ବଢ଼ିବ ଶୀତ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍ବୁଲ୍’ ପ୍ରକୋପ କମିବା ପରେ ଶନିବାରଠାରୁ ରାଜ୍ୟରେ ଶୀତ ଅନୁଭୂତ ହେଉଛି। ଅଧିକାଂଶ ସ୍ଥାନରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ହ୍ରାସ ପରିଲକ୍ଷିତ ହୋଇଥିବାବେଳେ ରାତିରେ ତାପମାତ୍ରା ମଧ୍ୟ କମୁଛି। ରାଜ୍ୟର ୩ ସହରରେ ତାପମାତ୍ରା ୧୫ ଡିଗ୍ରୀ…
ଟି.ଏନ୍. ଶେଷାନଙ୍କ ପରଲୋକ
ନୂଆଦିଲ୍ଲୀ, ୧୧ା୧୧(ପି.ଟି.): ଦେଶର ନିର୍ବାଚନ ପ୍ରକ୍ରିୟାରେ ସଂସ୍କାର ଆଣି ଚର୍ଚ୍ଚିତ ହୋଇଥିବା ଭାରତର ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ତିରୁନେଲାଇ ନାରାୟଣ ଆୟର ଶେଷାନ (ଟି.ଏନ୍. ଶେଷାନ)ଙ୍କ ରବିବାର ଚେନ୍ନାଇଠାରେ ହୃଦ୍ଘାତରେ ପରଲୋକ ଘଟିଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ୧୦ମ…
ବୁଲ୍ବୁଲ୍ : ପ୍ରାଥମିକ କ୍ଷୟକ୍ଷତି ଆକଳନ, ୩ ଲକ୍ଷ ହେକ୍ଟର ଫସଲ ନଷ୍ଟ
ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ବାତ୍ୟା ‘ବୁଲ୍ବୁଲ୍’ ଦ୍ୱାରା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଯାଜପୁର ଏବଂ ମୟୂରଭଞ୍ଜ ଆଦି ୬ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ଆକଳନ ଅନୁଯାୟୀ ଏହିସବୁ ଜିଲାର ପ୍ରାୟ ୩ ଲକ୍ଷ ହେକ୍ଟର ଚାଷଜମି ପ୍ରଭାବିତ ହୋଇଛି। ତନ୍ମଧ୍ୟରୁ…
ପୂର୍ବାଞ୍ଚଳ ଟେନିସ କ୍ରିକେଟ: ଓଡ଼ିଶା ଚାମ୍ପିୟନ
ଭୁବନେଶ୍ୱର, ୧୧।୧୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଟେନିସ କ୍ରିକେଟ ଆସୋସିଏଶନ (ଓଏସଟିସିଏ) ଆନୁକୂଲ୍ୟରେ ପୂର୍ବାଞ୍ଚଳ ଟେନିସ କ୍ରିକେଟ ଚାମ୍ପିୟନଶିପ୍ର ୩ୟ ସଂସ୍କରଣ ନହରକଣ୍ଟାସ୍ଥିତ ଶ୍ରୀ ଜୟଦେବ କଲେଜ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇ ଯାଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ପଶ୍ଚିମବଙ୍ଗକୁ ୬…
ଦାଦନ ଖଟିବାକୁ ଯାଇ ପୁଅ ନିଖୋଜ, ଫେରିବା ବାଟକୁ ଚାହିଁ ବସିଛନ୍ତି ମା’ବାପା
ଖପା୍ରଖୋଲ,୧୧।୧୧(ଡି.ଏନ୍.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଗାଁର ରଞ୍ଜିତ ଭୁଏଙ୍କ ପୁଅ ଯୁଗେନ୍ଦ୍ର ଭୁଏ(୨୧)। ଦେଢବର୍ଷ ତଳେ ଚେନ୍ନାଇକୁ ଦାଦନ ଖଟିବାକୁ ଯାଇ କେଉଁଆଢେ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପରିବାର ଲୋକଙ୍କ…
ପ୍ରଶାସନର ଦୃଷ୍ଟି ଆଢୁଆଳରେ ଶୈବପୀଠ : ଯେଉଁଠି କଳା ପଥର ପାଲଟେ ଧଳା
ନୟାଗଡ଼ ଅଫିସ,୧୧ା୧୧: ନୟାଗଡ଼ ଜିଲା ସଦର ବ୍ଲକ ବିରୁଡ଼ା ପଞ୍ଚାୟତ ବାଘେରା ଗ୍ରାମସ୍ଥିତ ଶ୍ରୀଶ୍ରୀ ଧବଳେଶ୍ୱର ମହାଦେବ ବିଜେ ମନ୍ଦିର ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ରାଜାରାଜୁଡ଼ା ଅମଳରୁ ପ୍ରତିଷ୍ଠିତ ମନ୍ଦିରର ଯେଉଁଭଳି ଉନ୍ନତି ହେବା କଥା ତାହା ହୋଇନାହିଁ। ପାହାଡ଼…
ରାଜନଗରର ୩ ବୁଲ୍ବୁଲ୍
ରାଜନଗର, ୧୧।୧୧ (ଡି.ଏନ୍.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍ବୁଲ୍ ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିବା ବେଳେ ରାଜନଗରକୁ ୩ ‘ବୁଲ୍ବୁଲ୍’ ଉପହାର ଦେଇଛି। ଗତ ୯ ତାରିଖରେ ବାତ୍ୟା ବୁଲ୍ବୁଲ୍ ପ୍ରଭାବରେ ବର୍ଷା, ପବନ ଲାଗି…
ଟି୨୦ ସିରିଜ ଜିତିଲା ଭାରତ
ନାଗପୁର, ୧୧।୧୧(ପି.ଟି.)- ବାଂଲାଦେଶ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଭାରତ ୩୦ ରନରେ ବିଜୟୀ ହୋଇଛି। ଫଳରେ ୩ ମ୍ୟାଚ ବିଶିଷ୍ଟ ଏହି ସିରିଜକୁ ଭାରତ ୨-୧ରେ ହାତେଇ ନେଇଛି। ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ରବିବାର…
ବର୍ଷକର ଦାନା ନେଇଗଲା ବୁଲ୍ବୁଲ୍
ମାର୍ଶାଘାଇ/ଆଳି, ୧୧।୧୧ (ଡି.ଏନ୍.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ଜିଲାରେ ଶୁକ୍ରବାର ଓ ଶନିବାର ୨ଦିନ ପବନ ଓ ବର୍ଷା ଲାଗି ରହିଥିଲା। ଏଥିଯୋଗୁ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି।…
ଯେଉଁଠି ହୁଏ ମାଛ ବର୍ଷା
ଆମେରିକାର ଉଟାହରେ ଦେଖିବାକୁ ମିଳେ ଏକ ଅଦ୍ଭୁତ ଦୃଶ୍ୟ। ଏଠାରେ ଆକାଶରୁ ମାଛ ବର୍ଷା ହୋଇଥାଏ। ଏହି ଦୃଶ୍ୟ ଦେଖିବାକୁ ବେଶ୍ ମନଲୋଭା। ମାଉଣ୍ଟେନ୍ ଲେକ୍ ଉପରେ ହୋଇଥାଏ ଏହି ମାଛ ବର୍ଷା। ହେଲେ ଏହା ପ୍ରାକୃତିକ ଭାବେ ନୁହେଁ ଏହା…
ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…
ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍ ଆଶଙ୍କା ଦୂର ହୋଇଥାଏ। ସେହିପରି ନିୟମିତ ଏପରି କଲେ ମେଦବହୁଳତାରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ…
ଶୀତଦିନେ କରନ୍ତୁ ସୂର୍ଯ୍ୟମୁଦ୍ରା
ସାଧାରଣତଃ ଯୋଗ କଲେ ଶରୀର ସୁସ୍ଥ ରହିଥାଏ ବୋଲି ସମସ୍ତଙ୍କୁ ଜଣା। ହେଲେ କେଉଁ ସମୟରେ କେଉଁ ଯୋଗ କରିବା ଉଚିତ୍ ତାହା ଯୋଗଗୁରୁଙ୍କ ପରାମର୍ଶରେ କଲେ ଭଲ। କେବଳ ଯୋଗ ନୁହେଁ କିଛି ମୁଦ୍ରା ମଧ୍ୟ ଶରୀରକୁ ସୁସ୍ଥ ରଖିବାରେ…

