Home Left

ନୂଆପଦର ସରପଞ୍ଚଙ୍କ ପଦବୀ ରଦ୍ଦ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୧ା୧୧- ୨ରୁ ଅଧିକ ସନ୍ତାନ ଥାଇ ନିର୍ବାଚନ ଲଢ଼ିବା କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ନୂଆପଦର ସରପଞ୍ଚ ଲାଲୁ କହଁରଙ୍କୁ ମହଙ୍ଗା ପଡିଛି । ଏନେଇ ଆଗତ ଏକ ମାମଲାର ବିଚାର କରି ଜିଲାପାଳ ଡା. ବୃନ୍ଦା ଡି.…

ନିଶା ଦେଇ ୩ ଯାତ୍ରୀଙ୍କ ଠାରୁ ଲୁଟ୍‌ : ବଜ୍ରଗଡ଼ ପାହାଡ଼ରୁ ଅଚେତ ଅବସ୍ଥାରେ ଉଦ୍ଧାର କଲେ ଗ୍ରାମବାସୀ

ଭଞ୍ଜନଗର,୧୧।୧୧(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ନିକଟସ୍ଥ ବଜ୍ରଗଡ଼ ଗ୍ରାମବାସୀ ସୋମବାର ପୂର୍ବାହ୍ନରେ ଗ୍ରାମ ନିକଟସ୍ଥ ପାହାଡ଼ ତଳୁ ୩ଜଣ ଯୁବକଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ। ୧୦୮ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ଭଞ୍ଜନଗର ହସ୍‌ପିଟାଲକୁ ପଠାଯାଇଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ…

ଶୁଣିଲାନି ପୂର୍ତ୍ତ ବିଭାଗ: ରାସ୍ତା ମରାମତି କଲେ ଅଟୋ ଚାଳକ

ଗୋପ,୧୧।୧୧(ଡି.ଏନ୍‌.ଏ.)- ଗୋପ-କୋଣାର୍କ ପୂର୍ତ୍ତ ରାସ୍ତାର ଗୋପ ବଜାରରେ ବଡ଼ ବଡ଼ ଖାଲ ସୃଷ୍ଟି ହୋଇଛି। ଏଥିଲାଗି ଅଧିକାଂଶ ସମୟରେ ବିଭିନ୍ନ ଦୁର୍ଘଟଣାମାନ ଘଟୁଛି। ବାରମ୍ବାର ଅଭିଯୋଗସତ୍ତ୍ୱେ ପୂର୍ତ୍ତ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାବେଳେ ସୋମବାର ଜନୈକ ଅଟୋ ଚାଳକ…

୧୦୦ ଅଭିଯୋଗ ଶୁଣିଲେ ଜିଲାପାଳ

ବାଲିଅନ୍ତା,୧୧ା୧୧(ଡି.ଏନ୍‌.ଏ.): ବାଲିଅନ୍ତା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସୀତାଂଶୁ କୁମାର ରାଉତ ଯୋଗଦେଇ ୧୦୦ଟି ଅଭିଯୋଗ ଉପରେ ଶୁଣାଣି କରିଥିଲେ । ଏଥିରେ ୯୭ଟି ବ୍ୟକ୍ତିଗତ ଓ…

ପିଏସ୍‌ଏ ବିଶ୍ୱ ଚାମ୍ପିୟନଶିପ୍‌ ଘୋଷାଲ ପ୍ରି-କ୍ୱାର୍ଟରରେ

ଦୋହା, ୧୧ା୧୧ (ପି.ଟି.)- ଭାରତର ସୌରଭ ଘୋଷାଲ ଏଠାରେ ଚାଲିଥିବା ପିଏସ୍‌ଏ ପୁରୁଷ ବିଶ୍ୱ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ସେ ଫ୍ରାନ୍ସର ଲୁକାସ ସେରମିଙ୍କୁ ୧୧-୮, ୧୧-୫, ୧୧-୫ରେ ହରାଇ ଦେଇଛନ୍ତି। ଭାରତର ନମ୍ବର ଓ୍ବାନ ଖେଳାଳି ଘୋଷାଲ ଏପର୍ଯ୍ୟନ୍ତ…

ବିଶ୍ୱ ଟାଇଟଲ ବଜାୟ ରଖିଲେ ଗୁର୍ଜାର

ଦୁବାଇ, ୧୧ା୧୧ (ପି.ଟି.)-ଭାରତର ସୁନ୍ଦର ସିଂ ଗୁର୍ଜାର ପୁରୁଷ ଏଫ୍‌୪୬ ଜାଭେଲିନ୍‌ ଥ୍ରୋ ଇଭେଣ୍ଟରେ ବିଶ୍ୱ ପାରା ଆଥଲେଟିକ୍ସ ଟାଇଟଲ ବଜାୟ ରଖିଛନ୍ତି। ଏଥିସହିତ ସେ ଟୋକିଓ ଅଲିମ୍ପିକ୍‌ ଗେମ୍ସ କୋଟା ହାସଲ କରିପାରିଛନ୍ତି। ଶ୍ରୀଲଙ୍କାର ଦୀନେଶ ପି. ହେରାଥ୍‌ (୬୦.୫୯…

ମିଳୁନି ପୂର୍ବ ବର୍ଷର ବୀମାରାଶି: ଚାଷୀ କରିବେ ରାସ୍ତାରୋକୋ

ଆରଡ଼ି, ୧୧।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ପାଳସାହି ସମବାୟ ସମିତି ଅଧୀନ ଚାଷୀମାନଙ୍କୁ ପୂର୍ବବର୍ଷର ବୀମାରାଶି ଏଯାଏ ମିଳିନାହିଁ। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ବାରମ୍ବାର ଏ ନେଇ ଆଲୋଚନା କରାଯାଉଥିଲେ ମଧ୍ୟ…

ସୁସ୍ଥ ସ୍ବାସ୍ଥ୍ୟ, ସୁନ୍ଦର ତ୍ୱଚା ପାଇଁ ଆଲୋଭେରା

ଆଲୋଭେରା ଶରୀର ସୁସ୍ଥ ରଖିବା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ସହାୟକ ହୋଇଥାଏ। ଆଲୋଭେରାକୁ ଆୟୁର୍ବେଦ ଭାଷାରେ ଘି କୁଆଁରୀ କୁହାଯାଏ। ଆଲୋଭେରା ବ୍ୟବହାର କଲେ ଅନେକ ରୋଗରୁ ମୁକ୍ତି ମିଳିପାରିବ। ପ୍ରାକୃତିକ ଔଷଧୀୟ ଗୁଣରେ ଭରପୁର ଥିବା ଆଲୋଭେରା ଶରୀର…

ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ୍‌.ଏ): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ମା’ ଓ ଶିଶୁଙ୍କର ଉପଯୁକ୍ତ ଯତ୍ନ ଲାଗି…

ମାଧୁରୀଙ୍କ ଭାଗ୍ୟ ବଦଳାଇଥିଲା ଫିଲ୍ମ ‘ତେଜାବ’, ପୂରଣ କଲା ୩୧ ବର୍ଷ

ଅଭିନେତା ଅନୀଲ କପୁର ଏବଂ ମାଧୁରୀ ଦୀକ୍ଷିତ ଅନେକ ସଫଳ ସିନେମାରେ ଏକତ୍ର କାମ କରିଛନ୍ତି। ଏମିତି ଏକ ସଫଳ ସିନେମା ହେଲା ‘ତେଜାବ’। ଏହି ଫିଲ୍ମ ପରେ ମାଧୁରୀଙ୍କୁ ଷ୍ଟାରଡମ୍‌ ମିଳିଥିଲା। ଲୋକେ ତାଙ୍କୁ ମାଧୁରୀ ପରିବର୍ତ୍ତେ ମୋହିନୀ ନାମରେ…

ସୋନିଆଙ୍କ ସହ ଫୋନରେ କଥା ହେଲେ ଉଦ୍ଧବ

ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଚାଲିଥିବା ରାଜନୀତି ଡ୍ରାମା ସୋମବାର ସନ୍ଧ୍ୟାରେ ଶେଷ ହୋଇପାରେ। ଶିବସେନାକୁ ସମର୍ଥନ କରିବାକୁ ଯାଇ ଏନ୍‌ସିପି ନିଜର ମତ ସ୍ପଷ୍ଟ କରିସାରିଛି। ହେଲେ କଂଗ୍ରେସର ମତାମତକୁ ଅପେକ୍ଷା କରାଯାଇଛି। ଏନେଇ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ…

ରଣବୀରଙ୍କୁ ବାଃ ବାଃ କଲେ କପିଳ ଦେବ, ଜାଣନ୍ତୁ କାହିଁକି

ବଲିଉଡ୍‌ ଅଭିନେତା ରଣବୀର ସିଂଙ୍କ ପ୍ରଶଂସାରେ ପୋତି ପକାଇଛନ୍ତି ପୂର୍ବତନ କ୍ରିକେଟର କପିଳ ଦେବ। କାରଣ ଫିଲ୍ମ ‘୮୩’ରେ ୧୯୮୩ ବିଶ୍ୱକପର ହିରୋ କପିଳଙ୍କ ଲୁକରେ ନଜର ଆସିବେ ରଣବୀର ସିଂ। ଫିଲ୍ମର ଏକ ଫଟୋ ରଣବୀର ନିଜ ସୋସିଆଲ ଆକାଉଣ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?