ଏସବୁ ପାଇଁ ପାଳନ କରାଯାଏ ବଡ଼ ଓଷା…
କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀରେ ବଡ଼ ଓଷା ପାଳିତ ହୋଇଥାଏ । ଏହି ଓଷା ଭୀଷ୍ମ ପଞ୍ଚକ ମଧ୍ୟରେ ବଡ଼ ଏକାଦଶୀ ବା ଦେବ ଉତ୍ଥାନ ଏକାଦଶୀ ପରେ ପାଳିତ ହୋଇଥାଏ। ଏହି ଏକାଦଶୀରେ ଚତୁର୍ମାସ୍ୟାରୁ ନିଦ୍ରା ଯାଇଥିବା ଦେବତାମାନେ ନିଦ୍ରାତ୍ୟାଗ…
କେପିଏଲ୍ ଫିକ୍ସିଂ: ନିଜ ଆଡ଼ୁ ତଦନ୍ତ କରୁଛି ବିସିସିଆଇ
ମୁମ୍ବାଇ,୯।୧୧-କର୍ନାଟକ ଉଇକେଟ କିପର ସି.ଏମ୍. ଗୌତମ ଓ ମିଜୋରାମ ଅଧିନାୟକ ଆବରାର କାଜି ନିକଟରେ କ୍ରାଇମ ବ୍ରାଞ୍ଚ ଦ୍ୱାରା ଗିରଫ ହେବା ପରେ ବିସିସିଆଇର ଚିନ୍ତା ବଢ଼ିଯାଇଛି। ଏପରି କି ବିସିସିଆଇ କ୍ରିକେଟରୁ ଦୁର୍ନୀତି ଦୂରେଇବାକୁ ସକ୍ଷମ କି ନାହିଁ ପ୍ରଶ୍ନ…
ଡିସେମ୍ବରରେ ମେରିକମ୍-ନିଖାତଙ୍କ ଟ୍ରାଏଲ
ନୂଆଦିଲ୍ଲୀ,୯।୧୧- ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍.ସି. ମେରିକମ୍ ଓ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବକ୍ସର ନିଖାତ ଜାରିନଙ୍କ ମଧ୍ୟରେ ଟ୍ରାଏଲ ମ୍ୟାଚ୍ ଖେଳାଯିବା ନେଇ ଶନିବାର ସ୍ପଷ୍ଟ ହୋଇଛି। ଉଭୟଙ୍କ ମଧ୍ୟରେ ଡିସେମ୍ବର ଶେଷ ସପ୍ତାହରେ ମୁକାବିଲା ହେବ ବୋଲି ଅଫିସିଆଲ…
କରଣଙ୍କ ପାଦ ଛୁଇଁଲେ କାର୍ତ୍ତିକ
ମୁମ୍ବାଇ: ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟନ ତାଙ୍କ କ୍ୟାରିୟରରେ ଆଗକୁ ବଢ଼ିବାରେ ଲାଗିଛନ୍ତି। ଏବେ ସେ ଅନ୍ୟମାନଙ୍କଠାରୁ କମ୍ ବଜେଟରେ କାମ କରୁଛନ୍ତି ବୋଲି କୁହାଯାଉଛି। କିନ୍ତୁ ତାଙ୍କର ସବୁ ଫିଲ୍ମ ବକ୍ସ ଅଫିସ୍ରେ ଶହେ କୋଟିରୁ ଊର୍ଦ୍ଧ୍ୱ ଆୟ କରୁଛି।…
ଉପକୂଳମୁହାଁ ବୁଲବୁଲ୍: ଦୀଘାରେ ହାଇଆଲର୍ଟ
ଭୋଗରାଇ, ୯।୧୧(ଡି.ଏନ୍.ଏ.): ବାତ୍ୟା ‘ବୁଲବୁଲ୍’ ପ୍ରଭାବରେ ବାଲେଶ୍ୱର ଜିଲାର ଉଦୟପୁର, ତାଳସାରୀ, କୀର୍ତ୍ତନିଆ, ଦୀଘା ଉପକୂଳ ସମୁଦ୍ରରେ ଶନିବାର ୫ରୁ ୯ଫୁଟ୍ର ଜୁଆର ମାଡ଼ିଆସୁଥିବା ଦେଖାଯାଇଛି। ଏଥିସହ ତୁହାକୁତୁହା ବର୍ଷା ହେବା ସହ ପବନର ବେଗ ବଢ଼ିବାରେ ଲାଗିଛି। ପାଣିପାଗ ବିଭାଗ…
ପାରାଦୀପଠାରୁ ୯୫ କିମି ଦୂରରେ ‘ବୁଲ୍ବୁଲ୍’: ଉପକୂଳବର୍ତ୍ତୀ ଜିଲାରେ ଲାଗି ରହିବ ବର୍ଷା
ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲ୍ବୁଲ୍’ ଏବେ ପାରାଦୀପଠାରୁ ୯୫ କିମି ଦୂରରେ। ଏହା ପୂର୍ବ ଉତ୍ତର ପୂର୍ବ ଦିଗକୁ ମୋଡ଼ ନେବା ଆରମ୍ଭ କରିଛି। ବାତ୍ୟା ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆହୁରି ୪ ରୁ ୫ ଘଣ୍ଟାଯାଏ ବର୍ଷା ଜାରି…
ଅଯୋଧ୍ୟା ରାୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍: ରାୟ ଯାହା ବି ଆସୁ, ସମସ୍ତେ ସ୍ବୀକାର କରନ୍ତୁ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ବହୁ ପ୍ରତୀକ୍ଷିତ ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲାରେ ଯାହା ବି ରାୟ ଆସୁ, ତାକୁ ସମସ୍ତେ ସ୍ବୀକାର କରନ୍ତୁ ବୋଲି ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଅପିଲ୍ କରିଛନ୍ତି। ସମସ୍ତେ ଶାନ୍ତି ଏବଂ…
‘ବୁଲ୍ବୁଲ୍’ ପ୍ରଭାବ: ଚାଷୀ, ଉପକୂଳ ବାସିନ୍ଦା ଆତଙ୍କିତ
ବାଲିଆପାଳ, ୯।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ବାତ୍ୟା ‘ବୁଲ୍ବୁଲ୍’ର ପ୍ରଭାବ ଦେଖିବାକୁ ମିଳିଛି। ପବନର ବେଗ ଘଣ୍ଟାକୁ ୫୦ରୁ ୬୦ କିମି ରହିଛି। ଏହାର ପ୍ରଭାବରେ ଏକର ଏକର ପାଚିଲା ଧାନ ଜମିରେ ବର୍ଷା ପାଣି ଜମିରହିଛି। ଫଳରେ ଚାଷୀ…
ଅଜବ ଅଣ୍ଡା ଦେଖି ଆଶ୍ଚର୍ଯ୍ୟ ହେଲେ ଦମ୍ପତି
ସାଧାରଣତଃ ପଶୁପକ୍ଷୀଙ୍କ ଅଣ୍ଡା ଦେଖିଥିବେ ମାତ୍ର ଫିନ୍ଲ୍ୟାଣ୍ଡ୍ ବୁଲିବାକୁ ଯାଇଥିବା ଦମ୍ପତି ସମୁଦ୍ରକୂଳରେ ଅଜବ ଅଣ୍ଡା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହି ଅଣ୍ଡା କୌଣସି ପଶୁ ପକ୍ଷୀଙ୍କର ନ ଥିଲା, ଥିଲା ବରଫର ଅଣ୍ଡା। ଏଠାକାର ହୈଏକ୍ ଲୁଓତୋ ଦ୍ୱୀପର ମଜିନେମି…
ନୀଳ ରଙ୍ଗର ହୀରା ମୁଦି ଶହେ କୋଟିରେ ହେବ ନିଲାମ
ଜେନେଭା,୯।୧୧: ଜେନେଭାଠାରେ ଏକ ହୀରାମୁଦିର ନିଲାମ ହେବ। ଏହାକୁ ଶହେ କୋଟି ଟଙ୍କା(୧୪ ମିଲିୟନ୍ ଡଲାର)ରେ ନିଲାମ କରାଯିବ ବୋଲି କୁହାଯାଉଛି। ସ୍ଥାନୀୟ କ୍ରେଷ୍ଟ ନିଲାମ ଗୃହରେ ଏହାର ନିଲାମ ହେବ। ଏହି ହୀରାମୁଦିରେ ୭.୦୩ କ୍ୟାରେଟ୍ ଓଜନର ନୀଳ ରଙ୍ଗର…
ଆର୍ସେନାଲ ଖେଳାଳିଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍
ଲଣ୍ଡନ,୯।୧୧(ଏଏଫ୍ପି)- ହାତରେ ମାରଣା ଅସ୍ତ୍ର ଧରି ଆର୍ସେନାଲ ଫୁଟ୍ବଲ ଖେଳାଳି ମେସୁଟ ଓଜିଲ ଓ ସିଡ୍ କୋଲାସିନାକଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ଦୁଇ ଖେଳାଳିଙ୍କଠାରୁ ବିଳାଶପୂର୍ଣ୍ଣ ଘଣ୍ଟା ନେଇ ଯାଇଥିଲେ, ଯାହାର ମୂଲ୍ୟ ଭାରତୀୟ ମୂଦ୍ରାରେ…
କଶ୍ମୀରକୁ ନେଇ ପୁଣି ମିଛ କହିଲା ପାକିସ୍ତାନ
ଲାହୋର,୯।୧୧: ଜମ୍ମୁ-କଶ୍ମୀରରୁ ଗତ ଅଗଷ୍ଟରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରଠାରୁ ଏପର୍ଯ୍ୟନ୍ତ ପାକିସ୍ତାନ ହଡବଡେଇ ହୋଇ ରହିଛି। କାରଣ ଏହି ପ୍ରସଙ୍ଗକୁ ନେଇ ସେ ବାରମ୍ବାର ମିଛ କହି ଚାଲିଛି। ଏବେ ପୁଣିଥରେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ…

