ଯେଉଁଠି ଭଗବାନ ଶିବଙ୍କ ଗୋଡ଼ ଆଙ୍ଗୁଠି ପୂଜା କରାଯାଏ
ରାଜସ୍ଥାନରେ ଏପରି ଏକ ମନ୍ଦିର ରହିଛି, ଯାହା ବିଷୟରେ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଯେକୌଣସି ଶିବ ମନ୍ଦିରରେ ଶିବଙ୍କ ଲିଙ୍ଗ କିମ୍ବା ମୂର୍ତ୍ତି ପୂଜା ପାଉଥିଲାବେଳେ ରାଜସ୍ଥାନ ମାଉଣ୍ଟଆବୁର ଅଚଳଗଡରେ ଥିବା ‘ଅଚଳେଶ୍ୱର ମହାଦେବ’ଙ୍କ ମନ୍ଦିରରେ ଶିବଙ୍କ ଗୋଡ ଆଙ୍କୁଠି…
କେପିଏଲ ଫିକ୍ସିଂ ସ୍କାଣ୍ଡାଲ: ଦୁଇ କ୍ରିକେଟର ଗିରଫ
ବେଙ୍ଗାଲୁରୁ,୭।୧୧(ପି.ଟି.)- ଆଇପିଏଲର ୩ ଦଳ ପାଇଁ ଖେଳିଥିବା ପ୍ରଥମ ଶ୍ରେଣୀ କ୍ରିକେଟର ସି.ଏମ୍. ଗୌତମ ଓ ତାଙ୍କର ପୂର୍ବତନ କର୍ନାଟକ ସାଥି ଖେଳାଳି ଆବରାର କାଜିଙ୍କୁ ଗୁରୁବାର ଗିରଫ କରାଯାଇଛି। ଉଭୟେ କର୍ନାଟକ ପ୍ରିମିୟର ଲିଗ୍ (କେପିଏଲ) ସ୍ପଟ୍ ଫିକ୍ସିଂ ପାଇଁ…
ଅଙ୍ଗନଓ୍ବାଡି ଶିଶୁକୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୭।୧୧(ସ୍ବ.ପ୍ର./ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ୧ ନଂ. ଅଙ୍ଗନଓ୍ବାଡି କେନ୍ଦ୍ରରେ ଜଣେ ଅଭିଭାବକଙ୍କ ଦ୍ୱାରା ଶିଶୁକୁ ମାଡ ମରାଯିବା ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ସନାତନ ଘଡେଇ।…
ଗ୍ରାହକ ବେଶରେ ଏସ୍ଟିଏଫ୍ ଟିମ୍ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ
ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍ବ୍ରାଞ୍ଚର ଏସ୍ଟିଏଫ୍ ଟିମ୍ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ ଏକ…
ଅଯୋଧ୍ୟା ଶୁଣାଣି ପୂର୍ବରୁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ଅଯୋଧ୍ୟା ପ୍ରଶାସନ ପକ୍ଷରୁ ଗୁରୁବାର ସହରରେ ହାଇ ଆଲର୍ଟ ଜାରି କରାଯିବା ସହ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଅଯୋଧ୍ୟାର ଭିନ୍ନ ଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଅନ୍ୟପଟେ ପଞ୍ଚ…
ଏମପିଙ୍କ ମନ୍ତବ୍ୟ ପରେ ଗାଈ ନେଇ ସୁନା ଋଣ ପାଇଁ ପହଞ୍ଚିଲେ ଏହି ବ୍ୟକ୍ତି
କୋଲକାତା,୭।୧୧:ପଶ୍ଚିମବଙ୍ଗର ହୁଗୁଳି ଜିଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଭାଜପା ଏମ୍ପି ଦିଲୀପ ଘୋଷଙ୍କ ଏକ ମନ୍ତବ୍ୟ ପରେ ହୁଗୁଳିର ଜଣେ ବ୍ୟକ୍ତି ନିଜର ଦୁଇଟି ଗାଈ ଧରି ମନାପୁରମ୍ ଫାଇନାନ୍ସ ଲିମିଟେଡର ଏକ ଶାଖା କାର୍ଯ୍ୟଳୟରେ ସୁନା ଋଣ…
ମହିଳାଙ୍କ ପେଟରୁ ବାହାରିଲା ତଉଲିଆ
ଅପରେଶନ ସମୟରେ ଡାକ୍ତର ରୋଗୀଙ୍କ ପେଟରେ କଇଁଛି, ଛୁଞ୍ଚି, ଚାଖୁ ଆଦି ଭୁଲରେ ଛାଡ଼ି ଦେଇଥିବା ଖବର ପୂର୍ବରୁ ପଢ଼ିଛେ। କିନ୍ତୁ ଏଥର ମହିଳାଙ୍କ ପେଟରେ ଡାକ୍ତର ଅପରେଶନ ସମୟରେ ଏକ ଛୋଟ ତଉଲିଆ ରଖି ଦେଇଥିବା ଖବର ସାମ୍ନାକୁ ଆସିଛି।…
ଆତଙ୍କବାଦୀଙ୍କ ହିଟ୍ଲିଷ୍ଟରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ
ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ ଏବେ ଆତଙ୍କବାଦୀଙ୍କ ଟାର୍ଗେଟରେ ଅଛନ୍ତି। ତାଙ୍କ ଉପରେ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ରହିଛି ବୋଲି ଗୁଇନ୍ଦା ବିଭାଗକୁ ସୂଚନା ମିଳିଛି। ଜମ୍ମୁ କଶ୍ମୀରର ମୁଜାଫରାବାଦରେ ଆତଙ୍କବାଦୀମାନେ ଏହି ପ୍ରସଙ୍ଗରେ ଅକ୍ଟୋବର ୨୯ରେ…
କୋହଲିଙ୍କୁ ପଛରେ ପକାଇଲେ ମନ୍ଧାନା
ଆଣ୍ଟିଗୁଆ,୭।୧୧- ଭାରତୀୟ ମହିଳା ଦଳର ବାମହାତୀ ମହିଳା ଓପନର ସ୍ମୃତି ମନ୍ଧାନା ନିଜ କ୍ୟାରିୟରରେ ଆଉ ଏକ ସଫଳତାର ଫର୍ଦ୍ଧ ଯୋଡ଼ିଛନ୍ତି। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ଖୁବ କମ୍ ଇନିଂସ ଖେଳି ଦୁଇ ହଜାର ରନ୍ ପୂରଣ କରିଥିତ୍ବା ଭାରତୀୟ କ୍ରିକେଟର(ଉଭୟ…
କାର୍ତ୍ତିକ ମାସରେ ସ୍କୁଲରେ ଅଣ୍ଡା ମନା, ଛାତ୍ରୀଛାତ୍ର ଆଣିଲେ ଅଭିଯୋଗ
ଜଗନ୍ନାଥପ୍ରସାଦ,୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ପଞ୍ଚୁଭୂତି ଗ୍ରାମର ଉପ୍ରା ବିଦ୍ୟାଳୟରେ ଗତ କିଛିଦିନ ଧରି ଅନିୟମିତତା ନେଇ ଅଭିଯୋଗ ହୋଇଆସୁଥିଲା। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହୋଇଛି। ସ୍କୁଲରେ ନିମ୍ନମାନର ଖାଦ୍ୟ ଯୋଗାଣ, ଛାତ୍ରୀଛାତ୍ର ଅନୁଯାୟୀ…
ସୋସିଆଲ ମିଡିଆରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ଭାଇରାଲ
ଭୁବନେଶ୍ୱର,୭।୧୧(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ବେଶର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ମହାପ୍ରଭୁଙ୍କ କାର୍ତ୍ତିକ ଓ ଦାମୋଦର ବେଶର ଫଟୋ ଭାଇରାଲ ହେଉଛି। ତେବେ ଅକ୍ଟୋବର ୧୪ ତାରିଖରେ ପ୍ରଦୀପ୍ତ ପାତ୍ର ନାମକ ଜଣେ ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ…
ହିମାଳୟରେ ପହଞ୍ଚିଲେ ବିରୁଷ୍କା
ଭାରତୀୟ କ୍ରିକେଟ ଦଳ ଏବେ ବାଂଲାଦେଶରେ ବିପକ୍ଷରେ ଟି-୨୦ ସିରିଜ୍ ଖେଳୁଛି। ଏହି ସିରିଜରୁ ବିଶ୍ରାମ ନେଇ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହ ଛୁଟି କାଟୁଛନ୍ତି। ପ୍ରତିଦିନ ସୋସିଆଲ ମିଡିଆରେ ଉଭୟଙ୍କ ଫଟୋ ଭାଇରାଲ ହେଉଛି। ଉଭୟ ପ୍ରଥମେ…

