Home Left

ଶ୍ମଶାନରେ ମୃତଦେହ ସଂସ୍କାରକୁ ନେଇ ବିବାଦ : ରାସ୍ତାରୋକୋ କଲେ ଗ୍ରାମବାସୀ

ଖଣ୍ଡପଡ଼ା,୪ା୧୧(ସ୍ବ.ପ୍ର.): ଶ୍ମଶାନରେ ମୃତଦେହ ସଂସ୍କାରକୁ କେନ୍ଦ୍ର କରି ଖଣ୍ଡପଡା ବ୍ଲକ ବେଣାଗାଡିଆ ପଞ୍ଚାୟତର ମୁରାରୀପୁର ଓ ପଥରଦ୍ୱାର ଗ୍ରାମ ମଧ୍ୟରେ ବିବାଦ ଦେଖାଦେଇଛି। ଏହାକୁ ନେଇ ରବିବାର ମୁରାରୀପୁର ଗ୍ରାମବାସୀ ଖଣ୍ଡପଡ଼ା-କଣ୍ଟିଲୋ ପୂର୍ତ୍ତ ବିଭାଗ ରାସ୍ତାର ବେଣାଗାଡିଆ ସେତୁ ଉପରେ ମୃତଦେହ…

କୁନି ମ୍ୟାଜିସିଆନ ସାରା ଦର୍ଶକଙ୍କୁ କରୁଛନ୍ତି ମତୁଆଲା

ଭୁବନ, ୪।୧୧(ଡି.ଏନ.ଏ.) ବୟସ ମାତ୍ର ୫। ଅଥଚ ଦର୍ଶକଙ୍କ ଆଖି ଆଗରେ ଇନ୍ଦ୍ରଜାଲ ସୃଷ୍ଟି କରିବାରେ ସେ ବେଶ୍‌ ପାରଙ୍ଗମ। ପିଲାମାନଙ୍କ ଖେଳିବୁଲିବା ବୟସରେ ମ୍ୟାଜିକ୍‌ ଭଳି ଜଟିଳ ବିଷୟକୁ ଅତି ସହଜରେ କରାୟତ୍ତ କରିଥିବା ଏହି କୁନି ଝିଅ ହେଲେ…

ସ୍ବାଭିମାନ ଅଞ୍ଚଳରେ ମୃତ ବ୍ୟକ୍ତିଙ୍କ ନାମରେ ଉଠୁଛି ଭତ୍ତା ଟଙ୍କା

ଚିତ୍ରକୋଣ୍ଡା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ ୩/୪ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି। ରାଲେଗାଡ଼ ପଞ୍ଚାୟତରେ ୪ ଜଣ ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ଉଠାଯାଉଥିବା ବେଳେ…

ବାପ୍‌ ଆରପାରେ: ଦୁଇ ପୁଓର ଭବିଷତ୍‌ ଚିନ୍‌ତାରେ ମା’

କୋମନା, ୪।୧୧(ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ଟିକ୍ରାପଡ଼ା ହାଟପଦା ପଡ଼ାର ବିଧବା ଶାନ୍ତି ରଣା(୨୦)। ଆପ୍‌ନେ ଆରପାରକେ ଚାଲିଗଲା ଉତାରୁ ଦୁଇ ଛୁଆକର ଦେଖ୍‌ଭାଲ, ଭବିଷତ୍‌ ଚିନ୍‌ତାରେ ସେ ଭାଂଗି ପଡ଼ିଛନ୍‌। ଏନ୍‌ତାଥି ସେ ସରକାରୀ ସାହାଯ୍‌ ଲାଗି ପରଶାସନକେ…

ଭାରତ ବିପକ୍ଷରେ ବାଂଲାଦେଶ ପ୍ରଥମ ଟି୨୦ ବିଜୟ

ନୂଆଦିଲ୍ଲୀ,୪।୧୧(ପି.ଟି.)- ଭାରତ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ବାଂଲାଦେଶ ୩ଟି ବଲ୍‌ ବାକି ରଖି ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ସ୍ଥାନୀୟ ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି…

ଗେଡା ଲୋକଙ୍କୁ ଡାଇବେଟିସ୍‌ ହେବା ଆଶଙ୍କା ଅଧିକ

ଡାଇବେଟିସ୍‌ ଏବେ ଚିକିତ୍ସକମାନଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟି ଯାଇଛି। କାରଣ ଭାରତରେ ଏହା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ନିକଟରେ ରିସର୍ଚ୍ଚ ମେଡିକାଲ ଜର୍ନାଲ ଡାଏବେଟୋଲୋଜିଆରେ ପ୍ରକାଶିତ ଏକ ଖବର ଅନୁଯାୟୀ ଗେଡା ଲୋକଙ୍କଠାରେ ଟାଇପ୍‌ ୨ ଡାଇବେଟିସ୍‌…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାତ୍ରର ପାଣି…

ତମ୍ବାପାତ୍ରରେ ପାଣି ପିଇଲେ ଅନେକ ଉପକାର ମିଳିଥାଏ। ରାତିରେ ତମ୍ବାପାତ୍ରରେ ପାଣି ରଖି ସକାଳେ ଏଥିରୁ ଗ୍ଲାସେ ପିଇଲେ ବିଭିନ୍ନ ରୋଗରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ତମ୍ବାପାତ୍ରରେ ରଖାଯାଇଥିବା ପାଣି ପିଇଲେ ରକ୍ତସଞ୍ଚାଳନ ସ୍ବାଭାବିକ ହେବା ସହିତ…

ଏଠି ମହିଳା ନିଜ ଇଚ୍ଛାରେ ବାହାର କରି ଦେଉଛନ୍ତି ଗର୍ଭାଶୟ

ଜଣେ ମହିଳା ପାଇଁ ଗର୍ଭାଶୟ କେତେ ଜରୁରୀ ତାହା ସମସ୍ତଙ୍କୁ ଅଳ୍ପ ବହୁତେ ଜଣା। ହେଲେ ମହାରାଷ୍ଟ୍ରର ବିଡ ଜିଲାରେ ଆଖୁ ଫସଲ କାଟୁଥିବା ମହିଳାମାନେ ଏମିତି ଭାବେ ସେମାନଙ୍କ ଗର୍ଭଶୟକୁ ବାହାର କରି ଦେଉଛନ୍ତି ଯେମିତି ପୋଷାକ ବଦଳାଇବା ପରି।…

ଗର୍ଭବତୀ ମହିଳା ଅଦା ଚା’ ପିଇବା ହାନିକାରକ

ଗର୍ଭବତୀ ମହିଳାଙ୍କୁ ଅନେକ ସତର୍କତା ଅବଲମ୍ବନ କରିବାକୁ ପଡ଼ିଥାଏ। ସ୍ବାସ୍ଥ୍ୟପ୍ରଦ ଖାଦ୍ୟ, ହାଲ୍‌କା ବ୍ୟାୟାମ୍‌ ଦ୍ୱାରା ଜଣେ ମହିଳା ସୁସ୍ଥସବଳ ଶିଶୁକୁ ଜନ୍ମ ଦେଇଥାଏ। ଗର୍ଭଧାରଣ କରିବା ଦିନଠୁ ନେଇ ପିଲା ଜନ୍ମ ପର୍ଯ୍ୟନ୍ତ ମହିଳାଙ୍କ ଶରୀରରେ ଅନେକ ପରିବର୍ତ୍ତନ ଆସିଥାଏ।…

ବାଂଲାଦେଶକୁ ୧୪୯ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ନୂଆଦିଲ୍ଲୀ,୩।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ବାଂଲାଦେଶକୁ ବିଜୟ ପାଇଁ ୧୪୯ ରନ ଟାର୍ଗେଟ ଦେଇଛି ଭାରତ। ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ…

ଘାରିଛି ରେକର୍ଡ ନିଶା: ୩୦୦ ମିଟର ହାତରେ ଚାଲିଲେ ଯୁବକ

ଖୋର୍ଦ୍ଧା ଅଫିସ,୩।୧୧:ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଅସରଳା ପଞ୍ଚାୟତ ମାଗୁରା ଗଁାର ସୌଭାଗ୍ୟ ବରାଡ ରେକର୍ଡ କରିବା ପାଇଁ ୩୦୦ ମିଟର ହାତରେ ଚାଲିଛନ୍ତି। ଆଗକୁ ଅଧିକ ଚାଲିବାର ଲକ୍ଷ୍ୟ ରଖିଛନ୍ତି। ଲିମକା, ଗ୍ରିନିଜ ରେକର୍ଡରେ ତାଙ୍କ ନଁା ସ୍ଥାନ ପାଉ।…

ଡବ୍ଲ୍ୟୁଟିଏ ଫାଇନାଲ୍ସ: ଟାଇଟଲ ଜିତିଲେ ବାର୍ଟି

ଶେନଝେନ, ୩।୧୧- ବିଶ୍ୱର ୧ନମ୍ବର ମହିଳା ଟେନିସ ଖେଳାଳି ଅଷ୍ଟ୍ରେଲିଆର ଆସେଲେ ବାର୍ଟି ଏକ ବଡ଼ ଧରଣର ସଫଳତା ହାସଲ କରିଛନ୍ତି। ବାର୍ଟି ଏଠାରେ ଖେଳାଯାଇଥିବା ଡବ୍ଲ୍ୟୁଟିଏ ଫାଇନାଲ୍ସର ଟାଇଟଲ ଜିତିଛନ୍ତି। ସ୍ଥାନୀୟ ଶେନ୍‌ଝେନ ବେ ସ୍ପୋଟର୍‌ସ ସେଣ୍ଟରରେ ରବିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?