ଟ୍ରେନ୍ ଇଞ୍ଜିନରୁ ଖସିଲା ବଗି, ଦୁଇ ଭାଗ ହେଲା ବିଶାଖା ଏକ୍ସପ୍ରେସ୍
ଖୋର୍ଦ୍ଧା ଅଫିସ,୨।୧୧: ଖାର୍ଦ୍ଧା ଜିଲା ବାଲୁଗାଁ ବଡ଼କୂଳ ରେଳକ୍ରସିଙ୍ଗ ପୂର୍ବରୁ ଭୁବନେଶ୍ୱରରୁ ସିକନ୍ଦରାବାଦ ଯାଉଥିବା ବିଶାଖା ଏକ୍ସପ୍ରେସ୍ ଶନିବାର ଦୁଇ ଭାଗ ହୋଇଯାଇଥିଲା। ଏହା ପୂର୍ବତନ ରେଳ କର୍ତ୍ତୃପକ୍ଷ ସ୍ବୀକାର କରିଛନ୍ତି। ତେବେ ଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏଭଳି ପରିସ୍ଥିିତି…
ଏପରି ପଥର ଯାହା କ୍ଷୀରକୁ କରେ ଦହି…
ରାଜସ୍ଥାନ ଜୈସଲମେର ଠାରୁ ୫୦ କିଲୋମିଟର ଦୂର ହାବୁର ଗାଁରେ ଏକ ପ୍ରକାର ପଥର ମିଳିଥାଏ। ପଥରକୁ କ୍ଷୀରରେ ପକାଇଲେ କିଛି ସମୟ ମଧ୍ୟରେ ଏହା ଦହିରେ ପରିଣତ ହୋଇଯାଏ। ଗାଁ ଲୋକେ ଦହି ପ୍ରସ୍ତୁତି ପାଇଁ ଏହି ପଥରର ବ୍ୟବହାର…
ହିତାଧିକାରୀଙ୍କୁ ମିଳୁନି ଗୁହାଳ ନିର୍ମାଣ ଅର୍ଥ : ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ
କର୍ଲାମୁଣ୍ଡା,୨।୧୧(ଡି.ଏନ୍.ଏ) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତରେ ହିତାଧିକାରୀମାନେ କାର୍ଯ୍ୟାଦେଶ ପାଇ ଗୁହାଳ ନିର୍ମାଣ ଶେଷ କରିଥିଲେ ସୁଦ୍ଧା ଆଜିପର୍ଯ୍ୟନ୍ତ ସହାୟତା ରାଶି ପାଇ ନ ଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ବ୍ଲକର ସ.ମାଲପଡ଼ା ପଞ୍ଚାୟତରେ ଏମ୍ଜିଏନ୍ଆରଜିଏରେ…
ବଲ ଟାମ୍ପରିଂ କରି ଶେହଜାଦ ଦଣ୍ଡିତ
କରାଚୀ,୨।୧୧- ପାକିସ୍ତାନର ଟେଷ୍ଟ ଓପନର ଅହମ୍ମଦ ଶେହଜାଦ କୁଏଦ-ଇ-ଆଜାମ ଟ୍ରଫିରେ ଶୁକ୍ରବାର ସେଣ୍ଟ୍ରାଲ ପଞ୍ଜାବ ଓ ସିନ୍ଧି ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ରେ ବଲ ଟାମ୍ପରିଂ କରିଛନ୍ତି। ଏଥିନେଇ ଦଣ୍ଡ ସ୍ବରୂପ ତାଙ୍କ ମ୍ୟାଚ୍ ଫି’ର ୫୦ ପ୍ରତିଶତ କାଟ କରାଯାଇଛି। ଏ…
ଅଜବ ମହୋତ୍ସବ : ଯାହା କେବେ ଦେଖି ନ ଥିବେ
ବିଶ୍ୱରେ ଅନେକ ଉତ୍ସବ ବା ମହୋତ୍ସବ ପାଳନ କରାଯାଇଥାଏ। ବିଭିନ୍ନ ଧର୍ମରେ ଉତ୍ସବ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଇଥାଏ। ସାଧାରଣତଃ ଉତ୍ସବରେ ଲୋକେ ନୂଆ ବସ୍ତ୍ର, ଅଳଙ୍କାର ପିନ୍ଧି ସୁସ୍ବାଦୁ ବ୍ୟଞ୍ଜନର ଆୟୋଜନ କରିଥାନ୍ତି। ଅଧିକାଂଶ ସ୍ଥାନର ନାଚଗୀତର ଆସର…
ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର: ମନ୍ତ୍ରୀ
ଭୁବନେଶ୍ୱର,୨।୧୧(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର। ଏନେଇ ଶନିବାର ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଚ୍ଛିନ୍ନାଞ୍ଚଳ ଗସ୍ତ ପରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି, ଶିକ୍ଷକମାନେ ଯା’ ଆସ କରିବାରେ…
ଅପହୃତା ନାବାଳିକା ଛାତ୍ରୀ ଉଦ୍ଧାର: ଅଭିଯୁକ୍ତ ଗିରଫ
କଣ୍ଟାପଡା,୨।୧୧(ଡି.ଏନ୍.ଏ.): ଓଲଟପୁର ଥାନା ଅଞ୍ଚଳର ଏକ କଲେଜରେ ପାଠ ପଢ଼ୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଶନିବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରାଯାଇ ପରିବାର…
ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ତ୍ରୁଟିକୁ ସ୍ବୀକାର କଲେ ମନ୍ତ୍ରୀ
ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷାରେ ହୋଇଥିବା ତ୍ରୁଟିକୁ ସ୍ବୀକାର କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ପ୍ରଥମ ଥର ପାଇଁ ଏକା ସାଙ୍ଗରେ ପରୀକ୍ଷା…
କେବଳ କେଶ ନୁହେଁ , ଏସବୁ କାର୍ଯ୍ୟରେ ବି ବ୍ୟବହାର କରାଯାଏ କଣ୍ଡିଶନର
କେଶକୁ ନରମ ଓ ଚିକ୍କଣ ରଖିବା ପାଇଁ କଣ୍ଡିଶନର ବ୍ୟବହାର କରାଯାଏ। ଏହା ଲମ୍ବା କେଶକୁ ଜଟା ସମସ୍ୟାରୁ ରକ୍ଷା କରିବା ସହ କେଶରେ ଚମକ ଆଣିଥାଏ। ଏହି କଣ୍ଡିଶନର ବିଭିନ୍ନ ପ୍ରକାରର ବ୍ୟବହାର ରହିଛି। ତେବେ ଜାଣନ୍ତୁ ଏ ସମ୍ପର୍କରେ……
ଏକାଠି ହେବାକୁ ଯାଉଛନ୍ତି ୩ ଖାଁ
ମୁମ୍ବାଇ: ବଲିଉଡ୍ର ୩ ଖାନ୍ କହିଲେ ବୁଝାଏ ଆମିର, ସଲମାନ ଓ ଶାହରୁଖ। କେବେ ଏମାନଙ୍କ ମଧ୍ୟରେ ଭଳ ସମ୍ପର୍କ ନ ଥିବା ବେଳେ ଏବେ କିନ୍ତୁ ଏମାନଙ୍କ ସମ୍ପର୍କ କିଛି ଖରାପ ନାହିଁ ବୋଲି ଶୁଣିବାକୁ ମିଳେ। ତେବେ ଏହି…
କରିନା ଉନ୍ମୋଚନ କଲେ ଆଇସିସି ମହିଳା ଟି୨୦ ବିଶ୍ୱକପ୍ ଟ୍ରଫି
ନୂଆଦିଲ୍ଲୀ,୨।୧୧- ବଲିଉଡ୍ ଅଭିନେତ୍ରୀ କରିନା କାପୁର ଖାଁ ଶୁକ୍ରବାର ମେଲବୋର୍ନଠାରେ ଆଇସିସି ମହିଳା ଟି୨୦ ବିଶ୍ୱକପ୍ ଟ୍ରଫି ଉନ୍ମୋଚନ କରିଛନ୍ତି। ଏ ନେଇ ଟି୨୦ ବିଶ୍ୱକପ୍ ପକ୍ଷରୁ ଟୁଇଟ୍ କରାଯାଇଛି। ମହିଳା ଟି୨୦ ବିଶ୍ୱକପ୍ ଆସନ୍ତା ବର୍ଷ ଫେବୃୟାରୀ ୨୧ ତାରିଖରୁ…
କଂଗ୍ରେସକୁ ଜେଡିଏସ୍ର ଝଟ୍କା: ଉପନିର୍ବାଚନରେ କୌଣସି ଦଳ ସହ ହେବ ନାହିଁ ମେଣ୍ଟ
ବେଙ୍ଗାଲୁରୁ,୨।୧୧: କର୍ନାଟକରେ ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳୁଛି। ଏହାରି ଭିତରେ ଉପନିର୍ଚାଚନ ସମୟରେ କୌଣସି ଦଳ ସହ ଜନତା ଦଳ(ସେକ୍ୟୁଲାର) ମେଣ୍ଟ କରିବ ନାହିଁ ବୋଲି ସ୍ପଷ୍ଟିକରଣ ଦେଇଛନ୍ତି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜନତା…

