ନିଃସର୍ତ୍ତ କ୍ଷମା ମାଗିଲେ କାର୍ତ୍ତିକ
ନୂଆଦିଲ୍ଳୀ,୮।୯(ପି.ଟି.)- ଭାରତୀୟ ଅଭିଜ୍ଞ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। କିଛି ଦିନ ତଳେ କାରିବିୟାନ ପ୍ରିମିୟର ଲିଗ୍ (ସିପିଏଲ୍)ରେ ଏକ ମ୍ୟାଚକୁ ସେ ଶାହରୁଖ ଖାଁଙ୍କ ଦଳ…
ଶବାନାଙ୍କୁ ଧନ୍ୟବାଦ ଦେଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୮।୯: ବଲିଉଡ୍ ଅଭିନେତ୍ରୀ ଶବାନା ଆଜମିଙ୍କୁ ଏଏପି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଧନ୍ୟବାଦ ଦେଇଛନ୍ତି। ଟୁଇଟ୍ କରି କେଜରିଓ୍ବାଲ ଡେଙ୍ଗୁ ନିରାକରଣ ଅଭିଯାନରେ ସାମିଲ ହୋଇଥିବାରୁ ଶବାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶବାନା କହିଛନ୍ତି ପ୍ରତି ରବିବାର ଯଦି…
ରେଙ୍ଗାଳି ଡ୍ୟାମ୍ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ
କଣିହାଁ,୮।୯(ଡି.ଏନ୍.ଏ.): ଅନୁଗୋଳ ଜିଲା ରେଙ୍ଗାଳି ଡ୍ୟାମ୍ରୁ ରବିବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେଉଛି। ଡ୍ୟାମ୍ର ୭ ନଂ ଗେଟ୍ ପୂର୍ବାହ୍ନ ୯ଟାରେ ଖୋଲାଯାଇଛି। ଡ୍ୟାମ୍ର ଜଳସ୍ତର ୧୨୨.୮୫ ମିଟର ଥିବାବେଳେ ଉପରମୁଣ୍ଡରୁ ୮୪୩.୨୫ ଘନମିଟର ଜଳ ପ୍ରବେଶ କରୁଛି। ଖୋଲାଯାଇଥିବା…
ହିନ୍ଦୁ କରୁଛନ୍ତି ମସଜିଦ୍ର ରକ୍ଷାଣବେକ୍ଷଣ
ପାଟନା,୮।୯: ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ ବିହାର ନାଳନ୍ଦା ଜିଲାର ମାଡ଼ି ଗାଁ ସାମ୍ପ୍ରଦାୟିକ ସଦ୍ଭାବର ଏକ ନିଆରା ଉଦାହରଣ ସୃଷ୍ଟି କରିଛି। ଗାଁରେ କୌଣସି ମୁସଲମାନ୍ ପରିବାର ନାହାଁନ୍ତି। ପୂର୍ବରୁ ଏଠାରେ ବାସ କରୁଥିବା…
୩ଦିନ ପର୍ଯ୍ୟନ୍ତ ସୁଶାସନର ଶିକ୍ଷା ନେବେ ଯୋଗୀଙ୍କ ମନ୍ତ୍ରୀ
ଲକ୍ଷ୍ନୌ,୮।୯: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରୀମାନେ ଲକ୍ଷ୍ନୌର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟ(ଆଇଆଇଏମ୍)ରେ ରବିବାରଠାରୁ ୩ ଦିନିଆ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏଥିରେ ମନ୍ତ୍ରୀମାନଙ୍କୁ ସୁଶାସନର ପାଠ ପଢାଯିବା ସହ ସାମାଜିକ ଓ ଆର୍ଥିକ ସନ୍ଦର୍ଭ ବିଷୟରେ…
ହ୍ୟାରୀ କେନଙ୍କ ହ୍ୟାଟ୍ରିକ: ଇଂଲଣ୍ଡର ବୃହତ୍ ବିଜୟ
ଲଣ୍ଡନ,୮।୯- ୟୁରୋକପ୍ କ୍ୱାଲିଫାଇଙ୍ଗ୍ରେ ଇଂଲଣ୍ଡ ଗ୍ରୁପ୍ ଏ’ରେ ଶନିବାର ଅପେକ୍ଷାକୃତ ଦୁର୍ବଳ ବୁଲଗେରିଆକୁ ୪-୦ ଗୋଲରେ ଅତି ସହଜରେ ପରାସ୍ତ କରିଛି। ଆରମ୍ଭରୁ ସମ୍ପୂର୍ଣ୍ଣ ରୂପେ ପ୍ରଭାବ ବିସ୍ତାର କରି ଖେଳିଥିବା ଇଂଲଣ୍ଡ ତରଫରୁ ହ୍ୟାରୀ କେନ ହ୍ୟାଟ୍ରିକ୍ ଗୋଲ ସ୍କୋର…
ୟୁରୋ କପ୍ ଯୋଗ୍ୟତା ପର୍ଯ୍ୟାୟ: ପର୍ତ୍ତୁଗାଲର ପ୍ରଥମ ବିଜୟ
ବେଲଗ୍ରେଡ୍,୮।୯(ଏଏଫ୍ପି): ୟୁରୋପିଆନ୍ ଚାମ୍ପିୟନ ପର୍ତ୍ତୁଗାଲ ୟୁରୋ କପ୍ ଯୋଗ୍ୟତା ପର୍ଯ୍ୟାୟରେ ତା’ର ପ୍ରଥମ ବିଜୟ ହାସଲ କରିଛି। ୨୦୨୦ ୟୁରୋ କପ୍ ପାଇଁ ଯୋଗ୍ୟତା ପର୍ଯ୍ୟାୟରେ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ପର୍ତ୍ତୁଗାଲ ଶନିବାର ଅନୁଷ୍ଠିତ ମୁକାବିଲାରେ ସର୍ବିଆକୁ ୪-୨ ଗୋଲ୍ରେ ପରାସ୍ତ କରିଛି।…
ବାହମାସ ପରେ ଏବେ କାନାଡା ଅଭିମୁଖେ ଡୋରିଆନ
ଓଟାଓ୍ବା,୮।୯: ବାହମାସ ଓ ଆମେରିକାରେ ତାଣ୍ଡବ ରଚିବା ପରେ ଏବେ କାନାଡା ମୁହାଁ ହୋଇଛି ସାମୁଦ୍ରିକ ଝଡ଼ ଡୋରିଆନ। ଶନିବାର ଏହା କାନାଡାରେ ପହଞ୍ଚିବା ପରେ ଖୁବ୍ ଜୋର୍ରେ ପବନ ପହିବା ସହ ବର୍ଷା ମଧ୍ୟ ହୋଇଛି। ଫଳରେ ବଡ ବଡ…
ଗୋଟିଏ ରାତିରେ ୪ ମନ୍ଦିରରୁ ଚୋରି
ଭଣ୍ଡାରିପୋଖରୀ,୮।୯(ଡି.ଏନ୍.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦିନକୁ ଦିନ ଚୋରି ବଢ଼ିଚାଲିଛି। କିଛିଦିନ ତଳେ ଭଣ୍ଡାରିପୋଖରୀ ବଜାରର ବିଭିନ୍ନ ଦୋକାନରୁ ଚୋରି ହୋଇଥିବାବେଳେ ଶନିବାର ବିଳମ୍ବିତ ରାତିରେ ମଞ୍ଜୁରୀ ପଞ୍ଚାୟତର ଗୋଟିଏ ଦିନରେ ୪ଟି ମନ୍ଦିରରୁ ଚୋରି ହୋଇଛି। ଚୋରମାନେ…
ଶତ୍ରୁଙ୍କୁ କଡ଼ା ଜବାବ ଦେବ ଓ୍ବେଷ୍ଟର୍ଣ୍ଣ କମାଣ୍ଡ
ନୂଆଦିଲ୍ଲୀ,୮।୯: ଭାରତ-ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତିକୁ ଦେଖି ବାୟୁସେନା ସବୁ ମୁହୂର୍ତ୍ତର ସାମ୍ନା କରିବାକୁ ପ୍ରସ୍ତୁତ ହୋଇ ରହିଛି। ବାୟୁସେନା ଏବେ ଉଚ୍ଚସ୍ତରୀୟ ଅପରେଶନର ପ୍ରସ୍ତୁତିରେ ଲାଗି ରହିଛି। ଏହାବ୍ୟତୀତ ନିଜର ଯୁଦ୍ଧ ବିମାନ ଓ ହେଲିକପ୍ଟର ଗୁଡିକର…
ଏମିତି ଗାଁ, ଯେଉଁଠି ଲୋକ ନାହାନ୍ତି
ରୋଜଗାର ଆଶାରେ ଅଧିକାଂଶ ଲୋକ ଗାଁ ଛାଡ଼ି ସହରମୁହଁା ହୋଇଛନ୍ତି। ସହରରେ ରୋଜଗାରର ପନ୍ଥା ଅଛି ସତ, ମାତ୍ର ଗାଁରେ ଯେଉଁ ଆନନ୍ଦ ତାହା ଦେଖିବାକୁ ମିଳେ ନାହିଁ। ସେଥିପାଇଁ ତ ଆଜିର ବ୍ୟସ୍ତବହୁଳ ଜୀବନରେ ଟିକେ ସମୟ ମିଳିଲେ ଲୋକେ…
ଅଭିନବ ଶୌଚାଳୟ: କେଉଁଠି ଫୁଲ ବଗିଚାରେ ତ କେଉଁଠି ଝିଅମାନେ ଦେଖୁଥିବା ଭଳି ଲାଗିବ
ଘର, ଅଫିସ୍ ହେଉ କି ଶପିଂମଲ୍ ସବୁଠି ଥାଏ ଶୌଚାଳୟ। ବେଶ୍ ବ୍ୟକ୍ତିଗତ ଏହି ସ୍ଥାନ। ତେବେ ପୃଥିବୀରେ ଏମିତି ବି କିଛି ଶୌଚାଳୟ ଅଛି ଯାହା ବେଶ୍ କୌତୂହଳମୟ। କେଉଁଠି ଆପଣଙ୍କୁ କେହି ଚାହୁଁଥିବା ଭଳି ଅନୁଭବ ହେବ ତ…
Archives


