ଛୁରାମାଡ଼ରେ ଯୁବକ ଗୁରୁତର: ପୋଲିସର ତଦନ୍ତ ଆରମ୍ଭ
ଭଦ୍ରକ ଅଫିସ,୬।୧୧: ଭଦ୍ରକରେ କାଳୀପୂଜା ପାଇଁ ଯାତ୍ରା ଚାଲିଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଚରମ୍ପାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଚରମ୍ପାର ଜି. ପିଆରୀ। ଜିଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଯାତ୍ରା ଦେଖୁଥିବା ବେଳେ…
ଠିକାଦାରଙ୍କୁ ଗୁଳିମାଡ଼: ୨ ଅଭିଯୁକ୍ତଙ୍କୁ ନିର୍ଧୁମ ଛେଚିଲେ ଲୋକେ
ଗୋପ,୬।୧୧(ଡି.ଏନ୍.ଏ.): ପୁରୀ ଜିଲା ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ଗ୍ରାମ ନିକଟରେ ବୁଧବାର ସକାଳେ ଜଣେ ଠିକାଦାରଙ୍କୁ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଠିକାଦାର ହେଲେ ଉକ୍ତ ଗ୍ରାମର ଉମାକାନ୍ତ ସାହୁ (୪୯)। ଗୁରୁତର ଅବସ୍ଥାରେ ଉମାକାନ୍ତଙ୍କୁ ଗୋପରୁ ଭୁବନେଶ୍ୱର ଏକ…
ଛାତ୍ରଙ୍କୁ ୧.୪୫ କୋଟି ଟଙ୍କାର ଚାକିରି ଅଫର୍ ଦେଲା ଫେସବୁକ୍
ନୂଆଦିଲ୍ଲୀ,୬।୧୧: ନୂଆଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଇନ୍ଷ୍ଟିଚ୍ୟୁଟ ଅଫ୍ ଇନଫରମେଶନ୍ ଟେକ୍ନୋଲୋଜି(ଆଇଆଇଆଇଟି)ର ଜଣେ ଛାତ୍ରଙ୍କୁ ଫେସବୁକ ୧.୪୫ କୋଟି ଟଙ୍କାର ଚାକିରି ଅଫର ଦେଇଛି। ଏହି ଇନ୍ଷ୍ଟିଚ୍ୟୁଟରେ ଏହା ସର୍ବାଧିକ ପ୍ୟାକେଜ୍ ବୋଲି ଜଣାପଡିଛି। ଏହାଛଡା ଏହି କଲେଜର ଦୁଇ ଛାତ୍ରଙ୍କୁ ଯଥାକ୍ରମେ ୪୩…
କମେଣ୍ଟ୍ରି କରିପାରନ୍ତି ଧୋନୀ
ନୂଆଦିଲ୍ଲୀ,୬।୧୧- ୨୦୧୪ରେ ଅନ୍ତର୍ଜାତୀୟ ଟେଷ୍ଟରୁ ସନ୍ନ୍ୟାସ ନେଇସାରିଥିବା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନୂଆ କ୍ୟାରିୟରର ଆରମ୍ଭ କରିବାକୁ ଯାଉଛନ୍ତି। ତାଙ୍କୁ ନିକଟ ଭବିଷ୍ୟତରେ କମେଣ୍ଟ୍ରି କରୁଥିବାର ଦେଖିବାକୁ ମିଳିପାରେ। ଚଳିତ ମାସରେ କୋଲକାତାର ଇଡେନ ଗାଡେନ୍ସଠାରେ ଭାରତ…
ମଇଁଷି ଦାମ୍ ୧୪ କୋଟି: ମାସକୁ ଖର୍ଚ୍ଚ ହେଉଛି ଦେଢ଼ ଲକ୍ଷ
ପୁଷ୍କର,୬।୧୧: ରାଜସ୍ଥାନ ପୁଷ୍କରରେ ଅନ୍ତର୍ଜାତୀୟ ପ୍ରାଣୀ ମେଳାର ଆୟୋଜନ କରାଯାଇଛି। ଏଥିରେ ୫ ହଜାରରୁ ଅଧିକ ସଂଖ୍ୟକ ପ୍ରାଣୀ ଯୋଗଦେଇଛନ୍ତି। ମେଳାରେ ମୁର୍ରା ପ୍ରଜାତିର ମଇଁଷି ଭୀମ ମଧ୍ୟ ଯୋଗଦେଇଛି। ଭୀମର ଓଜନ ୧୩ ଶହ କିଲୋଗ୍ରାମ୍। ଏହାର ଦାମ୍ ୧୪…
ବାତ୍ୟା ଆଶଙ୍କା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ରାଜନଗର,୬।୧୧(ଡି.ଏନ୍.ଏ.): ସମ୍ଭାବ୍ୟ ବାତ୍ୟା ‘ବୁଲ୍ବୁଲ୍’କୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମାଙ୍କ ନିର୍ଦ୍ଦେଶରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବୁଧବାର ସଚେତନ କରାଯାଇଛି। ଏ ନେଇ ରାଜନଗର ବ୍ଲକ ଅଧୀନ ୨୯ ପଞ୍ଚାୟତର ୪୮ଟି ସମୁଦ୍ରକୂଳିଆ ଗାଁର ଲୋକମାନଙ୍କୁ ସତର୍କ…
କପଡ଼ା ଦୋକାନ ଭିତରେ ପ୍ରତିଦିନ ଶୋଇବାକୁ ଆସୁଛି ଗାଈ, ଦେଖିବାକୁ ଲୋକଙ୍କ ଭିଡ଼
ହାଇଦ୍ରାବାଦ,୬।୧୧: କପଡ଼ା ଦୋକାନକୁ ଗ୍ରାହକଙ୍କ ଯିବା ଆସିବା ଏକ ସାଧାରଣ କଥା। କିନ୍ତୁ ଦୋକାନ ଭିତରକୁ ପ୍ରତିଦିନ ଗାଈ ଆସି ଶୋଇବା ନିହାତି ଆଶ୍ଚର୍ଯ୍ୟକର ଘଟଣା। ଆନ୍ଧ୍ରପ୍ରଦେଶର ଓ୍ବାଇଏସ୍ଆର୍ କଡ଼ପା ଜିଲାର ମୟଦୁକର ବଜାରରେ ଏଭଳି ଏକ କପଡ଼ା ଦୋକାନ ଅଛି।…
୧୭ ଦିନର ଶିଶୁକନ୍ୟାଙ୍କୁ ନଦୀ ବାଲିରେ ପୋତିଲେ ପିତା
ଚେନ୍ନାଇ,୬।୧୧: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପିତା ତାଙ୍କର ୧୭ ଦିନର ଶିଶୁକନ୍ୟାଙ୍କୁ ନଦୀ ବାଲିରେ ପୋତି ଦେଇଛନ୍ତି। ଭାଦାମାରୁଥୁର୍ ଗାଁର ୨୯ ବର୍ଷ ବୟସ୍କ ଡି. ଭର୍ଦାରଞ୍ଜନଙ୍କ ସ୍ତ୍ରୀ ସୁନ୍ଧାରୟା ଜିପ୍ମର ହସ୍ପିଟାଲରେ ଏକ ଶିଶୁକନ୍ୟାଙ୍କୁ ଜନ୍ମ…
ପ୍ରଦୂଷଣ ପାଇଁ ଚାଇନା-ପାକିସ୍ତାନ ଦାୟୀ: ଭାଜପା ନେତା
ଲକ୍ଷ୍ନୌ,୬।୧୧: ଦିଲ୍ଲୀ ପ୍ରଦୂଷଣ ଗମ୍ଭୀର ରୂପ ଧାରଣ କରିବାବେଳେ ଭାଜପା ଭିନିତ୍ ଅଗ୍ରଓ୍ବାଲ ଶାରଦା ଏକ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି, ପ୍ରଦୂଷଣ ପାଇଁ ଚାଇନା-ପାକିସ୍ତାନ ଦାୟୀ। ଏହି ଦୁଇ ଦେଶ ଭାରତ ସହ ପ୍ରତ୍ୟକ୍ଷରେ ଲଢିପାରିବାର…
ମଧ୍ୟାହ୍ନ ଭୋଜନ ଖାଇ ୬୦ ଛାତ୍ରୀଛାତ୍ର ଅସୁସ୍ଥ
ବେଙ୍ଗାଲୁରୁ,୬।୧୧: କର୍ନାଟକରେ ଏକ ପ୍ରାଥମିକ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୬୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ବୁଧବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଚିତ୍ରଦୁର୍ଗାଠାରେ ଥିବା ସ୍କୁଲର ୧୨୫ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଇଥିଲା। ଖାଦ୍ୟ ଖାଇବା ପରେ କିଛି…
କରତାର୍ପୁର ଭିଡ଼ିଓ ଜାରି କଲା ପାକିସ୍ତାନ: ୩ ଖଲିସ୍ତାନୀଙ୍କ ଫଟୋ
ଇସଲାମାବାଦ୍,୬।୧୧: ପାକିସ୍ତାନ ପକ୍ଷରୁ କରତାର୍ପୁର ସମ୍ପର୍କିତ ଏକ ଭିଡ଼ିଓ ଜାରି କରିଛି। ଏଥିରେ ୧୯୮୪ ଜୁନରେ ଅମୃତସରଠାରେ ଥିବା ସ୍ବର୍ଣ୍ଣମନ୍ଦିରରେ ହୋଇଥିବା ବ୍ଲୁଷ୍ଟାର ଅପରେଶନରେ ମୃତ୍ୟୁ ଘଟିଥିବା ଖଲିସ୍ତାନୀ ଉଗ୍ରବାଦୀଙ୍କ ଫଟୋ ରହିଛି। ଭିଡ଼ିଓରେ ଜର୍ନାଇଲ୍ ସିଂ ଭିନ୍ଦରଓ୍ବାଲେ, ମେଜର ଜେନେରାଲ…
ମାଛ ପାଇଁ ଶିକ୍ଷକଙ୍କୁ ହତ୍ୟା ଘଟଣା : ଜେଲଗଲେ ୪ ଅଭିଯୁକ୍ତ
ଦେବଗଡ, ୬।୧୧(ଡି.ଏନ.ଏ.) : ଦେବଗଡ ଜିଲା ରିଆମାଳ ଥାନା କଂସର ଫାଣ୍ଡି ଅଧିନ ପାଲୁଣୀପଡା ଗ୍ରାମରେ ଗତ ୩୧ ତାରିଖ ରାତିରେ ଜଣେ ଶିକ୍ଷକଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ରିଆମାଳ ଥାନା ପୋଲିସ ୪ଜଣକୁ ଗିରଫ କରି କୋର୍ଟଚାଲାଣ କରିଛି।…

