ଶପଥ ନେଲେ ମଧ୍ୟପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି
ଭୋପାଳ,୪ା୧୧(ପି.ଟି.): ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଏ.କେ. ମିତ୍ତଲ ରବିବାର ଶପଥ ନେଇଛନ୍ତି। ରାଜଭବନରେ ରାଜ୍ୟପାଳ ଲାଲ୍ଜୀ ଟଣ୍ଡନ ତାଙ୍କୁ ଶପଥ ପାଠ କରାଇଥିଲେ। ପୂର୍ବରୁ ଜଷ୍ଟିସ୍ ମିତ୍ତଲ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ଶପଥ ଗ୍ରହଣ…
୩୪୨୭ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ବନ୍ଦ
ନୂଆଦିଲ୍ଲୀ,୪-୧୧: ଗତ ୫ ବର୍ଷରେ ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୩୪୨୭ ବ୍ୟାଙ୍କ ଶାଖା ବନ୍ଦ କରିଥିବା ଜଣାପଡିଛି। ସୂଚନା ଅଧିକାର କର୍ମୀ ଚନ୍ଦ୍ର ଶେଖର ଗୌଡ ରିଜର୍ଭ ବ୍ୟାଙ୍କକୁ ଏ ନେଇ ମାଗିଥିବା ଏକ ସୂଚନାରୁ ଏହା ସାମ୍ନାକୁ ଆସିଛି। ମିଶ୍ରଣ…
୮ରୁ ବର୍ଷା ସମ୍ଭାବନା
ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ରାଜ୍ୟରେ ପୁଣି ହୋଇପାରେ ବର୍ଷା। ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। କ୍ରମେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ…
ହ୍ବାଟ୍ସଆପ୍ ସ୍ପାଏଗେଟ୍ ଭାଜପା ବିରୋଧରେ କଂଗ୍ରେସର ଅଭିଯୋଗ: ତଦନ୍ତ କରିବେ ୨ ପାର୍ଲାମେଣ୍ଟ କମିଟି
ନୂଆଦିଲ୍ଲୀ,୪ା୧୧(ପି.ଟି.): କଂଗ୍ରେସ ନେତାମାନଙ୍କ ନେତୃତ୍ୱରେ ଦୁଇଟି ପାର୍ଲାମେଣ୍ଟ କମିଟି ହ୍ବାଟ୍ସଆପ୍ ଗୋଇନ୍ଦାଗିରି ନେଇ ତଦନ୍ତ କରିବେ। ଏହି ଦୁଇ କମିଟି ସ୍ବରାଷ୍ଟ୍ର ସଚିବଙ୍କ ସମେତ କେତେଜଣ ଶୀର୍ଷ ସରକାରୀ ଅଧିକାରୀଙ୍କଠାରୁ ଏ ସଂକ୍ରାନ୍ତ ତଥ୍ୟ ମାଗିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର…
ବର୍ଷା ସାଜିଲା କାଳ : ପୁଣି ବଢ଼ିଲା ପିଆଜ ଦର
ଭୁବନେଶ୍ୱର,୪ା୧୧(ବ୍ୟୁରୋ) : କିଛିଦିନର ବ୍ୟବଧାନ ପରେ ପିଆଜ ଦର ଅହେତୁକ ବୃଦ୍ଧି ପାଇଛି। ଭୁବନେଶ୍ୱର, ପୁରୀ ସମେତ ରାଜ୍ୟର ବିଭିନ୍ନ ସହରରେ ରବିବାର ପିଆଜ ଦର କିଲୋ ପ୍ରତି ୬୦ରୁ ୬୫ ଟଙ୍କାରେ ବିକ୍ରି ହୋଇଛି। ଶନିବାର ଏହା କିଲୋ ପିଛା…
ପୂଜାପାଠ ଆଳରେ ମହିଳାଙ୍କୁ ମଶାଣିକୁ ନେଇ ଅସଦାଚରଣ: ଛେଚା ଖାଇ ଗିରଫ ହେଲେ ଭଣ୍ଡବାବା
ବାସୁଦେବପୁର, ୪।୧୧ (ଡି.ଏନ.ଏ.) – ଜଣେ ଭଣ୍ଡବାବା ଶନିବାର ନିଶାର୍ଦ୍ଧରେ ଜଣେ ନିଃସନ୍ତାନ ମହିଳାଙ୍କୁ ମଶାଣିକୁ ନେଇ ପୂଜାପାଠ କରିବା ଆଳରେ ତାଙ୍କୁ ଅସଦାଚରଣ କରିବା ଭଳି ଘଟଣା ପଦାକୁ ଆସିଛି। ଗ୍ରାମବାସୀ ଓ ମହିଳାଙ୍କ ପରିବାର ଲୋକେ ଭଣ୍ଡବାବାଙ୍କୁ ଧରି…
ଓକିଲଙ୍କ ଘରୁ ଡକାୟତି : ନେଇଗଲେ ୫୦ ହଜାର ଟଙ୍କା ସମେତ ସୁନାଗହଣା
ଅନୁଗୋଳ ଅଫିସ,୪।୧୧: ନାଲକୋ ଥାନା କୁଲାଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଓକିଲ ବିଭୂତି ଭୂଷଣ ପଟ୍ଟନାୟକଙ୍କ ଘରେ ପଶି ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ନଗଦ ୫୦ ହଜାର ଟଙ୍କା ସହ ସୁନାଗହଣା…
ଶ୍ରୀତମ୍ଙ୍କୁ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ
ବାଲେଶ୍ୱର ଅଫିସ, ୪।୧୧-ସ୍ମାର୍ଟଫୋନରେ ଫଟୋ ଉଠାଇ ଚର୍ଚ୍ଚାକୁ ଆସିଥିବା ବାଲେଶ୍ୱର ଜିଲା ଶୋଭାରାମ୍ପୁର ଅଞ୍ଚଳର ଶ୍ରୀତମ୍ କୁମାର ସେଠୀ ଚଳିତବର୍ଷ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ଼ ପାଇପାରିଛନ୍ତି। ବନ୍ୟଜନ୍ତୁ ଓ ସବୁଜିମାଭରା ପ୍ରକୃତିର ଫଟୋ ଉଠାଇବାକୁ ସେ ଅଧିକ ଆଗ୍ରହ ରଖିଥାନ୍ତି। ଗତ…
ବଜାରକୁ ୫୦:୫୦ ବିସ୍କୁଟ ଆସିଛି କି’
ହାଇଦ୍ରାବାଦ,୪ା୧୧: ମହାରାଷ୍ଟ୍ରରେ ୫୦:୫୦ ସୂତ୍ରରେ କ୍ଷମତା ଭାଗବଣ୍ଟା ପାଇଁ ଶିବସେନା ଅଡ଼ିବସିଥିବାବେଳେ ଏହାକୁ ନେଇ ଏଆଇଏମ୍ଆଇଏମ୍ ଅଧ୍ୟକ୍ଷ ତଥା ହାଇଦ୍ରାବାଦ ଏମ୍ପି ଅସାଦୁଦ୍ଦିନ୍ ଓଓ୍ବାଇସି ତାଚ୍ଛଲ୍ୟ କରିଛନ୍ତି। ଲଗାଣ ବର୍ଷା ଯୋଗୁ ଫସଲହାନି ହୋଇଛି। କ୍ଷତିଗ୍ରସ୍ତ ଚାଷୀମାନେ ମୁଣ୍ଡରେ ହାତ ଦେଇ…
କାଲିମେଳା ବ୍ଲକରେ ବଢ଼ିଚାଲିଛି କିଡ୍ନୀ ରୋଗ
କାଲିମେଳା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା କଲିମେଳା ବ୍ଲକରେ ଦିନକୁ ଦିନ ବଢିଚାଲିଛି କିଡ୍ନୀ ରୋଗ। ବ୍ଲକରେ ଥିବା ୨୩ ପଞ୍ଚାୟତର ପ୍ରତ୍ୟେକ ଗ୍ରାମରେ ବହୁ ବ୍ୟକ୍ତି କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗରେ ଆକ୍ରାନ୍ତ ହୋଇ ବହୁ ଲୋକ ମୃତ୍ୟୁବରଣ କରିସାରିଲେଣି।…
ଅନୁଗୋଳ ପୁଅକୁ ଆମେରିକା ଡାକରା; ଶୁଭ୍ରାଂଶୁଙ୍କ ‘ମାଭିକ୍’ ଡ୍ରୋନ୍କୁ ନାସା କହିଲା ମିରାକିଲ୍
ଅନୁଗୋଳ ଅଫିସ, ୪।୧୧: ୨୪ ଘଣ୍ଟା ଆକାଶରେ ଉଡ଼ାଣ କରିପାରିବ। ୧୫ କେଜିର ଫାଷ୍ଟଏଡ୍ ନେଇ ତୁରନ୍ତ ଅପହଞ୍ଚ ଅଞ୍ଚଳର ଗୁରୁତର କିମ୍ବା ଦୁର୍ଘଟଣାଗ୍ରସ୍ତଙ୍କ ନିକଟରେ ପହଞ୍ଚାଇ ପାରିବ। ଖଞ୍ଜାଯାଇଥିବା କ୍ୟାମେରାରେ ଡାକ୍ତରଙ୍କ ସହ ଲୋକଙ୍କ ସିଧାସଳଖ କଥା କରାଇ ଜରୁରୀ…
ଜଜାଙ୍ଗ ରଶ୍ମିରଞ୍ଜନ ହତ୍ୟା ମାମଲା : ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ
ଜଗତ୍ସିଂହପୁର ଅଫିସ,୪ା୧୧: ତିର୍ତ୍ତୋଲ ଥାନା ଅଧୀନ ବେଗୁଡିଆ ଜଜାଙ୍ଗ ଗ୍ରାମର ଦୀପା ଓରଫ ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ। ସମ୍ପୃକ୍ତ ଅଭିଯୁକ୍ତ ଚଞ୍ଚକତାପୂର୍ବକ ବାରମ୍ବାର ସ୍ଥାନ ପରିବର୍ତ୍ତନ କରୁଥିବାରୁ ପୋଲିସକୁ ଗିରଫ କରିବାରେ ବିଳମ୍ବ…

