କୋହଲି ପାଳିବେ ୩୧ତମ ଜନ୍ମଦିନ
ନୂଆଦିଲ୍ଲୀ,୪।୧୧- ଭାରତୀୟ ଅଧିନାୟକ ବିରାଟ କୋହଲି ମଙ୍ଗଳବାର ୩୧ତମ ଜନ୍ମଦିନ ପାଳିବାକୁ ଯାଉଛନ୍ତି। ଏହି ମହାନ ବ୍ୟାଟ୍ସମ୍ୟାନ ୧୯୮୮ ମସିହା ନଭେମ୍ବର ୫ ତାରିଖରେ ଦିଲ୍ଲୀର ଏକ ପଞ୍ଜାବୀ ପରିବାରରେ ଜନ୍ମ ନେଇଥିଲେ। ୨୦୦୮ରେ ତାଙ୍କ ନେତୃତ୍ୱରେ ୧୯ ବର୍ଷରୁ କମ୍…
ରୋଗପୋକ ଉଜାଡିଲା ଚାଷ : କୃଷି ଅଧିକାରୀଙ୍କୁ ଦେଖାଇଲେ ଧାନକେଣ୍ଡା
ଜାମଟିକ୍ରା, ୪।୧୧ (ଡି.ଏନ.ଏ): ଅତାବିରା ବ୍ଲକ ଅଞ୍ଚଳରେ ଧାନ ଫସଲରେ ଲାଗିଥିବା ରୋଗପୋକ ଯୋଗୁ ଚାଷ କ୍ଷତିଗ୍ରସ୍ତ ହୋଇଛି। ବଜାରରେ ମିଳୁଥିବା କୀଟନାଶକ ପ୍ରୟୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଫଳରେ ସୋମବାର ଚାଷୀମାନେ ଅତାବିରା କୃଷି ଓ ପରାମର୍ଶ…
ଫସଲ ଉଜାଡ଼ିଲେ ୬ ହାତୀ: ଚାଷୀକୁଳ ହତାଶ
ସଜନାଗଡ଼, ୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଞ୍ଚଳରେ କୁଲଡ଼ିହା ଅଭୟାରଣ୍ୟର ୬ଟି ହାତୀ ପଶି ଉପଦ୍ରବ ଚଳାଇଛନ୍ତି। ହାତୀପଲ ଯେତିକି ଫସଲ ଖାଉଛନ୍ତି ତାହାଠାରୁ ଅଧିକ ଦଳିଚକଟି ନଷ୍ଟ କରୁଛନ୍ତି। ୩ ମାସରୁ ବେଶୀ ହେଲାଣି ହାତୀପଲ ବିଭିନ୍ନ ଗ୍ରାମରେ ପଶି…
ମୃତଦେହ ପୋତିବାକୁ ଏଠାରେ ଦେବାକୁ ପଡେ କୋଟି କୋଟି ଟଙ୍କା
ହଂକଂ: ହଂକଂ ସହରରେ ସ୍ଥାନାଭାବ ଚିନ୍ତାର କାରଣ ହୋଇଛି। ଦର ବୃଦ୍ଧି ଯୋଗୁ ଲୋକଙ୍କ ମୃତଦେହକୁ ପୋତିବା ପାଇଁ ଜମି ମିଳୁନାହିଁ। ତେଣୁ ମୃତଦେହକୁ ପୋତିବା ପାଇଁ ସେମାନଙ୍କୁ ଜମି କିଣିବାକୁ ପଡ଼ୁଛି। ଆଉ ଏହା ପାଇଁ ପ୍ରାୟ ୧କୋଟି ୬୨ଲକ୍ଷ…
ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିସ୍ଥାପିତଙ୍କ ଆମରଣ ଅନଶନ
ଲଖନପୁର,୪।୧୧(ଡି.ଏନ୍.ଏ): ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତ ଲୋକଙ୍କୁ ୧୦ ଡିସିମିଲ ଘରଡ଼ିହ ଜମି ଯୋଗାଇ ଦେବା ପାଇଁ ସରକାର ଘୋଷଣା କରିଥିଲେ। ମାତ୍ର ସରକାରଙ୍କ କାଳବିଳମ୍ବ ଯୋଗୁ ଲୋକେ ଏଥିରୁ ବଞ୍ଚିତ ହେଉଛନ୍ତି । ଏହାର ପ୍ରତିବାଦରେ ଲଖନପୁର ତହସିଲ ଅଞ୍ଚଳର…
ବସ୍ ଷ୍ଟପ୍ରୁ ମିଳିଥିବା ୪୦ ହଜାର ଫେରାଇଲେ ଶ୍ରମିକ: ପୁରସ୍କାର ଭାବେ ବସ୍ ଭଡ଼ା ପାଇଁ ନେଲେ କେବଳ ୭ ଟଙ୍କା
ମୁମ୍ବାଇ,୪।୧୧: କୁହାଯାଏ ଅଭାବରୁ ସ୍ବଭାବ ନଷ୍ଟ। ତେବେ ଏହା ମହାରାଷ୍ଟ୍ରର ଜଣେ ଶ୍ରମିକଙ୍କ ପାଖରେ ମିଥ୍ୟାରେ ପରିଣତ ହୋଇଛି। ସ୍ଥାନୀୟ ସାତାରାରେ ବାସ କରୁଥିବା ୫୪ ବର୍ଷ ବୟସ୍କ ଶ୍ରମିକ ଧନଜୀ ଜଗଦାଲେଙ୍କୁ ବସ୍ ଷ୍ଟପ୍ରୁ ୪୦ ହଜାର ଟଙ୍କା ମିଳିଥିଲା।…
ଏହି ଗାଁରେ କେହି ଦେଖିପାରନ୍ତି ନାହିଁ…
କାନାଡ଼ାର ଓଣ୍ଟୋରିଓ ପ୍ରଦେଶରେ ରହିଛି ତିଲ୍ଟେକ୍ ଗାଁ। ଏଠାରେ ଜୋପ୍ଟେକ ଜନଜାତିର ଲୋକେ ବାସ କରନ୍ତି। ଏମାନେ ଉତ୍ତର ଆମେରିକାରୁ ଆସିଥିବା ରେଡ୍ ଇଣ୍ଡିଆନ ସମ୍ପ୍ରଦାୟର। ଗାଁର ପଶୁପକ୍ଷୀଙ୍କ ଠାରୁ ମଣିଷ ପର୍ଯ୍ୟନ୍ତ ସମସ୍ତେ ଦୃଷ୍ଟିହୀନ। ସେମାନେ ଜନ୍ମରୁ ଦୃଷ୍ଟିହୀନ ନ…
ତହସିଲ ସମ୍ମୁଖରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ଲଖନପୁର,୪।୧୧(ଡି.ଏନ୍.ଏ): ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ସମ୍ମୁଖରେ ସୋମବାର ହୀରାକୁଦ ବୁଡି ଅଞ୍ଚଳ ସମିତି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମିତିର ସଭାପତି ବାସୁଦେବ ଭୋଇ, ସମ୍ପାଦକ ଗୋପୀନାଥ ମାଝି, ଉପଦେଷ୍ଟା ବିରଞ୍ଚି ସାହୁଙ୍କ ନେତୃତ୍ୱରେ ୧୪ ଦଫା ସମ୍ବଳିତ…
ସ୍କୁଲ ପାଣିଟାଙ୍କିରେ ପଡ଼ି ନାବାଳିକା ମୃତ
ଲଖନପୁର,୪।୧୧(ଡି.ଏନ୍.ଏ): ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ଶାନ୍ତିନଗରସ୍ଥିତ ଏକ ପ୍ଲେ ସ୍କୁଲ ପାଣିଟାଙ୍କିରେ ପଡ଼ି ସୋମବାର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଶାନ୍ତିନଗରର ରାଜକୁମାର ନାଏକଙ୍କ ଝିଅ ଲିଜା (୬)। ଖବରପାଇ ସ୍ଥାନୀୟ ବନ୍ଧବାହାଲ…
କିଡ୍ନୀ ରୋଗୀ ଧ୍ୟାନ ଦିଅନ୍ତୁ
କିଡ୍ନୀ ରକ୍ତରୁ ନିର୍ଗତ ବିଷାକ୍ତ ପଦାର୍ଥକୁ ଛାଣି ଶରୀରରୁ ବାହାରକୁ ନିଷ୍କାସିତ କରେ। ଯେତେବେଳେ ଏହା କାମ କରିବା ବନ୍ଦ କରେ, ଶରୀରରେ ବିଷାକ୍ତ ପଦାର୍ଥ ଜମା ହୋଇ ବିଭିନ୍ନ ସମସ୍ୟା ସୃଷ୍ଟି ହୁଏ। ଅଧିକାଂଶ ସମୟରେ ମହିଳାଙ୍କଠାରେ ଏ ସମସ୍ୟା…
ଏହି ମନ୍ଦିରରେ ଥିବା ମୋଟର ସାଇକେଲକୁ ପ୍ରତିଦିନ ଶ୍ରଦ୍ଧାଳୁ କାହିଁକି ପୂଜା କରନ୍ତି
ରାଜସ୍ଥାନର ଯୋଧପୁର ପାଖରେ ପାଲୀ ଜିଲାରେ ଓମ୍ ବନ୍ନା ମନ୍ଦିର ଅବସ୍ଥିତ। ପାଲି-ଯୋଧପୁର ହାଇୱେରୁ ଯିବା ସମୟରେ ଏହି ତୀର୍ଥ ସ୍ଥାନ ଚୋଟିଲା ଗ୍ରାମ ପାଖରେ ପଡ଼େ। ସେଠାରେ ଏକ ମୋଟର ସାଇକେଲ ୩୫୦ ସିସି ରୟାଲ ଏନ୍ଫିଲ୍ଡ଼ ବୁଲେଟ ଅଛି।…
ପ୍ରିୟଙ୍କା ଚୋପ୍ରାଙ୍କ ପସନ୍ଦର କ୍ରିକେଟ ଖେଳାଳି କିଏ ଜାଣନ୍ତି କି?
ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜଣେ ବଡ କ୍ରିକେଟ ଫ୍ୟାନ୍। ତାଙ୍କର ଜଣେ ଅଙ୍କଲ୍ ରଣଜୀ ଖେଳୁଥିବାରୁ ପିତା ବରାବର କ୍ରିକେଟ ଟୁର୍ନାମେଣ୍ଟ ଦେଖିବାକୁ ଯାଉଥିଲେ। ଛୋଟବେଳେ ପିତାଙ୍କ ସହ ପ୍ରିୟଙ୍କା ବି ମ୍ୟାଚ୍ ଦେଖୁଥିଲେ। ସେବେଠୁ କ୍ରିକେଟ ପ୍ରତି ତାଙ୍କ ରୁଚି…

