ଯୁବ ଇଞ୍ଜିନିୟରଙ୍କ ଗଳିତ ମୃତଦେହ ଉଦ୍ଧାର
ସିମୁଳିଆ,୮।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ବରୀରୋଡ଼ ନୂଆପଲ୍ଲୀ ଅଞ୍ଚଳର ଜଣେ ଯୁବ ଇଞ୍ଜିନିୟରଙ୍କ ଗଳିତ ମୃତଦେହ ଶୁକ୍ରବାର ତାଙ୍କ ଘର ନିକଟସ୍ଥ ନୟନଜୋରି ମଧ୍ୟରୁ ପୋଲିସ ଉଦ୍ଧାର କରିଛି। ସେ ହେଲେ ସତ୍ୟବ୍ରତ ରାୟ(୪୧) । ସୂଚନାଯୋଗ୍ୟ, ସତ୍ୟବ୍ରତ ଜଣେ…
ଅର୍ଥ ଦାବି କରୁଛନ୍ତି ମହାପ୍ରୟାଣ ଗାଡ଼ି କର୍ମଚାରୀ : ପ୍ରହସନ ପାଲଟିଛି ଯୋଜନା
ରାଇସୁଆଁ,୮।୧୧(ଡି.ଏନ୍.ଏ.): ମହାପ୍ରୟାଣ ଗାଡ଼ିରେ ମେଡିକାଲରୁ ମୃତଦେହକୁ ସମ୍ମାନ ସହକାରେ ନେଇ ଶ୍ମଶାନରେ ପହଞ୍ଚାଇବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ଚାଲିଛନ୍ତି। ମାତ୍ର କିଛି ଅସାଧୁ କର୍ମଚାରୀ ମୃତକଙ୍କ ଆତ୍ମୀୟଙ୍କଠାରୁ ଅର୍ଥ ଆଦାୟ କରୁଥିବାରୁ ଏହା ପ୍ରହସନ ପାଲଟିଛି।…
‘ବୁଲବୁଲ୍’ ପ୍ରଭାବରେ ଅପରାହ୍ନରୁ ଉପକୂଳ ଓଡ଼ିଶାରେ ବଢ଼ିବ ପବନର ବେଗ: ଏସ୍ଆର୍ସି
ଭୁବନେଶ୍ୱର,୮।୧୧(ବ୍ୟୁରୋ): ବାତ୍ୟା ‘ବୁଲବୁଲ୍’ ଶନିବାର ପୂର୍ବାହ୍ନରେ ପାରାଦୀପଠାରୁ ପ୍ରାୟ ୩୫୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ଶୁକ୍ରବାରଠାରୁ ବର୍ଷା ଆରମ୍ଭ ହୋଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲାରେ ଜିଲାରେ ପ୍ରବଳ ବର୍ଷା…
ଡାକ୍ତରଙ୍କୁ ଭଗବାନଙ୍କ ଦୂତ କହିଲେ ଅମିତାଭ ବଚ୍ଚନ
ବଲିଉଡ୍ ସୁପରଷ୍ଟାର ଅମିତାଭ ବଚ୍ଚନ ଡାକ୍ତରଙ୍କୁ ଭଗବାନଙ୍କ ଦୂତ ବୋଲି କହିଛନ୍ତି। ଡାକ୍ତରମାନେ ଷ୍ଟେଥୋସ୍କୋପ୍ ପକାଇସାରିଲା ପରେ ସ୍ବର୍ଗରୁ ଆସିଥିବା ଦୂତ ଭଳି କାମ କରନ୍ତି। ନିଜ ସ୍ବାସ୍ଥ୍ୟ ବିଷୟରେ ଫ୍ୟାନ୍ଙ୍କୁ ସୂଚନା ଦେବାକୁ ଯାଇ ସେ ଏହା କହିଛନ୍ତି। ନିକଟରେ…
ଗଣମାଧ୍ୟମ ଉପରେ ରାଗିଲେ ରଜନୀକାନ୍ତ
ଚେନ୍ନାଇ,୮।୧୧: ଅଭିନେତାରୁ ରାଜନେତା ସାଜିଥିବା ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଏବେ ଗଣମାଧ୍ୟମ ଉପରେ ରାଗି ଯାଇଛନ୍ତି। ସେ କହିଛନ୍ତି କେତେଜଣ ବ୍ୟକ୍ତି ଓ ଗଣମାଧ୍ୟମ ମୋତେ ଭାରତୀୟ ଜନତା ପାର୍ଟି(ଭାଜପା)ର ସଦସ୍ୟ ବୋଲି କହୁଛନ୍ତି। ତେବେ କୌଣସି ଦଳରେ କେହି ଯୋଗଦେବା…
ଯୁବକଙ୍କ କାନରୁ ବାହାରିଲା ୧୧ ଅସରପା
ବେଳେବେଳେ ଆମ ସହ ଏମିତି କିଛି ଆଶ୍ଚର୍ଯ୍ୟଜନକ ଘଟଣା ଘଟିଥାଏ, ଯାହାର କଳ୍ପନା ମଧ୍ୟ କେହି କେବେହେଲେ କରି ନ ଥିବେ। ଚାଇନାର ଗୁଆଣ୍ଡଡୋଙ୍ଗରେ ରହୁଥିବା ୨୪ ବର୍ଷୀୟ ଯୁବକ ଲବଙ୍କ କ୍ଷେତ୍ରରେ ସେମିତି କିଛି ଘଟିଛି ଘଟଣା। ପ୍ରକୃତ କଥା…
ବିଶ୍ୱର ସବୁଠାରୁ ହାଲୁକା ମିଠା, ଯାହାର ୯୬% ପବନ
ମିଠା ଖାଇବାକୁ କାହାକୁ ବା ଭଲ ନ ଲାଗେ! ଛୁଆଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ମିଠା ଖାଇବାକୁ ପସନ୍ଦ କରନ୍ତି। ବିଶ୍ୱରେ ଅନେକ ପ୍ରକାରର ମିଠା ମିଳିଥାଏ। ଭାରତରେ ତ ଏହାର ସଂଖ୍ୟା ଅନେକ। ହେଲେ ଏମିତି ଏକ ମିଠା ବିଷୟରେ…
ସଉଦା କିଣି ଫେରୁଥିବା ବେଳେ ଧକ୍କାଦେଲା ଟ୍ରକ୍ : ଜଣଙ୍କ ଜୀବନଗଲା
ଜେନାପୁର,୮।୧୧(ଡି.ଏନ୍.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ଚଢ଼େଇଧରା ହାଟ ନିକଟସ୍ଥ ରାଣୀବନ୍ଧ ପୋଲ ନିକଟରେ ଶୁକ୍ରବାର ଟ୍ରକ୍ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତବ୍ୟକ୍ତି ଜଣଙ୍କ ଶ୍ୟାମସୁନ୍ଦରପୁର ଗ୍ରାମର ଭାସ୍କର ବେହେରା(୫୩) ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଭାସ୍କର ସଉଦା…
ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼
ସାକ୍ଷୀଗୋପାଳ, ୮।୧୨(ଡି.ଏନ୍.ଏ.): ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ। ଏହି କାର୍ତ୍ତିକ ବଡ଼ ଏକାଦଶୀ ଅବସରରେ ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ସିଂହ ଦ୍ୱାରଦେଇ ଲମ୍ବା ଧାଡ଼ିରେ ଭକ୍ତମାନେ ଗର୍ଭଗୃହକୁ ଯାଇ ଠାକୁରଙ୍କ ଦର୍ଶନ…
‘ବୁଲ୍ବୁଲ୍’କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନର ତତ୍ପରତା : ସମୁଦ୍ରକୂଳିଆ ଅଞ୍ଚଳ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ନିଆଗଲା
ରାଜନଗର,୮।୧୧(ଡି.ଏନ୍.ଏ.): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ‘ବୁଲ୍ବୁଲ୍’ର ରୂପନେଇ ସ୍ଥଳଭାଗ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ ଶୁକ୍ରବାର ସକାଳୁ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ଲାଗିରହିଛି। ତେବେ ଏହାକୁ ସାମ୍ନାକରିବା ଲାଗି ସମୁଦ୍ରକୂଳିଆ…
ସିଟ୍ ବେଲ୍ଟ ବାନ୍ଧି ନ ଥିବାରୁ ପୋଲିସ କାଟିଲା ପୋଲିସର ଚାଲାଣ
ପାଟନା,୮।୧୧: ଭ୍ରଷ୍ଟାଚାରକୁ ଶେଷ କରିବା, ସଡ଼କ ସୁରକ୍ଷାରେ ଉନ୍ନତି ଆଣିବା ଓ ଯାତାୟାତକୁ ନିୟନ୍ତ୍ରିତ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଲାଗୁ କରାଯାଇଛି। ଏହି ନିମୟ ଲାଗୁ ହେବାର ୨ ମାସ ବିତିଯାଇଥିଲେ ମଧ୍ୟ…
ବିହାରରେ ଭାଙ୍ଗିଲା ମେଣ୍ଟ: ଏକାକି ନିର୍ବାଚନ ଲଢ଼ିବ ‘ହମ୍ ପାର୍ଟି’
ପାଟନା,୮।୧୧: ବିଧାନସଭା ନିର୍ବାଚନ ପୂର୍ବରୁ ବିହାରରେ ହୋଇଥିବା ମେଣ୍ଟରେ ଫାଟ ସୃଷ୍ଟି ହୋଇଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୀତନ ରାମ ମାଝୀଙ୍କ ଦଳ ‘ହମ୍’, କଂଗ୍ରେସ ଓ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ଉପରେ କ୍ରୋଧ ପ୍ରକାଶ କରିଛନ୍ତି। ଏଥିଯୋଗୁ ହମ୍ ଦଳର…

