Home Left

ପୁଣି ଇସ୍ରୋକୁ ସଫଳତା: ଚନ୍ଦ୍ରର ପଞ୍ଚମ କକ୍ଷକୁ ପ୍ରବେଶ କଲା ଚନ୍ଦ୍ରଯାନ-୨

ନୂଆଦିଲ୍ଲୀ, ୧।୯: ଭାରତୀୟ ମହାକାଶ ସଂସ୍ଥା ଇସ୍ରୋକୁ ଗୋଟିଏ ପରେ ଗୋଟିଏ ସଫଳତା ମିଳିଚାଲିଛି। ଚନ୍ଦ୍ରର ପଞ୍ଚମ କକ୍ଷକୁ ପବେଶ କରିଛି ଚନ୍ଦ୍ରଯାନ-୨। ରବିବାର ସନ୍ଧ୍ୟା ୬.୨୧ରେ ଚନ୍ଦ୍ରଯାନ-୨ ସଫଳତାର ଏହି ଉପଲବ୍ଧି oହାସଲ କରିଛି ବୋଲି ଇସ୍ରୋ ପକ୍ଷରୁ ଟୁଇଟ୍‌…

ଦୁର୍ବୃତ୍ତ ଲୁଟି ନେଲେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର, ଟଙ୍କା

ଖୋର୍ଦ୍ଧା ଅଫିସ,୧।୯ :ଖୋର୍ଦ୍ଧା ଆଦର୍ଶ ଥାନା ଶିଳ୍ପାଞ୍ଚଳ ଫାଣ୍ଡିର ମୁକୁନ୍ଦପ୍ରସାଦ ଝରଟାଙ୍ଗିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଝରକା ଗ୍ରୀଲ ତାଡି ଶନିବାର ରାତିରେ କିଶୋର ପଟ୍ଟନାୟକଙ୍କ ଘରୁ ୧୦ ଭରି ସୁନା, ୩ ଭରି ରୁପା ଅଳଙ୍କାର ଓ…

ସ୍ବାଧୀନ ତିଆରି କଲେ ସୁବଠାରୁ କ୍ଷୁଦ୍ରତମ ଗଣେଶ ମୂର୍ତ୍ତି

ପୁରୁଣା ଭୁବନେଶ୍ୱର, ୧। ୯ (ଡି.ଏନ.ଏ.)- ବିଘ୍ନରାଜ ଗଣପତିଙ୍କ ପୂଜାକୁ ନେଇ ମନ୍ଦିରଠାରୁ ମଣ୍ଡପ ଯାଏ ଚଳଚଞ୍ଚଳ ହୋଇ ଉଠିଛି। ଅଧା ଇଞ୍ଚରୁ ଟିକେ ଅଧିକ ଉଚ୍ଚତା ବିଶିଷ୍ଟ ଗଜାନନଙ୍କ କ୍ଷୁଦ୍ରତମ ମୂର୍ତ୍ତି ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଭୁବନେଶ୍ୱରର ଜଣେ…

ପୁଣି ଅଶାନ୍ତ ପଶ୍ଚିମବଙ୍ଗ: ଭାଜପା ଏମ୍‌ପିଙ୍କ ଉପରକୁ ଆକ୍ରମଣ

କୋଲକାତା,୧।୯: ପୁଣି ଅଶାନ୍ତ ହୋଇପଡିଛି ପଶ୍ଚିମବଙ୍ଗ। ରବିବାର ରାଜ୍ୟର ଉତ୍ତର ୨୪ ପ୍ରଗଣା ଜିଲାରେ ଟିଏମସି କର୍ମୀମାନେ ଭାଜପା ଏମ୍‌ପି ଅର୍ଜୁନ ସିଂହଙ୍କ ଗାଡ଼ି ଭଙ୍ଗାରୁଜା କରି ତାଙ୍କ ଉପରେ ଆକ୍ରମଣ କରିଥିବାର ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ…

ବ୍ୟାୟାମରେ ତ୍ରୁଟି ଜଣାଇଦେବ ଯନ୍ତ୍ର

ଚଣ୍ଡିଗଡ଼: ବ୍ୟାୟାମ କରିବାର ଯଦି ଠିକ୍‌ ପଦ୍ଧତି ଜଣାନାହିଁ ତେବେ ଆଦୌ ଚିନ୍ତା କରନ୍ତୁନାହିଁ। ଚଣ୍ଡିଗଡସ୍ଥିତ କେନ୍ଦ୍ରୀୟ ବୈଜ୍ଞାନିକ ଉପକରଣ ସଂଗଠନ ବା ସେଣ୍ଟ୍ରାଲ ସାଇଣ୍ଟିଫିକ ଇନ୍‌ଷ୍ଟ୍ରୁମେଣ୍ଟ ଅର୍ଗାନାଇଜେଶନ(ସିଏସ୍‌ଆଇଓ)ଏଭଳି ଯନ୍ତ୍ର ନିର୍ମାଣ କରିଛି ଯାହା ବ୍ୟାୟାମରେ କିଛି ତ୍ରୁଟି ଦେଖିବା ମାତ୍ରେ…

ଅଦରକାରୀ ପାର୍ଟସ୍‌ରୁ ବାଇକ୍‌: ଦାମ୍‌ ୨ହଜାର, ୫ଟଙ୍କାରେ ୫୦କିଲୋମିଟର ଯିବ

ସୁରଟ:ପରିବେଶ ପ୍ରଦୂଷଣ ବୃଦ୍ଧିପାଉଛି। ଆଗକୁ ଏକ ଭଲ ପରିବେଶ ମିଳିବ କି ନାହିଁ ତାହା କହିହେବନି। ଅନ୍ୟପକ୍ଷରେ ପେଟ୍ରୋଲ କିମ୍ବା ଡିଜେଲ ଦାମ୍‌କୁ ଲକ୍ଷ୍ୟ କଲେ ବାଇକ୍‌ ଚଲାଇବା ଯୁବପିଢିକୁ କଷ୍ଟକର ହୋଇଯିବ। ଏହି ସମସ୍ୟାର ସହଜ ସମାଧାନ କରିବା ଲାଗି…

ପବନରେ ଚାର୍ଜ ହେବ ସ୍ମାର୍ଟଫୋନ୍‌

ନୂଆଦିଲ୍ଲୀ:ଭାରତରେ ଓୟାରଲେସ ଚାର୍ଜିଂ ଟେକ୍‌ନୋଲୋଜିର ପ୍ରବେଶ ବେଶ୍‌ ଲୋକପ୍ରିୟ ହେବାରେ ଲାଗିଛି। କିନ୍ତୁ ଆଗାମୀ ବର୍ଷ ବଜାରରେ ଉପଲବ୍ଧ ହେବ ଓାୟାରଲେସ କ୍ୟୁ-୧ ଚାର୍ଜର ଯାହା ଅନ୍ୟ ଓ୍ବୟାରଲେସ ଚାର୍ଜର ଭଳି କାମ କରିବ। କିନ୍ତୁ ସ୍ମାର୍ଟଫୋନ ଏହି କ୍ୟୁ-୧ ଚାର୍ଜର୍‌କୁ…

ସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ନେଲେ ମନୋଜ ମୁକୁନ୍ଦ ନାରାଭାନେ

ନୂଆଦିଲ୍ଲୀ,୧।୯ : ସେନାର ଉପମୁଖ୍ୟ ଦାୟିତ୍ୱ ନେଇଛନ୍ତି ଲେପ୍ଟନାଣ୍ଟ ଜେନେରାଲ ମନୋଜ ମୁକୁନ୍ଦ ନାରାଭାନେ। ସେ ଲେପ୍ଟନାଣ୍ଟ ଜେନେରାଲ ଦେବରାଜ ଅମ୍ବୁଙ୍କ ସ୍ଥାନ ନେଇଛନ୍ତି। ଅମ୍ବୁ ଅଗଷ୍ଟ ୩୧ରେ ଅବସର ଗ୍ରହଣ କରିବା ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ପୂର୍ବରୁ…

କଶ୍ମୀରକୁ ନେଇ ଖଣ୍ଡା ବୁଲାଇଲେ ମିଆଁଦାଦ୍‌:କହିଲେ ଆଗରୁ ଛକା ମାରୁଥିଲି, ଏବେ ଜୀବନରୁ ମାରିଦେବି

ଶ୍ରୀନଗର, ୧।୯: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ଏହି ପ୍ରସଙ୍ଗକୁ ନେଇ ଦେଶର ନେତାଙ୍କଠାରୁ ଆରମ୍ଭ କରି ଖେଳାଳିମାନଙ୍କ ପର୍ଯ୍ୟନ୍ତ ଭାରତକୁ ବିଭିନ୍ନ ଧମକ ଦେଉଛନ୍ତିି। ଏହି କ୍ରମରେ ସାମିଲ ହୋଇଛନ୍ତି ପାକିସ୍ତାନର ପୂର୍ବତନ କ୍ରିକେଟର୍‌…

ଗଛରେ ପିଟିହୋଇ ବାଇକ୍‌ଚାଳକ ମୃତ

ରାଇସୁଆଁ,୧।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ରେଞ୍ଜ ପୋଟଳ ଗାଁର ଜଣେ ବ୍ୟକ୍ତି ବାଇକ୍‌ରେ ଯାଉଥିବାବେଳେ ହାତୀପଲଙ୍କୁ ଦେଖି ଭୟଭୀତ ହୋଇ ଦ୍ରୁତ ଗତିରେ ପଳାଉଥିବାବେଳେ ଗାଡ଼ିଟି ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପ୍ରକାଶ ଯେ, ପୋଟଳ…

ରାସ୍ତାରୋକୋ ପାଇଁ ପ୍ରବର୍ତ୍ତାଇଥିବା ଅଭିଯୋଗ : ଯୁବକ କୋର୍ଟଚାଲାଣ

ଯୋଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜରିବାହାଲଠାରେ ଶନିବାର ଛାତ୍ରୀଛାତ୍ରଙ୍କ ଦ୍ୱାରା ହୋଇଥିବା ରାସ୍ତାରୋକୋ ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ବାମେବାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପରେଶ କୁମାର ମହାନ୍ତି ସୂଚନା…

ଦୁଲୀପ ଟ୍ରଫି: ଇଣ୍ଡିଆ ଗ୍ରୀନ- ରେଡ୍‌ ମ୍ୟାଚ୍‌ ଡ୍ର

ବେଙ୍ଗାଲୁରୁ,୧।୯(ପି.ଟି.)- ଅଲୁରସ୍ଥିତ କର୍ନାଟକ ଷ୍ଟେଟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଗ୍ରାଉଣ୍ଡରେ ଇଣ୍ଡିଆ ଗ୍ରୀନ୍‌ ଓ ଇଣ୍ଡିଆ ରେଡ୍‌ ମଧ୍ୟରେ ଅନୁଷ୍ଠିତ ୪ ଦିନିଆ ଦୁଲୀପ ଟ୍ରଫି କ୍ରିକେଟ ମ୍ୟାଚ୍‌ ରବିବାର ଅମୀମାଂସିତ ଭାବେ ଶେଷ ହୋଇଛି। ତେବେ ପ୍ରଥମ ଇନିଂସରେ ମାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri