Home Left

ଆଖଣ୍ଡଳମଣି ମନ୍ଦିରରୁ ଉଡ଼ିଗଲା ନେତ

ଆରଡ଼ି, ୧୦।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଆରଡ଼ିରେ ଶୁକ୍ରବାର ରାତିଠାରୁ ବୁଲ୍‌ବୁଲ୍‌ର ତାଣ୍ଡବ ଦେଖିବାକୁ ମିଳିଥିଲା। ଏହାର ପ୍ରଭାବରେ ଶନିବାର ସକାଳେ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଚୂଡ଼ାରୁ ନେତ ଉଡ଼ିଯାଇଥିଲା। ମନ୍ଦିରରୁ ନେତ ଉଡ଼ିଯିବାରୁ ନୀତକାନ୍ତିରେ ସାମାନ୍ୟ ବିଳମ୍ବ ହୋଇଥିଲା।…

ଓଡ଼ିଶା ରାଜ୍ୟ ସ୍କୁଲସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ସ୍ଥଗିତ

ବାଲେଶ୍ୱର ଅଫିସ, ୧୦।୧୧-ବାଲେଶ୍ୱର ପରମିଟ୍‌ ପଡ଼ିଆରେ ଗତ ୭ତାରିଖ ଗୁରୁବାରରୁ ଉଦ୍‌ଘାଟିତ ହୋଇଥିବା ଓଡ଼ିଶା ରାଜ୍ୟ ୬୫ତମ ବିଦ୍ୟାଳୟ ସମୂହ ଦୌଡ଼କୁଦ ଓ ସଫ୍ଟବଲ ପ୍ରତିଯୋଗିତା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଶନିବାର ସ୍ଥଗିତ ରହିଛି। ଏହି ପ୍ରତିଯୋଗିତା ଗୁରୁବାର ପୂର୍ବାହ୍ନରେ ଆରମ୍ଭ ହୋଇଥିଲା।…

ଝାଉଁ ଜଙ୍ଗଲ ଧରାଶାୟୀ

ଭୋଗରାଇ, ୧୦।୧୧(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ବାଲେଶ୍ୱର ଉପକୂଳରେ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ଶନିବାର ସକାଳଠୁ ତୁହାକୁ ତୁହା ଅବିଶ୍ରାନ୍ତ ବର୍ଷା ସହ ବତାଶର ବେଗ ବଢ଼ିଛି। ଘଣ୍ଟାକୁ ୮୦ରୁ ୧୦୦ କି.ମି. ବେଗରେ ପବନ ବୋହିବାରୁ ବହୁ ନଡ଼ା ଛପର…

୧୦ ବର୍ଷ ହେଲା ଖରାପ ହୋଇ ନ ଥିବା ବର୍ଗର

ଆଜିକାଲି ଫାଷ୍ଟଫୁଡ୍‌ ସମସ୍ତଙ୍କୁ ପସନ୍ଦ। ହେଲେ ୧୦ ବର୍ଷ ତଳେ ପ୍ରସ୍ତୁତ ହୋଇଥିବା ବର୍ଗର ଏବେବି ଖାଇବା ଉପଯୋଗୀ ରହିଛି କହିଲେ କେହି ବିଶ୍ୱାସ କରିବା କଷ୍ଟକର। କିନ୍ତୁ ଏହା ସତ। ୟୁରୋପର ଆଇସଲ୍ୟାଣ୍ଡରେ ଏବେ ଏକ ବର୍ଗର ଓ ଫ୍ରାଇଜ୍‌…

ଏସବୁ କାରଣ ଯୋଗୁ ପ୍ରେମ ସମ୍ପର୍କରେ ଆସିଥାଏ ତିକ୍ତତା

ପ୍ରେମରେ ମନୋମାଳିନ୍ୟ ଓ ଛୋଟ ଛୋଟ ଝଗଡ଼ା ସାଧାରଣ କଥା। ହେଲେ ଅନେକ ସମୟରେ ଏହି ଝଗଡ଼ା ସମ୍ପର୍କ ଭାଙ୍ଗିଦେଇଥାଏ। ସାମାନ୍ୟ କଥାରେ ଅଲଗା ହୋଇଯିବା ଯୋଗୁ ପ୍ରେମୀଯୁଗଳଙ୍କ ଉପରେ ଏହାର ପ୍ରଭାବ ପଡ଼ିଥାଏ। ଝଗଡ଼ା ପରି ଆଉ କିଛି କାରଣ…

ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ରୁ ଦୂରେଇ ରହିବା ଲାଗି ସକାଳୁ କରନ୍ତୁନି ଏପରି …

ସକାଳେ ଉଠି ସ୍ମାର୍ଟଫୋନ୍‌ ବ୍ୟବହାର କରିବା ଦ୍ୱାରା ମାନସିକ ସ୍ଥିତି ଉପରେ ଖରାପ ପ୍ରଭାବ ପଡ଼ିଥାଏ । ଅନେକ ସକାଳେ ଉଠି ଇ-ମେଲ୍‌ କିମ୍ବା ମେସେଜ୍‌ ଚେକ୍‌ କରନ୍ତି। ମାତ୍ର ଏପରି ନ କରିବାକୁ ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା…

ଭାଙ୍ଗିଲା ଘର, ଉଜୁଡିଲା ଧାନ

ଖଇରା, ୯।୧୧(ଡି.ଏନ.ଏ.): ବୁଲୁବୁଲ ପ୍ରଭାବରେ ଖଇରା ବ୍ଲକରେ ବ୍ୟାପକ କ୍ଷତି ହୋଇଛି। ବହୁ ସ୍ଥାନରେ ଘର ଉପରେ ଗଛ ପଡିବା ଯୋଗୁ ଛପର ଘର ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। କିଛି ସ୍ଥାନରେ ରାସ୍ତାରେ ଗଛ ପଡିବା ଯୋଗୁ ଯାତାୟାତ ଠପ୍‌ ହୋଇ…

ପାଣିରେ ଭାସୁଛି ପାଚିଲା ଧାନ

ରୂପ୍‌ସା,୯।୧୧(ଡି.ଏନ.ଏ.)-ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ବାଲେଶ୍ୱର ଜିଲା ୨ଦିନ ଧରି ଲାଗି ରହିଛି ଲଘୁଚାପଜନିତ ଲଗାଣବର୍ଷା। ଚାଷଜମି ସବୁ ଜଳମଗ୍ନ ହୋଇ ଚାଷୀଙ୍କ ମେରୁଦଣ୍ଡକୁ ଭାଙ୍ଗିଦେଇଛି। ବାଲେଶ୍ୱର ସଦର ବ୍ଲକ ଓ ବସ୍ତା ବ୍ଲକର ବିଭିନ୍ନ ପଞ୍ଚାୟତରେ ଖରିଫ ଧାନ ଅମଳ…

ଫାର୍ମହାଉସରୁ ଚୋରି : ୧୨ ଗିରଫ, ୯ ଗ୍ୟାସ ସିଲିଣ୍ଡର, ଲାପ୍‌ଟପ, ପାଣିପମ୍ପ ଜବତ

ବାରଙ୍ଗ,୯।୧୧(ଡି.ଏନ୍‌.ଏ.)- ଚନ୍ଦକା ଥାନା ଅନ୍ତର୍ଗତ ଏସ୍‌ଓଜି ନିକଟ ଏକ ଫାର୍ମହାଉସରୁ ଚୋରି ଅଭିଯୋଗରେ ପୋଲିସ ୧୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ପୋଲିସ ସେମାନଙ୍କଠାରୁ ମୋବାଇଲ ଫୋନ, ଘଣ୍ଟା, ଲାପ୍‌ଟପ, ୯ ଗ୍ୟାସ ସିଲିଣ୍ଡର ଓ ପାଣିପମ୍ପ ଆଦି…

୨୦୨୩ ବିଶ୍ୱକପ୍‌ରେ ଅଧୁରା ସ୍ବପ୍ନ ସାକାର କରିବୁ: ମନପ୍ରୀତ

ନୂଆଦିଲ୍ଲୀ,୯।୧୧(ପି.ଟି.)- ଆଗାମୀ ୨୦୨୩ ହକି ବିଶ୍ୱକପ୍‌ ଭାରତରେ ଆୟୋଜନ ହେବା ଶନିବାର ନିଶ୍ଚିତ ହୋଇଛି। ପୁଣି ଥରେ ଘରୋଇ ପରିବେଶରେ ବିଶ୍ୱକପ ଖେଳାଯିବାର କାର୍ଯ୍ୟକ୍ରମ ସ୍ଥିରିକୃତ ହୋଇଥିବାରୁ ଭାରତୀୟ ଅଧିନାୟକ ମନପ୍ରୀତ ସିଂ ବେଶ୍‌ ଉତ୍ସାହିତ ହୋଇଛନ୍ତି। ଭୁବନେଶ୍ୱରରେ ଅନୁଷ୍ଠିତ ଗତ…

୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ ବିଶ୍ୱକପ୍‌ : ଡେନର୍ବି ଭାରତୀୟ ଦଳର ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ, ୯ା୧୧ (ପି.ଟି.)- ସ୍ବିଡେନର ଥୋମାସ ଡେନର୍ବି ଶନିବାର ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ପାଇଁ ଭାରତୀୟ ମହିଳା ଫୁଟ୍‌ବଲ ଦଳର କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ଜଣେ କୋଚ୍‌ ହିସାବରେ ତାଙ୍କର ଦୀର୍ଘ ୩୦ ବର୍ଷର ଅଭିଜ୍ଞତା ରହିଛି।…

ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଦେଖିଲେ ଭକ୍ତ

ପୁରୀ ଅଫିସ, ୯ା୧୧: କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତଥା ପଞ୍ଚୁକର ଦ୍ୱିତୀୟ ଦିବସରେ ଶନିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ବାଙ୍କଚୁଡ଼ା ବେଶ ଅନୁଷ୍ଠିତ ହୋଇଛି । ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ଅବକାଶ ନୀତି ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?