Home Left

ଛଟ୍‌ ପୂଜା ଲାଗି ନଦୀଘାଟ ଉତ୍ସବମୁଖର

ରାଇରଙ୍ଗପୁର, ୩।୧୧ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ଉପକଣ୍ଠ ଖଡ଼ଖାଇ ନଦୀ ଘାଟ ଶନିବାର ବିହାରୀ ସମ୍ପ୍ରଦାୟର ପ୍ରସିଦ୍ଧ ଛଟ୍‌ ପୂଜା ଲାଗି ଉତ୍ସବମୁଖର ହୋଇ ଉଠିଥିଲା। ସ୍ଥାନୀୟ ସହରାଞ୍ଚଳର ବିଭିନ୍ନ ବସ୍ତି ଅଞ୍ଚଳରେ ବସବାସ କରୁଥିବା ଏହି ସମ୍ପ୍ରଦାୟର ବ୍ରତଧାରୀ…

ମୁଖ୍ୟମନ୍ତ୍ରୀଙ୍କୁ ଏଫ୍‌ଆଇଏଚ୍‌ ପ୍ରେସିଡେଣ୍ଟ୍ସ ଆୱାର୍ଡ

ଭୁବନେଶ୍ୱର, ୩।୧୧(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମୀର ଦ୍ରୁତ ବିକାଶ ଘଟିଛି। ବିଶ୍ୱସ୍ତରୀୟ ଭିତ୍ତିଭୂମି ଉପଲବ୍ଧ ଯୋଗୁ ଏଠାରେ ଗତ କିଛିବର୍ଷ ଧରି ଅନ୍ତର୍ଜାତୀୟ ସ୍ତରରେ ବହୁ ବଡ଼ ଟୁର୍ନାମେଣ୍ଟ ସମ୍ଭବ ହୋଇ ପାରିଛି। ରାଜ୍ୟ ସରକାର ଖେଳ ଓ ଖେଳାଳିଙ୍କୁ ପ୍ରୋତ୍ସାହନ…

ଦେଓଧର ଟ୍ରଫି : ଇଣ୍ଡିଆ-ସି’କୁ ଜିତାଇଲେ ଅକ୍ଷର, ମାର୍କଣ୍ଡେ

ରାଞ୍ଚତ୍, ୩।୧୧ (ପି.ଟି.)-ସ୍ଥାନୀୟ ଜେଏସ୍‌ସିଏ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ କମ୍ପ୍ଲେକ୍ସଠାରେ ଶନିବାର ଖେଳାଯାଇଥିବା ଦେଓଧର ଟ୍ରଫିର ଅନ୍ତିମ ରାଉଣ୍ଡ ରବିନ୍‌ ମ୍ୟାଚ୍‌ରେ ଇଣ୍ଡିଆ-ସି’ ୧୩୬ ରନ୍‌ରେ ଇଣ୍ଡିଆ-ବି’କୁ ପରାସ୍ତ କରିଛି। ଅକ୍ଷର ପଟେଲଙ୍କ ଅପରାଜିତ ଅର୍ଦ୍ଧଶତକ ସାଙ୍ଗକୁ ସ୍ପିନର ମୟଙ୍କ ମାର୍କଣ୍ଡେଙ୍କ ବୋଲିଂ…

ବିଏଡ୍‌-ଏମ୍‌ଏଡ୍‌ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ତେଜିଲା

ବାଲେଶ୍ୱର ଅଫିସ, ୩।୧୧-ବିଏଡ୍‌ ଓ ଏମ୍‌ଏଡ୍‌ ପାସ୍‌ କରିଥିବା ପ୍ରାର୍ଥୀଙ୍କୁ ମହାବିଦ୍ୟାଳୟରେ ନିଯୁକ୍ତି ଦେବା ପାଇଁ ସରକାର ନିୟମ କରି ହାଇସ୍କୁଲରେ ଶିକ୍ଷକତା କରିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ହାଇସ୍କୁଲରେ ନିଯୁକ୍ତି ସୁଯୋଗ ନ ଥିବା ବେଳେ ସେମାନଙ୍କୁ ମହାବିଦ୍ୟାଳୟରେ ନିଯୁକ୍ତି…

ସକାଳ ଜଳଖିଆରେ ସାମିଲ କରନ୍ତୁ ଇଡ୍‌ଲି

ଇଡ୍‌ଲି ଖାଇବାକୁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟ ପାଇଁ ମଧ୍ୟ ସେତିକି ଲାଭଦାୟକ। ଅନେକଙ୍କ ଘରେ ଇଡ୍‌ଲିକୁ ସକାଳର ଜଳଖିଆ ଭାବେ ଗ୍ରହଣ କରାଯାଇଥାଏ। ଇଡ୍‌ଲି ସହ ସମ୍ବର ଖାଇବା ଦ୍ୱାରା ଏଥିରୁ ପ୍ରୋଟିନ୍‌, ଫାଇବର ଓ ଆମିନୋ ଏସିଡ ଆଦି ମିଳିଥାଏ।…

ଶୀତଦିନେ ସପ୍ତାହରେ ୨ ଥର କରନ୍ତୁ ଉଷୁମ ତେଲ ମାଲିସ୍‌…

ଶୀତଦିନେ ଶରୀରରେ ଉଷୁମ ତେଲ ମାଲିସ୍‌ କଲେ ଅନେକ ଉପକାର ମିଳିଥାଏ । ଏହା ଦ୍ୱାରା ରକ୍ତଚାପ ନିୟନ୍ତ୍ରିତ ହେବା ସହିତ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ସପ୍ତାହରେ ୨ ଥର ଏପରି କଲେ ଲୋମକୂପ…

ଆକ୍ରମଣ ମାମଲା, ଅଭିଯୁକ୍ତଙ୍କୁ ବର୍ଷେ ଜେଲ

ଦିଗପହଣ୍ଡି, ୨ା୧୧ (ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟର ମାଜିଷ୍ଟ୍ରେଟ ବିଷ୍ଣୁ ପ୍ରସାଦ ଦେବତା ଶନିବାର ମାମଲା ନଂ. ଜି. ଆର ନଂ.୮୩/୨୦୧୦ ର ଶୁଣାଣୀ କରି ପାଟପୁର ଥାନା ସିଙ୍ଗପୁର ଗ୍ରାମର ଏକ ଆକ୍ରମଣ ମାମଲାରେ ଅଭିଯୁକ୍ତ ଥିବା…

ପୁରୁଷ ଦଳକୁ ଅଲିମ୍ପିକ୍ସ ଟିକେଟ

ଭୁବନେଶ୍ୱର, ୨\୧୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା ଓ ପୁରୁଷ ହକି ଦଳ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି ଆଗାମୀ ଅଲିମ୍ପିକ୍ସ ଟୋକିଓଠାରେ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ପଯର୍ୟନ୍ତ ଅନୁଷ୍ଠିତ ହେବ ଶୁକ୍ରବାର ଓ ଶନିବାର ଅନୁଷ୍ଠିତ…

ଭାରତୀୟ ମହିଳା ହକି ଦଳକୁ ଅଲିମ୍ପିକ୍ସ ଯୋଗ୍ୟତା

ଭୁବନେଶ୍ୱର, ୨\୧୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା ହକି ଦଳ ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି କଳିଙ୍ଗ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଏଫ୍ଆଇଏଚ୍ ଅଲିମ୍ପିକ୍ସ କ୍ବାଲିଫାୟର୍ସ ମ୍ୟାଚରେ ଭାରତ ୧-୪ ଗୋଲରେ ଆମେରିକାଠାରୁ ପରାଜିତ ହୋଇଥିଲେ ହେଁ ଶୁକ୍ରବାର…

ଡିସେମ୍ବର ୧୪ରୁ ମେରାଇନ୍‌ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ କୋଣାର୍କ ସହରଠାରୁ ୭ କିଲୋମିଟର ଦୂରରେ ମେରାଇନ୍‌ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ ଅନୁଷ୍ଠିତ ହେବ। ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ ରାସ୍ତା ମଧ୍ୟରେ ହେବାକୁ ଥିବା ଏହି ଫେଷ୍ଟିଭାଲ ଆସନ୍ତା ଡିସେମ୍ବର ୧୪ରୁ ଜାନୁୟାରୀ ୧୪ ମଧ୍ୟରେ ଅନୁଷ୍ଠିତ…

ମାଲକାନଗିରିରେ ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା: ଯବାନମାନଙ୍କ ସମସ୍ୟା ପଚାରି ବୁଝିଲେ

ମାଲକାନଗିରି,୨।୧୧(ଡି.ଏନ୍‌.ଏ.) : ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା ଶନିବାର ମାଲକାନଗିରି ଜିଲା ଗସ୍ତରେ ଆସି ମାଓବାଦୀ ଦମନ ନେଇ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଯୋଗ ଦେଇ ଶର୍ମା…

କଲ୍ୟାଣ ମଣ୍ଡପରୁ ମୃତଦେହ ଉଦ୍ଧାର

ହିିଞ୍ଜିଳିକାଟୁ,୨ା୧୧: ହିିଞ୍ଜିଳିକାଟୁ ପୌରାଞ୍ଚଳ ନୂଆଁଗଡ଼ ଶିବ ମନ୍ଦିର ନିକଟରେ ନିର୍ମାଣାଧୀନ ବାପୁଜୀ କଲ୍ୟାଣ ମଣ୍ଡପରୁ ଶନିବାର ପୋଲିସ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବି ଗୌଡୁଣୀ ଗଁାର ରାଜୁ ପ୍ରଧାନ (୨୨)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?