Home Left

ଧୋନୀଙ୍କୁ ପଛରେ ପକାଇବେ ରୋହିତ

ନୂଆଦିଲ୍ଲୀ,୩।୧୧- ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ବାଂଲାଦେଶ ବିପକ୍ଷରେ ରବିବାର ଖେଳାଯିବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ କାମଚଳା ଭାରତୀୟ ଅଧିନାୟକ ରୋହିତ ଶର୍ମା ନିଜ କ୍ୟାରିୟରରେ ସଫଳତାର ଆଉ ଏକ ଫର୍ଦ୍ଧ ଯୋଡ଼ିବେ। ଭାରତ ପାଇଁ ସର୍ବାଧିକ ଟି୨୦ ମ୍ୟାଚ୍‌…

ପ୍ରିନ୍‌ସେସ୍‌ ଲୁକ୍‌ରେ ନୀଳନୟନା

ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବେ ଇଟାଲୀର ରୋମ ସହରରେ। ତାଙ୍କ ସହିତ ସ୍ବାମୀ ଅଭିଷେକ ବଚ୍ଚନ ଏବଂ ଝିଅ ଆରାଧ୍ୟା ମଧ୍ୟ ଅଛନ୍ତି। ଦୁଇଦିନ ତଳେ ଅର୍ଥାତ ନଭେମ୍ବର ୧ରେ ବିଶ୍ୱସୁନ୍ଦରୀ ସେଠାରେ ତାଙ୍କର ୪୬ ତମ ଜନ୍ମଦିବସ ପାଳନ…

ପ୍ରଥମ ଦରମା ଟଙ୍କା ମା’ ହାତରେ ଦେଇଥିଲି: ପ୍ରାବନ୍ଧିକ ଡ. ଭଗବାନ ପଟେଲ

ସୁନ୍ଦରଗଡ଼ର ଦଲ୍‌ଦଲି ଗାଁରେ ମୋର ଜନ୍ମ। ଓଡ଼ିଆରେ ଏମ୍‌.ଏ ଓ ଏମ୍‌.ଫିଲ୍‌ ପାସ୍‌ କରିବା ପରେ ୧୯୮୯ ମସିହାରେ ସରଗିପାଲି ମହାବିଦ୍ୟାଳୟରେ ଓଡ଼ିଆ ଅଧ୍ୟାପକ ଭାବେ ଯୋଗଦେଇଥିଲି। ୫୨୫ ଟଙ୍କା ଥିଲା ମୋର ପ୍ରଥମ ଦରମା। ଦରମାଟିକୁ ଆଣି ମୋ ଆଦରର…

ପ୍ରଥମ ଥର ପାଇଁ ବାୟୋପିକ୍‌ରେ ଅରିନ୍ଦମ, ଟାଇଟଲ ରହିଛି ‘ବାବୁ ଭାଇଜାନ୍‌’

ନାୟକ ଅରିନ୍ଦମ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍‌, ଫିଲ୍ମର ଟାଇଟଲ, ଭୂମିକା, ଦୃଶ୍ୟାୟନ-ଏସବୁ ତାଙ୍କ ମନକୁ ଏମିତି ପ୍ରଭାବିତ କରିଛି ତାହାକୁ ପ୍ରକାଶ କରିବାକୁ ସେ ଭାଷା ଖୋଜୁଛନ୍ତି। କେବଳ ସେତିକି ନୁହେଁ, ନିଜ ଓଲିଉଡ୍‌ କ୍ୟାରିୟରରେ ସେ…

ଘୂର୍ଣ୍ଣିବାତ୍ୟା ‘ମାହା’ର ପ୍ରଭାବ: ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ,୩।୧୧: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ‘ମାହା’ର ପ୍ରଭାବରେ ଭାରତର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି କେନ୍ଦ୍ରୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ରବିବାର ସୁଦ୍ଧା ଗୁଜରାଟ ଓ ସୌରାଷ୍ଟ୍ର ଉପକୂଳରେ ପ୍ରବଳ ବର୍ଷା…

କଖାରୁ ଲଟାରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାଟଣା,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ମାନପୁର ଗ୍ରାମର ଡେଣୁଆ ରାସ୍ତା ପାର୍ଶ୍ୱରେ ଥିବା ବଗିଚାର କଖାରୁ ଲଟା ମଧ୍ୟରୁ ରବିବାର ସକାଳୁ ଏକ ନବଜାତ ଶିଶୁପୁତ୍ରକୁ ଗ୍ରାମବାସୀ ଉଦ୍ଧାର କରିଛନ୍ତି। ସୂଚନା ଅନୁଯାୟୀ, ସକାଳୁ ଉକ୍ତ ଗ୍ରାମର…

ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କ ଜୀବନଗଲା

ଧାମନଗର,୩।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଅସୁରାଳୀ ହଂସପୁର ଗ୍ରାମରେ ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କର ରବିବାର ସକାଳେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,ଅକ୍ଟୋବର ୨୨ ତାରିଖରେ ଜମିଜମାକୁ କେନ୍ଦ୍ରକରି ବାପାପୁଅଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ପୁଅ ବିଚିତ୍ର କବି ଏକ…

ଭିନ୍ନ ଢଙ୍ଗରେ ସୁରକ୍ଷାକର୍ମୀଙ୍କ ଜନ୍ମଦିନ ପାଳିଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ଷ୍ଟାରକିଡ୍‌ ତଥା ନବାଗତା ନାୟିକା ଶ୍ରଦ୍ଧା କପୁର ତାଙ୍କ ଉଦାର ହୃଦୟ ପାଇଁ ତିଆରି କରିଛନ୍ତି ନିଜର ଏକ ଭିନ୍ନ ପରିଚୟ। ନିକଟରେ ତାଙ୍କ ସୁରକ୍ଷାକର୍ମୀଙ୍କ ଜନ୍ମଦିନକୁ ସେ ଭିନ୍ନ ଢଙ୍ଗରେ ପାଳନ କରି ଆସିଛନ୍ତି ଚର୍ଚ୍ଚାକୁ। ଅତୁଲ…

ଦେଶର ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ ୟୁପିର ୬: ସବୁଠୁ ଆଗରେ ଗାଜିଆବାଦ

ନୂଆଦିଲ୍ଲୀ,୩।୧୧: ଦେଶର ବିଭିନ୍ନ ସ୍ଥାନରେ ଏବେ ବାୟୁ ପ୍ରଦୂଷଣର ମାତ୍ରା ବେଳକୁ ବେଳ ବଢିବାରେ ଲାଗିଛି। ଦିଲ୍ଲୀ ସମେତ ଉତ୍ତର ପ୍ରଦେଶ, ହରିୟାଣାରେ ମଧ୍ୟ ପ୍ରଦୂଷଣର ମାତ୍ରା ସାଘାଂତିକ ସ୍ତରରେ ପହଞ୍ଚିଲାଣି। ଲୋକେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। କେନ୍ଦ୍ରୀୟ…

ଲାଟେଷ୍ଟ ଟ୍ରେଣ୍ଡରେ ବଞ୍ଜାରା ଜୁଏଲେରି

ଜୁଏଲେରି ପିନ୍ଧିବାର ସଉକ ପ୍ରାୟ ସବୁ ମହିଳାଙ୍କର ଥାଏ। ଖାସ୍‌ ସେଥିପାଇଁ ଜୁଏଲେରିକୁ ନେଇ ବହୁ ଏକ୍ସପେରିମେଣ୍ଟ କରାଯାଇ ମାର୍କେଟ୍‌କୁ ଏହାର ଅନେକ ଲାଟେଷ୍ଟ ଟ୍ରେଣ୍ଡ ଆସିଥାଏ। କେବେ ଗୋଲ୍ଡ, କେବେ ସିଲ୍‌ଭର୍‌ ଆଉ କେବେ ପର୍ଲ ଜୁଏଲେରିର ଡିମାଣ୍ଡ ରହିଥାଏ…

କଣ୍ଠେ ତୁଳସୀ ମୁଖେ ରାମ

ଲୋକକଳାର ଆରମ୍ଭ କାହିଁ କେଉଁ କାଳରୁ । ବିଶେଷକରି ସାଧାରଣ ନିରକ୍ଷରଙ୍କଠାରୁ ଆରମ୍ଭ କରି ଶିକ୍ଷିତଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଯେତେବେଳେ ଟିକେ ଅବସର ମିଳେ ସେତେବେଳେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଚିତ୍ତ ବିନୋଦନ କରିଥାନ୍ତି। ଏହା ସାମାଜିକ ଜୀବନରେ…

ସ୍ବର୍ଗଦ୍ୱାରରୁ ବିଜୁ ପଟ୍ଟନାୟକଙ୍କ ସମାଧି ହଟିବା ଘଟଣା: ଶ୍ରେୟ ପାଇଁ ପ୍ରତିଯୋଗିତା, ଦ୍ୱନ୍ଦ୍ୱରେ ଲୋକେ

ପୁରୀ ଅଫିସ, ୩।୧୧: ସ୍ବର୍ଗଦ୍ୱାରରୁ ହଟିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମାଧି ସ୍ଥଳ। ସ୍ମାରକୀ ଭାବେ କେବଳ ସ୍ମୃତି ଫଳକ ହିଁ ରହିବ। ଶୁକ୍ରବାର ବିଜେଡି ପକ୍ଷରୁ ଏଭଳି ଘୋଷଣା କରାଯାଇଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସ୍ବର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?