Home Left

ମେଡିକାଲ କମିଶନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଜାତୀୟ ମେଡିକାଲ କମିଶନ ବିଲ୍‌ ସୋମବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଭାରତର ମେଡିକାଲ କାଉନ୍‌ସିଲ (ଏମ୍‌ସିଆଇ) ବଦଳରେ ଏକ ନୂଆ ଅନୁଷ୍ଠାନ ଗଠନ ଲାଗି ଏହି ବିଲ୍‌ ଅଣାଯାଇଛି। ମେଡିକାଲ ଚିକିତ୍ସା ବିଭାଗରେ ଇନ୍‌ସ୍ପେକ୍ଟର ରାଜ୍‌ର ଅବସାନ ଲାଗି ଏହା…

ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ, ୩୦।୭: ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ତାରିଖରୁ ଏହି କଟକଣା କଡ଼ାକଡ଼ିି ଭାବେ ଲାଗୁ…

ମୁକୁଲ ରାୟଙ୍କ ବିରୋଧରେ ଗିରଫ ପରଓ୍ବାନା

କୋଲକାତା,୩୦ା୭(ପି.ଟି.)-ବୁରାବଜାର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କଠାରୁ ଜବତ ୧୯ ଲକ୍ଷ ଟଙ୍କା ସହ ଭାଜପା ନେତା ମୁକୁଲ ରୟ ସମ୍ପୃକ୍ତ ଥିବା ଅଭିଯୋଗରେ କୋଲକାତାର ଏକ ଅଦାଲତ ସୋମବାର ତାଙ୍କ ବିରୋଧରେ ଗିରଫ ପରଓ୍ବାନା ଜାରି କରିଛି। ମୁକୁଲ ତଦନ୍ତରେ ସହଯୋଗ କରୁ…

ଅଗୁସ୍ତା ହେଲିକପ୍ଟର ଦୁର୍ନୀତି: କମଳନାଥଙ୍କ ପୁତୁରା ନେଇଥିଲେ ଲାଞ୍ଚ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଅଗୁସ୍ତା ଓ୍ବେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ଚୁକ୍ତିନାମାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କୁ ଉତ୍କୋଚ ମିଳିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ କୋର୍ଟଙ୍କୁ ଜଣାଇଛି। ସ୍ବତନ୍ତ୍ର ବିଚାରପତି ଅରବିନ୍ଦ କୁମାରଙ୍କ ଅଦାଲତରେ ସୋମବାର ରାତୁଲଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି…

ଆଉ ଜାଲରେ ପଡୁନାହାନ୍ତି ଇଲିଶି

ଭୋଗରାଇ, ୩୦।୭(ପ୍ରଦୀପ ଦାସ)-ଆଷାଢରୁ ଭାଦ୍ରବ ମାସ ଯାଏ ସୁବର୍ଣ୍ଣରେଖା ମୁହାଣରୁ ପ୍ରଚୁର ଇଲିଶି ମାଛ ଧରାଯାଇଥାଏ। ବାଲେଶ୍ୱର ଜିଲା ସମୁଦ୍ର ଉପକୂଳବର୍ତ୍ତୀ ମତ୍ସ୍ୟଜୀବୀ ଏହି ମାଛ ଧରି ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ କରିଥାନ୍ତି। ଏହା ମତ୍ସ୍ୟଜୀବୀଙ୍କ ରୋଜଗାରର ମୁଖ୍ୟ…

୫୮ ପୁରୁଣା ଆଇନ ରଦ୍ଦ ହେବ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଦେଶରେ ପ୍ରଚଳିତ ୫୮ଟି ପୁରୁଣା ଆଇନକୁ ରଦ୍ଦ କରିବା ଲାଗି ସୋମବାର ଲୋକ ସଭାରେ ବିଲ୍‌ ଗୃହୀତ ହୋଇଛି। ଏହି ଆଇନ ଜନସାଧାରଣଙ୍କ ପାଇଁ ସୁବିଧାଜନକ ହୋଇ ନ ଥିବାରୁ ସେଗୁଡିକୁ ହଟାଇଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଆଇନ ମନ୍ତ୍ରୀ…

ଭିଜିଲାନ୍ସ ଜାଲରେ ୧୪୪ ପୋଲିସ ଅଧିକାରୀ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବଚ୍ଛ ଶାସନ ଉପରେ ଗୁରୁତ୍ୱ ଦେଉଥିବାବେଳେ ପ୍ରଶାସନିକ ଅଧିକାରୀଙ୍କୁ ଦୁର୍ନୀତିର ମୋହ ଛାଡ଼ୁନାହିଁ। ଗତ ୫ ବର୍ଷ (୨୦୧୪-୧୦୧୯)ମଧ୍ୟରେ ରାଜ୍ୟ ସରକାରଙ୍କ ୧୪୪ ଜଣ ପୋଲିସ ଅଧିକାରୀ ଦୁର୍ନୀତି, ଲାଞ୍ଚ ନେବା ଏବଂ ଆୟ ବହିର୍ଭୂତ…

ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ କାର୍ଯ୍ୟାଳୟରେ ଆକ୍ରମଣ:୨୦ ମୃତ

କାବୁଲ୍‌,୩୦ା୭(ପି.ଟି.)-ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ଗ୍ରୀନଟ୍ରେଣ୍ଡ କାର୍ଯ୍ୟାଳୟ ଉପରେ ରବିବାର ଆକ୍ରମଣ ହୋଇଛି। ଏଥିରେ ୨୦ ନିହତ ହେବା ସହ ୫୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କେତେକ ଅଜ୍ଞାତ ବନ୍ଧୁକଧାରୀ କାର୍ଯ୍ୟାଳୟ ଭିତରେ ପଶି ୬ ଘଣ୍ଟାକାଳ…

ଚିଟ୍‌ଫଣ୍ଡ୍‌ ସ୍କିମ୍‌ରେ ଅଙ୍କୁଶ ଲାଗି ପାର୍ଲାମେଣ୍ଟରେ ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୩୦ା୭(ପି.ଟି.): ଚିଟ୍‌ଫଣ୍ଡ୍‌ ସ୍କିମ୍‌ରେ ଅଙ୍କୁଶ ଲଗାଇବା ଲାଗି ସୋମବାର ପାର୍ଲାମେଣ୍ଟରେ ସର୍ବସମ୍ମତି କ୍ରମେ ବିଲ୍‌ ପାସ ହୋଇଛି। ଗତ ୨୪ରେ ଲୋକ ସଭାର ଅନୁମୋଦନ ପାଇବା ପରେ ସୋମବାର ରାଜ୍ୟ ସଭାରେ ଭଏସ୍‌ ଭୋଟ୍‌ରେ ଏହାକୁ ପାସ୍‌ କରାଯାଇଛି। ଫଳରେ…

ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନକୁ ନେଇ ବିଧାନସଭାରେ ଉଦ୍‌ବେଗ: ଭାଜପା-କଂଗ୍ରେସ ମୁହାଁମୁହିଁ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ରାଜ୍ୟ ସରକାର କି ପ୍ରସ୍ତୁତି କରିଛନ୍ତି। ରାଜ୍ୟ ସରକାର ଏ ନେଇ ଏକ କମିଟି ଗଠନ କରିଥିଲେ। ସେହି କମିଟି ସରକାରଙ୍କୁ କେତେକ ପ୍ରସ୍ତାବ ଦେଇଥିଲା, ହେଲେ ତାହାକୁ ପାଳନ କରାଗଲା ନାହିଁ।…

ଭାଜପା ବିଧାୟକଙ୍କ ବିରୋଧରେ ହତ୍ୟା ମାମଲା

ଲକ୍ଷ୍ନୌ,୩୦ା୭(ପି.ଟି.): ରବିବାର ସଡ଼କ ଦୁର୍ଘଟଣାରେ ଉନ୍ନାଓ ପୀଡ଼ିତା ଓ ତାଙ୍କ ଓକିଲ ଗୁରୁତର ଆହତ ହୋଇଥିବାବେଳେ ତାଙ୍କର ଖୁଡୀ ଓ ମାଉସୀ ପ୍ରାଣ ହରାଇଥିଲେ। ଏହି ଘଟଣାରେ ସୋମବାର ଭାଜପା ବିଧାୟକ କୁଲଦୀପ୍‌ ସିଂ ସେନ୍‌ଗାରଙ୍କ ସମେତ ୧୦ ଜଣଙ୍କ ବିରୋଧରେ…

କେନ୍ଦ୍ର ଦେଇନି ୩୦ ହଜାର କୋଟି; ଯାହା ମାଗୁଛୁ, ମିଳୁନି: ଚତୁର୍ଦ୍ଦଶ ଅର୍ଥ କମିଶନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଚତୁର୍ଦ୍ଦଶ ଅର୍ଥ କମିଶନ ଯାହା ସୁପାରିସ କରିଛନ୍ତି, ତାହା ଓଡ଼ିଶାକୁ ମିଳୁନାହିଁ। କମିଶନ ୨୦୧୫-୧୬ ରୁ ୨୦୧୯-୨୦ ମଧ୍ୟରେ ରାଜ୍ୟ ପାଇଁ କେନ୍ଦ୍ରୀୟ ଟିକସରୁ ରାଜ୍ୟର ଅଂଶଧନ ବ୍ୟତୀତ ସ୍ବାୟତ୍ତ ଶାସନ ସଂସ୍ଥାଙ୍କ ପାଇଁ ଅନୁଦାନ ଓ ରାଜ୍ୟ ବିପର୍ଯ୍ୟୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri