Home Left

ମାତୋଶ୍ରୀ ସାମ୍ନାରେ ପୋଷ୍ଟର ଲାଗିଲା ଆଦିତ୍ୟ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୫।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଭାଜପା ଓ ଶିବସେନା ମଧ୍ୟରେ ଟଣା ଓଟରା ଚାଲିଥିବା ବେଳେ ଇତିମଧ୍ୟରେ ଠାକରେଙ୍କ ଘର ମାତୋଶ୍ରୀ ସାମ୍ନାରେ ଆଦିତ୍ୟ ଠାକରେ ମୁଖ୍ୟମନ୍ତ୍ରୀ ବୋଲି ପୋଷ୍ଟର ଲାଗିଛି। ଏଥିରେ ଆଦିତ୍ୟଙ୍କ ଫଟୋ ସହ ଲେଖା ଅଛି,…

କୋହଲି କ୍ରିକେଟର ଆଉ ଏକ ‘ବିରାଟ’ ତାରକା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଆଜି ୩୧ତମ ଜନ୍ମଦିବସ। ଏହି ଦିନକୁ ଖାସ୍‌ କରିବା ପାଇଁ ସ୍ତ୍ରୀ ଅନୁଷ୍କା ସହ ଭୂଟାନରେ ପହଞ୍ଚିଛନ୍ତି କୋହଲି। ଏବେ ବିଶ୍ୱକ୍ରିକେଟରେ ରାଜ୍‌ କରୁଥିବା କୋହଲି ଅନେକ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟର…

ନଗଡ଼ାର ବିକାଶ ଦିଗହାରା ଅଭିଯୋଗ:ଲୋକାୟୁକ୍ତଙ୍କ ନୋଟିସ ପରେ ସମୀକ୍ଷା ଆରମ୍ଭ

କାଳିଆପାଣି,୫ା୧୧(ଡି.ଏନ୍‌.ଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡାରେ ଶିଶୁ ମୃତ୍ୟୁ ଘଟଣା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଖିଦୃଶିଆ ବିକାଶ ହୋଇପାରି ନାହଁି। ଏହାର ବିକାଶ ପାଇଁ ବିଭିନ୍ନ ଯୋଜନାରେ ସରକାର ପ୍ରାୟ ୨୩ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।…

ରେଫ୍ରିଜରେଟେଡ୍‌ ଟ୍ରକ୍‌ରୁ ୪୧ ଦାଦନ ଶ୍ରମିକ ଉଦ୍ଧାର

ଗ୍ରୀସ୍‌,୫ା୧୧-ଗ୍ରୀସ୍‌ରେ ଏକ ରେଫ୍ରିଜରେଟେଡ୍‌ ଟ୍ରକ୍‌ରୁ ସୋମବାର ୪୧ ଜଣ ଦାଦନ ଶ୍ରମିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ପୋଲିସ ଉକ୍ତ ଟ୍ରକ୍‌ର ଡ୍ରାଇଭରଙ୍କୁ ଗିରଫ କରିଛି। ଦାଦନ ଶ୍ରମିକମାନେ ଆଫଗାନିସ୍ତାନର ମୂଳ ବାସିନ୍ଦା ବୋଲି କୁହାଯାଉଛି। ୭ ଜଣଙ୍କୁ ହସ୍ପିଟାଲ ନିଆଯାଇ ଚିକିତ୍ସା…

କର୍ନାଟକ ବିଧାୟକ ଅଯୋଗ୍ୟ ଘୋଷଣା ମାମଲା: ୟେଦୁରପ୍ପାଙ୍କ ଅଡିଓ କ୍ଲିପ୍‌କୁ ରେକର୍ଡ ଭାବେ ନେବାକୁ କଂଗ୍ରେସର ଅନୁରୋଧ

ନୂଆଦିଲ୍ଲୀ,୫ା୧୧(ପି.ଟି.): କର୍ନାଟକର ୧୭ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିଲାବେଳେ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କ ଅଡିଓ କ୍ଲିପ୍‌କୁ ରେକର୍ଡ ଭାବେ ଗ୍ରହଣ କରିବା ଲାଗି ରାଜ୍ୟ କଂଗ୍ରେସ ଅଦାଲତଙ୍କୁ ଅନୁରୋଧ କରିଛି। ବିଦ୍ରୋହୀ କଂଗ୍ରେସ ଓ ଜେଡିଏସ୍‌…

ଶିବସେନାକୁ ସମର୍ଥନ ଦେବନି କଂଗ୍ରେସ

ମୁମ୍ବାଇ, ୫ା୧୧(ପି.ଟି.): ମହାରାଷ୍ଟ୍ରରେ ସରକାର ଗଢ଼ିବା ଲାଗି ଶିବସେନାକୁ ସମର୍ଥନ ଦେବାକୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ମନା କରିଦେଇଛନ୍ତି। ରାଜ୍ୟରେ ସରକାର ଗଠନ ନେଇ ଅଚଳାବସ୍ଥା ଲାଗି ରହିଥିଲାବେଳେ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ନୂଆଦିଲ୍ଲୀରେ ସୋନିଆଙ୍କୁ ଭେଟି…

ଆର୍‌ସିଇପି ବାଣିଜ୍ୟ ଚୁକ୍ତିରେ ସାମିଲ ହେବନି ଭାରତ

ଶ୍ରୀନଗର,୫ା୧୧(ପି.ଟି.): ଚାଇନା ସମର୍ଥତ୍ତ ଆଞ୍ଚଳିକ ବିସ୍ତୃତ ଅର୍ଥନୈତିକ ଭାଗୀଦାରିତା (ଆର୍‌ସିଇପି) ବାଣିଜ୍ୟ ଚୁକ୍ତିନାମାରେ ସାମିଲ ନ ହେବାକୁ ଭାରତ ନିଷ୍ପତ୍ତି ନେଇଛି। ଚୁକ୍ତିନାମାର କେତେକ ସର୍ତ୍ତକୁ ନେଇ ଭାରତ ଚିନ୍ତାବ୍ୟକ୍ତ କରିଥିଲାବେଳେ ଏହାର ସମାଧାନ ହୋଇ ନ ଥିବାରୁ ଏଥିରେ ସାମିଲ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ କୋର୍ଟ ଚାଲାଣ

କୋରେଇ,୫ା୧୧(ସ୍ବ.ପ୍ର.): ପାଣିକୋଇଲି ପୋଲିସ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ସୋମବାର ଜଣଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ପୂର୍ଣ୍ଣ ମଲିକ। ପ୍ରକାଶ ଯେ, ଗତ ଗୁରୁବାର ଥାନା ଅଞ୍ଚଳର ଜଣେ ନାବାଳିକା ସ୍କୁଲରୁ ଫେରିବା ବେଳେ ପୂର୍ଣ୍ଣ ଘରକୁ ଡାକି ନେଇ…

ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା: ଆଜି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ ଭାଜପା

ରସୁଲପୁର,୫ା୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଜଟିଳ ହେବାରେ ଲଗିଛି। ଦିନକୁ ଦିନ ଘଟଣା ନୂଆ ମୋଡ ନେଉଛି। ଘଟଣାର ୨୦ଦିନ ପରେ ବି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡୁନି।…

ଜଳପରି ହେବା ପାଇଁ ଏମାନେ ଖର୍ଚ୍ଚ କରିଛନ୍ତି ଲକ୍ଷାଧିକ ଟଙ୍କା

ନିଜର ସୌକ ପୂରଣ କରିବାକୁ ଯାଇ ଅଷ୍ଟ୍ରେଲିଆର ଜେସିକା ବେଲେ ଓ ଅମୋଲିୟା ଲାସେଟର ଖର୍ଚ୍ଚ କରିଛନ୍ତି ଲକ୍ଷାଧିକ ଟଙ୍କା। ଏମାନେ ଜଳପରି ଭାବେ ନିଜକୁ ସଜାଇବା ପାଇଁ ଏମିତି କରିଥିବା କହିଛନ୍ତି। ସବୁବେଳେ ଡିଜନି ଚ୍ୟାନେଲ ଦେଖି ଏମାନେ ଜଳପରି…

ଡାଇବେଟିସ୍‌ ପାଇଁ କଞ୍ଚାଲଙ୍କା

କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍‌ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ ଖାଦ୍ୟରେ ସାମିଲ କରୁଥିବା ଦେଖାଯାଏ। ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ନିକଟରେ ଏକ ଗବେଷଣାରୁ…

ଟାଟା ଗ୍ରୁପ ଅଧୀନକୁ ଆସିପାରେ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୫-୧୧: ଟାଟା ଗ୍ରୁପ ନିକଟକୁ ଏୟାର ଇଣ୍ଡିଆର ପରିଚାଳନା ଭାର ଫେରିପାରେ। ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆ ବର୍ତ୍ତମାନ କ୍ଷତିରେ ଚାଲିଥିବା ବେଳେ ଏହାର ୧୦୦% ଅଂଶଧନ ବିକ୍ରି ଲାଗି ସରକାର ଯୋଜନା ରଖିଛନ୍ତି। ଏହି ବିମାନ କମ୍ପାନୀକୁ କିଣିବା ନେଇ ଟାଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?