Home Left

ଶୁଦ୍ଧପୂତ ଜୀବନଚର୍ଯ୍ୟା କାର୍ତ୍ତିକ ବ୍ରତର ପ୍ରେରଣା

ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): ପବିତ୍ର କାର୍ତ୍ତିକ ବ୍ରତ ତଥା ମାସର ମାହାମତ୍‌ୟ ଅବର୍ଣ୍ଣନୀୟ । ହିନ୍ଦୁ ଶାସ୍ତ୍ରରେ ଏହାର ଯଥେଷ୍ଟ ପ୍ରମାଣ ରହିଛି । ବର୍ଷକର ପୁଣ୍ୟ ଏହି ଗୋଟିଏ ମାସରେ ମିଳେ ବୋଲି ବିଶ୍ୱାସ ରହିଛି । ଶୁଦ୍ଧପୂତ ଜୀବନଚର୍ଯ୍ୟା ପାଇଁ କାର୍ତ୍ତିକ…

ବାତ୍ୟା ମୁକାବିଲା ଲାଗି ପ୍ରସ୍ତୁତି: ପହଞ୍ଚିଲେ ଏନ୍‌ଡିଆର୍‌ଏଫ୍‌ ଟିମ୍‌

ଭଦ୍ରକ ଅଫିସ, ୯।୧୧- ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’ର ମୁକାବିଲା ଲାଗି ଭଦ୍ରକ ଜିଲା ପ୍ରଶାସନ ସଜାଗ ଥିଲେ ମଧ୍ୟ ସମୂଦ୍ର କୂଳିଆ ଲୋକେ ନାନା ଆଶା ଆଶଙ୍କାରେ ସମୟ ବିତାଉଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ଲକ ପ୍ରଶାସନ ମାଧ୍ୟମରେ ଡାକବାଜି…

ଡିଜିଟାଲ ଶ୍ରେଣୀଗୃହ ଓ ବିଜ୍ଞାନଗାର ଉଦ୍‌ଘାଟିତ

ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ଜିଲା ନୂଆଗାଁ ବ୍ଳକ ଜନଶକ୍ତି ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ମୋ ସ୍କୁଲ ଅଭିଯାନ ଆନୁକୂଲ୍ୟରେ ହୋଇଥିବା ବିଜ୍ଞାନାଗାର ଓ ଡିଜିଟାଲ ଶ୍ରେଣୀଗୃହକୁ ଶୁକ୍ରବାର ଜିଲାପାଳ ଡ. ପୋମା ଟୁଡୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ…

ଡକାୟତି ଅଭିଯୋଗରେ ୪ ଗିରଫ

ଦଶପଲ୍ଲା,୮।୧୧(ଡି.ଏନ.ଏ.): ଦଶପଲ୍ଲା ସହ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରୁ ଡକାୟତି ଅଭିଯୋଗରେ ସମ୍ପୃକ୍ତ ଥିବା ୩ଜଣ ଏବଂ ଚୋରି ସାମଗ୍ରୀ ରଖିବା ଅଭିଯୋଗରେ ଜଣେ ଏପରି ମୋଟ ୪ ଅଭିଯୁକ୍ତଙ୍କୁ ଦଶପଲ୍ଲା ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…

ବିଭିନ୍ନ ଦ୍ରବ୍ୟର ନକଲି କାରବାର

ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ସହରରେ ଦୁଇଜଣ ବ୍ୟବସାୟୀ ନକଲି ଜର୍ଦ୍ଦା ବିକ୍ରି କରୁଥିବା ଅଭିଯୋଗରେ ଟାଉନ ପୋଲିସ ଗୁରୁବାର ସେମାନଙ୍କୁ ଗିରଫ କରିଥିଲା। ସେମାନେ ହେଲେ ପୁରୁଣା ସହର ଦଣ୍ଡାସାହିର ସନ୍ତୋଷ କୁମାର ସାହୁ ଓ ଦଶପଲ୍ଲା ଥାନା ବାଘୁଆଫାସି ଗ୍ରାମର…

୧୧ ତାରିଖରୁ ପ୍ରଦାନ କରାଯିବ ଜେଇ ଟିକା

ନୟାଗଡ଼ ଅଫିସ,୯।୧୧: ଆସନ୍ତା ୧୧ ତାରିଖରେ ଜିଲାରେ ପ୍ରଥମ ଥର ପାଇଁ ୧ରୁ ୧୫ ବର୍ଷର ସମସ୍ତ ପିଲାଙ୍କୁ ଜାପାନିଜ ଏନସେଫାଲାଇଟିସ (ଜେଇ) ଟିକା ପ୍ରଦାନ କରାଯିବ। ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମଓ) ଡା. ଶ୍ୱେତ କୁମାର ମହାପାତ୍ର ଆୟୋଜିତ…

ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀ ଶୁକ୍ରବାରଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀ ନୀଳମାଧବ ଜୀଉଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି। ଏହି ଅବସରରେ ଆଜି ସକାଳ ଓ ସନ୍ଧ୍ୟାରେ ଠାକୁରଙ୍କୁ ଲକ୍ଷ୍ମୀନାରାୟଣ ବେଶରେ ସଜ୍ଜିତ କରାଯାଇଥିଲା। ଠାକୁରଙ୍କ ଏହି ବେଶ ଦେଖିବାକୁ…

ଭୀତି ବଢାଉଛି ଅଶାନ୍ତ ସମୁଦ୍ର

ଭୋଗରାଇ/ବାଲେଶ୍ୱର ଅଫିସ, ୯।୧୧(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ବୁଲବୁଲ’ ଆଗକୁ ଆଗକୁ ଯେତିକି ଅଗ୍ରସର ହେଉଛି ସେତିକି ସମୁଦ୍ର ଉତ୍ତାଳ ହୋଇଉଠୁଛି। ଶୁକ୍ରବାର ସନ୍ଧ୍ୟାରୁ ପବନର ବେଗ ବଢିବା ସହ ଜୁଆର ଉଚ୍ଚତା ବଢୁଥିବାରୁ ଉପକୂଳବାସୀ ଆତଙ୍କିତ ହୋଇଉଠୁଛନ୍ତି। ପ୍ରଶାସନ ପକ୍ଷରୁ ପରିସ୍ଥିତି…

ମଧୁମେହକୁ ନିୟନ୍ତ୍ରଣରେ ରଖେ ପିଆଜ

ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ପରିବର୍ତ୍ତନଶୀଳ ଜୀବନଶୈଳୀ ଓ ଖାଦ୍ୟପେୟ ଜନିତ ସମସ୍ୟା ଏହାର ମୁଖ୍ୟ କାରଣ। ରକ୍ତ ଶର୍କରା ନିୟନ୍ତ୍ରଣ ନ ହେବାରୁ ରୋଗୀ ମେଦବହୁଳତା, ହୃତ୍‌ପିଣ୍ଡ, କିଡ୍‌ନୀ ଆଦି ରୋଗର ଶିକାର ହୋଇଥାନ୍ତି। ମଧୁମେହକୁ…

ଭାରତରେ ଆୟୋଜନ ହେବ ୨୦୨୩ ହକି ବିଶ୍ୱକପ୍‌

ଲାଓସେନ,୯।୧୧(ପି.ଟି.)- କ୍ରମାଗତ ଦ୍ୱିତୀୟଥର ପାଇଁ ଭାରତ ହକି ବିଶ୍ୱକପ୍‌ ଆୟୋଜନ କରିବା ନିଶ୍ଚିତ ହୋଇଛି। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ବିଶ୍ୱକପ୍‌ର ଆଗାମୀ ୨୦୨୩ ସଂସ୍କରଣକୁ ଭାରତ ଆୟୋଜନ କରିବ। ଶୁକ୍ରବାର ଏ ନେଇ ଏଫ୍‌ଆଇଏଚ୍‌ ସ୍ପଷ୍ଟ କରିଛି। ଜାନୁୟାରୀ ୧୩ରୁ…

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା- କେରଳ ମ୍ୟାଚ୍‌ ଡ୍ର’

କୋଚି,୯।୧୧(ପି.ଟି.)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍‌ (ଆଇଏସଏଲ୍‌)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଓଡ଼ିଶା ଏଫସି ଓ ଘରୋଇ କେରଳ ବ୍ଲାଷ୍ଟର୍ସ ଏଫ୍‌ସି ମୁହଁାମୁହିଁ ହୋଇଥିବା ବେଳେ ଏହି ମ୍ୟାଚ୍‌ ଗୋଲ୍‌ଶୂନ୍ୟଭାବେ ଅମୀମାଂସିତ ରହିଛି। କଡ଼ା…

ଫନୀ ଘରଭଙ୍ଗା ସହାୟତାରେ ଦୁର୍ନୀତି ଅଭିଯୋଗ : ଭାଜପା ପକ୍ଷରୁ ତହସିଲ କାର୍ଯ୍ୟାଳୟ ଘେରାଉ

କଣାସ,୮।୧୧(ସ୍ବ.ପ୍ର.)- ଫନୀରେ କଣାସ ବ୍ଲକରେ ବହୁ ପରିବାର ବାସଗୃହ ହରାଇ ଥିବାବେଳେ ରାଜ୍ୟ ସରକାର ପକ୍ଷରୁ ଘରଭଙ୍ଗା ସହାୟତା ପ୍ରଦାନ କରାଯାଇଥିଲା। କିନ୍ତୁ ଏଥିରେ ବ୍ୟାପକ ଜାଲିଆତି ଏବଂ ପ୍ରକୃତ ଘରଭାଙ୍ଗା ବ୍ୟକ୍ତି ଏଥିରୁ ବଞ୍ଚତ୍ତ ଥିବା ଦାବି କରି ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?