Home Left

ଶାମିଙ୍କ ନାମରେ ଗିରଫ ପରଓ୍ବାନ

କୋଲକାତା, ୩।୯- ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳର ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ନାମରେ ସୋମବାର ଗିରଫ ପରଓ୍ବାନା ଜାରି ହୋଇଛି। ସ୍ତ୍ରୀ ହାସିନ ଜହାନଙ୍କ ଦ୍ୱାରା ଫାଇଲ୍‌ ହୋଇଥିବା ଘରୋଇ ହିଂସା ମାମଲାରେ ଶାମିଙ୍କ ସମେତ ତାଙ୍କ…

ଓସାକା ପରାସ୍ତ

ନ୍ୟୁୟର୍କ, ୩ା୯- ଗତଥରର ମହିଳା ସିଙ୍ଗଲ୍ସ ଚାମ୍ପିୟନ ଜାପାନର ନାଓମି ଓସାକା ୟୁଏସ ଓପନ ମହିଳା ସିଙ୍ଗଲ୍ସ ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି। ସୋମବାର ଅନୁଷ୍ଠିତ ଏକ ପ୍ରି-କ୍ୱାର୍ଟରଫାଇନାଲ ମ୍ୟାଚରେ ସୁଇଜରଲାଣ୍ଡର ବେଲିଣ୍ଡା ବେନ୍‌ସିକ୍‌ ତାଙ୍କୁ ୭-୫, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି।…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ସ୍ବାମୀ ଗିରଫ

ଡାବୁଗାଁ,୨।୯(ଡି.ଏନ.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ସରଗୁଡା ଗ୍ରାମରେ ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ଟାଙ୍ଗିଆରେ ହାଣି ରବିବାର ବିଳମ୍ବିତ ରାତିରେ ହତ୍ୟା କରଛି। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ସ୍ବାମୀ ମାହାଙ୍ଗୁ…

ଟ୍ରେନ୍‌ରେ ଯାତ୍ରୀ ଛାଡିଥିବା ବ୍ୟାଗ ଦେଲା ଆରପିଏଫ୍‌

ଛତ୍ରପୁର,୨ା୯(ଡି.ଏନ.ଏ)- ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ହସ୍ତାନ୍ତର କରାଯାଇଛି ା ସୋମବାର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା କାଞ୍ଚିଲି ଥାନା ଅଧିନ କୋକିଲିପୁଟୁଗ ଗାଁର କ୍ଷେତ୍ରବାସୀ ସାହୁ ତିରୁପତି-ଭୁବନେଶ୍ୱର ଏକ୍ସପ୍ରେସରୁ ସୋମପେଟା ଷ୍ଟେଶନରେ…

ଜୁଆର ମାଡ଼ରେ ଭୁଷୁଡ଼ିଲା ନିର୍ମାଣାଧୀନ ଶୌଚାଳୟ

ଗୋପାଳପୁର,୨ା୯-ଗୋପାଳପୁର ବେଳାଭୂମିକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରାଯାଉଛି। ଗତ ୩ ମାସ ହେଲା ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବେଳାଭୂମିରେ ନିର୍ମାଣ ଚାଲିଥିବା ଏକ ଶୌଚାଳୟ ଜୁଆର ମାଡ଼ରେ ଭୁଷୁଡ଼ି ପଡ଼ିଛି। ୭୬ ଲକ୍ଷ…

ଉପାଧ୍ୟକ୍ଷାଙ୍କ ମାଡ଼ରେ ଛାତ୍ରୀ ଆହତ: ପୋଲିସ ହସ୍ତକ୍ଷେପ ପରେ ପରିସ୍ଥିତି ସ୍ବାଭାବିକ

ବାଲେଶ୍ୱର ଅଫିସ, ୨।୯-ବାଲେଶ୍ୱର ଟାଉନ ଥାନା ଅଧୀନ ଚୁନଭାଟି ଅଞ୍ଚଳରେ ଥିବା ବେସିକ ସାଇନ୍ସ କଲେଜରେ ଗଣେଶ ପୂଜା ଚାଲିଥିବା ବେଳେ ଛାତ୍ର ଅଶାନ୍ତି ଦେଖାଦେଇଛି। କଲେଜ ଉପାଧ୍ୟକ୍ଷା ନୀଳିମା ମଢୁଆଳ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିବାରୁ ସେ କିଛି ସମୟ…

ଟ୍ରକ ଧକ୍କାରେ ସାଇକେଲ ଆରୋହୀ ମୃତ:କ୍ଷତିପୂରଣ ଦାବିରେ ରାସ୍ତାରୋକୋ,ପ୍ରଶାସନ ହସ୍ତକ୍ଷେପ ପରେ ହଟିଲା ରାସ୍ତାରୋକୋ

ରାୟଗଡ଼ା ଅଫିସ, ୨।୯: ରାୟଗଡ଼ା ଜିଲା କୋଲନରା ବ୍ଲକ ଭୂଜବଳ ଗ୍ରାମ ସୀତାକଟା ବ୍ରିଜ ନିକଟରେ ସୋମବାର ଏକ ମାଲବାହୀ ଟ୍ରକ ଧକ୍କାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିବାବେଳେ ଅନ୍ୟଜଣେ ଗୁରୁତର ଅଛନ୍ତି। ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ…

ସିରିଜ କବ୍‌ଜା କଲା ଭାରତ-ଏ

ଥିରୁଭାନନ୍ତପୁରମ, ୨।୯ (ପି.ଟି.)- ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ-ଏ ବିପକ୍ଷରେ ସ୍ଥାନୀୟ ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ୩ୟ ଅନ୍‌ଅଫିସିଆଲ୍‌ ଦିନିକିଆ ମ୍ୟାଚ୍‌କୁ ଭାରତ-ଏ ୪ ଉଇକେଟ୍‌ରେ ଜିତିନେଇଛି। ପୂର୍ବରୁ ପ୍ରଥମ ଓ ୨ୟ ଦିନିକିଆ ଜିତିଥିବା ଭାରତ-ଏ ଏଥିସହ ସିରିଜକୁ ୩-୦ରେ…

ଫିଫା ପୁରସ୍କାର: ସଂକ୍ଷିପ୍ତ ତାଲିକାରେ ଭାନ୍‌ ଡିକ୍‌, ରୋନାଲ୍ଡୋ, ମେସି

ରୋମ୍‌, ୨ା୯ (ଏଏଫ୍‌ପି)-ଫେଡେରେଶନ ଅପ୍‌ ଇଣ୍ଟରନ୍ୟାଶନାଲ ଫୁଟ୍‌ବଲ ଆସୋସିଏଶନ୍ସ(ଫିଫା)ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଁ କରାଯାଇଥିବା ସଂକ୍ଷିପ୍ତ ତାଲିକାରେ ଲିଭରପୁଲ୍‌ ସେଣ୍ଟର ବ୍ୟାକ୍‌ ଭର୍ଗିଲ ଭାନ୍‌ ଡିକ୍‌ ସ୍ଥାନ ପାଇଛନ୍ତି। ଏହି ଖେଳାଳି ଜଣକ ନିକଟରେ ୟୁନିୟନ ଅଫ୍‌୍‌ ୟୁରୋପିଆନ ଫୁଟ୍‌ବଲ…

ସେବାୟତଙ୍କୁ ହାତ ଉଠାଇବା ଅଭିଯୋଗରେ କନଷ୍ଟେବଳଙ୍କ ବଦଳି

ଆରଡ଼ି, ୨ା୯ (ଡି.ଏନ.ଏ.)- ଭଦ୍ରକ ଜିଲାର ଶୈବପୀଠ ଆଖଣ୍ଡଳମଣି ମନ୍ଦିର ପରିସରରେ ସୋମବାର ପୂର୍ବାହ୍ନରେ ଜଣେ ସେବାୟତଙ୍କୁ ହାତ ଉଠାଇବା ଅଭିଯୋଗରେ ଆରଡ଼ି ଫାଣ୍ଡିର ଜଣେ କନଷ୍ଟେବଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଫାଣ୍ଡିର କନଷ୍ଟେବଳ ମୋହନ ପୁହାଣଙ୍କୁ ବଦଳି କରାଯାଇଛି।…

ପ୍ରଥମ ରୋବୋ ପୋଲ୍‌ ଡ୍ୟାନ୍ସର

ପ୍ୟାରିସ: ରୋବୋ ପଢାଉଛି। ରୋବୋ ରିଶେପ୍‌ସନିଷ୍ଟ ଭାବେ କାମ କରୁଛି , ମହାକାଶକୁ ବି ଏଇ ନିକଟରେ ଯାଇଛି। ଏବେ ନୂଆ କରି ଫ୍ରାନ୍ସର ଷ୍ଟ୍ରିପ୍‌ କ୍ଲବ୍‌ କେଫ୍‌ରେ ପୋଲ୍‌ ଡ୍ୟାନ୍ସ କରିବ ରୋବୋ। ଏହା ବିଶ୍ୱର ପ୍ରଥମ ରୋବୋ ପୋଲ୍‌…

ଇତିହାସ ଓ ବିଜ୍ଞାନ ପଢ଼ାଉଛି ରୋବୋ

ବେଙ୍ଗାଲୁରୁ: ବେଙ୍ଗାଲୁରୁର ଏକ ବେସରକାରୀ ସ୍କୁଲରେ ଆର୍ଟିଫିସିଆଲ ଟେକ୍‌ନୋଲୋଜି ଆଧାରରେ ପିଲାଙ୍କୁ ପଢାଉଛି ରୋବୋ। ଏହା ମଣିଷ ଭଳି ପୂରା ଦେଖିବାକୁ ଏହି ରୋବୋଟର ପଢାଇବା ସମୟରେ ହାବଭାବ ପୂରା ମଣିଷ ଭଳି ରହୁଛି। ୭ମରୁ ୯ମ ଶ୍ରେଣୀ ଯାଏ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri