Home Left

ଜାତୀୟ ପୁରସ୍କାର ପାଇବେ ଓଡ଼ିଶାର ୮ ହସ୍ତଶିଳ୍ପୀ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡ଼ିଶାର ହସ୍ତଶିଳ୍ପ ତଥା ଓଡ଼ିଆ କାରିଗରଙ୍କ କଳାକୃତି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବେଶ୍‌ ସୁନାମ ଅର୍ଜନ କରିଛି। ଇତିମଧ୍ୟରେ ଓଡ଼ିଶାର ମୋଟ ୧୮୦ ହସ୍ତଶିଳ୍ପ କାରିଗର ଜାତୀୟସ୍ତରରେ ପୁରସ୍କୃତ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ସେମାନଙ୍କ…

ଏସ୍‌ସିବି ମେଡିକାଲରେ ୫-ଟି ସଚିବ: ସୁପର ସ୍ପେଶିଆଲିଟି ବିଲ୍ଡିଂ ନିର୍ମାଣ ନେଇ ଆଲୋଚନା

କଟକ ଅଫିସ, ୭।୧୧: ରାତି ପାହିନି, କଟକ ଏସ୍‌ସିବି ମେଡିକାଲରେ ରାଜ୍ୟର ୩ ଜଣ ଆଇଏଏସ୍‌ ଅଫିସର ପହଞ୍ଚିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ନେତୃତ୍ୱରେ ସ୍ବାସ୍ଥ୍ୟ ସଚିବ ପ୍ରମୋଦ ମହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଲିନୀ ପଣ୍ଡିତ ବୁଧବାର…

ରାଜଧାନୀ ରାସ୍ତାରେ ଅଭାବନୀୟ ଦୃଶ୍ୟ; ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଛୁରାମାଡ଼

ଭୁବନେଶ୍ୱର,୭ା୧୧(ବ୍ୟୁରୋ) ନୟାପଲ୍ଲୀ ଥାନା ଅନ୍ତର୍ଗତ ପାସପୋର୍ଟ ଅଫିସ ନିକଟରେ ବୁଧବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ। ସର୍ବ ସମ୍ମୁଖରେ ଜଣେ ଯୁବକଙ୍କୁ ହୋଇଛି ଛୁରାମାଡ଼। ଯୁବକ ଜଣକ ଚିତ୍କାର କରି ଦୌଡ଼ୁଥିବାବେଳେ ଦୁଇଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ଛୁରାମାଡ଼ କରିଛନ୍ତି।…

ଝାଡ଼ଖଣ୍ଡରେ ଭିଡ଼ହିଂସା ଜଣେ ମୃତ,ଜଣେ ଗୁରୁତର

ରାଞ୍ଚି,୭ା୧୧(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡର ଧାନବାଦରେ ଚୋର ସନ୍ଦେହରେ ଜଣକୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ମାରିଦେଇଛନ୍ତି। ଏହି ଭିଡ଼ହିଂସାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପୋଲିସ କହିଛି। ମଙ୍ଗଳବାର ରାତିରେ ଗୋବିନ୍ଦପୁର କଲୋନିରେ ଥିବା ସର୍ଭିସ ସେଣ୍ଟରରେ…

ଏଜେଏଲ୍‌ ଜମି ଆବଣ୍ଟନ ମାମଲା: ଭୋରା, ହୁଡ଼ାଙ୍କୁ ଜାମିନ

ଚଣ୍ଡିଗଡ଼,୭ା୧୧(ପି.ଟି.): ଆସୋସିଏଟେଡ୍‌ ଜର୍ନାଲ୍‌ସ ଲିମିଟେଡ୍‌ (ଏଜେଏଲ୍‌)କୁ ଜମି ଆବଣ୍ଟନ ମାମଲାରେ ପଞ୍ଚକୁଲାର ସ୍ବତନ୍ତ୍ର ଇଡି କୋର୍ଟ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂ ହୁଡା ଏବଂ ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କୁ ନିୟମିତ ଜାମିନ ପ୍ରଦାନ କରିଛନ୍ତି। ମାମଲାର ପରବର୍ତ୍ତୀ…

ଥାଇଲାଣ୍ଡରେ ଉଗ୍ରପନ୍ଥୀ ଆକ୍ରମଣ: ୧୫ ନିହତ

ୟାଲା,୭ା୧୧(ଏ.ଏଫ୍‌.ପି./ଆଇଏଏନ୍‌ଏସ୍‌): ଥାଇଲାଣ୍ଡର ହିଂସା ପ୍ରଭାବିତ ଦକ୍ଷିଣାଞ୍ଚଳରେ ମୁସ୍‌ଲିମ ଉଗ୍ରପନ୍ଥୀମାନେ ରକ୍ତମୁଖା ହୋଇଯାଇଛନ୍ତି। ଏହି ବିଚ୍ଛିନ୍ନତାବାଦୀଙ୍କ ଆକ୍ରମଣରେ ବୁଧବାର ୧୫ ନିହତ ଓ ୫ ଆହତ ହୋଇଛନ୍ତି। ଏହାକୁ ଏହି ଦକ୍ଷିଣ ଏସୀୟ ଉପକୂଳ ରାଷ୍ଟ୍ରରେ ଉଗ୍ରବାଦର ୧୫ ବର୍ଷ ମଧ୍ୟରେ ସବୁଠୁ…

ମହିଳା ଆଇଏସ୍‌ଆଇ ଏଜେଣ୍ଟଙ୍କୁ ତଥ୍ୟ ଦେଇ ୨ ଯବାନ ଗିରଫ

ନୂଆଦିଲ୍ଲୀ,୭ା୧୧(ଆଇଏଏନ୍‌ଏସ୍‌): ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ଜଣେ ମହିଳା ଏଜେଣ୍ଟଙ୍କୁ ଗୁରୁତ୍ୱପୂର୍ଣ୍ଣ ଗୋପନ ତଥ୍ୟ ଦେବା ଅଭିଯୋଗରେ ୨ ଯବାନଙ୍କୁ ଗିରଫ କରାଯାଇଛି। ଲାନ୍ସ ନାଏକ ରବି ବର୍ମା ଏବଂ ଯବାନ ବିଚିତ୍ର ବୋହ୍‌ରାଙ୍କୁ ସିବିଆଇ ଓ ଆଇବିର ମିଳିତ ଟିମ୍‌…

ଜେଲ୍‌ରୁ ମୁକୁଳିଲେ ହନିପ୍ରୀତ୍‌

ପଞ୍ଚକୁଲା, ୭ା୧୧(ଆଇଏଏନ୍‌ଏସ୍‌): ଜେଲ୍‌ରେ ଥିବା ଡେରା ସଚ୍ଚା ସୌଦା ମୁଖ୍ୟ ହର୍‌ମିତ୍‌ ରାମରହିମ୍‌ ସିଂଙ୍କ ପାଳିତା କନ୍ୟା ହନିପ୍ରୀତ୍‌ ଇନ୍‌ସାନ୍‌ଙ୍କୁ ବୁଧବାର ଅମ୍ବାଲା କେନ୍ଦ୍ରୀୟ ଜେଲ୍‌ରୁ ମୁକ୍ତି ମିଳିଛି। କୋର୍ଟ ପକ୍ଷରୁ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି। ୨୦୧୭ରେ ହରିୟାଣାର ପଞ୍ଚକୂଲାରେ…

ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା

ପୁରୀ ଅଫିସ, ୭ା୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବୁଧବାର ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି ପରିବାର ଲୋକେ ପ୍ରସୂତି ଓ ଶିଶୁ ଯତ୍ନ କେନ୍ଦ୍ର ଆଗରେ ହୋହଲ୍ଲା କରିଥିଲେ। ଫଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…

ଅଲ୍‌ଓ୍ବର କୋର୍ଟରେ ପୋଲିସ- ଓକିଲ ସଂଘର୍ଷ

ଜୟପୁର, ୭ା୧୧,(ଆଇଏଏନ୍‌ଏସ୍‌): ଦିଲ୍ଲୀ ପରେ ରାଜସ୍ଥାନର ଅଲ୍‌ଓ୍ବର କୋର୍ଟ ପରିସରରେ ବୁଧବାର ସକାଳେ ପୋଲିସ- ଓକିଲଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଛି। ଓକିଲମାନେ ଜଣେ ମହିଳା ପୋଲିସକୁ ଖରାପ ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ବରିଷ୍ଠ ପୋଲିସ ଅଧିକାରୀ ଓ ବିଚାରପତି…

ରାସ୍ତାକଡ଼ରେ ସନ୍ତାନ ପ୍ରସବ ଘଟଣା; ଏସ୍‌ସିବି ମେଡିକାଲରେ ଭର୍ତ୍ତି ହେଲେ ମହିଳା

କଟକ ଅଫିସ, ୭ା୧୧: ରାସ୍ତା କଡ଼ରେ ସନ୍ତାନ ପ୍ରସବ କରିଥିବା ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଏସ୍‌ସିବି ମେଡ଼ିକାଲ ମାନସିକ ରୋଗ ଚିକିତ୍ସା ବିଭାଗରେ ଭର୍ତ୍ତି କରାଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ୍‌ ଆସୋସିଏଶନ(ଓଲ୍‌ସା) ପକ୍ଷରୁ ସମ୍ପୃକ୍ତ ମହିଳାଙ୍କ ପରିବାର…

ସିରିଏଲ୍‌ କିଲର ଗିରଫ

ଏଲୁରୁ,୭ା୧୧: ଗତ ୨୦ ମାସ ମଧ୍ୟରେ ୧୦ ଜଣଙ୍କୁ ବିଷ ଦେଇ ହତ୍ୟା କରିଥିବା ସିରିଏଲ୍‌ କିଲର ଶିବାଙ୍କୁ ଆନ୍ଧ୍ରପ୍ରଦେଶ ପୋଲିସ ବୁଧବାର ଗିରଫ କରିଛି। ସେ ଆଉ ୨୦ ଜଣଙ୍କୁ ହତ୍ୟାକରିବା ଲାଗି ଯୋଜନାରେ ଥିଲା ବୋଲି ପୋଲିସ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?