ପ୍ରଥମ ଟି୨୦: ବର୍ଷା ପାକିସ୍ତାନକୁ ରକ୍ଷା କଲା
ସିଡ୍ନୀ,୩।୧୧(ଏଏଫ୍ପି)- ବର୍ଷା ଯୋଗୁ ପାକିସ୍ତାନ ଏକ ନିଶ୍ଚିତ ପରାଜୟରୁ ରକ୍ଷା ପାଇଛି। ସ୍ଥାନୀୟ ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ରବିବାର ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ ଲଗାତର ବର୍ଷା କାରଣରୁ ବିନା ଫଳାଫଳରେ ଶେଷ ହୋଇଛି। ୩…
ଦିଲ୍ଲୀ ପ୍ରଦୂଷଣ ରୋକିବାକୁ ସରକାର ଯଜ୍ଞ କରନ୍ତୁ, ଇନ୍ଦ୍ର ଭଗବାନ ସବୁ ଠିକ୍ କରିଦେବେ: ଭାଜପା ମନ୍ତ୍ରୀ
ଲକ୍ଷ୍ନୌ,୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ହ୍ରାସ କରିବା ଲାଗି ଭାଜପାର ଜଣେ ମନ୍ତ୍ରୀ ଏକ ଅଜବ ଯୁକ୍ତି ବାଢିଛନ୍ତି। ପ୍ରଦୂଷଣରୁ ମୁକ୍ତି ପାଇଁ ସରକାର ଯଜ୍ଞ କରନ୍ତୁ, ଇନ୍ଦ୍ର ଭଗବାନ ସନ୍ତୁଷ୍ଟ ହୋଇ…
ପୋଲିସ-ଓକିଲ ଗଣ୍ଡଗୋଳ: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
ନୂଆଦିଲ୍ଲୀ,୩।୧୧: ଦିଲ୍ଲୀର ତିଶ ହଜାରୀ କୋର୍ଟ ପରିସରରେ ପୋଲିସ-ଓକିଲ ଗଣ୍ଡଗୋଳ ଏବଂ ପୋଡାଜଳା ଘଟଣାରେ ରବିବାର ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ହୋଇଛି। କୋର୍ଟ ଦିଲ୍ଲୀ ପୋଲିସ ସ୍ବତନ୍ତ୍ର କମିଶନର ସଞ୍ଜୟ ସିଂହ ଏବଂ ଡେପୁଟୀ କମିଶନର ହରିନ୍ଦର ସିଂହଙ୍କର ବଦଳି ନିର୍ଦ୍ଦେଶ…
ପ୍ରିୟଙ୍କା ଗାନ୍ଧୀଙ୍କ ମୋବାଇଲ୍ ହ୍ୟାକ୍ କରାଯାଇଛି: କଂଗ୍ରେସ
ନୂଆଦିଲ୍ଲୀ,୩।୧୧:ହ୍ବାଟସଆପ୍ ହ୍ୟାକ ଘଟଣାକୁ ନେଇ ରବିବାର ଭାଜପା ଉପରେ ଦୋଷ ଲଦିଛି ବିରୋଧୀ କଂଗ୍ରେସ। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ବି ହ୍ବାଟସଆପ୍ ପକ୍ଷରୁ ସ୍ପାଇୱେୟାର ମେସେଜ ପଠାଯାଇଛି ବୋଲି କଂଗ୍ରେସ ମୁଖପାତ୍ର ରଣଦୀପ ସୁରଜେୱାଲା କହିଛନ୍ତି। ଯେଉଁ ଫୋନକୁ ହ୍ବାଟସଆପ୍ରେ…
ଆତ୍ମହତ୍ୟାକାରୀଙ୍କୁ ଯେଉଁଠି ମିଳେ ‘ବୀର’ର ମାନ୍ୟତା…
ୟୁରୋପର ହଙ୍ଗେରୀରେ ଆତ୍ମହତ୍ୟାକାରୀଙ୍କୁ ‘ବୀର’ର ମାନ୍ୟତା ଦିଆଯାଏ। ଏଠାରେ ଆତ୍ମହତ୍ୟାକାରୀଙ୍କ ସଂଖ୍ୟା ଅନ୍ୟ ଦେଶ ତୁଳନାରେ ଅଧିକ । ବିଭିନ୍ନ ସମସ୍ୟା ଯୋଗୁ ଏଠାରେ ଅଧିକାଂଶ ଲୋକ ଚିନ୍ତାଗ୍ରସ୍ତ ରୁହନ୍ତି । ଅପରପକ୍ଷରେ ଏଠାରେ ଅଧିକ ଲୋକ କ୍ୟାନସରରେ ଆକ୍ରାନ୍ତ ହୋଇଥାନ୍ତି…
ପ୍ରଥମ ଟି-୨୦: ବାଂଲାଦେଶ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିବ ଭାରତ
ନୂଆଦିଲ୍ଲୀ,୩।୧୧: ଭୟଙ୍କର ଓ ବିଷାକ୍ତ ପ୍ରଦୂଷଣ ଭିତରେ ଦିଲ୍ଲୀର ଜେଟଲୀ ଷ୍ଟାଡିୟମରେ ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆରମ୍ଭ ହୋଇଛି। ବାଂଲାଦେଶ ଅଧିନାୟକ ମହମୁଦୁଲ୍ଲା ରିୟାଦ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍ରେ…
ପରଦାକୁ ଆସିବ ‘ବାଲା’, ଜାଣନ୍ତୁ କେମିତି ହୋଇଥିଲା ଫିଲ୍ମର ନାମକରଣ
ଅଭିନେତା ଆୟୁଷ୍ମାନ ଖୁରାନାଙ୍କ ଅପକମିଂ ଫିଲ୍ମ ‘ବାଲା’ ନଭେମ୍ବର ୭ରେ ପରଦା ଉପରକୁ ଆସିବାକୁ ଯାଉଛି। ଫିଲ୍ମ ରିଲିଜ୍ ହେବା ପୂର୍ବରୁ ଏହାର ଟାଇଟେଲକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି। ତେବେ ଟାଇଟେଲ ପଛର ରହସ୍ୟକୁ ଉନ୍ମୋଚନ କରିଛନ୍ତି ଆୟୁସ୍ମାନ। ସେ…
ସିଟିବସ୍ ଚଳାଚଳ ପାଇଁ ମନ୍ତ୍ରୀଙ୍କୁ ସ୍ମାରକପତ୍ର
ବିଜେପୁର,୩।୧୧(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁରରୁ ସଦରମହକୁମାକୁ ସିଟିବସ୍ ଚଳାଚଳ ପାଇଁ ରବିବାର ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି। ଏ ନେଇ ବିଜେଡି ମହିଳା ସଂଗଠନର ନେତ୍ରୀମାନେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ତାଙ୍କର ବାଉଁଶେନମୁରାସ୍ଥିତ ବାସଭବନରେ ଭେଟି ସ୍ମାରକପତ୍ର…
ପଡିଆରେ ପାକିସ୍ତାନ ଖେଳାଳିଙ୍କ ପାଇଁ ଗୀତ ଗାଉଥିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍
‘କୌନ ବନେଗା କରୋଡପତି’ ଶୋ’ର ଏକ ଏପିସୋଡ ଭାରତୀୟ ଖେଳାଳିଙ୍କ ନାଁରେ ରହିଛି। ଏହି ଏପିସୋଡରେ ଭାରତର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବିରେନ୍ଦ୍ର ସେହ୍ବାଗ, ଦୁଇ ଭାରତୀୟ ଆଥ୍ଲେଟ ହିମା ଦାସ ଏବଂ ଦୂତି ଚାନ୍ଦ ଯୋଗ ଦେଇଥିଲେ। ଶୋ’ର ହୋଷ୍ଟ…
ଆମ୍ବୁଲାନ୍ସ ଚକା ଖରାପ ଯୋଗୁ ଅଧଘଣ୍ଟା ବିଳମ୍ବରେ ଡାକ୍ତରଖାନାରେ ପହଞ୍ଚିଲେ ରୋଗୀ
ମୁନିଗୁଡ଼ା,୩।୧୧(ଡି.ଏନ.ଏ.): ୧୦୮ ଆମ୍ବୁଲାନ୍ସକୁ ନେଇ ରାୟଗଡା ଜିଲାରେ ଅନେକ ଥର ଅବ୍ୟବସ୍ଥା ଦେଖା ଦେଇଥିବା ବେଳେ ରବିବାର ପୁଣି ଏକ ଚିତ୍ର ସାମ୍ନାକୁ ଆସିଛି । ଜିଲାର ମୁନିଗୁଡ଼ା ବ୍ଲକ ମଧୁମୁଣ୍ଡା ଗ୍ରାମର ଲୋଟି ସାରକା (୩୫) ଅନେକ ଦିନ ଧରି…
ଅଜବ ମ୍ୟୁଜିୟମ୍ : ସଂରକ୍ଷିତ ରହିଛି ୪ ହଜାର ବାସନ
ଯଦି କେବେ ମ୍ୟୁଜିୟମ ଯାଇଥିବେ ତେବେ ନିଶ୍ଚିତ ଇତିହାସ ସହିତ ଜଡ଼ିତ କିଛି ସାମଗ୍ରୀ, ବିଲୁପ୍ତ ପଶୁପକ୍ଷୀଙ୍କ କଙ୍କାଳ, ମହାପୁରୁଷମାନେ ବ୍ୟବହାର କରୁଥିବା ଜିନିଷ ଦେଖିଥିବେ। ମାତ୍ର ଭାରତରେ ଏମିତି ମ୍ୟୁଜିୟମ ଅଛି, ଯେଉଁଠି ଅଜବ ସାମଗ୍ରୀ ରଖାଯାଇଛି; ଯାହା ଦେଖିଲେ…
ଯୋଡ଼ା ଖଣି ଅଞ୍ଚଳରେ ଛଟ୍ ପର୍ବ ପାଳନ
ଯୋଡ଼ା, ୩।୧୧(ଡି.ଏନ୍.ଏ.): ସୂର୍ଯ୍ୟ ଉପାସନାର ପର୍ବ ଛଟ୍ ପୂଜା ଅବସରରେ କେନ୍ଦୁଝର ଯୋଡା ଖଣି ଅଞ୍ଚଳର ବିଭିନ୍ନ ସ୍ଥାନରେ ଏହି ପର୍ବ ପାଳନ କରାଯାଉଥିବା ଦେଖିବାକୁ ମିଳିଛି । ଏହି ପୂଜାର ତିନି ଦିନ ପୂର୍ବରୁ ପ୍ରଥମ ଦିନରେ ଶ୍ରଦ୍ଧାଳୁମାନେ ସ୍ନାନ…

