Home Left

କଷ୍ଟକର ଗଣିତ ବୁଝିବାରେ ବାଳିକା ବି ଆଗୁଆ

ଓ୍ବାଶିଂଟନ,୧୦।୧୧: କଷ୍ଟକର ଗଣିତ ବୁଝିବାରେ ବାଳକମାନେ ଆଗୁଆ ରହିଥାନ୍ତି ବୋଲି ପୂର୍ବରୁ ହୋଇଥିବା ଏକ ଗବେଷଣାରେ ଉଲ୍ଲେଖ ହୋଇଥିଲା। ତେବେ ଏଥିରେ ବାଳିକା ମଧ୍ୟ ପଛୁଆ ନାହାଁନ୍ତି। ଏନେଇ ଆମେରିକା କାର୍ନିଙ୍ଗ୍‌ ମେଲାନ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ…

ଲଣ୍ଡନ ଯିବେ ଶରିଫ

ଇସ୍‌ଲାମାବାଦ,୧୦।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଉନ୍ନତ ଚିକିତ୍ସା ଲାଗି ସୋମବାର ଲଣ୍ଡନ ଗସ୍ତ କରିବେ ବୋଲି ସୂଚନା ମିଳିଛି। କିଛିଦିନ ହେବ ଅସୁସ୍ଥ ଥିବା ଶରିଫ ଲାହୋରର ସର୍ଭିସେସ୍‌ ହସ୍ପିଟାଲରେ ଦୁଇ ସପ୍ତାହ ଚିକିତ୍ସିତ ହୋଇ ପରେ ନିଜ…

ବସ୍‌ ବାଇକ୍‌ ମୁହାଁମୁହିଁ: ବାଇକ୍‌ ଚାଳକ ଗୁରୁତର

ଜେନାପୁର,୧୦।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଜେନାପୁର ଅନ୍ତର୍ଗତ ଚଣ୍ଡିଖୋଲ-ଡ଼ୁବୁରୀ ୫୩ ନଂ. ଜାତୀୟ ରାଜପଥ କୁସୁନପୁର ଛକଠାରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ବସ୍‌ ଓ ବାଇକ୍‌ ମୁଁହାମୁହିଁ ହେବାରୁ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ କାଦୁଅବୋଉଳିମାଳ…

ସୋମବାର ସୂର୍ଯ୍ୟକୁ ଅତିକ୍ରମ କରିବ ବୁଧ: ଭାରତରେ ହେବ ନାହିଁ ଦୃଶ୍ୟମାନ

ଓ୍ବାଶିଂଟନ,୧୦।୧୧: ସୋମବାର ଏକ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ଏହି ଦିନ ବୁଧ ଗ୍ରହ ସୂର୍ଯ୍ୟ ସମ୍ମୁଖରେ ନିଜ କକ୍ଷ ପଥରେ ଗତି କରିବ। ଫଳରେ ସୂର୍ଯ୍ୟ ଉପରେ ଏକ ବଡ଼ କଳାଜାଇ ଗତି କରୁଥିବାର ଦେଖାଯିବ। ଏହା ଗ୍ରୀନିଚ୍‌ ମିନ୍‌…

ସରକାରୀ ନିୟମକୁ ଫୁ: ରାସ୍ତା କଡ଼, ଡ୍ରେନରେ ପକାଯାଉଛି ବ୍ୟବହୃତ ସିରିଞ୍ଜ, ଛୁଞ୍ଚି

ଖୋର୍ଦ୍ଧା ଅଫିସ,୧୦।୧୧: ବାୟୋ ମେଡିକାଲ ୱେଷ୍ଟ ମ୍ୟାନେଜମେଣ୍ଟ ଆଇନକୁ ଘରୋଇ ମେଡିକାଲ, ପାଥୋଲାବ ସେଣ୍ଟର ଓ ଔଷଧ ଦୋକାନୀ ମାନୁନାହାନ୍ତି। ଖୋର୍ଦ୍ଧା ମ୍ୟୁନିସିପାଲିଟିର ଅସ୍ଥାୟୀ ଡମ୍ପିଂୟାର୍ଡ କୁହାଯାଉଥିବା ଜିଲା ସଦର ମହକୁମା ବାଜପୁର ରାସ୍ତାର ଏସ୍‌ପିଙ୍କ କାର୍ଯ୍ୟାଳୟ ପାଖରେ ବ୍ୟବହୃତ ଛୁଞ୍ଚି…

ବେଞ୍ଜାମାଙ୍କ ଡବଲ ଗୋଲରେ ମାଡ୍ରିଡ୍‌ ବିଜୟୀ

ଏବର,୧୦।୧୧- କରିମ ବେଞ୍ଜାମାଙ୍କ ଡବଲ ଗୋଲ ବଳରେ ରିଅଲ ମାଡ୍ରିଡ୍‌ ଶନିବାର ଏକ ବୃହତ୍‌ ବିଜୟ ହାସଲ କରିଛି। ଦଳ ୪-୦ ଗୋଲରେ ଏବରକୁ ହରାଇ ଦେଇଛି। ଷ୍ଟାର୍ଟିଂ ଏକାଦଶରେ ସ୍ଥାନ ପାଇଥିବା ବେଞ୍ଜାମା ମ୍ୟାଚ୍‌ର ୧୭ତମ ମିନିଟ୍‌ରେ ଦଳୀୟ ଖାତା…

ସରକାର ଗଢିବାକୁ ଭାଜପାକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ : ଶିବସେନାକୁ ମିଳିପାରେ ଏନ୍‌ସିପିର ସହଯୋଗ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ କିଏ ହେବ ମୁଖ୍ୟମନ୍ତ୍ରୀ। ଏହାକୁ ନେଇ ଏବେବି ସ୍ପଷ୍ଟ ତଥ୍ୟ ମିଳି ପାରୁ ନାହିଁ। ଶିବସେନା କଥାରେ ରାଜି ନ ହୋଇ ନିଜ ଜିଦ୍‌ରେ ଅଡି ବସିଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ସରକାର ଗଠନ ଲାଗି ଶନିବାର ରାଜ୍ୟପାଳ…

ପ୍ରଥମ ପାରିଶ୍ରମିକ ଟଙ୍କା ବାପାଙ୍କୁ ଦେଇଥିଲି: ଅଭିନେତ୍ରୀ ପ୍ରିୟଙ୍କା ମହାପାତ୍ର

କଟକରେ ମୋର ଜନ୍ମ ଓ ପାଠପଢା। ଆମେ ଛଅ ଭାଇଭଉଣୀ (୫ ଭଉଣୀ ଓ ଗୋଟେ ଭାଇ) ମଧ୍ୟରୁ ମୁଁ ସବା ସାନ। ୫ମରେ ପଢିବା ସମୟରେ ଆକାଶବାଣୀର ‘ଶିଶୁ ସଂସାର’ କାର୍ଯ୍ୟକ୍ରମରେ ଗୀତ ଗାଉଥିଲି। ପରେ ‘ଯୁବବାଣୀ’ରେ ବି ଅଡିଶନ୍‌…

ଅନୈତିକ ସମ୍ପର୍କ ରଖିଥିଲେ ପ୍ରସିଦ୍ଧ କ୍ରିକେଟର

ବିବାହିତ ହୋଇ ମଧ୍ୟ ଅନ୍ୟ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ବିଶ୍ୱ କ୍ରିକେଟରେ ନୂଆ ଘଟଣା ନୁହେଁ। କିଛି ପ୍ରସିଦ୍ଧ କ୍ରିକେଟର ଅନ୍ୟ ମହିଳାଙ୍କ ସହ ଅନୈତିକ ସମ୍ପର୍କ (ଏକ୍ସଟ୍ରା ମାରିଟାଲ ଆଫାୟର୍ସ) ରଖି ପ୍ରଶଂସକଙ୍କୁ ଚକିତ କରି ଦେଇଛନ୍ତି।…

ହିନ୍ଦୁ ମୁସଲମାନ ମିଳିମିଶି ନିର୍ମାଣ କରନ୍ତୁ ମନ୍ଦିର-ମସଜିଦ

ନୂଆଦିଲ୍ଲୀ,୧୦।୧୧: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ୫ ଜଣିଆ ଖଣ୍ଡପୀଠ ଅଯୋଧ୍ୟା ଜମି ବିବାଦକୁ ନେଇ ଯେଉଁ ଐତିହାସିକ ରାୟ ଦେଇଛନ୍ତି ତାହା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଏହି ରାୟକୁ ସବୁ ମହଲରୁ ସ୍ବାଗତ କରାଯାଇଛି।…

ଅଜବ କଫି ମଗ୍‌

ସକାଳୁ ସକାଳୁ ଗରମାଗରମ କଫି ପିଇବାକୁ ଅନେକଙ୍କୁ ଖୁବ୍‌ ଭଲ ଲାଗେ। ଏପରି କି କର୍ମବ୍ୟସ୍ତତା ଭିତରେ ବି ଟିକେ ରିଫ୍ରେଶିଙ୍ଗ୍‌ ଫିଲ୍‌ ଆଣିବା ପାଇଁ କେହି କେହି କଫିର ସାହାଯ୍ୟ ନେଇଥାନ୍ତି। ତେବେ ଅନେକ ସମୟରେ କଫି ପିଇବାକୁ ପସନ୍ଦ…

ବ୍ୟକ୍ତିତ୍ୱ: ଭାରତୀୟ ଆଧୁନିକ ପେଣ୍ଟିଂର ରୂପକାର ନନ୍ଦଲାଲ ବୋଷ

ଭାରତୀୟ ମଡର୍ନ ଆର୍ଟ କଥା ଉଠିଲେ ସର୍ବପ୍ରଥମେ ଗୋଟିଏ ଚେହେରା ଆଖି ସାମ୍ନାକୁ ଚାଲିଆସେ। ଆଉ ସେ ହେଉଛନ୍ତି, ନନ୍ଦଲାଲ୍‌ ବୋଷ। କୁହାଯାଏ, ଭାରତୀୟ ସଂସ୍କୃତିକୁ ସେ କେବଳ ଆଧୁନିକତାର ଦୃଷ୍ଟିକୋଣରୁ ଦେଖି ନ ଥିଲେ; ଅଧିକନ୍ତୁ ସମଗ୍ର ବିଶ୍ୱକୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?