Home Left

କ୍ଷଣକରେ ପ୍ରାଣୀଙ୍କର ଜୀବନ ନେଇପାରେ ଏହି ଗଛ

ପୃଥିବୀରେ ଥିବା ଜୀବଜନ୍ତୁଙ୍କ ମଧ୍ୟରେ ବ୍ଲାକ କୋବ୍ରାର ବିଷ ସବୁଠାରୁ ମାରାତ୍ମକ ବୋଲି କୁହାଯାଏ। ହେଲେ ତା’ଠାରୁ ଅଧିକ ବିଷାକ୍ତ ହେଉଛି ‘ହୋଗବିଜ’ ବା କିଲର ଟ୍ରି ନାମକ ଏକ ଘାସ(ବୈଜ୍ଞାନିକ ନାମ ‘ହେରକିଲମ୍‌ ମେଟାଗୋଜିଏନମ୍‌’)। ଗାଜର ଘାସ ପ୍ରଜାତିର ଏହି…

ସରକାରୀ କର୍ମଚାରୀ ମାନ୍ୟତା, ବକେୟା ପ୍ରଦାନ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ପାଚିକା-ସହାୟିକା

ଅନୁଗୋଳ ଅଫିସ, ୩।୧୧ – ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନା କାର୍ଯ୍ୟକରୀ କରିବାକୁ ନିୟୋଜିତ ପାଚିକା-ସହାୟିକାମାନଙ୍କୁ ନିୟମିତ ସରକାରୀ କର୍ମଚାରୀର ମାନ୍ୟତା, ବକେୟା ପାରିଶ୍ରମିକ ପ୍ରଦାନ ଆଦି ଦାବିରେ ଶନିବାର କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ଏଆଇୟୁଟିୟୁସି ସହବନ୍ଧିତ ଓଡ଼ିଶା ମିଳିତ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ: ୧୩ ଗାଡ଼ିରୁ ୧.୮୦ ଲକ୍ଷ ଜରିମାନା ଆଦାୟ

ଅନୁଗୋଳ ଅଫିସ, ୩।୧୧ – ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶନିବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ନେବାଆଣିବା କରୁଥିବା ୧୩ ଗାଡ଼ିକୁ ଧରାଯାଇଛି। ଏଥିସହ ସେଗୁଡିକରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜରିମାନା ବାବଦରେ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବ୍ୟାପକ ଦୁର୍ନୀତି ବିଡିଓଙ୍କୁ ଭେଟିଲେ ଏମ୍‌ପି

ବେଗୁନିଆ, ୩।୧୧ (ଡି.ଏନ.ଏ.): ବାସ ଖଣ୍ଡିଏ ପାଇଁ ଏବେବି ବହୁ ଗରିବ ଲୋକ ସରକାରୀ ଯୋଜନାର ଠିକଣା ଖୋଜୁଛନ୍ତି। ବିଶେଷକରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାରେ ପଞ୍ଜୀକରଣ ହୋଇ ମଧ୍ୟ ବହୁ ଲୋକ ବାଦ୍‌ ପଡିଛନ୍ତି। ପ୍ରଶାସନିକ ସ୍ତରରେ ହେଉ ଅବା…

୯ବର୍ଷ ପରେ ଘରକୁ ଫେରିଲା ପୁଅ:  ଶୁଦ୍ଧିକ୍ରିୟା ସାରିଥିଲେ ପରିବାର

ହିଞ୍ଜିଳିକାଟୁ,୩ା୧୧(ଡି.ଏନ୍‌.ଏ.)- ୯ବର୍ଷ ତଳେ ନିଖୋଜ ହୋଇଯାଇଥିଲେ ପୁଅ। ମୃତ୍ୟୁ ହୋଇଥିବା ଭାବି ଶୁଦ୍ଧିକ୍ରିୟା ସାରିଦେଇଥିଲେ ପରିବାର ଲୋକେ। ତେବେ ଶୁକ୍ରବାର ରାତିରେ ହଠାତ୍‌ ପୁଅ ଘରେ ପହଞ୍ଚତ୍ବାରୁ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ପରିବାର ଲୋକେ। ପୁଅକୁ ପାଖରେ ଦେଖୁଥିଲେ ମଧ୍ୟ ବିଶ୍ୱାସ କରିପାରୁ…

କୁଠାରି ମନ୍ଦିର ସମ୍ପତ୍ତି ହଡ଼ପ ମାମଲା :  ବିଧାୟକ ରମେଶଙ୍କ ସମେତ ୫ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୩ା୧୧-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ-୩ ନିରଞ୍ଜନ ଜେନା ଶନିବାର ଟାଉନ ଥାନା ଅନ୍ତର୍ଗତ ଗେଟବଜାର ଛକରେ ଥିବା କୁଠାରି ମନ୍ଦିର ସମ୍ପତ୍ତି ହଡପ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳି ନ ଥିବାରୁ ସାନଖେମୁଣ୍ଡି ବିଧାୟକ ରମେଶ ଜେନା,…

ଇକୋ ଭିଲେଜ ପାଇଁ ସଜେଇହେଲା ମୁଦୁଲିଗାଡ଼ିଆ :ଗାଁରେ ରହି ମଜ୍ଜା ଉଠାଇବେ ପର୍ଯ୍ୟଟକ

ଗଣିଆ,୩ା୧୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅନ୍ତର୍ଗତ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ମୁଦୁଲିଗାଡିଆ ଗ୍ରାମକୁ ବନ୍ୟପ୍ରାଣୀ ବନ ବିଭାଗ ଦ୍ୱାରା ଇକୋ ଭିଲେଜରେ ପରିଣତ କରିବା ପାଇଁ ପ୍ରୟାସ ଜାରି ରହିଛି ା ଏଥିପାଇଁ ବିଭାଗ ତରଫରୁ ଗ୍ରାମକୁ ରଙ୍ଗବେରଙ୍ଗରେ…

ବିଶାଖା ଏକ୍ସପ୍ରେସ ଦୁଇଭାଗ ହୋଇ ଗଡ଼ିଲା: ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଲେ ଯାତ୍ରୀ

ବାଲୁଗଁ।,୩ା୧୧ (ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ବାଲୁଗଁା-ଚିଲିକା ଷ୍ଟେଶନ ମଧ୍ୟସ୍ଥ ବଡକୁଳ ଲେଭଲ କ୍ରସିଂଠାରେ ଶନିବାର ପୂର୍ବାହ୍ନରେ ବିଶାଖା ଏକ୍ସପ୍ରେସ ଟ୍ରେନ ଚଳନ୍ତା ଅବସ୍ଥାରେ ଇଞ୍ଜିନଠାରୁ ବଗି ଅଲଗା ହୋଇଯାଇଥିଲା। ତେବେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ ଏକ…

ତେଲକୋଇରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ: ଗୋଟିଏ କୋଠରିରେ ଚାଲିଛି ୩ ଶ୍ରେଣୀ

ତେଲକୋଇ, ୩।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି । ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ଭଳି ଭିତ୍ତିଭୂମି ନାହିଁ । ଗୋଟିଏ ଗୋଟିଏ କୋଠରିରେ ୩ଟି ଶ୍ରେଣୀର ପିଲାଙ୍କୁ ଏକାଠି ବସାଇ ପାଠପଢ଼ା…

ୟୁନିୟନ ବ୍ୟାଙ୍କ ପକ୍ଷରୁ ଋଣ ମୁକ୍ତି ଶିବିର

ନୂଆଦିଲ୍ଲୀ,୩-୧୧: ୟୁନିୟନ ବ୍ୟାଙ୍କ ପକ୍ଷରୁ ଋଣ ମୁକ୍ତି ଶିବିର ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଚଳିତ ମାସ ୧୧ ତାରିଖ ଯାଏ ଚାଲିବ। ଏହା ସାରା ଦେଶରେ ଥିବା ବ୍ୟାଙ୍କର ସବୁ ଶାଖାଗୁଡିକରେ ଆୟୋଜନ କରାଯାଉଛି। ଏଥିରେ କ୍ଷୁଦ୍ର ଋଣଧାରୀଙ୍କଠାରୁ ଆରମ୍ଭ…

ଏୟାର ଏସିଆର ବିଗ୍‌ ସେଲ୍‌ ଘୋଷଣା

ନୂଆଦିଲ୍ଲୀ,୩-୧୧: ଏୟାର ଏସିଆ ପକ୍ଷରୁ ବିଗ୍‌ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସମୟରେ ଯାତ୍ରୀମାନେ ଘରୋଇ ଏବଂ ଅନ୍ତର୍ଜାତୀୟ ଉଡାଣ ଉପରେ ଆକର୍ଷଣୀୟ ଅଫର ଲାଭ କରି ପାରିବେ। ଦେଶ ମଧ୍ୟରେ ଉଡାଣ ପାଇଁ ୧୦୧୯ ଟଙ୍କାରୁ ଏବଂ ୨୩୯୯…

ଅବ୍ୟବସ୍ଥାରେ ଚାଲିଛି ପରୀକ୍ଷା

ଆରଡ଼ି, ୩।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ମଠଡିହ ଓ ପହଣା କ୍ଲଷ୍ଟର, ଧାମନଗର ବ୍ଲକର ବାପୁଜୀ ଓ ସାଅଁ।ଳପୁର କ୍ଲଷ୍ଟରରେ ଥିବା ସ୍କୁଲଗୁଡ଼ିକରେ ହେଉଥିବା ଷାଣ୍ମାସିକ ପରୀକ୍ଷା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?