ହୋଇ ସନ୍ଧ୍ୟାରେ ଠାକୁରଙ୍କୁ…
ପାଚିକା ସୁକାନ୍ତି ମୃତ୍ୟୁ ଘଟଣା : ଜେଲ ଗଲେ ୩ ଅଭିଯୁକ୍ତ, ୪ ଫେରାର
ନୂଆଗାଁ,୧୨ା୧୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମର ବାସିନ୍ଦା ତଥା ଉଦୟପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପାଚିକା ଥିବା ସୁକାନ୍ତି ପରିଡାଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ…
ମୋବାଇଲ ଫାଟି ଶ୍ରମିକ ମୃତ
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ୍ ଥାନା ଅଧୀନ ଅଠରବାଙ୍କି ଲକ୍ଫଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟରେ ମୋବାଇଲ ଫାଟିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ଅଞ୍ଚଳର ମୁନା ପ୍ରଧାନ(୩୫)। ସେ ସଂଘ କାର୍ଯ୍ୟାଳୟ ପରିସରରେ ଥିବା…
ଏସିଡିଟିର କାରଣ ଚକୋଲେଟ୍
ଏବେ ଏସିଡିଟି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଏଥିପାଇଁ ମୁଖ୍ୟତଃ ଆମର ଖାଦ୍ୟଦାୟୀ ବୋଲି ବିଶେଷଜ୍ଞମାନେ ମତ ଦେଉଛନ୍ତି। ଯେଉଁମାନେ ଖାଦ୍ୟରେ ଖଟାଫଳ, ଆଲକୋହଲ, କଫି, ମସଲାଯୁକ୍ତ ଖାଦ୍ୟ, ଚର୍ବି ଜାତୀୟ ଖାଦ୍ୟ ଓ ଚକୋଲେଟ୍ ଅଧିକ ପରିମାଣରେ ଖାଇଥାଆନ୍ତି…
ଜିଲା ମହୋତ୍ସବ ପ୍ରସ୍ତୁତି ବୈଠକ ପ୍ଲାଷ୍ଟିକ୍ମୁକ୍ତ ହେବ ମହୋତ୍ସବ
ନୟାଗଡ଼ ଅଫିସ,୧୨।୧୧- ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀମେଳା-୨୦୧୯ ପାଇଁ ପ୍ରସ୍ତୁତି ବୈଠକ ସୋମବାର ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷ ସୃଜନରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ପ୍ରସ୍ତୁତି ବୈଠକରେ ସ୍ଥାନୀୟ ବିଧାୟକ…
ଉପନିର୍ଦ୍ଦେଶକ, ପ୍ରାଣୀଧନ ନିରୀକ୍ଷକ ପଦ ଖାଲି
ସୋନପୁର,୧୨।୧୧(ନି.ପ୍ର.) କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲାରେ ଅଧିବାସୀଙ୍କ ଦ୍ୱିତୀୟ ମୁଖ୍ୟ ଜୀବିକା ପ୍ରାଣୀ ସମ୍ପଦ ପାଳନ। ସଂଖ୍ୟାଧିକ ଲୋକ ଗାଇ, ବଳଦ, ମଇଁଷି, ମେଣ୍ଡା, ଛେଳି ଓ କୁକୁଡା ଆଦି ପାଳନ କରି ଏବଂ ସେଗୁଡିକୁ ଆବଶ୍ୟକ ସ୍ଥଳେ ବିକ୍ରି କରି…
ଶ୍ରୀ ଲିଙ୍ଗରାଜ ମନ୍ଦିର ପୂର୍ଣ୍ଣମୀ ପାଇଁ ଫୁଲ ସଜାଇଲେ ଭକ୍ତ
ପୁରୁଣା ଭୁବନେଶ୍ୱର,୧୨ା୧୧(ଡି.ଏନ୍.ଏ.): କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ହଜାର ହଜାର ଭକ୍ତଙ୍କ ସମାଗମ ହେବ। ଏକମାସ ଧରି ବ୍ରତ ରଖିଥିବା ହବିଷ୍ୟାଳିମାନେ ଶ୍ରୀ ଲିଙ୍ଗରାଜଙ୍କ ରାଇ ଦାମୋଦର ବେଶ ଦର୍ଶନ ସହ ବ୍ରତ ସମାପନ କରିଥାନ୍ତି। ଏହି ଅବସରରେ ପ୍ରଥମଥର…
ହାର୍ଟଆଟାକ୍ରୁ ଦୂରେଇ ରଖେ ଏହି ରସ…
ସକାଳେ ଅଧାକପ୍ କାକୁଡ଼ି ଜୁସ୍ ପିଇଲେ ଶରୀରର ବହୁ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଜଳ, ଶ୍ୱେତସାର,ସ୍ନେହସାର, ପୁଷ୍ଟିସାର, ତନ୍ତୁଜ ରହିଥାଏ। ଏହାଛଡ଼ା ଏଥିରେ ଫସଫରସ୍, କ୍ୟାଲସିୟମ, ଲୌହ ଆଦି ରହିଛି। ନିୟମିତ ଏହାକୁ ପିଇଲେ ରକ୍ତ ସଞ୍ଚାଳନ ସ୍ବାଭାବିକ…
ବାଲିଯାତ୍ରା ମହୋତ୍ସବ ଉଦ୍ଘାଟିତ : ଗଣପର୍ବରେ ପରଣିତ ହୋଇଛି କଳିଙ୍ଗ ବାଲିଯାତ୍ରା
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି ବିଜୁ ମଇଦାନଠାରେ ସୋମବାର ସନ୍ଧ୍ୟାରେ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ଉତ୍ସବକୁ ଉଦ୍ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ, ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା…
ଜେଟ୍ ବିରୋଧରେ ହେବ ଏସ୍ଏଫ୍ଆଇଓ ତଦନ୍ତ
ନୂଆଦିଲ୍ଲୀ,୧୨-୧୧: ନରେଶ ଗୋଏଲଙ୍କ ଦ୍ୱାରା ପ୍ରତିଷ୍ଠିତ ଜେଟ୍ ଏୟାରଓ୍ବେଜ ବିମାନ କମ୍ପାନୀ ଲାଗି ଅଡୁଆ ବଢିଛି। ବିଭିନ୍ନ କାରଣ ଲାଗି ଏହି ବିମାନ କମ୍ପାନୀ ବର୍ତ୍ତମାନ ବନ୍ଦ ହୋଇ ପଡିଛି। ବିମାନ କମ୍ପାନୀର ଜେନେରାଲ ସେଲ୍ସ ଏଜେଣ୍ଟ (ଜିଏସ୍ଏ) ମଡେଲ ଦ୍ୱାରା…
ଏହି ଚା’ ପିଅନ୍ତୁ, ଓଜନ କମ୍ କରନ୍ତୁ
ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବଜାରରେ ବିଭିନ୍ନ ପ୍ରକାର ଔଷଧ ମିଳୁଥିବାବେଳେ ତାହା କାମ ମଧ୍ୟ ଦେଉନାହିଁ। ତେବେ ପ୍ରାକୃତିକ ଉପାୟରେ କେମିତି ଓଜନ କମାଇବେ…
ଡାଏପର୍ ପିନ୍ଧିଥିବା ଶିଶୁର ବ୍ୟାଟିଂ ଷ୍ଟାଇଲ୍ ଦେଖି ଆଶ୍ଚର୍ଯ୍ୟ ହେଲେ ପ୍ରସିଦ୍ଧ କ୍ରିକେଟର
ଲଣ୍ଡନ,୧୨।୧୧: ଆଜିକାଲି ଶିଶୁଟିଏ ଜନ୍ମ ହେବାମାତ୍ରେ ତାକୁ ନେଇ ମାତାପିତା ଅନେକ ସ୍ବପ୍ନ ଦେଖିଥାନ୍ତି। ସେଥିପାଇଁ ଛୋଟ ବେଳୁ ଶିଶୁଟିକୁ ଟ୍ରେନିଂ ଦେବା ଆରମ୍ଭ କରିଦେଇଥାନ୍ତି। ଖାସ୍ ଭାବେ ଆଜିକାଲି ଅନେକ ମାତାପିତା ପିଲାଙ୍କୁ ଜଣେ ଖେଳାଳି ଭାବେ ଗଢି ତୋଳିବା…

