Home Left

ଗ୍ୟାଷ୍ଟ୍ରିକ୍‌ରୁ ଆରୋଗ୍ୟ ପାଇଁ ଔଷଧ ସେବନ କରୁଛନ୍ତି କି: ଦେଖାଦେଇପାରେ କିଡ୍‌ନୀ ସମସ୍ୟା

ପେଟର ବହୁ ପ୍ରକାରର ସମସ୍ୟା ଭିତରୁ ଗ୍ୟାସ୍‌ ସମସ୍ୟା ଅନ୍ୟତମ। ଆଜିକାଲି ଜୀବନଶୈଳୀ ଓ ଖାଦ୍ୟ ପାନୀୟ ଯୋଗୁ ପ୍ରାୟ ଲୋକଙ୍କର ଗ୍ୟାଷ୍ଟ୍ରିକ୍‌ ସମସ୍ୟା ଦେଖାଦେଇଥାଏ। ଏହା ଏବେ ସାଧାରଣ ସମସ୍ୟା ପାଲଟିଛି। ଅତ୍ୟଧିକ ଭୋଜନ କରିବା, ବହୁ ବିଳମ୍ବ ପର୍ଯ୍ୟନ୍ତ…

‘ଲଗାନ୍‌’ ଶୁଟିଂ ସେଟ୍‌ରେ କିରଣଙ୍କୁ ଭେଟିଥିଲେ ଆମିର

ବମ୍ବେ: ସୁପରହିଟ୍‌ ବଲିଉଡ୍‌ ଫିଲ୍ମ ‘ଲଗାନ୍‌’ରୁ ନିର୍ଦ୍ଦେଶନା ଦେଇଥିଲେ ଆମିର ଖାଁଙ୍କ ସ୍ତ୍ରୀ କିରଣ ରାଓ। ସହ ନିର୍ଦ୍ଦେଶିକା ଭାବେ ଏଥିରେ କାମ କରିଥିଲେ ସୁଦ୍ଧା ଏହା ତାଙ୍କ ବ୍ୟକ୍ତିଗତ ଜୀବନକୁ ପ୍ରଭାବିତ କରିଥିଲା। କାରଣ ପ୍ରଥମ ଥର ଲାଗି ଏହି…

ବିଶ୍ୱର ସବୁଠୁ ଦାମୀ କେକ୍‌, ଯାହା ଦେଖିବାକୁ ସୁନ୍ଦରୀ ଯୁବତୀ ସଦୃଶ

ବିଭିନ୍ନ ପ୍ରକାରର କେକ୍‌ ଦେଖିଥିବେ। କିନ୍ତୁ ସୁନ୍ଦରୀ ଯୁବତୀ ବା ସେଲିବ୍ରିଟି ଆକାରର କେକ୍‌ କେବେ ଦେଖିଛନ୍ତି କି? ଯଦି ନା ତେବେ ଏମିତି ଏକ କେକ୍‌ ଦେଖିବାକୁ ମିଳିଛି ଦୁବାଇରେ। ଡେବି ଓ୍ବିଂଘମ୍‌ ନାମକ ଜଣେ ମହିଳା ଏହି କେକ୍‌ର…

ଲୁହା ପଥର ପରିବହନକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ଯୋଡ଼ା, ୭।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ାଠାରେ ଲୁହା ପଥର ପରିବହନକୁ କେନ୍ଦ୍ରକରି ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ଯୋଡା ଥାନା ପୋଲିସ ଗୁରୁବାର ଜଣେ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ କମାରଯୋଡା ଅଞ୍ଚଳର ବୁଦ୍ଧଦେବ ବାନାର୍ଜୀ। ଏ ନେଇ…

ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ: ଜଳିଗଲା ଇଞ୍ଜିନ

ବଇଣ୍ଡା, ୭।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଷ୍ଟେଶନ ନିକଟରେ ଗୁରୁବାର ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଘଟି ଇଞ୍ଜିନ ନଂ. ୧୮୪୨୨ ଜଳିଯାଇଥିବା ଜଣାପଡ଼ିଛି। ମାତ୍ର ଯାତ୍ରୀମାନେ ଏଥିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପ୍ରକାଶ ଯେ, ଆଜ୍‌ମେର-ପୁରୀ ଏକ୍ସପ୍ରେସ୍‌ ଟ୍ରେନ୍‌ଟି…

ସରକାର ଅନୁମତି ନ ଦେଲେ ବି ପାକିସ୍ତାନ ଯିବି: ସିଦ୍ଧୁ

ନୂଆଦିଲ୍ଲୀ,୭।୧୧: କରତାରପୁର କରିଡର ଉଦଘାଟନ ହେବାକୁ ଆଉ ମାତ୍ର ଦୁଇଦିନ ବାକି ଥିବାବେଳେ ପାକିସ୍ତାନ ଯିବା ପାଇଁ ଜିଦ୍‌ ଧରି ବସିଛନ୍ତି ପଞ୍ଜାବର କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁ। କର୍ତ୍ତାରପୁର ଯିବା ପାଇଁ ଅନୁମତି ଦାବି…

ରେଲଓ୍ବେ ଟ୍ରାକ୍‌ ଉପରେ ସଚେତନତା ସୃଷ୍ଟି କରୁଛନ୍ତି ଯମରାଜା

ମୁମ୍ବାଇ,୭।୧୧: ଯମରାଜା କଥା କହିଲେ ଲୋକେ ଶିହିରି ଉଠିବା ସହ ଯେତେ ସମ୍ଭବ ତାଙ୍କଠାରୁ ଦୂରେଇ ରହିବାକୁ ଚାହାନ୍ତି। ତାଙ୍କୁ ସ୍ବଚକ୍ଷୁରେ କେହି ଦେଖି ନ ଥିବା ବେଳେ ପୌରାଣିକ ମତରେ ତାଙ୍କର ମାନ୍ୟତା ରହିଛି। ଫିଲ୍ମରେ ଦେଖିଥିବେ ଯେକୌଣସି ଦୁର୍ଘଟଣା…

ରାଜ୍ୟରେ ‘ବୁଲବୁଲ୍‌’ ପ୍ରଭାବ: ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ାର ସମସ୍ତ ସ୍କୁଲ ୨ ଦିନ ଛୁଟି ଘୋଷଣା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବକୁ ଦୃଷ୍ଟିରେ ରଖି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲାର ସ୍କୁଲଗୁଡ଼ିକୁ ୨ ଦିନ ଲାଗି ଛୁଟି ଘୋଷଣା କରାଯାଇଛି। ଉଭୟ ଜିଲାର ଜିଲାପାଳ ଗୁରୁବାର ଏହି ଘୋଷଣା କରିଛନ୍ତି। ପ୍ରକାଶଯୋଗ୍ୟ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ପାକିସ୍ତାନ ଯିବା ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ଼,୭।୧୧: ପଞ୍ଜାବର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ଗୁରୁବାର ବିଦେଶ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଛନ୍ତି। ଏହି ଚିଠି ମାଧ୍ୟମରେ କରତ୍ତାରପୁର କରିଡର ସମାରୋହରେ ସାମିଲ ହେବାକୁ ପାକିସ୍ତାନ ଯିବା ପାଇଁ ସେ ଅନୁମତି ମାଗିଛନ୍ତି।…

ଦହିବରା ଖାଇ ୩ ଗ୍ରାମର ୬୮ ଅସୁସ୍ଥ: ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ନୟାଗଡ଼ ଅଫିସ, ୭ା୧୧: ନୟାଗଡ଼ ଜିଲା ଗଣିଆ ବ୍ଲକର ବିଜୟନଗର, ଗଣିଆ ଓ ବେଲଗଡ଼ ଗ୍ରାମର ୬୮ଜଣ ଦହିବରା ଖାଇ ଗୁରୁବାର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଏକ…

ବହୁମତ ଅଛି ତ ସରକାର ଗଢୁ ଭାଜପା: ସଞ୍ଜୟ ରାଓ୍ବତ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୧୩ ଦିନ ପରେ ବି ରାଜ୍ୟରେ ନୂଆ ସରକାର ଗଠନକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଭାଜପା ଏବଂ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଭାଗ ଛିଣ୍ଡୁନି। ଏସବୁ ଭିତରେ…

ଶୁକ୍ରବାର ପରଦାକୁ ଆସିବ ‘ବାଲା’: ଫିଲ୍ମ ଲାଗି ଓଜନ କମାଇବା ସହ ଲୁକ୍‌ ବଦଳାଇଛନ୍ତି ଆୟୁଷ୍ମାନ

ବମ୍ବେ: ସିନେମାରେ ଅଭିନୟ କରିବା ପୂର୍ବରୁ ଅଭିନେତା ଅଥବା ଅଭିନେତ୍ରୀ ନିଜକୁ ଉକ୍ତ ଭୂମିକାରେ ଢାଳିବାକୁ ଚେଷ୍ଟା କରିଥାନ୍ତି। ଫିଲ୍ମ ‘ପା’ରେ ବିଗ୍‌ ବି ଅମିତାଭ ବଚ୍ଚନ ଜଣେ ବାର ବର୍ଷୀୟ ବାଳକ ଭୂମିକାରେ ଅଭିନୟ କରି ସମସ୍ତଙ୍କୁ ଚକିତ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?