ବିଧାନସଭା ସଦାଚାର କମିଟି ବୈଠକ: ନିର୍ବାଚନମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟି କାର୍ଯ୍ୟାବଳୀ ଉପରେ ହେଲା ଆଲୋଚନା
ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଓଡ଼ିଶା ସଦାଚାର ଗୃହ କମିଟିର ଚତୁର୍ଥ ବୈଠକ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ.୫୪ରେ ଅନୁଷ୍ଠିତ ଏହି ବୈଠକରେ ନିର୍ବାଚନମଣ୍ଡଳୀ ଓ୍ବାରି ଉନ୍ନୟନ କମିଟିର କାର୍ଯ୍ୟାବଳୀ ସମ୍ପର୍କରେ ଆଲୋଚନା ହୋଇଛି…
ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ମାମଲା:୨୯ରେ ପରବର୍ତ୍ତୀ ଶୁଣାଣି
କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏଶନ ତଥା ରାଜ୍ୟର ଅନ୍ୟ ବାର୍ ଆସୋସିଏଶନର କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ହୋଇଥିବା ଅଦାଲତ ଅବମାନନା ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟଙ୍କ ଫୁଲ୍ ବେଞ୍ଚ ବସି ଏହି ମାମଲାର ଶୁଣାଣି…
ଡାକ୍ତର ସି.ବି.କେ. ମହାନ୍ତି ହେଲେ ଡିଏମ୍ଇଟି ନିର୍ଦ୍ଦେଶକ
ଭୁବନେଶ୍ୱର, (ବ୍ୟୁରୋ)/ କଟକ ଅଫିସ, ୫ା୧୧: ରାଜ୍ୟ ମେଡିକାଲ ଶିକ୍ଷା ଓ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟ(ଡିଏମ୍ଇଟି) ନିର୍ଦ୍ଦେଶକ ଭାବେ ଡା ସି.ବି.କେ. ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଏନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ ପ୍ରକାଶ…
ଫନୀରେ ବିଦ୍ୟୁତ୍ ବିଭାଗ କ୍ଷତିର ସମୀକ୍ଷା କଲେ ମନ୍ତ୍ରୀ: ହାଇଡ୍ରୋ ପ୍ରୋଜେକ୍ଟର କ୍ଷମତା ବୃଦ୍ଧି ପାଇଁ ନିର୍ଦ୍ଦେଶ ଦେଲେ
ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଶକ୍ତି ବିଭାଗ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ସମୀକ୍ଷା ବୈଠକରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପରିବେଶ ବାତାନୁକୂଳ ମାଧ୍ୟମରେ ହାଇଡ୍ରୋ ପ୍ରୋଜେକ୍ଟଗୁଡ଼ିକୁ ତ୍ବରାନ୍ବିତ କରାଯାଇ ଏହାର କ୍ଷମତା ବୃଦ୍ଧି କରାଗଲେ ବିଦ୍ୟୁତ ଯୋଗାଣ କ୍ଷେତ୍ରରେ ଉନ୍ନତି ହୋଇପାରିବ ବୋଲି କହିଛନ୍ତି।…
ବିଧାନସଭା ଶୀତ ଅଧିବେଶନ: ୧୩ରେ ବିଜେଡି ବିଧାୟକ ଦଳ ବୈଠକ
ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ଏଥର ବିଧାନସଭାରେ ସରକାର ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଏହା ପୂର୍ବରୁ ସରକାରଙ୍କ ପକ୍ଷରୁ ବଜେଟ ପାଇଁ ସବୁ ପ୍ରକାର ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର ବିରୋଧୀ…
ବାଲିଯାତ୍ରା ବିବାଦକୁ ନେଇ ପରସ୍ପର ଦୋଷ ଲଦାଲଦି
ପାରାଦୀପ, ୫ା୧୧(ସ୍ବ.ପ୍ର.): କଳିଙ୍ଗ ବାଲିଯାତ୍ରାକୁ ନେଇ ଭାଜପା-ବିଜେଡି ଖବରଦାତା ସମ୍ମିଳନୀ କରିଥିଲେ। ଏଥିରେ ପରସ୍ପରର ଦୋଷ ଲଦାଲଦି ହୋଇଥିଲେ। ଭାଜପା ନେତା ବିଭୁପ୍ରସାଦ ତରାଇ, ସମ୍ପଦ ସ୍ବାଇଁ ସୂଚନା ଦେଇ କହିଥିଲେ, ବାଲିଯାତ୍ରା ପାଇଁ ଶିଳ୍ପ ସଂସ୍ଥା ଓ କିଛି ବଦାନ୍ୟ…
ଏକକ ଷାଣ୍ମାସିକ ପରୀକ୍ଷା ତ୍ରୁଟି ଘଟଣା:୧୫ ଦିନରେ ରିପୋର୍ଟ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷା ଏକକ ପ୍ରଶ୍ନପତ୍ରରେ ଦେଖାଯାଇଥିବା ତ୍ରୁଟିବିଚ୍ୟୁତି ସମ୍ପର୍କରେ ସୋମବାର ବିଭାଗ ପକ୍ଷରୁ ସମୀକ୍ଷା ହୋଇଛି। ଏହି ତ୍ରୁଟି ପାଇଁ ବିଭାଗୀୟ କମିଶନର ତଥା ଶାସନ ସଚିବ ଚିତ୍ରା ଅରୁମୁଗମ୍ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ…
୮୨ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନାହିଁ ନିଜସ୍ବ ଗୃହ
ନାଉଗାଁ,୫ା୧୧(ସ୍ବ.ପ୍ର.): ନାଉଗାଁ ବ୍ଲକରେ ମୋଟ୍ ୧୧୯ ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିମଧ୍ୟରୁ ୩୭ କେନ୍ଦ୍ରର ନିଜସ୍ବ ଗୃହ ଥିବାବେଳେ ୮୨କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ଫଳରେ ଗୃହ ନ ଥିବା କେନ୍ଦ୍ରଗୁଡିକ ପ୍ରାଥମିକ ବିଦ୍ୟାଳୟ, ବାତ୍ୟା ଆଶ୍ରୟସ୍ଥଳ, କ୍ଲବ ଘର ଓ…
ଗୁଜରାଟ ମୁହାଁ ହେଉଛି ‘ମାହା’
ନୂଆଦିଲ୍ଲୀ,୫।୧୧: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ‘ମାହା’ ଏବେ ତା’ର ଦିଗ ପରିବର୍ତ୍ତନ କରୁଛି ବୋଲି କହିଛି ପାଣିପାଗ ବିଭାଗ। ଏବେ ଏହା ଗୁଜରାଟ ମୁହାଁ ହେଉଛି। ଏହାର ପ୍ରଭାବରେ ଗୁଜରାଟରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯାଇଛି। ମହାରାଷ୍ଟ୍ର, ଗୁଜରାଟ,…
ବିଦେଶୀ ଗାଈ ଗୋମାତା ନୁହେଁ; ଆଣ୍ଟି: ସେମାନଙ୍କ କ୍ଷୀରରେ ପୂଜା ହେବା ଅନୁଚିତ କହିଲେ ପଶ୍ଚିମବଙ୍ଗ ଭାଜପା ଅଧ୍ୟକ୍ଷ
କୋଲକାତା,୫।୧୧: ପଶ୍ଚିମବଙ୍ଗ ଭାଜପା ଅଧ୍ୟକ୍ଷ ଦିଲ୍ଲୀପ୍ ଘୋଷ ଏକ ମନ୍ତବ୍ୟ ଦେଇ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ କହିଛନ୍ତି ଯେ, ବିଦେଶୀ ଗାଈ ଗୋମାତା ନୁହଁନ୍ତି। ବିଦେଶୀ ଗାଈ ଭାରତୀୟ ଗାଈଙ୍କ ଭଉଣୀ। ତେଣୁ ତାଙ୍କୁ ଆଣ୍ଟି ଡକାଯିବା ଆବଶ୍ୟକ। ଜର୍ସି…
ସେଦିନ କୋହଲିଙ୍କ ପରିବାର ନେଇଥିଲେ ବଡ ନିଷ୍ପତ୍ତି, ନହେଲେ ଆଜି ପାକିସ୍ତାନ ପାଇଁ ଖେଳୁଥାନ୍ତେ ବିରାଟ
ନୂଆଦିଲ୍ଲୀ,୫।୧୧: ବିରାଟ କୋହଲି, ବିଶ୍ୱକ୍ରିକେଟର ଏକ ଜଣାଶୁଣା ନାଁ। ଆଜି ସେ ନିଜର ୩୧ତମ ଜନ୍ମଦିବସ ପାଳନ କରୁଛନ୍ତି। କେବଳ ଭାରତରେ ନୁହେଁ, ବିଶ୍ୱ କ୍ରିକେଟରେ ସେ ଆଧିପତ୍ୟ ବିସ୍ତାର କରିଛନ୍ତି। ଟେଷ୍ଟ ମ୍ୟାଚ୍ ହେଉ କି ଏକଦିବସୀୟ, ଟି-୨୦ କ୍ରିକେଟର…
ଲକ୍ଷ୍ନୌ ରେଳଷ୍ଟେଶନ୍ରେ ହେଲଥ୍ ଏଟିଏମ୍
ଲକ୍ଷ୍ନୌ,୫।୧୧: ଯାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ରେଳ ବିଭାଗ ପକ୍ଷରୁ ଲକ୍ଷ୍ନୌ ଷ୍ଟେଶନ୍ରେ ହେଲଥ୍ ଏଟିଏମ୍ କିଓସ୍କୋ ସ୍ଥାପନ କରାଯାଇଛି। ଏଠାରେ ରେଳଯାତ୍ରୀ ୫୦ରୁ ଶହେ ଟଙ୍କା ପୈଠ କରି ୧୬ ପ୍ରକାର ସ୍ବାସ୍ଥ୍ୟ ଯାଞ୍ଚ୍ କରିପାରିବେ। ଫିଟ୍ ଇଣ୍ଡିଆ ମୁଭ୍ମେଣ୍ଟ…

